ଖେଳ

ଜାତୀୟ ସବ୍‌ଜୁନିୟର ବାସ୍କେଟବଲ୍‌ : ବାଳିକାରେ ତାମିଲନାଡୁ, ବାଳକରେ ମିଜୋରାମ ଚାମ୍ପିୟନ

କଟକ ଅଫିସ,୧୦ା୯- ଜାତୀୟ ସବଜୁନିୟର ବାସ୍କେଟବଲ ଚାମ୍ପିୟନଶିପର ୪୬ତମ ସଂସ୍କରଣ ସୋମବାର ସନ୍ଧ୍ୟାରେ ଏଠାରେ ଉଦ୍‌ଯାପିତ ହୋଇଛି। ବାଳକ ବର୍ଗରେ ମିଜୋରାମ ଓ ବାଳିକା ବର୍ଗରେ ତାମିଲନାଡୁ…

6 years ago

ବିଶ୍ୱ ଭାରୋତ୍ତୋଳନ ଚାମ୍ପିୟନଶିପ୍‌ :ଭାରତୀୟ ଦଳରେ ଓଡ଼ିଶାର ଝିଲ୍ଲୀ, ସ୍ନେହା

ଭୁବନେଶ୍ୱର, ୧୦।୯(କ୍ରୀଡ଼ା ପ୍ରତିନିଧି)- ଥାଇଲାଣ୍ଡର ପଟ୍ଟାୟାଠାରେ ବିଶ୍ୱ ଭାରୋତ୍ତୋଳନ ଚାମ୍ପିୟନଶିପ୍‌ ଚଳିତମାସ ୧୮ରୁ ୨୭ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ୨୦୨୦ ଟୋକିଓ ଅଲିମ୍ପିକ୍ସର ଯୋଗ୍ୟତା ପର୍ଯ୍ୟାୟ ଇଭେଣ୍ଟଭାବେ…

6 years ago

ବିଶ୍ୱ ହୁଇଲଚେୟାର ଫେନ୍‌ସିଂ ଚାମ୍ପିୟନଶିପ୍‌ : ଭାରତୀୟ ଦଳରେ ରାଖାଲ, ରମେଶ

ଭୁବନେଶ୍ୱର, ୧୦।୯(କ୍ରୀଡ଼ା ପ୍ରତିନିଧି)- ଦକ୍ଷିଣ କୋରିଆର ଇଞ୍ଚତ୍ଅନଠାରେ ଚଳିତମାସ ୧୭ରୁ ୨୨ ପର୍ଯ୍ୟନ୍ତ ବିଶ୍ୱ ହୁଇଲଚେୟାର ଫେନ୍‌ସିଂ ଚାମ୍ପିୟନଶିପ୍‌ ଅନୁଷ୍ଠିତ ହେବ। ଏଥିରେ ଭାରତରୁ ମୋଟ ୪…

6 years ago

କଳିଙ୍ଗରେ ଅଲିମ୍ପିକ୍‌ କ୍ୱାଲିଫାୟର୍ସ ହକି:ଭାରତୀୟ ପୁରୁଷ ଦଳ ରୁଷିଆକୁ ଭେଟିବ

ଭୁବନେଶ୍ୱର, ୧୦।୯(କ୍ରୀଡ଼ା ପ୍ରତିନିଧି)- ହକି ବିଶ୍ୱକପ ସମେତ ଅନେକ ବିଶ୍ୱସ୍ତରୀୟ ଟୁର୍ନାମେଣ୍ଟ ଆୟୋଜନ କରି ସାରିଥିବା କଳିଙ୍ଗ ଷ୍ଟାଡିୟମ ଉପରେ ଏବେ ପୁଣି କ୍ରୀଡ଼ାପ୍ରେମୀଙ୍କ ନଜର। ଏଠାରେ…

6 years ago

ଆଫଗାନିସ୍ତାନର ଐତିହାସିକ ବିଜୟ

ଚଟ୍ଟଗ୍ରାମ (ବାଂଲାଦେଶ), ୯।୯ (ଏଏଫ୍‌ପି)- ଅଧିନାୟକ ତଥା ରଶିଦ ଖାଁଙ୍କ ଚମତ୍କାର ବୋଲିଂ ବଳରେ ସ୍ଥାନୀୟ ଜହୁର ଅହମ୍ମଦ ଚୌଧୁରୀ ଷ୍ଟାଡିୟମରେ ଅନୁଷ୍ଠିତ ଏକମାତ୍ର ଟେଷ୍ଟ ମ୍ୟାଚ୍‌ରେ…

