ଖେଳ

ଅଲ୍‌ ଇଂଲଣ୍ଡ ଚାମ୍ପିୟନଶିପ୍‌: ଲକ୍ଷ୍ୟ ଆଗେଇଲେ, ସାଇନା, ପ୍ରଣୀଥ୍‌ ନିରାଶ

ବର୍ମିଂହାମ୍‌, ୧୨।୩ (ପି.ଟି.)- ଏଠାରେ ଚାଲିଥିବା ସମ୍ମାନଜନକ ଅଲ୍‌ଇଂଲଣ୍ଡ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତାରେ ଭାରତର ଲକ୍ଷ୍ୟ ସେନ୍‌ ଦମ୍‌ଦାର ଆରମ୍ଭ କରିଛନ୍ତି। କ୍ୟାରିୟରର ପ୍ରଥମ ବିଡବ୍ଲ୍ୟୁଏଫ୍‌ ଓ୍ବାଲର୍‌ଡ ଟୁର୍‌…

6 years ago

ବିଶ୍ୱ ଏକାଦଶ-ଏସିଆ ଏକାଦଶ ମ୍ୟାଚ୍ ସ୍ଥଗିତ

ଢାକା, ୧୨୩ (ପି.ଟି.)- କରୋନା ଭାଇରସ୍ ଲାଗି ଆଗାମୀ ଦିନରେ ବିଶ୍ୱ ଏକାଦଶ ଓ ଏସିଆ ଏକାଦଶ ମଧ୍ୟରେ ଖେଳାଯିବାକୁ ଥତ୍ବା ମ୍ୟାଚ୍କୁ ଆୟୋଜକ ବାଂଲାଦେଶ କ୍ରିକେଟ୍…

6 years ago

ସିରିଜ ଜିତିଲା ବାଂଲାଦେଶ

ଢାକା, ୧୨୩ (ଏଏଫ୍ପି)- ଭ୍ରମଣକାରୀ ଜିମ୍ବାେଓ୍ବ ବିପକ୍ଷରେ ଏଠାରେ ଅନୁଷ୍ଠିତ ୨ୟ ଟି୨୦ ମ୍ୟାଚ୍କୁ ବାଂଲାଦେଶ ୯ ଉଇକେଟ୍ର ବୃହତ୍ ବ୍ୟବଧାନରେ ଜିତିନେଇଛି ପ୍ରଥମେ ବ୍ୟାଟିଂ କରି…

6 years ago

କରୋନା ଭାଇରସ ଡର: ଖେଳାଳିଙ୍କ ଲାଗି ନିୟମ

ନୂଆଦିଲ୍ଲୀ,୧୨।୩- ବିଶ୍ୱବ୍ୟାପୀ ଦେଖା ଦେଇଥିବା କରୋନା ଭାଇରସନ ଆତଙ୍କ କ୍ରୀଡ଼ା ଉପରେ ବ୍ୟାପକ ଭାବେ ପ୍ରଭାବ ପକାଇଛି। କେତେକ ବଡ଼ ଇଭେଣ୍ଟ ବାତିଲ ହୋଇଥିବା ବେଳେ ଆଉ…

6 years ago

ରଣଜୀ ଫାଇନାଲ ମଝିରେ ଅମ୍ପାୟର ବଦଳିଲେ

ରାଜକୋଟ,୧୨।୩-  ବେଙ୍ଗଲ ଓ ସୌରାଷ୍ଟ୍ର ମଧ୍ୟରେ ଏଠାରେ ଚାଲିଥିବା ରଣଜୀ ଟ୍ରଫି କ୍ରିକେଟ ଫାଇନାଲ ଅବସରରେ ଅମ୍ପାୟର ପରିବର୍ତ୍ତନ ହୋଇଛନ୍ତି। ପ୍ରଥମ ଦିବସ ଖେଳ ଅବସରରେ ଫିଲ୍ଡ…

6 years ago

ଓ୍ବାଲର୍‌ଡ ମାଷ୍ଟର୍ସ ହକିରେ ଭାରତ ସାମିଲ

ନୂଆଦିଲ୍ଲୀ, ୧୨।୩- ହକି ଇଣ୍ଡିଆ ନିକଟରେ ଓ୍ବାଲର୍‌ଡ ମାଷ୍ଟର୍ସ ହକି(ଡବ୍ଲ୍ୟୁଏମଏଚ) ସହିତ ସାମିଲ ହୋଇଛି। ପୂର୍ବରୁ ଡବ୍ଲ୍ୟୁଏମଏଚ ସହ ଅନ୍ୟ ୩୮ ଜାତୀୟ ଆସୋସିଏଶନ ସାମିଲ ଅଛନ୍ତି।…

6 years ago

ସୁବ୍ରତ ଓସିଏର ନୂଆ ସିଇଓ

କଟକ ଅଫିସ,୧୨ା୩-  ରାଜ୍ୟର ପୂର୍ବତନ କ୍ରିକେଟ ଖେଳାଳି ସୁବ୍ରତ କୁମାର ବେହେରା ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ)ର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ(ସିଇଓ) ଭାବେ ନିଯୁକ୍ତି ପାଇଛନ୍ତି। ବୁଧବାର…

6 years ago

ରଣଜୀ ଟ୍ରଫି: ସୌରାଷ୍ଟ୍ର ୪୨୫, ବେଙ୍ଗଲ ୧୩୪/୩

ରାଜକୋଟ, ୧୨।୩- ଏଠାରେ ଚାଲିଥିବା ରଣଜୀ ଟ୍ରଫି ଫାଇନାଲର ତୃତୀୟ ଦିବସ ଖେଳ ବୁଧବାର ଶେଷ ହୋଇଛି। ଅର୍ପିତ ବାସବଦାଙ୍କ ଶତକ ସହାୟତାରେ ସୌରାଷ୍ଟ୍ର ୪୨୫ ରନ…

6 years ago

ଭାରତ- ଦକ୍ଷିଣ ଆଫ୍ରିକା ପ୍ରଥମ ଦିନିକିଆ: ଫୋକସ୍‌ରେ ପାଣ୍ଡ୍ୟା

ଧର୍ମଶାଳା,୧୨।୩ (ପି.ଟି.)- ଭାରତ ଓ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା ମଧ୍ୟରେ ଏକ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ ଆରମ୍ଭ ହେବାକୁ ଯାଉଛି। ସ୍ଥାନୀୟ ହିମାଚଳ ପ୍ରଦେଶ…

6 years ago

ବକ୍ସର ମନୀଷଙ୍କୁ ଅଲିମ୍ପିକ ଟିକେଟ୍‌

ଅମ୍ମନ (ଜୋର୍ଡାନ), ୧୧।୩ (ପି.ଟି.)- ବିଶ୍ୱ ବ୍ରୋଞ୍ଜ ପଦକ ବିଜେତା ମନୀଷ କୌଶିକ (୬୩ କିଗ୍ରା) ୯ମ ଭାରତୀୟ ବକ୍ସର ଭାବେ ଆଗାମୀ ଟୋକିଓ ଅଲିମ୍ପିକ୍ସକୁ ଯୋଗ୍ୟତା…

6 years ago