ଖେଳ

ଭାରତରେ ବୋଲ୍ଟଙ୍କ ଠାରୁ ଦ୍ରୁତତମ ଧାବକ

ବାଙ୍ଗାଲୋର,୧୪।୨- ବିଶ୍ୱର ସବୁଠୁ ଦ୍ରୁତତମ ଧାବକ ଉସେନ ବୋଲ୍ଟଙ୍କ ସହ ପ୍ରତିଦ୍ୱନ୍ଦ୍ୱିତା କରିବା ପାଇଁ ବୋଧ ହୁଏ ପ୍ରତିଦ୍ୱନ୍ଦ୍ୱୀ ମିଳିଯାଇଛି। କର୍ନାଟକର ଏକ ଗ୍ରାମରେ ଅନୁଷ୍ଠିତ ପାରମ୍ପରିକ…

6 years ago

ଅନୁଷ୍କାଙ୍କ ସହ ନ୍ୟୁଜିଲାଣ୍ଡରେ ଭାଲେଣ୍ଟାଇନ୍‌ସ ଡେ’ ପାଳିଲେ କୋହଲି

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ନ୍ୟୁଜିଲାଣ୍ଡରେ ସ୍ତ୍ରୀ ଅନୁଷ୍କା ଶର୍ମାଙ୍କ ସହ ଭାଲେଣ୍ଟାଇନ୍ସ ଡେ’ ପାଳନ କରିଛନ୍ତି। ଭାରତୀୟ ଦଳ ଏବେ ନ୍ୟୁଜିଲାଣ୍ଡ ଗସ୍ତରେ…

6 years ago

ଚେନ୍ନାଇ, ମୁମ୍ବାଇ ଆଇପିଏଲ ଫ୍ରାଞ୍ଚଇଜ ମିଶିଲେ ମଧ୍ୟ କୋହଲିଙ୍କ ବ୍ରାଣ୍ଡ ଭାଲ୍ୟୁ ଆଗରେ

ଆଇପିଏଲ ଇତିହାସର ସବୁଠୁ ବଡ଼ ତଥା ଲାଭବାନ ଫ୍ରାଞ୍ଚାଇଜ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ଓ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)। କିନ୍ତୁ ଦୁଇ ଫ୍ରାଞ୍ଚାଇଜର ବ୍ରାଣ୍ଡ ଭାଲ୍ୟୁ…

6 years ago

କ୍ରିକେଟରଙ୍କ ଭାଲେଣ୍ଟାଇନ୍‌ ଡେ’: କାହାର ଫେସବୁକ୍‌ରେ ପ୍ରେମ, ତ ଆଉ କିଏ ପ୍ରେମ ପାଇଁ ଛାଡିଥିଲେ ଘର

ଆଜି ଭାଲେଣ୍ଟାଇନ୍‌ ଡେ’ ଅର୍ଥାତ ପ୍ରେମ ଦିବସ। ଏହି ଦିନଟି ପ୍ରେମିକା-ପ୍ରେମିକଙ୍କ ପାଇଁ ସ୍ବତନ୍ତ୍ର ଦିନ। ପ୍ରେମ ଦିବସରେ ଆମେ ଏମିତି କିଛି କ୍ରିକେଟରଙ୍କ ବିଷୟରେ କହିବାକୁ…

6 years ago

ଓ୍ବାର୍ମଅପ୍‌ ମ୍ୟାଚ୍‌: ୨୬୩ ରନ୍‌ରେ ଅଲଆଉଟ୍‌ ଭାରତ, ହନୁମାଙ୍କ ଶତକ

ହାମିଲଟନ,୧୪।୨(ପି.ଟି.)- ଭାରତୀୟ ଟେଷ୍ଟ ଦଳର ସଦସ୍ୟ ହନୁମା ବିହାରୀଙ୍କ ଶତକ ଓ ଚେତେଶ୍ୱର ପୂଜାରା(୯୩)ଙ୍କ ବ୍ୟତୀତ ଟିମ୍‌ ଇଣ୍ଡିଆର ସମସ୍ତ ବ୍ୟାଟ୍ସମ୍ୟାନ ନ୍ୟୁଜିଲାଣ୍ଡ ଏକାଦଶ ବିପକ୍ଷ ଏକମାତ୍ର…

