ଖେଳ

ସୌମ୍ୟଙ୍କୁ ୫୮ତମ ଓପନ୍‌ ଚେସ୍‌ ଟାଇଟଲ

ଭୁବନେଶ୍ୱର, ୬।୧(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶା ରାଜ୍ୟ ଚେସ୍‌ ଆସୋସିଏଶନ (ଓଏସ୍‌ସିଏ) ଓ ୟୁନିକ୍‌ ଫାଉଣ୍ଡେଶନର ମିଳିତ ଆନୁକୂଲ୍ୟରେ ଖୋର୍ଦ୍ଧା ଜିଲା ବୋଲଗଡ଼ର ଅସରାଳସ୍ଥିତ ହରିହର ବିଦ୍ୟାପୀଠରେ ୨ୟ…

6 years ago

ଅଶ୍ୱିନ, ବୋଥାମଙ୍କୁ ଟପିଲେ ଆଣ୍ଡରସନ

କେପ୍‌ ଟାଉନ, ୬।୧- ଅଭିଜ୍ଞ ଇଂଲଣ୍ଡ ଦ୍ରୁତ ବୋଲର ଜେମ୍ସ ଆଣ୍ଡରସନ ଟେଷ୍ଟରେ ସର୍ବାଧିକ ୫ ଉଇକେଟ୍‌ ସଫଳତା ପାଇବାରେ ସାର୍‌ ଇଆନ ବୋଥାମ ଓ ରବିଚନ୍ଦ୍ରନ…

6 years ago

ଦୃଢ଼ ସ୍ଥିତିରେ ଇଂଲଣ୍ଡ

କେପ୍‌ ଟାଉନ, ୬।୧- ସ୍ଥାନୀୟ ନ୍ୟୁଲାଣ୍ଡ୍ସଠାରେ ଘରୋଇ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ଇଂଲଣ୍ଡ ଦୃଢ଼ ସ୍ଥିତିରେ ରହିଛି। ଓପନର୍‌ ଡୋମିନିକ ସିବଲୀ…

6 years ago

୬୧ ବର୍ଷରେ ପାଦଦେଲେ କପିଲ୍‌ ଦେବ: ୧୯୮୩ରେ ଭାରତ ପାଇଁ ଆଣିଥିଲେ ପ୍ରଥମ ବିଶ୍ୱକପ୍‌

ନୂଆଦିଲ୍ଲୀ,୬।୧: ଅଲ୍‌ରାଉଣ୍ଡର କ୍ରିକେଟ୍‌ ତାରକା କପିଲ୍‌ ଦେବ୍‌ ସୋମବାର ୬୧ ବର୍ଷରେ ପାଦ ଦେଇଛନ୍ତି। ସେ ୧୯୫୯ ଜାନୁୟାରୀ ୬ରେ ଚଣ୍ଡିଗଡ଼ରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର ପ୍ରକୃତ…

6 years ago

ମହିଳା ଚ୍ୟାଲେଞ୍ଜର ଟ୍ରଫି: ଇଣ୍ଡିଆ ‘ବି’କୁ ଜିତାଇଲେ ଓଡ଼ିଶାର ସୁଶ୍ରୀ

କଟକ ଅଫିସ, ୬ା୧-  ଓଡ଼ିଶାର ସୁଶ୍ରୀ ଦିବ୍ୟଦର୍ଶିନୀଙ୍କ ୩ ଉଇକେଟ ସଫଳତା ବଳରେ ଇଣ୍ଡିଆ ‘ବି’ ବାରବାଟୀ ଷ୍ଟାଡିୟମରେ ଚାଲିଥିବା ମହିଳା ଚ୍ୟାଲେଞ୍ଜର ଟ୍ରଫିରେ ପ୍ରଥମ ବିଜୟ…

