ଖେଳ

ରୋଡ୍‌ ସେଫ୍‌ଟି ଓ୍ବାଲର୍‌ଡ ସିରିଜ: ଖାଲି ଷ୍ଟାଡିୟମରେ ଖେଳାଯିବ ବଳକା ମ୍ୟାଚ୍‌

ମୁମ୍ବାଇ, ୧୨।୩ (ପି.ଟି.)- ସଡ଼କ ସୁରକ୍ଷା ସଚେତନତା ଲାଗି ମୁମ୍ବାଇରେ ବର୍ତ୍ତମାନ ‘ରୋଡ୍‌ ସେଫ୍‌ଟି ଓ୍ବାଲର୍‌ଡ ସିରିଜ’ ଟି୨୦ କ୍ରିକେଟ୍‌ ଟୁର୍ନାମେଣ୍ଟ ଚାଲିଛି। ଏଥିରେ ସଚିନ ତେନ୍ଦୁଲକର,…

7 years ago

ଆଇପିଏଲ୍‌: ବିଦେଶୀ ଖେଳାଳିଙ୍କୁ ଆଶଙ୍କା

ନୂଆଦିଲ୍ଲୀ, ୧୨।୩- ବିଶ୍ୱର ସବୁଠାରୁ ବ୍ୟୟବହୁଳ ଟି୨୦ କ୍ରିକେଟ୍‌ ଟୁର୍ନାମେଣ୍ଟ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଆଗାମୀ ତ୍ରୟୋଦଶ ସଂସ୍କରଣ ମାର୍ଚ୍ଚ ୨୯ରୁ ଆରମ୍ଭ ହେବ। ତେବେ…

7 years ago

ଅଲ୍‌ ଇଂଲଣ୍ଡ ଚାମ୍ପିୟନଶିପ୍‌: ଲକ୍ଷ୍ୟ ଆଗେଇଲେ, ସାଇନା, ପ୍ରଣୀଥ୍‌ ନିରାଶ

ବର୍ମିଂହାମ୍‌, ୧୨।୩ (ପି.ଟି.)- ଏଠାରେ ଚାଲିଥିବା ସମ୍ମାନଜନକ ଅଲ୍‌ଇଂଲଣ୍ଡ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତାରେ ଭାରତର ଲକ୍ଷ୍ୟ ସେନ୍‌ ଦମ୍‌ଦାର ଆରମ୍ଭ କରିଛନ୍ତି। କ୍ୟାରିୟରର ପ୍ରଥମ ବିଡବ୍ଲ୍ୟୁଏଫ୍‌ ଓ୍ବାଲର୍‌ଡ ଟୁର୍‌…

7 years ago

ବିଶ୍ୱ ଏକାଦଶ-ଏସିଆ ଏକାଦଶ ମ୍ୟାଚ୍ ସ୍ଥଗିତ

ଢାକା, ୧୨୩ (ପି.ଟି.)- କରୋନା ଭାଇରସ୍ ଲାଗି ଆଗାମୀ ଦିନରେ ବିଶ୍ୱ ଏକାଦଶ ଓ ଏସିଆ ଏକାଦଶ ମଧ୍ୟରେ ଖେଳାଯିବାକୁ ଥତ୍ବା ମ୍ୟାଚ୍କୁ ଆୟୋଜକ ବାଂଲାଦେଶ କ୍ରିକେଟ୍…

7 years ago

ସିରିଜ ଜିତିଲା ବାଂଲାଦେଶ

ଢାକା, ୧୨୩ (ଏଏଫ୍ପି)- ଭ୍ରମଣକାରୀ ଜିମ୍ବାେଓ୍ବ ବିପକ୍ଷରେ ଏଠାରେ ଅନୁଷ୍ଠିତ ୨ୟ ଟି୨୦ ମ୍ୟାଚ୍କୁ ବାଂଲାଦେଶ ୯ ଉଇକେଟ୍ର ବୃହତ୍ ବ୍ୟବଧାନରେ ଜିତିନେଇଛି ପ୍ରଥମେ ବ୍ୟାଟିଂ କରି…

7 years ago

କରୋନା ଭାଇରସ ଡର: ଖେଳାଳିଙ୍କ ଲାଗି ନିୟମ

ନୂଆଦିଲ୍ଲୀ,୧୨।୩- ବିଶ୍ୱବ୍ୟାପୀ ଦେଖା ଦେଇଥିବା କରୋନା ଭାଇରସନ ଆତଙ୍କ କ୍ରୀଡ଼ା ଉପରେ ବ୍ୟାପକ ଭାବେ ପ୍ରଭାବ ପକାଇଛି। କେତେକ ବଡ଼ ଇଭେଣ୍ଟ ବାତିଲ ହୋଇଥିବା ବେଳେ ଆଉ…

7 years ago

ରଣଜୀ ଫାଇନାଲ ମଝିରେ ଅମ୍ପାୟର ବଦଳିଲେ

ରାଜକୋଟ,୧୨।୩-  ବେଙ୍ଗଲ ଓ ସୌରାଷ୍ଟ୍ର ମଧ୍ୟରେ ଏଠାରେ ଚାଲିଥିବା ରଣଜୀ ଟ୍ରଫି କ୍ରିକେଟ ଫାଇନାଲ ଅବସରରେ ଅମ୍ପାୟର ପରିବର୍ତ୍ତନ ହୋଇଛନ୍ତି। ପ୍ରଥମ ଦିବସ ଖେଳ ଅବସରରେ ଫିଲ୍ଡ…

7 years ago

ଓ୍ବାଲର୍‌ଡ ମାଷ୍ଟର୍ସ ହକିରେ ଭାରତ ସାମିଲ

ନୂଆଦିଲ୍ଲୀ, ୧୨।୩- ହକି ଇଣ୍ଡିଆ ନିକଟରେ ଓ୍ବାଲର୍‌ଡ ମାଷ୍ଟର୍ସ ହକି(ଡବ୍ଲ୍ୟୁଏମଏଚ) ସହିତ ସାମିଲ ହୋଇଛି। ପୂର୍ବରୁ ଡବ୍ଲ୍ୟୁଏମଏଚ ସହ ଅନ୍ୟ ୩୮ ଜାତୀୟ ଆସୋସିଏଶନ ସାମିଲ ଅଛନ୍ତି।…

7 years ago

ସୁବ୍ରତ ଓସିଏର ନୂଆ ସିଇଓ

କଟକ ଅଫିସ,୧୨ା୩-  ରାଜ୍ୟର ପୂର୍ବତନ କ୍ରିକେଟ ଖେଳାଳି ସୁବ୍ରତ କୁମାର ବେହେରା ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ)ର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ(ସିଇଓ) ଭାବେ ନିଯୁକ୍ତି ପାଇଛନ୍ତି। ବୁଧବାର…

7 years ago

ରଣଜୀ ଟ୍ରଫି: ସୌରାଷ୍ଟ୍ର ୪୨୫, ବେଙ୍ଗଲ ୧୩୪/୩

ରାଜକୋଟ, ୧୨।୩- ଏଠାରେ ଚାଲିଥିବା ରଣଜୀ ଟ୍ରଫି ଫାଇନାଲର ତୃତୀୟ ଦିବସ ଖେଳ ବୁଧବାର ଶେଷ ହୋଇଛି। ଅର୍ପିତ ବାସବଦାଙ୍କ ଶତକ ସହାୟତାରେ ସୌରାଷ୍ଟ୍ର ୪୨୫ ରନ…

7 years ago