6 years ago

ପୁଲଓ୍ବାମା ଶହୀଦଙ୍କ ପୁଅଙ୍କୁ କ୍ରିକେଟ ଟ୍ରେନିଂ ଦେଉଛନ୍ତି ବୀରେନ୍ଦ୍ର ସେହ୍ବାଗ, ଶେୟାର କଲେ ଫଟୋ

ନୂଆଦିଲ୍ଲୀ,୧୪।୨: ପୁଲଓ୍ବାମା ଆକ୍ରମଣକୁ ବର୍ଷେ ପୂରିଛି। ଏହି ଆକ୍ରମଣରେ ଶହୀଦ ହୋଇଥିବା ଯବାନଙ୍କୁ ଦେଶବାସୀ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଏଥିରେ ସାମିଲ ହୋଇଛନ୍ତି ଭାରତୀୟ କ୍ରିକେଟ ଦଳର ବିସ୍ଫୋରକ…

6 years ago

ବଦଳିଲା ଆରସିବି ଲୋଗୋ

ବାଙ୍ଗାଲୋର,୧୪।୨- ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ) ଫ୍ରାଞ୍ଚାଇଜ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଶୁକ୍ରବାର ତା’ର ନୂଆ ଲୋଗୋ ଉନ୍ମୋଚନ କରିଛି। ଆଇପିଏଲର ୧୩ତମ ସଂସ୍କରଣ ପୂର୍ବରୁ ଆରସିବି…

6 years ago

ଫାଇନାଲ ମ୍ୟାଚ୍‌ ଭାବି ଖେଳିବୁ: ଗୋମ୍ବାଉ

ଭୁବନେଶ୍ୱର, ୧୪।୨(ସ୍ପୋର୍ଟ୍ସ ବ୍ୟୁରୋ)- ଇଣ୍ଡିଆନ ସୁପର୍‌ ଲିଗ୍‌ (ଆଇଏସ୍‌ଏଲ୍‌)ର ଏକ ମ୍ୟାଚ୍‌ରେ ଶୁକ୍ରବାର ଘରୋଇ ଓଡ଼ିଶା ଏଫ୍‌ସି ଓ ନର୍ଥଇଷ୍ଟ ୟୁନାଇଟେଡ୍‌ ଏଫ୍‌ସି ପରସ୍ପରକୁ ଭେଟିବେ। ସ୍ଥାନୀୟ…

6 years ago

ଟାଟୁ କହେ ଅନେକ କଥା

ନୂଆଦିଲ୍ଲୀ ୧୪ା୨:ଭାରତୀୟ ହକି ଦଳର ଅଧିନାୟକ ମନପ୍ରୀତ ସିଂଙ୍କ ଗୋଡ଼ର ଟାଟୁ ଏବେ ଚର୍ଚ୍ଚାରେ। ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମରେ ଚଳିତ ଏଫଆଇଏଚ୍‌ ହକି ପ୍ରୋ ଲିଗ୍‌ର ବେଲଜିୟମ…

6 years ago

ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ା: ଲୁକ୍କାୟିତ ପ୍ରତିଭା ନଜରକୁ ଆସିବେ

ନୂଆଦିଲ୍ଲୀ, ୧୪।୨-ଓଡ଼ିଶାରେ ହେବାକୁ ଯାଉଥିବା ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ାରେ ୮ଟି ଲେଖାଏ ମହିଳା ଓ ପୁରୁଷ ହକି ଦଳ ଅଂଶଗ୍ରହଣ କରିବେ। ଭୁବନେଶ୍ୱର ଓ କଟକରେ…

6 years ago