ପ୍ୟାରିସ, ୨୫ା୧୦ (ଏଏଫ୍ପି)-ଆଲବାନିଆ ପାଇଁ ତ୍ରୁଟି ଜାତୀୟ ସଂଙ୍ଗୀତ ପରିବେଷଣ କରିଥିବାରୁ ୟୁଫା (ୟୁନିୟନ ଅଫ୍ ୟୁରୋପିଆନ୍ ଫୁଟ୍ବଲ ଆସୋସିଏଶନ୍ସ) ଫ୍ରାନ୍ସକୁ ୨୦,୦୦୦ ୟୁରୋ ଜରିମାନା କରିଛି।…
ମୁମ୍ବାଇ, ୨୪।୧୦(ପି.ଟି.)- ବାଂଲାଦେଶ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଟି୨୦ ସିରିଜ ଓ ୨ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ ପାଇଁ ଗୁରୁବାର ଭାରତୀୟ ଦଳ ଘୋଷିତ…
ନୂଆଦିଲ୍ଲୀ, ୨୪।୧୦ (ପି.ଟି.)- ଫୁଟ୍ବଲର ସର୍ବୋଚ୍ଚ ସଂସ୍ଥା ଫିଫା ପକ୍ଷରୁ ସଦ୍ୟ ପ୍ରକାଶିତ ର଼୍ୟାଙ୍କିଙ୍ଗ୍ରେ ଭାରତର ଅବନତି ହୋଇଥିବା ଦେଖିବାକୁ ମିଳିଛି। ଭାରତୀୟ ଫୁଟ୍ବଲ ଦଳ ୨ଟି…
ଢାକା,୨୪।୧୦- ବାଂଲାଦେଶ ଓପନର ତାମିମ ଇକବାଲ ଆଗାମୀ ଭାରତ ଗସ୍ତର ପ୍ରାରମ୍ଭିକ ମ୍ୟାଚ୍ ଖେଳିପାରିବେ ନାହିଁ। ବ୍ୟକ୍ତିଗତ କାରଣ ଯୋଗୁ ସେ ସିରିଜର ପ୍ରାରମ୍ଭିକ ପର୍ଯ୍ୟାୟ ପାଇଁ…
ଉହାନ(ଚାଇନା),୨୪।୧୦(ପି.ଟି.)- ଏଠାରେ ଚାଲିଥିବା ୭ମ ସିଆଇଏସ୍ଏମ୍ ବିଶ୍ୱ ମିଲିଟାରୀ କ୍ରୀଡ଼ାରେ ପାରାଆଥ୍ଲେଟ୍ ଆନନ୍ଦନ ଗୁଣସେକରାନ ୩ୟ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ସେହିଭଳି ଜାଭେଲିନ ଜାଭେଲିନ ଥ୍ରୋୟର ଶିବପାଲ…
କରାଚୀ,୨୪।୧୦- ଆସନ୍ତା ୧୫ ତାରିଖରୁ ଆରମ୍ଭ ହେବାକୁ ଥିବା ଆବୁଧାବି ଟି୧୦ ଲିଗ୍ ପାଇଁ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ଦେଶର ଖେଳାଳିଙ୍କୁ ଏନ୍ଓସି ନ ଦେବାକୁ…
ଚଣ୍ଡିଗଡ,୨୪।୧୦: ନିର୍ବାଚନ ମୈଦାନରେ ଫେଲ୍ ମାରିଛନ୍ତି ଖେଳାଳି। ହରିୟାଣାର ଦାଦ୍ରୀ ବିଧାନସଭା ଆସନରୁ ଭାଜପା ପ୍ରାର୍ଥୀ ଭାବେ ନିର୍ବାଚନ ଲଢିଥିବା ବବିତାଙ୍କୁ ପରାଜୟର ସାମ୍ନା କରିବାକୁ ପଡିଛି।…
ଢାକା,୨୪।୧୦- ଆସନ୍ତା ୩ ତାରିଖରୁ ଭାରତ ଓ ବାଂଲାଦେଶ ମଧ୍ୟରେ ଆରମ୍ଭ ହେବାକୁ ଥିବା ଟି୨୦ ସିରିଜ୍ରୁ ଅନିଶ୍ଚିତତାର କଳା ବାଦଲ ହଟି ଯାଇଛି। ବାଂଲାଦେଶର ଖେଳାଳି…
ଦୁବାଇ,୨୪।୧୦- ପୂର୍ବତନ ଭାରତୀୟ ବିସ୍ଫୋରକ ବ୍ୟାଟ୍ସମ୍ୟାନ ଯୁବରାଜ ସିଂ (ଯୁବି) ଟି୧୦ ଲିଗ୍ର ଦ୍ୱିତୀୟ ସଂସ୍କରଣରେ ଖେଳିବାକୁ ଯାଉଛନ୍ତି। ତାଙ୍କୁ ମରାଠା ଆରବିଆନ୍ସ ଦଳରେ ସାମିଲ କରାଯାଇଛି।…
ଭାରତୀୟ କ୍ରିକେଟ ଦଳର ଉଇକେଟ୍କିପର୍ ବ୍ୟାଟ୍ସମ୍ୟାନ୍ ରୁଦ୍ଧିମାନ ଶାହ ଆଜି ୩୫ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୮୪ ମସିହା ଅକ୍ଟୋବର ୨୪ରେ ପଶ୍ଚିମବଙ୍ଗର ସିଲିଗୁଡିରେ ଜନ୍ମଗ୍ରହଣ କରିଥିଲେ।…