ଖେଳ

କୋହଲିଙ୍କ ଜୀବନରେ ଆଜି ସବୁଠୁ ଖାସ୍‌ ଦିନ, ଜାଣନ୍ତୁ କାହିଁକି

ଟିମ ଇଣ୍ଡିଆ କ୍ୟାପଟେନ ବିରାଟ କୋହଲିଙ୍କ ପାଇଁ ଏବେ ରେକର୍ଡ ଭାଙ୍ଗିବା ଏକ ସାଧାରଣ କଥା ହୋଇଗଲାଣି। ବିରାଟ ବ୍ୟାଟିଂ କରିବାକୁ ଓହ୍ଲାଇବା ମାତ୍ରକେ, କିଛି ନା…

7 years ago

ପ୍ରଥମ ଟେଷ୍ଟ: ଶ୍ରୀଲଙ୍କା ୬ ଉଇକେଟରେ ବିଜୟୀ

ଗାଲେ,୧୮।୮- ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଘରୋଇ ଶ୍ରୀଲଙ୍କା ୬ ଉଇକେଟରେ ବିଜୟ ହାସଲ କରିଛି। ସ୍ଥାନୀୟ ଗାଲେ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଅନୁଷ୍ଠିତ ଏହି ମ୍ୟାଚ୍‌ରେ…

7 years ago

ଅଲିମ୍ପିକ ହକି ଟେଷ୍ଟ ଇଭେଣ୍ଟ : ଅଷ୍ଟ୍ରେଲିଆ ବିପକ୍ଷରେ ମ୍ୟାଚ୍‌ ଡ୍ର ରଖିଲେ ଭାରତୀୟ ମହିଳା

ଟୋକିଓ,୧୮।୮(ପି.ଟି.): ଏଠାରେ ଆରମ୍ଭ ହୋଇଥିବା ଅଲିମ୍ପିକ୍‌ ହକି ଟେଷ୍ଟ ଇଭେଣ୍ଟର ଏକ ରାଉଣ୍ଡ- ରବିନ ଲିଗ୍‌ ମ୍ୟାଚ୍‌ରେ ଭାରତୀୟ ମହିଳା ଦଳ ଦମ୍‌ଦାର ଖେଳ ପ୍ରଦର୍ଶନ କରି…

7 years ago

କୁଜନେଶୋଭା – କେଜ୍‌ ଫାଇନାଲ

ସିନ୍‌ସିନାଟି, ୧୮।୮(ଏଏଫ୍‌ପି):  ସିନ୍‌ସିନାଟି ଓପନ୍‌ ଟେନିସ ଟୁର୍ନାମେଣ୍ଟର ମହିଳା ସିଙ୍ଗଲ୍ସ ଇଭେଣ୍ଟର ଫାଇନାଲ ମୁକାବିଲା ସ୍ପଷ୍ଟ ହୋଇଛି। ଟାଇଟଲ ପାଇଁ ଫାଇନାଲରେ ୧୬ତମ ସିଡ ଖେଳାଳି ଆମେରିକାର…

7 years ago

ସିନ୍‌ସିନାଟି ମାଷ୍ଟର୍ସ ଟେନିସ : ସେମିରେ ହାରିଲେ ଜୋକୋଭିଚ୍‌, ମେଡଭେଡେଭ- ଗଫିନ୍‌ ଫାଇନାଲ

ସିନସିନାଟି, ୧୮।୮(ଏଏଫ୍‌ପି): ଏଠାରେ ଚାଲିଥିବା ସିନସିନାଟି ମାଷ୍ଟର୍ସ ଟେନିସ ଟୁର୍ନାମେଣ୍ଟରେ ବିଶ୍ୱର ୧ ନମ୍ବର ଖେଳାଳି ସର୍ବିୟାର ନୋଭାକ ଜୋକୋଭିଚ୍‌ ସେମିଫାଇନାଲରେ ପରାସ୍ତ ହୋଇ ବିଦାୟ ନେଇଛନ୍ତି।…

