ଶ୍ରୀନଗର, ୧୨।୮: ଜମ୍ମୁ-କଶ୍ମୀରରେ ରହୁଥିବା ଦିଲ୍ଲୀ ରଣଜୀ ଟିମର ପୂର୍ବତନ ଅଧିନାୟକ ମିଥୁନ ମାନହସ୍ଙ୍କ ପରିବାର ଲୋକଙ୍କ ପାଇଁ ରକ୍ଷକ ସାଜିଛନ୍ତି ଭାରତୀୟ ସେନା। ମିଥୁନଙ୍କ ଜେଜେ-ଜେଜେମା’ଙ୍କ…
ପୋର୍ଟ-ଅଫ୍-ସ୍ପେନ୍,୧୨।୮: ସ୍ଥାନୀୟ କୁଇନ୍ସ ପାର୍କ ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ବର୍ଷା ବାଧାପ୍ରାପ୍ତ ମ୍ୟାଚ୍ରେ ଭାରତ ୫୯ରନ୍ରେ ଓ୍ବେଷ୍ଟଇଣ୍ଡିଜକୁ ପରାସ୍ତ କରିଛି। ଏହି ମ୍ୟାଚ୍ରେ ଓ୍ବେଷ୍ଟଇଣ୍ଡିଜର ଦୁର୍ଦ୍ଧଷ ବ୍ୟାଟ୍ସମ୍ୟାନ୍…
ପାଜାର୍ଡଝିକ୍ (ବୁଲ୍ଗେରିଆ ), ୧୨ା୮ (ପି.ଟି.)-ବୁଲ୍ଗେରିଆନ ଜୁନିୟର ଇଣ୍ଟରନ୍ୟାଶନାଲ ବ୍ୟାଡ୍ମିଣ୍ଟନ ଚାମ୍ପିୟନଶିପ୍ରେ ଭାରତୀୟ ଖେଳାଳିମାନେ ପ୍ରଭାବୀ ପ୍ରଦର୍ଶନ ସହ ୩ ସ୍ବର୍ଣ୍ଣ, ୧ ରୌପ୍ୟ ଏବଂ ୨…
ଲଣ୍ଡନ, ୧୨।୮- ଭାରତୀୟ ଯୁବ କ୍ରିକେଟ୍ ଦଳ ୧୯ ବର୍ଷରୁ କମ୍ ତ୍ରି-ରାଷ୍ଟ୍ରୀୟ ଟୁର୍ନାମେଣ୍ଟରେ ଚାମ୍ପିୟନ ହୋଇଛି। ହୋଭ୍ସ୍ଥିତ କାଉଣ୍ଟି ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲ ମ୍ୟାଚ୍ରେ…
କରାଚୀ, ୧୨ା୮ (ପି.ଟି.)-ପାକିସ୍ତାନ ବିପକ୍ଷରେ ଖେଳାଯିବାକୁଥିବା ଡେଭିସ୍ କପ୍ ଏସିଆ/ଓସେନିଆ ଗ୍ରୁପ୍-୧ ମ୍ୟାଚ୍ ଏକ ନିରପେକ୍ଷ ଭେନ୍ୟୁରେ କରିବା ଲାଗି ଭାରତ କରିଥିବା ଅନୁରୋଧକୁ ପାକିସ୍ତାନ ଟେନିସ…
ଲଣ୍ଡନ, ୧୨ା୮ (ଏଏଫ୍ପି)-ଆସନ୍ତା ମାସରେ ଝୁହାଇ ଚାମ୍ପିୟନଶିପ୍ ଏବଂ ଚାଇନା ଓପନ୍ରେ ଖେଳିବେ ବ୍ରିଟିଶ ଟେନିସ ଖେଳାଳି ଆଣ୍ଡି ମୁରେ। ୭ ମାସ ପୂର୍ବେ ବିଶ୍ୱର ଏହି…
ନେ ପାଇ ତାଓ (ମ୍ୟାନମାର୍), ୧୨ା୮ (ପି.ଟି.)-ଏଠାରେ ଚାଲିଥିବା ୨୩ ବର୍ଷରୁ କମ୍ ପୁରୁଷ ଏସିଆନ ଭଲିବଲ୍ ଚାମ୍ପିୟନଶିପ୍ରେ ଭାରତ ରନର୍ସ ଅପ୍ ହୋଇଛି। ମ୍ୟାଚ ପରେ…
ନୂଆଦିଲ୍ଲୀ, ୧୨ା୮ (ପି.ଟି.)-ଭାରତର ଶୀର୍ଷ ମହିଳା କୁସ୍ତି ଯୋଦ୍ଧା ଭିନେଶ ଫୋଗତ୍ ବେଲାରୁଷର ମିନସ୍କଠାରେ ଚାଲିଥିବା ମେଦ୍ଭେଦ୍ ଇଭେଣ୍ଟର ୫୩ କେଜି ଶ୍ରେଣୀ ଫାଇନାଲରେ ପରାଜିତ ହୋଇଯାଇଛନ୍ତି।…
ଅହମ୍ମଦାବାଦ୍, ୧୨।୮- ପ୍ରୋ କବାଡ଼ି ଲିଗ୍ (ପିକେଏଲ୍) ୭ମ ସଂସ୍କରଣରେ ରବିବାର ଅନୁଷ୍ଠିତ ଏକ ମ୍ୟାଚ୍ରେ ହରିୟାଣା ଷ୍ଟିଲର୍ସ ୩ ପଏଣ୍ଟ ବ୍ୟବଧାନରେ ବେଙ୍ଗାଲୁରୁ ବୁଲ୍ସକୁ ପରାସ୍ତ…
ହାଇଦ୍ରାବାଦ,୧୧।୮(ପି.ଟି.)- ଜାତୀୟ ଚାମ୍ପିୟନ ସୌରଭ ବର୍ମା ଏଠାରେ ଅନୁଷ୍ଠିତ ହୋଇଥିବା ହାଇଦ୍ରାବାଦ ଓପନ ସୁପର ୧୦୦ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟରେ ଟାଇଟଲ ହାସଲ କରିଛନ୍ତି। ରବିବାର ଅନୁଷ୍ଠିତ ପୁରୁଷ…