ଖେଳ

ବିଶ୍ୱକପ୍‌ରେ ଟିମ୍‌ ଇଣ୍ଡିଆର ଅନ୍ତିମ ମ୍ୟାଚ୍‌ରେ ହୋଇପାରେ ଧୋନୀଙ୍କ କ୍ୟାରିୟରର ଶେଷ

ବର୍ମିଂହାମ,୩।୭(ପିଟି)- ଚଳିତ ବିଶ୍ୱକପ୍‌ରେ ଭାରତୀୟ ଦଳର ଅନ୍ତିମ ମ୍ୟାଚ୍‌ ଭେଟେରାନ ଉଇକେଟକିପର ବ୍ୟାଟ୍ସମ୍ୟାନ ମହେନ୍ଦ୍ର ସିଂ ଧୋନୀଙ୍କ ଅନ୍ତର୍ଜାତୀୟ କ୍ୟାରିୟର ଶେଷ ହୋଇପାରେ। ଯଦି ଭାରତୀୟ ଦଳ…

7 years ago

ଭାରତୀୟ ଦଳର ବୃଦ୍ଧା ଫ୍ୟାନଙ୍କୁ ଟିକେଟ୍‌ ଦେବେ କୋହଲି

ବର୍ମିଂହାମ,୩।୭(ପିଟି)- ବାଂଲାଦେଶ ବିପକ୍ଷରେ ଏଠାରେ ଖେଳାଯାଇଥିବା ମ୍ୟାଚ୍‌ ଦେଖିବା ଲାଗି ଚାରୁଲତା ପଟେଲ ନାମ୍ନୀ ଜଣେ ବୃଦ୍ଧା (୮୭) ଷ୍ଟାଡିୟମରେ ଉପସ୍ଥିତ ରହି ଭାରତୀୟ ଦଳକୁ ଉତ୍ସାହିତ…

7 years ago

କୋପା ଆମେରିକା ସେମିରେ ବ୍ରାଜିଲ;ଫେଲ୍‌ ମାରିଲେ ମେସି

ବେଲୋ ହରିଜୋଣ୍ଟେ,୩।୭(ଏଏଫ୍‌ପି)- ଚଳିତ କୋପା ଆମେରିକା ଫୁଟ୍‌ବଲ ଟୁର୍ନାମେଣ୍ଟର ଟାଇଟଲ ମୁକାବିଲାରେ ବ୍ରାଜିଲ ପ୍ରବେଶ କରିଛି। ଗାବ୍ରିଏଲ ଜିସସ ଓ ରବର୍ଟ ଫିର୍ମିନୋଙ୍କ ଗୋଟିଏ ଲେଖାଏ ଗୋଲ…

7 years ago

ରାୟୁଡୁଙ୍କ ଅବସର: ଚୟନକର୍ତ୍ତାଙ୍କୁ ଗମ୍ଭୀରଙ୍କ ସମାଲୋଚନା

ବର୍ମିଂହାମ,୩।୭(ପିଟି)- ଅମ୍ବାତି ରାୟୁଡୁଙ୍କ ଅବସର ପରେ ପୂର୍ବତନ ଭାରତୀୟ ଓପନର ଗୌତମ ଗମ୍ଭୀର ବୁଧବାର ଏମ୍‌ଏସ୍‌କେ ପ୍ରସାଦଙ୍କ ନେତୃତ୍ୱାଧୀନ ଚୟନ କମିଟିକୁ ସମାଲୋଚନା କରିଛନ୍ତି। କମିଟିର ୫…

7 years ago

ଫୁଟ୍‌ବଲ ଖେଳୁଥିବା ଗାଈ ଭିଡିଓ ଭାଇରାଲ

ପଣଜୀ,୩।୭(ଏଏଫ୍‌ପି)- ଗୋଆରେ କ୍ରିକେଟ ଅପେକ୍ଷା ଫୁଟ୍‌ବଲର ଲୋକପ୍ରିୟତା ଅଧିକ। ଏହା କାହାକୁ ଅଜଣା ନାହିଁ। ନିକଟରେ ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହୋଇଛି, ଯେଉଁଥିରେ ଏକ…

