ଖେଳ

ଲିଲିମା ଖେଳିଲେ ୧୫୦ତମ ମ୍ୟାଚ

ନୂଆଦିଲ୍ଲୀ, ୨୨।୮- ଟୋକିଓରେ ଅନୁଷ୍ଠିତ ଅଲିମ୍ପିକ୍‌ ଟେଷ୍ଟ ଇଭେଣ୍ଟ ମହିଳା ହକିର ଜାପାନ ବିପକ୍ଷ ଫାଇନାଲ ଖେଳି ଏକ ମାଇଲଖୁଣ୍ଟ ସ୍ପର୍ଶ କରିଛନ୍ତି ଓଡ଼ିଶାର ଲିଲିମା ମିଞ୍ଜ।…

6 years ago

ଡୁରାଣ୍ଡ କପ୍‌ ଫାଇନାଲରେ ଗୋକୁଳମ କେରଳ

କୋଲକାତା, ୨୧।୮ (ପି.ଟି.): ସପ୍ତଦଶଥର ପାଇଁ ସମ୍ମାନଜନକ ଡୁରାଣ୍ଡ କପ୍‌ ଟାଇଟଲ୍‌ ଜିତିବାକୁ ଲକ୍ଷ୍ୟ ରଖିଥିବା ଇଷ୍ଟ ବେଙ୍ଗଲକୁ ଶେଷରେ ନିରାଶ ହେବାକୁ ପଡ଼ିଛି। ବୁଧବାର ଖେଳାଯାଇଥିବା…

6 years ago

ବିଶ୍ୱ ଚାମ୍ପିୟନଶିପ୍‌: ସିନ୍ଧୁଙ୍କ ବିଜୟ ଅଭିଯାନ

ବାସେଲ(ସୁଇଜରଲାଣ୍ଡ), ୨୧।୮ (ପି.ଟି.): ଅଲିମ୍ପିକ ରୌପ୍ୟ ପଦକ ବିଜୟିନୀ ପି.ଭି. ସିନ୍ଧୁ ଏଠାରେ ଚାଲିଥିବା ବ୍ୟାଡ୍‌ମିଣ୍ଟନର ସର୍ବୋଚ୍ଚ ପ୍ରତିଯୋଗିତା ବିଶ୍ୱ ଚାମ୍ପିୟନଶିପ୍‌ରେ ବିଜୟରୁ ଅଭିଯାନ ଆରମ୍ଭ କରିଛନ୍ତି।…

6 years ago

ବ୍ଲକସ୍ତରୀୟ ଶାରଦୀୟ କ୍ରୀଡ଼ା ଉତ୍ସବ ଉଦ୍‌ଯାପିତ

ରିଷିଡା,୨୧।୮(ଡି.ଏନ.ଏ.): କଳାହାଣ୍ଡି ଜିଲା ମ.ରାମପୁର ବ୍ଲକ ଅଲାତରା ପଞ୍ଚସଖା ଉଚ୍ଚ ବିଦ୍ୟାଳୟରେ ବ୍ଲକସ୍ତରୀୟ ଶାରଦୀୟ କ୍ରୀଡ଼ା ଉତ୍ସବ ବୁଧବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ ୧୫୧ଜଣ ପ୍ରତିଯୋଗୀ କବାଡି,…

6 years ago

ଦ୍ୱିତୀୟ ରାଉଣ୍ଡରେ ନାଗଲ

ନୂଆଦିଲ୍ଲୀ,୨୧।୮(ପିଟି): ଯୁବ ଭାରତୀୟ ଟେନିସ ଖେଳାଳି ସୁମିତ ନାଗଲ ଚଳିତ ବର୍ଷର ଅନ୍ତିମ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ୟୁଏସ୍‌ ଓପନର କ୍ୱାଲିଫାୟର୍ସର ଦ୍ୱିତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି। ପ୍ରଥମ…

6 years ago

ସମୁଦ୍ରକୂଳରେ ସମୟ ବିତାଇଲେ ବିରାଟବାହିନୀ

ନୂଆଦିଲ୍ଲୀ,୨୧।୮: ଏଠାରେ ଗୁରୁବାରଠାରୁ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦୁଇ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ମ୍ୟାଚ୍‌ ପୂର୍ବରୁ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ…

6 years ago

ଭାରତ ଜିତିଲା ଅଲିମ୍ପିକ ପୁରୁଷ ହକି ଟେଷ୍ଟ

ଟୋକିଓ,୨୧।୮(ପି.ଟି.): ଭାରତୀୟ ପୁରୁଷ ହକି ଦଳ ବୁଧବାର ନ୍ୟୁଜିଲାଣ୍ଡକୁ ୫-୦ ଗୋଲରେ ହରାଇ ଏଠାରେ ଚାଲିଥିବା ଅଲିମ୍ପିକ୍‌ ଟେଷ୍ଟ ଇଭେଣ୍ଟକୁ ଜିତିଛି। ଏଥିସହ ଲିଗ୍‌ ପର୍ଯ୍ୟାୟରେ ମିଳିଥିବା…

6 years ago

ଭାରତୀୟ ଦଳର ଟେଷ୍ଟ ଜର୍ସି ଉନ୍ମୋଚିତ

ନୂଆଦିଲ୍ଲୀ,୨୧।୮(ପିଟି): ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦୁଇ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ ସହ ଭାରତୀୟ ଦଳ ତା’ର ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ ଅଭିଯାନ ଆରମ୍ଭ କରିବ। ଏହି ବିଶ୍ୱ…

6 years ago

ପଣ୍ଟିଂଙ୍କ ସମକକ୍ଷ ହୋଇପାରନ୍ତି କୋହଲି

ନର୍ଥ ସାଉଣ୍ଡ,୨୧।୮: ଗୁରୁବାରଠାରୁ ଏଠାରେ ଆରମ୍ଭ ହେବାକୁ ଥିବା ଦୁଇ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ରେ ଭାରତୀୟ ଅଧିନାୟକ ବିରାଟ କୋହଲି ଆଉ ଏକ ରେକର୍ଡର ସମକକ୍ଷ…

6 years ago

ଭାରତୀୟ ନାଗରିକଙ୍କୁ ବିବାହ କଲେ ପାକିସ୍ତାନ କ୍ରିକେଟର

ଦୁବାଇ,୨୧।୮: ଏଠାରେ ଆୟୋଜିତ ଏକ ଉତ୍ସବରେ ପାକିସ୍ତାନ କ୍ରିକେଟ ଦଳର ପେସର ହାସନ ଅଲୀ ମଙ୍ଗଳବାର ଭାରତୀୟ ନାଗରିକ ଶାମିଆ ଆର୍‌ଜୁଙ୍କୁ ବିବାହ କରିଛନ୍ତି। ଏହି ନୂଆ…

6 years ago