7 years ago

ରାଜ୍ୟର ଗୌରବ ପ୍ରମୋଦ

ଭୁବନେଶ୍ୱର,୧୮।୮(ସ୍ପୋଟର୍‌ସ ବ୍ୟୁରୋ)- ପାରା ବ୍ୟାଡମିଣ୍ଟନ ଖେଳାଳି ପ୍ରମୋଦ ଭଗତ ରାଜ୍ୟ ପାଇଁ ଗୌରବ ଆଣିଦେଇଛନ୍ତି। ସେ ଅର୍ଜୁନ ପୁରସ୍କାର ପାଇବା ଲାଗି ମନୋନୀତ ହୋଇଛନ୍ତି। ରାଜ୍ୟ ଲାଗି…

7 years ago

ପ୍ରଥମ ଟେଷ୍ଟ: ଶ୍ରୀଲଙ୍କା ସ୍ଥିତି ଦୃଢ଼

ଗାଲେ,୧୮।୮(ପି.ଟି.)- ସ୍ଥାନୀୟ ଗାଲେ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଶ୍ରୀଲଙ୍କା ଓ ଭ୍ରମଣକାରୀ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ପ୍ରଥମ ଟେଷ୍ଟ ମ୍ୟାଚ ରୋମାଞ୍ଚକ ମୋଡରେ ପହଞ୍ଚିଛି। ତେବେ ଶ୍ରୀଲଙ୍କା ଦମ୍‌ଦାର…

7 years ago

ଦୀପାଙ୍କୁ ଖେଳ ରତ୍ନ, ଜାଡେଜାଙ୍କ ସମେତ ୧୯ କ୍ରୀଡ଼ାବିତଙ୍କୁ ଅର୍ଜୁନ ପୁରସ୍କାର

ନୂଆଦିଲ୍ଲୀ,୧୮।୮(ପି.ଟି.)- ତାରକା ରେସଲର ବଜରଙ୍ଗ ପୁନିଆଙ୍କ ସମେତ ପାରା ଅଲିମ୍ପିକ୍ସ ରୌପ୍ୟ ପଦକ ବିଜୟିନୀ ଦୀପା ମଲିକ ଦେଶର ସର୍ବୋଚ୍ଚ କ୍ରୀଡ଼ା ସମ୍ମାନ ରାଜୀବ ଗାନ୍ଧୀ ଖେଳ…

7 years ago

ଇଂଲଣ୍ଡ ପ୍ରଥମ ଇନିଂସ ଅଗ୍ରଣୀ

ଲଣ୍ଡନ,୧୮ା୮(ଏଏଫ୍‌ପି)-ଚଳିତ ଆଶେସ ସିରିଜରେ ଅଷ୍ଟ୍ରେଲିଆର ଷ୍ଟାର ବ୍ୟାଟ୍ସମ୍ୟାନ ଷ୍ଟିଭ୍‌ ସ୍ମିଥ୍‌ ତାଙ୍କ ପ୍ରଭାବୀ ପ୍ରଦର୍ଶନ ଜାରି ରଖିଛନ୍ତି। ସ୍ଥାନୀୟ ଲଡର୍‌ସଠାରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚରେ ସେ…

7 years ago

ବେଙ୍ଗାଲୁରୁ ବୁଲ୍ସ ବିଜୟୀ

ଚେନ୍ନାଇ, ୧୮ା୮ (ପି.ଟି.)- ଚଳିତ ପ୍ରୋ-କବାଡ଼ି ଲିଗ୍‌ରେ ଶନିବାର ବେଙ୍ଗାଲୁରୁ ବୁଲ୍ସ ୩୨-୨୧ରେ ତାମିଲ ଥଲାଇଭାସକୁ ହରାଇ ଦେଇଛି। ଏହି ବିଜୟ ଦ୍ୱାରା ଦଳ ୮ଟି ମ୍ୟାଚରୁ…

7 years ago