ଖେଳ

ଜାତୀୟ ଚୟନକର୍ତ୍ତା ଦୌଡ଼ରେ ଅଗରକର ସାମିଲ

ନୂଆଦିଲ୍ଲୀ, ୨୫ା୧ (ପି.ଟି.)-ଜାତୀୟ କ୍ରିକେଟର ଚୟନକର୍ତ୍ତା ପାଇଁ ଶୁକ୍ରବାର ଆବେଦନର ଅନ୍ତିମ ଦିବସ ଥିଲା। ପୂର୍ବତନ ଭାରତୀୟ ପେସ୍‌ ବୋଲର ଅଜିତ ଅଗରକର ଶେଷ ମୁହୂର୍ତ୍ତରେ ଦରଖାସ୍ତ…

6 years ago

ଚତୁର୍ଥ ରାଉଣ୍ଡରେ ଫେଡରର, ଜୋକୋଭିଚ୍‌, ସିଲିକ

ମେଲବୋର୍ନ, ୨୫।୧(ଏଏଫପି)- ଅଷ୍ଟ୍ରେଲିଆନ ଓପନ ପୁରୁଷ ସିଙ୍ଗଲ୍ସରେ ଶୁକ୍ରବାର ସିଡେଡ ଖେଳାଳିମାନେ ଚତୁର୍ଥ ରାଉଣ୍ଡରେ ପ୍ରବେଶ କରିଛନ୍ତି। ସୁଇଜରଲାଣ୍ଡର ଅଭିଜ୍ଞ ଖେଳାଳି ତୃତୀୟ ସିଡ୍‌ ରୋଜର ଫେଡରର…

6 years ago

ଅଷ୍ଟ୍ରେଲିଆନ୍‌ ଓପନ୍‌ ଟେନିସ୍‌ ସେରେନା, ଓସାକାଙ୍କ ବିପର୍ଯ୍ୟୟ

ମେଲବୋର୍ନ,୨୫।୧ (ଏଏଫ୍‌ପି)- ବର୍ଷର ପ୍ରଥମ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଅଷ୍ଟ୍ରେଲିଆନ ଓପନ୍‌ ଟେନିସ ଟୁର୍ନାମେଣ୍ଟରେ ଶୁକ୍ରବାର ମହିଳା ସିଙ୍ଗଲ୍ସ ଇଭେଣ୍ଟରେ ଏକାଧିକ ବିପର୍ଯ୍ୟୟ ଦେଖିବାକୁ ମିଳିଛି। ଅଭିଜ୍ଞ ଆମେରିକୀୟ…

6 years ago

୧୯ ବର୍ଷରୁ କମ୍‌ ବିଶ୍ୱକପ୍‌: ଭାରତ- ଅଷ୍ଟ୍ରେଲିଆ କ୍ୱାର୍ଟର ଫାଇନାଲ

ବ୍ଲୋଏମଫେଣ୍ଟେନ,୨୫।୧(ପି.ଟି.)- ଦକ୍ଷିଣ ଆଫ୍ରିକାରେ ଚାଲିଥିବା ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ରେ ଭାରତ ଓ ଅଷ୍ଟ୍ରେଲିଆ କ୍ୱାର୍ଟର ଫାଇନାଲରେ ପରସ୍ପରକୁ ଭେଟିବା ସ୍ପଷ୍ଟ ହୋଇଛି। ଶୁକ୍ରବାର ଅନୁଷ୍ଠିତ ନ୍ୟୁଜିଲାଣ୍ଡ…

6 years ago

ଜାତୀୟ ଜୁନିୟର ଭଲିବଲ: ସମୀର, ପାର୍ବତୀଙ୍କୁ ଓଡ଼ିଶାର ନେତୃତ୍ୱ

ଭୁବନେଶ୍ୱର, ୨୪।୧ (ସ୍ପୋଟର୍‌ସ ବ୍ୟୁରୋ)- ଆନ୍ଧ୍ର ପ୍ରଦେଶର ଓ୍ବାଇଏସ୍‌ଆର୍‌ କଡପ୍ପା ଜିଲାସ୍ଥିତ ରାଜାମପେଟ୍‌ଠାରେ ଆସନ୍ତା ୨୬ରୁ ୩୧ ତାରିଖ ପର୍ଯ୍ୟନ୍ତ ଜାତୀୟ ଜୁନିୟର ଭଲିବଲ୍‌ (ବାଳକ/ବାଳିକା) ଚାମ୍ପିୟନଶିପ୍‌ର…

