ଖେଳ

ଫ୍ୟାକ୍ଟ୍ରି ମାଲିକଙ୍କୁ ପିଟି ପୂର୍ବତନ କ୍ରିକେଟର ହଟହଟା

ମେରଟ,୧୫।୧୨- ଏକ ଫ୍ୟାକ୍ଟ୍ରି ମାଲିକଙ୍କୁ ପିଟିବା କାରଣରୁ ପୂର୍ବତନ ଭାରତୀୟ କ୍ରିକେଟ ଖେଳାଳି ପ୍ରବୀଣ କୁମାର ହଟହଟା ହୋଇଛନ୍ତି। ଏ ନେଇ ଟିପିନଗର ଥାନାରେ ଅଭିଯୋଗ ହୋଇଛି।…

6 years ago

ଓ୍ବେଟରଙ୍କୁ ଖୋଜୁଛନ୍ତି ସଚିନ

ଚେନ୍ନାଇ,୧୫।୧୨- କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର ଚେନ୍ନାଇର ଏକ ହୋଟେଲର ଜଣେ ଓ୍ବେଟରଙ୍କୁ ଖୋଜୁଛନ୍ତି। ୨୪ ବର୍ଷର ଲମ୍ବା କ୍ୟାରିୟରରେ ଏଲବୋ ଗାର୍ଡ ବ୍ୟବହାର ଯୋଗୁ ତାଙ୍କ…

6 years ago

୧୦୦ରୁ ଊର୍ଦ୍ଧ୍ୱ ମହିଳାଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ଏହି ପ୍ରସିଦ୍ଧ ଖେଳାଳି

ବିଶ୍ୱ ଗଲ୍‌ଫର ସବୁଠୁ ବଡ଼ ନାମ ଟାଇଗର ଉଡ୍ସ। ଏହି ପ୍ରସିଦ୍ଧ ଖେଳାଳି ଏକଦା ୧୨୧ ମହିଳାଙ୍କ ସହ ଶାରୀରିକ ସମ୍ପର୍କ ରଖିଥିବା ନିଜ ଆଡୁ କହିଥିଲେ।…

6 years ago

ସର୍ବପ୍ରଥମ ପଦକ ଲକ୍ଷ୍ୟରେ ଓଡ଼ିଶା

ଭୁବନେଶ୍ୱର, ୧୫।୧୨ (ସ୍ପୋଟର୍‌ସ ବ୍ୟୁରୋ)- ଡିସେମ୍ବର ୧୭ରୁ ୨୨ ପର୍ଯ୍ୟନ୍ତ ଭୁବନେଶ୍ୱରରେ ଜାତୀୟ ସବ୍‌ଜୁନିୟର ବ୍ୟାଡ୍‌ମିଣ୍ଟନ (୧୫ ବର୍ଷ ଓ ୧୭ ବର୍ଷରୁ କମ୍‌ ବାଳିକା ଓ…

6 years ago

ସାଇ ହଷ୍ଟେଲ-ଚରମ୍ପା ୟୁନାଇଟେଡ୍‌ ଫାଇନାଲ

ନିମାପଡ଼ା, ୧୫।୧୨ (ଡିଏନ୍‌ଏ)- ନିମାପଡ଼ା ଆଥ୍‌ଲେଟିକ ଆସୋସିଏଶନ ପକ୍ଷରୁ ସ୍ଥାନୀୟ ବାରବାଟୀ ଗ୍ରାଉଣ୍ଡରେ ଚାଲିଥିବା ରାଜ୍ୟସ୍ତରୀୟ ୬ଷ୍ଠ ପଦ୍ମଚରଣ ସାମନ୍ତସିଂହାର ସ୍ମାରକୀ ନିମାପଡ଼ା ଫୁଟ୍‌ବଲ ପ୍ରତିଯୋଗିତାର ଫାଇନାଲ…