6 years ago

ଜାତୀୟ ସ୍ପୋଟର୍‌ସ କ୍ଲାଇମ୍ବିଂ ଆଜିଠାରୁ

ଭୁବନେଶ୍ୱର, ୬।୧(କ୍ରୀଡ଼ା ପ୍ରତିନିଧି)- ଜାତୀୟ ସ୍ପୋଟର୍‌ସ କ୍ଲାଇମ୍ବିଂ ଚାମ୍ପିୟନଶିପ୍‌ର ୨୫ତମ ସଂସ୍କରଣ ସୋମବାରଠାରୁ କଳିଙ୍ଗ ଷ୍ଟାଡିୟମର ସ୍ପୋଟର୍‌ସ କ୍ଲାଇମ୍ବିଂ ହାଇ ପରଫରମାନ୍ସ ସେଣ୍ଟରରେ ଆରମ୍ଭ ହେବ। ଓଡ଼ିଶାରେ…

6 years ago

ଇଣ୍ଡିଆନ ସୁପର୍‌ ଲିଗ୍‌: ଘରୋଇ ଗ୍ରାଉଣ୍ଡରେ ୨ୟ ବିଜୟ ଲକ୍ଷ୍ୟରେ ଓଡ଼ିଶା

ଭୁବନେଶ୍ୱର, ୬।୧ (ସ୍ପୋଟର୍‌ସ ବ୍ୟୁରୋ)- ଇଣ୍ଡିଆନ ସୁପର୍‌ ଲିଗ୍‌ (ଆଇଏସ୍‌ଏଲ୍‌)ର ୬ଷ୍ଠ ସଂସ୍କରଣର ଏକ ମୁକାବିଲାରେ ସୋମବାର ଘରୋଇ ଓଡ଼ିଶା ଏଫ୍‌ସି ୨ଥରର ଚାମ୍ପିୟନ ଚେନ୍ନାଇନ ଏଫ୍‌ସିକୁ…

6 years ago

ରଣ୍‌ଜୀ ଟ୍ରଫି: ମିଲିନ୍ଦ କୁମାରଙ୍କ ଶତକ

ଭୁବନେଶ୍ୱର, ୬।୧(କ୍ରୀଡ଼ା ପ୍ରତିନିଧି)- ବର୍ଷା ଯୋଗୁ କ୍ରମାଗତ ୨ ଦିନ ଖେଳ ବାତିଲ ପରେ ରବିବାର ଅଗରତାଲାର ବୀର ବିକ୍ରମ କଲେଜ ଷ୍ଟାଡିୟମରେ ଓଡ଼ିଶା-ତ୍ରିପୁରା ରଣ୍‌ଜୀ ଟ୍ରଫି…

6 years ago

ହାଡ଼ଭଙ୍ଗା ଶୀତ ସତ୍ୱେ ମୋହନ ବାଗାନର ବିଜୟ

ଶ୍ରୀନଗର, ୫ା୧ (ପି.ଟି.)-ହାଡ଼ଭଙ୍ଗା ଶୀତ ସତ୍ୱେ ଏଠାରେ ରବିବାର ଅନୁଷ୍ଠିତ ଏକ ଆଇ-ଲିଗ୍‌ ମ୍ୟାଚରେ ମୋହନ ବାଗାନ ୨-୦ ଗୋଲରେ ରିୟଲ କଶ୍ମୀରକୁ ପରାସ୍ତ କରିଛି। ମ୍ୟାଚ…

6 years ago

ଗୋଟେ ଓଭରରେ ୬ ଛକା ଲଗାଇ ସଦ୍ୱନ୍ତ୍ର କ୍ଲବରେ କାର୍ଟର

ଅକ୍‌ଲାଣ୍ଡ,୫।୧- ନ୍ୟୁଜିଲାଣ୍ଡ ବ୍ୟାଟ୍ସମ୍ୟାନ ଲିଓ କାର୍ଟର ରବିବାର ଗୋଟେ ଓଭରରେ ୬ ଛକା ମାରି ସ୍ବତନ୍ତ୍ର ବ୍ୟାଟ୍ସମ୍ୟାନଙ୍କ କ୍ଲବରେ ସାମିଲ ହୋଇଛନ୍ତି। ଘରୋଇ ଟି୨୦ ଟୁର୍ନାମେଣ୍ଟ ସୁପର…

6 years ago