7 years ago

ମହିଳା ଫିଫା ବିଶ୍ୱକପ୍‌:ଫାଇନାଲରେ ଡିଫେଣ୍ଡିଂ ଚାମ୍ପିୟନ ଆମେରିକା

ଲିଓନ,୩।୭(ଏଏଫ୍‌ପି)- ଆଲେକ୍ସ ମୋର୍ଗାନଙ୍କ ଗୋଲ ବଳରେ ଡିଫେଣ୍ଡିଂ ଚାମ୍ପିୟନ ଆମେରିକା ଚଳିତ ମହିଳା ଫିଫା ବିଶ୍ୱକପ୍‌ ଫାଇନାଲରେ ସ୍ଥାନ ପକ୍କା କରିଛି। ସେମିଫାଇନାଲରେ ଆମେରିକା ୨-୧ ଗୋଲରେ…

7 years ago

ଅଜୟ,ସୌରଭ, ଲକ୍ଷ୍ୟଙ୍କ ବିଜୟ ଅଭିଯାନ

ନୂଆଦିଲ୍ଲୀ,୩।୭(ପି.ଟି.)- ଭାରତୀୟ ଶଟଲର ଅଜୟ ଜୟରାମ, ସୌରଭ ବର୍ମା ଓ ଲକ୍ଷ୍ୟ ସେନ ଏଠାରେ ଚାଲିଥିବା କାନାଡା ଓପନ ସୁପର ୧୦୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟରେ ବିଜୟ ସହ…

7 years ago

ବିଶ୍ୱକପ୍‌ରୁ ବାଦ୍‌ ପଡ଼ିବା ପରେ ରାୟୁଡୁଙ୍କ ଅବସର

ନୂଆଦିଲ୍ଲୀ,୩।୭(ପି.ଟି.)- ଚଳିତ ବିଶ୍ୱକପ୍‌ରେ ଭାରତୀୟ ଦଳରୁ ବାଦ୍‌ ପଡ଼ିବା ପରେ ମିଡ୍‌ଲ ଅର୍ଡର ବ୍ୟାଟ୍ସମ୍ୟାନ ଅମ୍ବାତି ରାୟୁଡୁ ସମସ୍ତ ପ୍ରକାର କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ଏଥିନେଇ…

7 years ago

ରୋହିତଙ୍କ ଛକାରେ ଦର୍ଶକ ଆହତ

ବର୍ମିଂହାମ,୩।୭- ଏଠାରେ ବାଂଲାଦେଶ ବିପକ୍ଷରେ ଖେଳାଯାଇଥିବା ବିଶ୍ୱକପ୍‌ ମ୍ୟାଚ୍‌ରେ ରୋହିତ ଶର୍ମାଙ୍କ ଶତକ ବଳରେ ଭାରତ ୨୮ ରନ୍‌ରେ ବିଜୟୀ ହୋଇଛି। ଏହି ଇନିଂସ ଅବସରରେ ରୋହିତ…

7 years ago

ଆଙ୍ଗୁଳିରୁ ବାହାରୁ ଥିଲା ଧାର ଧାର ରକ୍ତ: ଖେଳିଚାଲିଥିଲେ ଧୋନୀ

ବର୍ମିଂହାମ, ୩।୭: ଚଳିତ ବିଶ୍ୱକପର ମଙ୍ଗଳବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ମୁକାବିଲାରେ ବାଂଲାଦେଶ ୨୮ ରନରେ ଭାରତ ନିକଟରୁ ପରାସ୍ତ ହୋଇଛି। ଭାରତ ୧୩ ପଏଣ୍ଟ ସହ ସେମିଫାଇନାଲରେ…

7 years ago