6 years ago

ବାରବାଟୀ ଦିନିକିଆ: ଗ୍ୟାଲେରିରେ ବିଛାଗଲା କାର୍ପେଟ

କଟକ ଅଫିସ,୧୫।୧୨- ଆଗାମୀ ଭାରତ-ୱେଷ୍ଟଇଣ୍ଡିଜ ଏକଦିବସୀୟ ଅର୍ନ୍ତଜାତୀୟ ମ୍ୟାଚ ଲାଗି ଦର୍ଶକମାନଙ୍କ ନିମନ୍ତେ ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ) ବିଶେଷ ସୁବିଧା ସୁଯୋଗ ପ୍ରଦାନ କରିଛି। ଏହି ମ୍ୟାଚ୍‌…

6 years ago

ଇଷ୍ଟ୍‌ ଇଣ୍ଡିଆ ଓପନ୍‌ ସ୍ନୁକର: ସେମିଫାଇନାଲରେ ସୁବ୍ରତ

ଭୁବନେଶ୍ୱର,୧୫।୧୨(ସ୍ପୋଟର୍‌ସ ବ୍ୟୁରୋ)- ପାଟଣାରେ ଚାଲିଥିବା ଇଷ୍ଟ ଇଣ୍ଡିଆ ସ୍ନୁକର ଚାମ୍ପିୟନଶିପ୍‌ରେ ଓଡ଼ିଶାର ସୁବ୍ରତ ଦାସ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ସୁବ୍ରତ ପ୍ରି- କ୍ୱାର୍ଟର ଓ କ୍ୱାର୍ଟର…

6 years ago

ଦିବାରାତ୍ର ଟେଷ୍ଟ: ଅଷ୍ଟ୍ରେଲିଆ ସ୍ଥିତି ଦୃଢ଼

ପର୍ଥ,୧୫।୧୨(ଏଏଫ୍‌ପି)- ସ୍ଥାନୀୟ ପର୍ଥ ଷ୍ଟାଡିୟମରେ ଚାଲିଥିବା ନ୍ୟୁଜିଲାଣ୍ଡ ବିପକ୍ଷ ଦିବାରାତ୍ର ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଘରୋଇ ଅଷ୍ଟ୍ରେଲିଆ ତା’ର ସ୍ଥିତି ଆହୁରି ମଜଭୁତ୍‌ କରିଛି। ଟସ୍‌ ଜିତି…

6 years ago

ବାଉଚର୍‌ ଦକ୍ଷିଣ ଆଫ୍ରିକା ମୁଖ୍ୟ କୋଚ୍‌

କେପ୍‌ ଟାଉନ,୧୪।୧୨ (ଏଏଫ୍‌ପି): ପୂର୍ବତନ ଉଇକେଟ୍‌କିପର ମାର୍କ ବାଉଚର୍‌ ଦକ୍ଷିଣ ଆଫ୍ରିକା କ୍ରିକେଟ୍‌ ଦଳର ମୁଖ୍ୟ କୋଚ୍‌ ନିଯୁକ୍ତ ହୋଇଛନ୍ତି। ଆଗାମୀ ୨୦୨୩ ବିଶ୍ୱକପ୍‌ ପର୍ଯ୍ୟନ୍ତ ବାଉଚର୍‌ଙ୍କୁ…

6 years ago

ମୋମୋତା ଫାଇନାଲରେ

ଶାଂଘାଇ,୧୪ା୧୨ (ଏଏଫ୍‌ପି): ବ୍ୟାଡ୍‌ମିଣ୍ଟନ ଓ୍ବାଲର୍‌ଡ ଫେଡେରେଶନ (ବିଡବ୍ଲ୍ୟୁଏଫ୍‌) ଓ୍ବାଲର୍‌ଡ ଟୁର୍‌ ଫାଇନାଲ୍ସର ଟାଇଟଲ ମୁକାବିଲା ଜାପାନର କେଣ୍ଟୋ ମୋମୋତା ଏବଂ ଇଣ୍ଡୋନେସିଆର ଆନ୍ଥୋନୀ ସିନିସୁକା ଗିନ୍‌ଟିଙ୍ଗ୍‌ଙ୍କ ମଧ୍ୟରେ…

6 years ago