6 years ago

୧୯ ବର୍ଷରୁ କମ୍‌ ଏସିଆ କପ୍‌: ହ୍ୟାଟ୍ରିକ ବିଜୟ ସେମିରେ ଭାରତ

କଲମ୍ବୋ, ୯।୯- ଶ୍ରୀଲଙ୍କାରେ ଚାଲିଥିବା ୧୯ ବର୍ଷରୁ କମ୍‌ ଏସିଆ କପ୍‌ କ୍ରିକେଟ୍‌ ପ୍ରତିଯୋଗିତାରେ ଭାରତ ହ୍ୟାଟ୍ରିକ ବିଜୟ ହାସଲ କରିଛି। ସୋମବାର ଗ୍ରୁପ୍‌-ଏ’ର ଖେଳାଯାଇଥିବା ଏକ…

6 years ago

ଟିମ୍‌ ଇଣ୍ଡିଆ ଉପସ୍ଥିତରେ ହେବ କୋହଲି ଷ୍ଟାଣ୍ଡ ଉନ୍ମୋଚନ

ନୂଆଦିଲ୍ଲୀ,୯।୯: ଦିଲ୍ଲୀ ଓ ଡିଷ୍ଟ୍ରିକ୍ଟ କ୍ରିକେଟ ଆସୋସିଏଶନ (ଡିଡିସିଏ) ଗୁରୁବାର ସ୍ଥାନୀୟ ଫିରୋଜ ଶାହ କୋଟଲାରେ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କ ନାମରେ ନାମିତ ଷ୍ଟାଣ୍ଡ ଉନ୍ମୋଚିତ…

6 years ago

ଇଂଲଣ୍ଡ ଅଧିନାୟକ ପଦରେ ରହିବାକୁ ଚାହାନ୍ତି ରୁଟ୍‌

ମାଞ୍ଚେଷ୍ଟର,୯।୯(ଏଏଫ୍‌ପି): ଜୋ ରୁଟ୍‌ଙ୍କ ନେତୃତ୍ୱରେ ଇଂଲଣ୍ଡ କ୍ରିକେଟ ଦଳ ୨୦୧୭-୧୮ ସିଜନରେ ୪-୦ ବ୍ୟବଧାନରେ ଅଷ୍ଟ୍ରେଲିଆଠାରୁ ପରାସ୍ତ ହୋଇଥିଲା। ଏହାପରେ ଘରୋଇ ମାଟିରେ ୨-୧ରେ ଆଶେସ ଟ୍ରଫି…

6 years ago

‘ସ୍ମିଥ ଜଣେ ଚିଟର ଭଳି ମନେ ରହିବେ’

ଲଣ୍ଡନ,୯।୯(ପିଟି): ଯେତେ ମାଇଲଷ୍ଟୋନ ଓ ରେକର୍ଡ ହାସଲ କଲେ ମଧ୍ୟ ଅଷ୍ଟ୍ରେଲିଆ ଦଳର ବ୍ୟାଟିଂ ମେରୁଦଣ୍ଡ ଷ୍ଟିଭ ସ୍ମିଥ ସର୍ବଦା ଜଣେ ଚିଟର ଭାବେ ମନେ ରହିବେ।…

6 years ago

ପଣ୍ଟିଂ, କ୍ଲାର୍କଙ୍କୁ ପଛରେ ପକାଇଲେ ଟିମ୍‌ ପେନ

ମାଞ୍ଚେଷ୍ଟର,୯।୯: ବର୍ତ୍ତମାନ ଅଷ୍ଟ୍ରେଲିଆ ଟେଷ୍ଟ ଦଳର ଅଧିନାୟକ ଟିମ୍‌ ପେନଙ୍କୁ ଅପେକ୍ଷା କରିଛି ଏକ ବଡ଼ ସଫଳତା। ଯେଉଁ ସଫଳତାକୁ ପୂର୍ବତନ ଅଧିନାୟକ ରିକି ପଣ୍ଟିଂ ଓ…

6 years ago