ଖେଳ

ବିଜୟ ହଜାରେ ଟ୍ରଫି: ଶାନ୍ତନୁଙ୍କ ଚମତ୍କାର ବୋଲିଂ, ଓଡ଼ିଶା ବିଜୟୀ

କଟକ ଅଫିସ,୧୩ା୧୦- ଭଦୋଦରାର ମୋତିବାଗ୍‌ କ୍ରିକେଟ ଗ୍ରାଉଣ୍ଡରେ ଶନିବାର ଅନୁଷ୍ଠିତ ବିଜୟ ହଜାରେ ଟ୍ରଫିର ଏକ ମ୍ୟାଚ୍‌ରେ ଓଡ଼ିଶା ୩୧ ରନରେ ବିଦର୍ଭକୁ ପରାସ୍ତ କରିଛି ।…

7 years ago

ଜାତୀୟ ଓପନ ଆଥଲେଟିକ୍ସ ଚାମ୍ପିୟନଶିପ୍‌ ୨୦୦ ମିଟର ଫାଇନାଲରେ ଦୂତୀ

ଭୁବନେଶ୍ୱର, ୧୩।୧୦(କ୍ରୀଡ଼ା ପ୍ରତିନିଧି)- ରାଞ୍ଚିରେ ଚାଲିଥିବା ଜାତୀୟ ଓପନ ଆଥଲେଟିକ୍ସ ଚାମ୍ପିୟନଶିପ୍‌ର ମହିଳା ୧୦୦ ମିଟର ଇଭେଣ୍ଟରେ ଜାତୀୟ ରେକର୍ଡ ସହ ସ୍ବର୍ଣ୍ଣ ପଦକ ପାଇଥିବା ଭାରତୀୟ…

7 years ago

ସୁଲତାନ ଜୋହର କପ୍‌ ହକି: ବିଜୟରୁ ଭାରତର ଅଭିଯାନ

ଜୋହର ବାହରୁ, ୧୩।୧୦(ପି.ଟି.) - ଏଠାରେ ଶନିବାରଠାରୁ ଆରମ୍ଭ ହୋଇଥିବା ନବମ ସୁଲତାନ ଜୋହର ବାହରୁ କପ୍‌ରେ ଭାରତୀୟ ଜୁନିୟର ଦଳ ବିଜୟରୁ ଅଭିଯାନ ଆରମ୍ଭ କରିଛି।…

7 years ago

ଦୁଇ ଘଣ୍ଟାରୁ କମ୍‌ ସମୟରେ ମାରାଥନ ଦୌଡ଼ିଲେ କିପଚୋଗେ

ଭିଏନା,୧୩।୧୦(ଏଏଫ୍‌ପି)- କେନିଆର ଅଭିଜ୍ଞ ଧାବକ ଇଲିଉଡ କିପଚୋଗେ ଇତିହାସ ସୃଷ୍ଟି କରିଛନ୍ତି। ଶନିବାର ଦୁଇ ଘଣ୍ଟାରୁ କମ୍‌ ସମୟ ନେଇ ସେ ମାରାଥନ (୪୨.୨ କି.ମି.) ଦୌଡ଼ିଛନ୍ତି।…

7 years ago

ବିଶ୍ୱ ବିଲିୟାଡର୍‌ସ ଚାମ୍ପିୟନଶିପ୍‌: ଗିଲଖ୍ରୀଷ୍ଟ ଚାମ୍ପିୟନ

ମେଲବୋର୍ନ,୧୩।୧୦(ପି.ଟି.)- ଏଠାରେ ଅନୁଷ୍ଠିତ ବିଶ୍ୱ ବିଲିୟାଡର୍‌ସ ଚାମ୍ପିୟନଶିପ୍‌ରେ ସିଙ୍ଗାପୁରର ପିଟର ଗିଲଖ୍ରୀଷ୍ଟ ଭାରତର ସୌରଭ କୋଠାରୀଙ୍କୁ ହରାଇ ଟାଇଟଲ ହାସଲ କରିଛନ୍ତି। କୋଠାରୀଙ୍କୁ ୧୩୦୭- ୯୬୭ରେ ହରାଇ…

