ଖେଳ

ମହିଳା କ୍ରିକେଟ ଦଳ ଲାଗି ପ୍ରଦର୍ଶନ ବିଶ୍ଳେଷକ ନିଯୁକ୍ତ ହେବେ

ନୂଆଦିଲ୍ଲୀ,୧୧।୯(ପି.ଟି.)- ଜାତୀୟ ମହିଳା କ୍ରିକେଟ ଦଳ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ପରଫର୍ମାନ୍ସ ଆନାଲିଷ୍ଟ ବା ପ୍ରଦର୍ଶନ ବିଶ୍ଳେଷକ ନିଯୁକ୍ତି ଦେବ। ଏ ନେଇ…

6 years ago

ଅହମ୍ମଦାବାଦ୍‌ରେ ପିକେଏଲ୍‌ ଫାଇନାଲ ଖେଳାଯିବ

ଅହମ୍ମଦାବାଦ,୧୧।୯(ପି.ଟି.)- ଆସନ୍ତାମାସ ୧୯ ତାରିଖରେ ପ୍ରୋ କବାଡ଼ି ଲିଗ୍‌ (ପିକେଏଲ୍‌)ର ଫାଇନାଲ ମ୍ୟାଚ୍‌ ଖେଳାଯିବ। ଲିଗ୍‌ର ଏହି ସପ୍ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ ଅହମ୍ମଦାବାଦ୍‌ରେ ଖେଳାଯିବ ବୋଲି…

6 years ago

ଇଷ୍ଟ ଜୋନ୍‌ ସ୍ନୁକର: କ୍ୱାର୍ଟରରେ ସୁବ୍ରତ

ଭୁବନେଶ୍ୱର,୧୧।୯(ସ୍ପୋଟର୍‌ସ ବ୍ୟୁରୋ)-ସ୍ଥାନୀୟ ପଟିଆସ୍ଥିତ ୬ ପକେଟ୍ସଠାରେ ଚାଲିଥିବା ଇଷ୍ଟ ଜୋନ୍‌ ସ୍ନୁକର ଚାମ୍ପିୟନଶିପ୍‌ ମଙ୍ଗଳବାର ଷଷ୍ଠ ଦିବସରେ ପହଞ୍ଚିଛି। ଓଡ଼ିଆର ସୁବ୍ରତ୍‌ ଦାସ କ୍ୱାର୍ଟର ଫାଇନାଲରେ ପ୍ରବେଶ…

6 years ago

ପାରା ଅଲିମ୍ପିକ କମିଟିଠାରୁ ସ୍ବୀକୃତି ପ୍ରତ୍ୟାହାର କଲା କ୍ରୀଡ଼ା ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୧୧।୯(ପି.ଟି.)- ପାରା ଅଲିମ୍ପିକ୍‌ କମିଟି ଅଫ୍‌ ଇଣ୍ଡିଆ (ପିସିଆଇ)ଠାରୁ କେନ୍ଦ୍ର କ୍ରୀଡ଼ା ମନ୍ତ୍ରଣାଳୟ ସ୍ବୀକୃତି ପ୍ରତ୍ୟାହାର କରିନେଇଛି। ପିସିଆଇ ଜାତୀୟ କ୍ରୀଡ଼ା ଆଚରଣବିଧି ଉଲ୍ଲଂଘନ କରିବା ଅଭିଯୋଗରେ…

6 years ago

‘ଭାରତ ଯୋଗୁ ଶ୍ରୀଲଙ୍କା ଖେଳାଳି ରାଜି ହେଉନାହାନ୍ତି’

ଲାହୋର,୧୧ା୯-ଭାରତୀୟ କର୍ତ୍ତୃପକ୍ଷଙ୍କ ଚାପରେ ବଶବର୍ତ୍ତୀ ହୋଇ ଶ୍ରୀଲଙ୍କା କ୍ରିକେଟ ଖେଳାଳିମାନେ ପାକିସ୍ତାନ ଟୁର୍‌ରେ ଯିବା ଲାଗି ରାଜି ହେଉ ନ ଥିବା ଏହି ଦେଶ ଜଣେ ମନ୍ତ୍ରୀ…

