ଭୁବନେଶ୍ୱର, ୨୧।୧୨(କ୍ରୀଡ଼ା ପ୍ରତିନିଧି)- ”କଠିନ ପରିଶ୍ରମ କରି ଯେଉଁ କାର୍ଯ୍ୟ କରାଯାଏ ତାହାର ଫଳ ଭଗବାନ ଦେଇଥାନ୍ତି। କୌଣସି କଠିନ ପରିସ୍ଥିତି ସାମ୍ନାକୁ ଆସିଲେ ତାହାକୁ ସାହସର…
ଭୁବନେଶ୍ୱର, ୨୧।୧୨(କ୍ରୀଡ଼ା ପ୍ରତିନିଧି) ଓଡ଼ିଶାର ପ୍ରତିଭା ସମ୍ପନ୍ନ ଭାରୋତ୍ତୋଳିକା ଝିଲ୍ଲୀ ଦଳବେହେରା ଶୁକ୍ରବାର ସମ୍ମାନଜନକ ଏକଲବ୍ୟ ପୁରସ୍କାର ଗ୍ରହଣ କରିଛନ୍ତି। ଇଣ୍ଡିଆନ ମେଟାଲ୍ସ ପବ୍ଲିକ ଚାରିଟେବଲ ଟ୍ରଷ୍ଟ(ଇମ୍ପାକ୍ଟ)…
କଟକ ଅଫିସ,୨୧ା୧୨- ରାଜ୍ୟର ଏକମାତ୍ର ଅନ୍ତର୍ଜାତୀୟ କ୍ରିକେଟ ଭେନ୍ୟୁ ବାରବାଟୀ ଷ୍ଟାଡିୟମ ପ୍ରସ୍ତୁତ। ରବିବାର ଏଠାରେ ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଚଳିତ ଦିନିକିଆ କ୍ରିକେଟ ସିରିଜର…
କଟକ ଅଫିସ,୨୧ା୧୨- ଚଳିତ ରଣ୍ଜୀ ସିଜନରେ ଓଡ଼ିଶାର ଅଭିଯାନ ଉତ୍ସାହଜନକ ରହିଛି। ପ୍ରଥମ ଦୁଇଟି ମ୍ୟାଚରେ ଦଳକୁ ଇନିଂସ ବିଜୟ ମିଳି ସାରିଲାଣି। ଡ୍ରିମ୍ସ ଗ୍ରାଉଣ୍ଡରେ ଚାଲିଥିବା…
ମେଲବୋର୍ନ,୨୦।୧୨(ପି.ଟି.)- ଆଇପିଏଲ-୧୩ ଲାଗି ଅନୁଷ୍ଠିତ ନିଲାମ ପ୍ରକ୍ରିୟାରେ ଅଷ୍ଟ୍ରେଲିଆନ୍ ଅଲରାଉଣ୍ଡର ଗ୍ଲେନ ମ୍ୟାକ୍ସଓ୍ବେଲଙ୍କୁ ୧୦.୭୫ କୋଟି ଟଙ୍କା କିଙ୍ଗ୍ସ ଏକାଦଶ ପଞ୍ଜାବ କିଣିଛି। ଏହାର ଗୋଟିଏ ଦିନ…
ଭୁବନେଶ୍ୱର,୨୦।୧୨- କଟକ ବାରବାଟୀ ଷ୍ଟାଡିୟମରେ ରବିବାର ଓ୍ବେଷ୍ଟଇଣ୍ଡିଜ ଓ ଭାରତ ମଧ୍ୟରେ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ର ନିର୍ଣ୍ଣାୟକ ମ୍ୟାଚ୍ ଖେଳାଯିବ। ଏହି ମ୍ୟାଚ୍ରେ ଭାରତୀୟ ଦଳର…
ଭୁବନେଶ୍ୱର,୨୦।୧୨- ସ୍ଥାନୀୟ ଡ୍ରିମ୍ସ କ୍ରିକେଟ ଗ୍ରାଉଣ୍ଡରେ ଚାଲିଥିବା ସର୍ଭିସେସ୍ ବିପକ୍ଷ ରଣ୍ଜୀ ମ୍ୟାଚ୍କୁ ଓଡ଼ିଶା ଏକ ଇନିଂସ ଓ ୩୧ ରନ୍ରେ ଜିତି ନେଇଛି। ଚଳିତ ରଣ୍ଜୀ…
ଚେନ୍ନାଇ,୨୦।୧୨- ଆଇପିଏଲ୍ ଇତିହାସର ଅନ୍ୟତମ ସଫଳ ଫ୍ରାଞ୍ଚାଇଜ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍କେ) ତା’ର ଭେଟେରାନ ଖେଳାଳିଙ୍କ ଉପରେ ପୁଞ୍ଜିଲଗାଣ ପରମ୍ପରା ବଜାୟ ରଖିଛି। ଦୁଇ ବର୍ଷ…
କୋଲକାତା,୨୦।୧୨- ଆଇପିଏଲ ନିଲାମ ପ୍ରକ୍ରିୟାରେ ଆକାଶ ସିଂଙ୍କୁ କିଣିଛି ରାଜସ୍ଥାନ ରୟାଲ୍ସ ଦଳ। ରାଜସ୍ଥାନ ଫ୍ରାଞ୍ଚାଇଜ ଆକାଶଙ୍କୁ ୨୦ ଲକ୍ଷ ଟଙ୍କାର ବେସ ପ୍ରାଇସରେ ଦଳରେ ସାମିଲ…
ମୁମ୍ବାଇ,୨୦।୧୨: ମୁମ୍ବାଇର ୧୭ ବର୍ଷୀୟ ଯୁବ ବ୍ୟାଟ୍ସମ୍ୟାନ୍ ଯଶସ୍ବୀ ଜଇସ୍ବାଲ୍ ଆଇପିଏଲରେ ୨.୪୦ କୋଟି ଟଙ୍କାରେ ବିକ୍ରି ହୋଇଛନ୍ତି। ତାଙ୍କୁ ରାଜସ୍ଥାନ ରୟାଲ୍ସ ପକ୍ଷରୁ ନିଆଯାଇଛି। ଜଇସ୍ବାଲ୍…