ନୂଆଦିଲ୍ଲୀ, ୨୭।୧୧(ପି.ଟି.)- ଆସନ୍ତାବର୍ଷ ଖେଳାଯିବାକୁ ଥିବା ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍) ପରେ ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ କ୍ୟାରିୟରର ଭବିଷ୍ୟତ ସମ୍ପର୍କରେ ନିଷ୍ପତ୍ତି ନେବେ।…
ନୂଆଦିଲ୍ଲୀ,୨୭।୧୧(ପି.ଟି.)- ପ୍ରିମିୟମ ବ୍ୟାଡମିଣ୍ଟନ ଲିଗ୍ (ପିବିଏଲ) ପଞ୍ଚମ ସସ୍କରଣ ପାଇଁ ଏଠାରେ ଖେଳାଳି ନିଲାମ ଅନୁଷ୍ଠିତ ହୋଇଯାଇଛି। ବିଶ୍ୱ ଚାମ୍ପିୟନ ପି.ଭି. ସିନ୍ଧୁଙ୍କୁ ସର୍ବାଧିକ ୭୭ ଲକ୍ଷ…
ଓ୍ବେଲିଂଟନ,୨୭।୧୧(ଏଏଫ୍ପି)- ହାମିଲଟନରେ ଆଗକୁ ଖେଳାଯିବାକୁ ଥିବା ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ନ୍ୟୁଜିଲାଣ୍ଡ କ୍ରିକେଟ ସୁରକ୍ଷା ତଥା ନିରାପତ୍ତା ବ୍ୟବସ୍ଥାକୁ ଆହୁରି କଡ଼ାକଡ଼ି କରିଛି। ମାଉଣ୍ଟ ମାନୁଗାନୁଇରେ…
ମାରଗାଓ,୨୭।୧୧(ପି.ଟି.)- ଇଣ୍ଡିଆନ ସୁପର ଲିଗ୍ (ଆଇଏସ୍ଏଲ୍)ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍ରେ ଜାମ୍ସେଦପୁର ଏଫ୍ସି ୧-୦ ଗୋଲରେ ଏଫ୍ସି ଗୋଆକୁ ପରାସ୍ତ କରିଛି। ସ୍ଥାନୀୟ ଜବାହରଲାଲ ନେହେରୁ ଷ୍ଟାଡିୟମରେ…
୨୦୧୯ ବିଶ୍ୱକପ୍ ପରେ କ୍ରିକେଟରୁ ଦୂରେଇ ଅଛନ୍ତି ଭାରତର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ସେ କେବେ ପୁଣି କ୍ରିକେଟକୁ ଫେରିବେ କି ଅବସର ନେବେ…
ମେଲବୋର୍ନ,୨୬।୧୧(ପି.ଟି.)- ମୃତ୍ୟୁର ୫ ବର୍ଷ ପରେ ଫିଲିପ୍ ହ୍ୟୁଗ୍ସଙ୍କୁ ପୁଣି ମନେ ପକାଇଛି କ୍ରିକେଟ ଅଷ୍ଟ୍ରେଲିଆ। ଏକ ପ୍ରଥମଶ୍ରେଣୀ ଘରୋଇ କ୍ରିକେଟ ମ୍ୟାଚ୍ ଖେଳିବା ଅବସରରେ ଶର୍ଟ…
ଲକ୍ଷ୍ନୌ, ୨୬।୧୧ (ପି.ଟି.)- ଭାରତୀୟ ମହିଳା ଶଟ୍ଲର ତନଭୀ ଲାଡ୍ ଓ ଋତୁପର୍ଣ୍ଣା ଦାସ ଏଠାରେ ଅନୁଷ୍ଠିତ ସୟଦ ମୋଦି ଇଣ୍ଟରନ୍ୟାଶନାଲ ବ୍ୟାଡ୍ମିଣ୍ଟନ ଟୁର୍ନାମେଣ୍ଟର ମୁଖ୍ୟ ପର୍ଯ୍ୟାୟରେ…
ଦୁବାଇ, ୨୬।୧୧ (ପି.ଟି.)- ଭାରତର ସର୍ବପ୍ରଥମ ଦିବାରାତ୍ର ପିଙ୍କ୍ ବଲ ଟେଷ୍ଟ ମ୍ୟାଚ୍ରେ ଚମତ୍କାର ଶତକ ହାସଲ କରି ବାଂଲାଦେଶ ବିପକ୍ଷରେ ଦଳକୁ ଇନିଂସ କରାଇଥିବା ଅଧିନାୟକ…
ମୁମ୍ବାଇ,୨୬।୧୧: ୨୬/୧୧ ମୁମ୍ବାଇ ଆକ୍ରମଣକୁ ଆଜି ୧୧ ବର୍ଷ ପୂରଣ ହୋଇଛି।ଏହି ଆକ୍ରମଣରେ ମୃତାହତ ହୋଇଥିବା ସମସ୍ତ ନିରୀହ ଲୋକଙ୍କୁ ଦେଶବାସୀ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଏଥିରେ ସାମିଲ…
ବ୍ୟାଙ୍କକ୍, ୨୬।୧୧ (ପି.ଟି.)- ଭାରତୀୟ ତୀରନ୍ଦାଜ ଅତନୁ ଦାସ ଏଠାରେ ଚାଲିଥିବା ଏସିଆନ ଆର୍ଚେରୀ ଚାମ୍ପିୟନଶିପ୍ରେ ବ୍ରୋଞ୍ଜ ପଦକ ଜିତିଛନ୍ତି। ପୁରୁଷ ରିକର୍ଭ ବ୍ୟକ୍ତିଗତ ଇଭେଣ୍ଟରେ ଅତନୁ…