6 years ago

ବିରଳ ସଫଳତାର ଅଧିକାରୀ ହେବେ ଆକସ୍ମିକ ଅଧିନାୟକ ପେନ୍‌

ଲଣ୍ଡନ,୧୧।୯ (ଏଏଫ୍‌ପି)- ଆକସ୍ମିକ ଭାବେ ଅଷ୍ଟ୍ରେଲିଆ ଦଳର ନେତୃତ୍ୱ ପାଇଥିବା ଟିମ୍‌ ପେନ୍‌ ଏବେ ଏକ ବିରଳ ସଫଳତାର ଅଧିକାର ହେବାକୁ ଯାଉଛନ୍ତି। ପୂର୍ବରୁ ଯାହା ଗ୍ରେଗ୍‌…

6 years ago

ପ୍ରଥମ ଅନ୍‌ଅଫିସିଆଲ ଟେଷ୍ଟ: ମଜଭୁତ ସ୍ଥିତିରେ ଭାରତ-ଏ

ଥିରୁଭାନନ୍ତପୁରମ, ୧୦।୯- ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା-ଏ ବିପକ୍ଷରେ ସ୍ଥାନୀୟ ଗ୍ରୀନଫିଲ୍ଡ ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ ଚାଲିଥିବା ପ୍ରଥମ ଅନ୍‌ଅଫିସିଆଲ ଟେଷ୍ଟ ମ୍ୟାଚ୍‌ରେ ଭାରତ-ଏ ଦୃଢ଼ସ୍ଥିତିରେ ରହିଛି। ୧୩୯ ରନ…

6 years ago

ବିସିସିଆଇ-ଅଲ୍‌ ଇଣ୍ଡିଆ ରେଡିଓ ଦୁଇ ବର୍ଷିଆ ଚୁକ୍ତି: ଖେଳର ରେଡିଓ କମେଣ୍ଟ୍ରି ଶୁଣିପାରିବେ ଶ୍ରୋତା

ନୂଆଦିଲ୍ଲୀ, ୧୦ା୯ (ପି.ଟି.)-ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଏବଂ ଅଲ୍‌ ଇଣ୍ଡିଆ ରେଡିଓ (ଏଆଇଆର) ମଧ୍ୟରେ ଏକ ଦୁଇ ବର୍ଷିଆ ଚୁକ୍ତି ସ୍ବାକ୍ଷରିତ ହୋଇଛି। ତଦନୁସାରେ…

6 years ago

ବୟକଟ୍‌, ଷ୍ଟ୍ରସ୍‌ଙ୍କୁ ନାଇଟ୍‌ହୁଡ ଉପାଧି

ଲଣ୍ଡନ, ୧୦।୯ (ଏଏଫ୍‌ପି)- କିମ୍ବଦନ୍ତୀ ଇଂଲଣ୍ଡ କ୍ରିକେଟ୍‌ ଖେଳାଳି ଜେଫ୍ରି ବୟକଟ୍‌ ଓ ଆଣ୍ଡ୍ରିଉ ଷ୍ଟ୍ରସଙ୍କୁ ସମ୍ମାନଜନକ ନାଉଟ୍‌ହୁଡ ଉପାଧିରେ ସମ୍ମାନିତ କରାଯାଇଛି। କ୍ରିକେଟ୍‌କୁ ଉଲ୍ଲେଖନୀୟ ଅବଦାନ…

6 years ago

ବଲିଉଡ୍‌ରେ ଡେବ୍ୟୁ କରିବେ ଟିକ୍‌ ଟକ୍‌ ଷ୍ଟାର

ମୁମ୍ବାଇ,୧୦।୯: ଭାରତୀୟ କ୍ରିକେଟ ଜଗତରେ ନିଜର ଦମ୍‌ଦାର ପ୍ରଦର୍ଶନ ପାଇଁ ଜଣାଯାଉଥିବା ବିରାଟ କୋହଲିଙ୍କ ଭଳି ଦେଖାଯାଉଥିବା ଟିକ୍‌ ଟକ୍‌ ଷ୍ଟାର ଗୌରବ ଆରୋରା ଏବେ ବଲିଉଡ୍‌ରେ…

6 years ago