6 years ago

ପ୍ରଥମ ଟି୨୦ରେ ପାକିସ୍ତାନ ବିଜୟୀ

ଲାହୋର, ୨୪।୧- ଭ୍ରମଣକାରୀ ବାଂଲାଦେଶ ବିପକ୍ଷରେ ଶୁକ୍ରବାର ଏଠାରେ ଖେଳାଯାଇଥିବା ପ୍ରଥମ ଟି୨୦ ମ୍ୟାଚ୍‌କୁ ପାକିସ୍ତାନ ୫ ଉଇକେଟ୍‌ରେ ଜିତିନେଇଛି। ବାଂଲାଦେଶ ପକ୍ଷରୁ ଧାର୍ଯ୍ୟ ୧୪୨ ରନର…

6 years ago

ବଲ ଗର୍ଲଙ୍କୁ କିସ୍‌ କଲେ ନାଡାଲ

ମେଲବୋର୍ନ,୨୪।୧- ଚଳିତ ଅଷ୍ଟ୍ରେଲିଆନ ଓପନର ଏକ ଦ୍ୱିତୀୟ ରାଉଣ୍ଡ ମ୍ୟାଚ୍‌ବେଳେ ସ୍ପାନିଶ କିମ୍ବଦନ୍ତୀ ରାଫାଲ ନାଡାଲ ପ୍ରଶଂସକଙ୍କ ମନ ଜିଣିଛନ୍ତି। ଆର୍ଜେଣ୍ଟିନା ଫେଡୋରିକୋ ଡେଲବୋନିଙ୍କ ବିପକ୍ଷ ମ୍ୟାଚ୍‌ବେଳେ…

6 years ago

ଶୀର୍ଷରେ କୋହଲି, ଉପରକୁ ଉଠିଲେ ରାହାନେ

ଦୁବାଇ,୨୪।୧(ପି.ଟି.)- ଭାରତୀୟ ଅଧିନାୟକ ବିରାଟ କୋହଲି ଆଇସିସି ଟେଷ୍ଟ ବ୍ୟାଟ୍ସମ୍ୟାନଙ୍କ ର଼୍ୟାଙ୍କିଙ୍ଗ୍‌ର ଶୀର୍ଷ ସ୍ଥାନ ବଜାୟ ରଖିଛନ୍ତି। ଉପଅଧିନାୟକ ଅଜିଙ୍କ୍ୟ ରାହାନେ ଉପରକୁ ଉଠି ୮ମ ସ୍ଥାନ…

6 years ago

ଭାରତର ଦମଦାର ବିଜୟ

ଅକ୍‌ଲାଣ୍ଡ,୨୪।୧- ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଦଳ ଦମଦାର ବିଜୟ ହାସଲ କରିଛି। ଘରୋଇ ଦଳ ଦ୍ୱାରା ଧାର୍ଯ୍ୟ ୨୦୩ ରନ୍‌ର ବିଶାଳ ବିଜୟ ଲକ୍ଷ୍ୟକୁ…

6 years ago

୬ ବର୍ଷରେ ଟେଲରଙ୍କ ପ୍ରଥମ ଟି୨୦ ଅର୍ଦ୍ଧଶତକ

ଅକ୍‌ଲାଣ୍ଡ,୨୪।୧- ଭାରତ ବିପକ୍ଷ ପ୍ରଥମ ଟି୨୦ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡର ବରିଷ୍ଠ ବ୍ୟାଟ୍ସମ୍ୟାନ ରସ ଟେଲର ୨୭ ବଲରେ ବିସ୍ଫୋରକ ୫୪ ରନ୍‌ର ଇନିଂସ ଖେଳିଥିଲେ। ତାଙ୍କ ଅର୍ଦ୍ଧଶତକୀୟ…

6 years ago