ଖେଳ

ଓସାକାଙ୍କୁ ଚାଇନା ଓପନ ଟାଇଟଲ

ବେଜିଂ, ୭।୧୦(ଏଏଫପି)- ବିଶ୍ୱର ନମ୍ବରଓ୍ବାନ ଆଶଲେ ବାର୍ଟିଙ୍କୁ ହରାଇ ନାଓମି ଓସାକା ଚାଇନା ଓପନ ଟେନିସ ଟାଇଟଲ ଜିତିଛନ୍ତି। ପ୍ରଥମ ସେଟ୍‌ରେ ପଛୁଆ ରହିଥିଲେ ହେଁ ସେ…

7 years ago

ଜୋକୋଭିଚ୍‌ଙ୍କୁ ପ୍ରଥମ ଜାପାନ ଓପନ ଟାଇଟଲ

ଟୋକିଓ,୬।୧୦ (ଏଏଫ୍‌ପି)- ବିଶ୍ୱର ନଂ ୧ ପୁରୁଷ ସିଙ୍ଗଲ୍ସ ଖେଳାଳି ନୋଭାକ ଜୋକୋଭିଚ୍‌ ପ୍ରଥମ ଥର ପାଇଁ ଜାପାନ ଓପନ ଟାଇଟଲ ଜିତିଛନ୍ତି। ରବିବାର ଖେଳାଯାଇଥିବା ଫାଇନାଲରେ…

7 years ago

ଅଶ୍ୱିନ ଯୁଗ୍ମ ଦ୍ରୁତତମ

ବିଶାଖାପାଟଣା,୬।୧୦- ଭାରତୀୟ ଦଳର ଆଗଧାଡ଼ିର ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ରବିବାର ଥେଉନିସ ଡି ବ୍ରୁଇନଙ୍କୁ ଆଉଟ୍‌ କରି ଟେଷ୍ଟ କ୍ରିକେଟରେ ୩୫୦ ଉଇକେଟ ପୂରଣ କରିଛନ୍ତି। ଏହି…

7 years ago

ବୁମରାଙ୍କ ସମକକ୍ଷ ସାମି

ବିଶାଖାପାଟଣା,୬୧୦- ଭାରତୀୟ ପେସର ମହମ୍ମଦ ସାମି ରବିବାର ନିଜ ସାଥୀ ପେସର ଯଶପ୍ରୀତ ବୁମରାଙ୍କ ସମକକ୍ଷ ହୋଇଛନ୍ତି ଏଠାରେ ଭାରତ ଓ ଦକ୍ଷିଣ ଅାଫ୍ରିକା ମଧ୍ୟରେ ଖେଳାଯାଇଥତ୍ବା…

7 years ago

ରେକର୍ଡ ବୁକ୍ ରେ ଭାଇଜାଗ ଟେଷ୍ଟ

ବିଶାଖାପାଟଣା,୬।୧୦- ଏଠାରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିବା ପ୍ରଥମ ଟେଷ୍ଟ ରେକର୍ଡ ବୁକ୍‌ରେ ସ୍ଥାନ ପାଇଛି। ଏହି ଟେଷ୍ଟରେ ଉଭୟ ଦଳ ମୋଟ ୩୬…

7 years ago

ମହାଷ୍ଟମୀରେ ଦେଶବାସୀଙ୍କୁ ଉପହାର: ଦକ୍ଷିଣ ଆଫ୍ରିକାକୁ ୨୦୩ ରନ୍‌ରେ ପରାସ୍ତ କଲା ଭାରତ

ବିଶାଖାପାଟଣା,୬।୧୦: ଏଠାରେ ଚାଲିଥିବା ପ୍ରଥମ ଟେଷ୍ଟରେ ଭାରତ ଦକ୍ଷିଣ ଆଫ୍ରିକାକୁ ୨୦୩ ରନ୍‌ରେ ପରାସ୍ତ କରିଛି। ଦୁଇଟି ଇନିଂଶରେ ରୋହିତ ଶର୍ମାଙ୍କ ଶତକ ଏବଂ ଆର. ଅଶ୍ୱିନ୍‌,…

7 years ago

ବିଜୟର ନିକଟତର ଭାରତ: ଆଉ ମାତ୍ର ଦୁଇ ଉଇକେଟ ଦୂରରେ

ବିଶାଖାପାଟଣା, ୬।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତକୁ ବିଜୟ ପାଇଁ ଆଉ ଦୁଇ ଉଇକେଟ ଦୂରରେ ଅଛି। ଲଞ୍ଚ୍‌ ପର୍ଯ୍ୟନ୍ତ ଦକ୍ଷିଣ ଆଫ୍ରିକା ୧୧୭…

7 years ago

ପୁରୁଷ କ୍ରିକେଟରଙ୍କୁ ପଛରେ ପକାଇଲେ ହରମନପ୍ରୀତ କୌର

ସୁରତ,୬।୧୦:ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଉଥିବା ୬ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜ୍‌ର ଶେଷ ମ୍ୟାଚରେ ଭାରତୀୟ ମହିଳା ଦଳର ଅଧିନାୟକ ହରମନପ୍ରୀତ କୌର ଇତିହାସ ରଚିଛନ୍ତି। ସୁରତରେ…

7 years ago

ଅଶ୍ୱିନ୍‌ ରଚିଲେ ଇତିହାସ

ବିଶାଖାପାଟଣା,୬।୧୦: ପାଖାପାଖି ବର୍ଷେ ପରେ ଟେଷ୍ଟ କ୍ରିକେଟକୁ ଫେରିଥିବା ରବିଚନ୍ଦ୍ରନ ଅଶ୍ୱିନ ଇତିହାସ ରଚିଛନ୍ତି। ବିଶାଖାପାଟଣାରେ ଚାଲିଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଟେଷ୍ଟର ଶେଷ ଦିନରେ…

7 years ago

ସବ୍‌ ଜୁନିୟର ଖୋ ଖୋ: ମହାରାଷ୍ଟ୍ର-ଓଡ଼ିଶା ଫାଇନାଲ

ଭୁବନେଶ୍ୱର, ୬।୧୦ (ସ୍ପୋଟର୍‌ସ ବ୍ୟୁରୋ)- ରାଞ୍ଚତ୍ର ହଟ୍‌ଓ୍ବରସ୍ଥିତ ଆଲବର୍ଟ ଏକ୍କା ଖୋ ଖୋ ଷ୍ଟାଡିୟମରେ ଚାଲିଥିବା ୩୦ତମ ଜାତୀୟ ସବ୍‌-ଜୁନିୟର ଖୋ ଖୋ ପ୍ରତିଯୋଗିତାର ଉଭୟ ବାଳିକା…

7 years ago