ଖେଳ

ହାସନେନ କୀର୍ତ୍ତିମାନ

ଲାହୋର, ୭।୧୦- ଯୁବ ପାକିସ୍ତାନ ଦ୍ରୁତ ବୋଲର ମହମ୍ମଦ ହାସନେନ କ୍ୟାରିୟରର ୨ୟ ଟି୨୦ ମ୍ୟାଚ୍‌ରେ ନିଜ ନାମକୁ ରେକର୍ଡ ବୁକ୍‌ରେ ସ୍ଥାପନ କରିଛନ୍ତି। କ୍ରିକେଟ୍‌ର ସବୁଠାରୁ…

7 years ago

ଜାତୀୟ ସବ୍‌ ଜୁନିଅର ଖୋଖୋ: ଓଡ଼ିଶା ବାଳିକା ଦଳ ଚାମ୍ପିୟନ, ବାଳକ ରନର୍ସଅପ୍‌

ଭୁବନେଶ୍ୱର, ୭।୧୦(ସ୍ପୋଟର୍‌ସ ବ୍ୟୁରୋ)- ଝାଡ଼ଖଣ୍ଡର ରାଞ୍ଚତ୍ଠାରେ ୩୦ତମ ଜାତୀୟ ସବ୍‌ ଜୁନିୟର ବାଳିକା ଓ ବାଳକ ପ୍ରତିଯୋଗିତା ରବିବାର ଉଦ୍‌ଯାପିତ ହୋଇଛି। ପ୍ରଥମଥର ପାଇଁ ଓଡ଼ିଶା ବାଳିକା…

7 years ago

ସନ୍ଦୀପଙ୍କୁ ୭ ଉଇକେଟ୍‌: ପଞ୍ଜାବ ବିଜୟୀ

ଭଦୋଦରା, ୭।୧୦ (ପି.ଟି.)- ବିସିସିଆଇ ଆନୁକୂଲ୍ୟରେ ଚାଲିଥିବା ଜାତୀୟ ଏକଦିବସୀୟ କ୍ରିକେଟ୍‌ ଟୁର୍ନାମେଣ୍ଟ ବିଜୟ ହଜାରେ ଟ୍ରଫିରେ ପଞ୍ଜାବ ଯୁବ ଦ୍ରୁତ ବୋଲର ସନ୍ଦୀପ ଶର୍ମା କ୍ୟାରିୟର…

7 years ago

ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌: ଶୀର୍ଷ ସ୍ଥାନ ବଜାୟ ରଖିଲା ଭାରତ

ଦୁବାଇ,୭।୧୦(ପି.ଟି.)- ପ୍ରଥମ ଟେଷ୍ଟରେ ଦକ୍ଷିଣ ଆଫ୍ରିକାକୁ ୨୦୩ ରନରେ ପରାସ୍ତ କରିବା ପରେ ଭାରତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ରେ ତା’ର ଶୀର୍ଷ ସ୍ଥାନକୁ ଆହୁରି ଦୃଢ଼ କରିଛି।…

7 years ago

ଓସାକାଙ୍କୁ ଚାଇନା ଓପନ ଟାଇଟଲ

ବେଜିଂ, ୭।୧୦(ଏଏଫପି)- ବିଶ୍ୱର ନମ୍ବରଓ୍ବାନ ଆଶଲେ ବାର୍ଟିଙ୍କୁ ହରାଇ ନାଓମି ଓସାକା ଚାଇନା ଓପନ ଟେନିସ ଟାଇଟଲ ଜିତିଛନ୍ତି। ପ୍ରଥମ ସେଟ୍‌ରେ ପଛୁଆ ରହିଥିଲେ ହେଁ ସେ…

7 years ago

ଜୋକୋଭିଚ୍‌ଙ୍କୁ ପ୍ରଥମ ଜାପାନ ଓପନ ଟାଇଟଲ

ଟୋକିଓ,୬।୧୦ (ଏଏଫ୍‌ପି)- ବିଶ୍ୱର ନଂ ୧ ପୁରୁଷ ସିଙ୍ଗଲ୍ସ ଖେଳାଳି ନୋଭାକ ଜୋକୋଭିଚ୍‌ ପ୍ରଥମ ଥର ପାଇଁ ଜାପାନ ଓପନ ଟାଇଟଲ ଜିତିଛନ୍ତି। ରବିବାର ଖେଳାଯାଇଥିବା ଫାଇନାଲରେ…

7 years ago

ଅଶ୍ୱିନ ଯୁଗ୍ମ ଦ୍ରୁତତମ

ବିଶାଖାପାଟଣା,୬।୧୦- ଭାରତୀୟ ଦଳର ଆଗଧାଡ଼ିର ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ରବିବାର ଥେଉନିସ ଡି ବ୍ରୁଇନଙ୍କୁ ଆଉଟ୍‌ କରି ଟେଷ୍ଟ କ୍ରିକେଟରେ ୩୫୦ ଉଇକେଟ ପୂରଣ କରିଛନ୍ତି। ଏହି…

7 years ago

ବୁମରାଙ୍କ ସମକକ୍ଷ ସାମି

ବିଶାଖାପାଟଣା,୬୧୦- ଭାରତୀୟ ପେସର ମହମ୍ମଦ ସାମି ରବିବାର ନିଜ ସାଥୀ ପେସର ଯଶପ୍ରୀତ ବୁମରାଙ୍କ ସମକକ୍ଷ ହୋଇଛନ୍ତି ଏଠାରେ ଭାରତ ଓ ଦକ୍ଷିଣ ଅାଫ୍ରିକା ମଧ୍ୟରେ ଖେଳାଯାଇଥତ୍ବା…

7 years ago

ରେକର୍ଡ ବୁକ୍ ରେ ଭାଇଜାଗ ଟେଷ୍ଟ

ବିଶାଖାପାଟଣା,୬।୧୦- ଏଠାରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିବା ପ୍ରଥମ ଟେଷ୍ଟ ରେକର୍ଡ ବୁକ୍‌ରେ ସ୍ଥାନ ପାଇଛି। ଏହି ଟେଷ୍ଟରେ ଉଭୟ ଦଳ ମୋଟ ୩୬…

7 years ago

ମହାଷ୍ଟମୀରେ ଦେଶବାସୀଙ୍କୁ ଉପହାର: ଦକ୍ଷିଣ ଆଫ୍ରିକାକୁ ୨୦୩ ରନ୍‌ରେ ପରାସ୍ତ କଲା ଭାରତ

ବିଶାଖାପାଟଣା,୬।୧୦: ଏଠାରେ ଚାଲିଥିବା ପ୍ରଥମ ଟେଷ୍ଟରେ ଭାରତ ଦକ୍ଷିଣ ଆଫ୍ରିକାକୁ ୨୦୩ ରନ୍‌ରେ ପରାସ୍ତ କରିଛି। ଦୁଇଟି ଇନିଂଶରେ ରୋହିତ ଶର୍ମାଙ୍କ ଶତକ ଏବଂ ଆର. ଅଶ୍ୱିନ୍‌,…

7 years ago