7 years ago

ବିଶ୍ୱ ଯୁବ ଚେସ୍‌ ଚାମ୍ପିୟନଶିପ୍‌: ଭାରତକୁ ୭ ପଦକ; ପ୍ରଜ୍ଞାନନ୍ଦଙ୍କୁ ସ୍ବର୍ଣ୍ଣ ପଦକ

ମୁମ୍ବାଇ,୧୩।୧୦(ପି.ଟି.)- ଏଠାରେ ଖେଳାଯାଇଥିବା ବିଶ୍ୱ ଯୁବ ଚେସ୍‌ ଚାମ୍ପିୟନଶିପ୍‌ରେ ଚେନ୍ନାଇର ୧୪ ବର୍ଷୀୟ ଗ୍ରାଣ୍ଡ ମାଷ୍ଟର ଆର. ପ୍ରଜ୍ଞାନନ୍ଦ ଦମ୍‌ଦାର ପ୍ରଦର୍ଶନ କରି ସଫଳତମ ଖେଳାଳି ସାବ୍ୟସ୍ତ…

7 years ago

ଏଫଆଇଏଚ୍‌ ଅଲିମ୍ପିକ୍ସ ଯୋଗ୍ୟତା ପର୍ଯ୍ୟାୟ ହକି: ଦୀପ୍‌ଗ୍ରେସ୍‌, ଲିଲିମା ଓ ନମିତାଙ୍କୁ ସୁଯୋଗ; କଳିଙ୍ଗରେ ଭାରତୀୟ ମହିଳା ହକି କ୍ୟାମ୍ପ

ଭୁବନେଶ୍ୱର, ୧୩।୧୦(କ୍ରୀଡ଼ା ପ୍ରତିନିଧି)- ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ନଭେମ୍ବର ୧ ଓ ୨ ତାରିଖରେ ଏଫଆଇଏଚ୍‌ ଅଲିମ୍ପିକ୍ସ ଯୋଗ୍ୟତା ପର୍ଯ୍ୟାୟ ହକି ମ୍ୟାଚ ଖେଳାଯିବ। ଉଭୟ ଭାରତୀୟ…

7 years ago

କାହିଁକି ‘ଆଇସ୍‌ ବାଥ୍‌’ କରନ୍ତି ଖେଳାଳି

ଆଜିକାଲି ଖେଳାଳିମାନେ ‘ଆଇସ୍‌ ବାଥ୍‌’ କରିବା ସାଧାରଣ ଘଟଣା ହୋଇଗଲାଣି। ନିକଟରେ ଭାରତୀୟ କ୍ରିକେଟର କେ.ଏଲ. ରାହୁଲ ଏବଂ ମହମ୍ମଦ ସାମିଙ୍କୁ ‘ଆଇସ୍‌ ବାଥ୍‌’ କରୁଥିବାର ଫଟୋ…

7 years ago

ଡଚ୍‌ ଓପନ: ସେମିରେ ଲକ୍ଷ୍ୟ

ଆଲମେରେ(ନେଦରଲାଣ୍ଡ),୧୨।୧୦- ଦେଶର ଉଦୀୟମାନ ପୁରୁଷ ସିଙ୍ଗଲ୍ସ ଶଟଲର ଲକ୍ଷ୍ୟ ସେନ ଏଠାରେ ଚାଲିଥିବା ଡଚ୍‌ ଓପନ ସୁପର ୧୦୦ ଟୁର୍ନାମେଣ୍ଟର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଶୁକ୍ରବାର ରାତିରେ…

7 years ago

ଫିଫା ବିଶ୍ୱକପ୍‌ ଯୋଗ୍ୟତା ପର୍ଯ୍ୟାୟ: ୨୩ ଜଣିଆ ଭାରତୀୟ ଦଳ ଘୋଷିତ

ଗୁଆହାଟୀ,୧୨।୧୦(ପି.ଟି.)- ଆସନ୍ତା ମଙ୍ଗଳବାର କୋଲକାତାରେ ଖେଳାଯିବାକୁ ଥିବା ବାଂଲଦେଶ ବିପକ୍ଷ ଫିଫି ବିଶ୍ୱକପ୍‌ ଯୋଗ୍ୟତା ପର୍ଯ୍ୟାୟ ମ୍ୟାଚ୍‌ ପାଇଁ ଏକ ୨୩ ଜଣିଆ ଭାରତୀୟ ଦଳ ଘୋଷଣା…

7 years ago