ଖେଳ

ଅକ୍ଟୋବର ୨୦ରୁ ଇଣ୍ଡିଆନ ବକ୍ସିଂ ଲିଗ୍‌

ନୂଆଦିଲ୍ଲୀ,୨୭।୭(ପି.ଟି.)- ପ୍ରଥମଥର ପାଇଁ ଇଣ୍ଡିଆନ ବକ୍ସିଂ ଲିଗ୍‌ ଆୟୋଜନ ହେବାକୁ ଯାଉଛି। ଅକ୍ଟୋବର ୨୦ରୁ ଆରମ୍ଭ ହୋଇ ଏହି ଲିଗ୍‌ ନଭେମ୍ବର ୯ ତାରିଖରେ ଶେଷ ହେବ।…

7 years ago

କପିଳଦେବଙ୍କ ଅଧ୍ୟକ୍ଷତାରେ ସିଏସି କୋଚ୍‌ ଚୟନ କରିବ

ନୂଆଦିଲ୍ଲୀ,୨୭।୭(ପି.ଟି.)- ପୂର୍ବତନ ଅଧିନାୟକ କପିଳ ଦେବଙ୍କ ଅଧ୍ୟକ୍ଷତାରେ କ୍ରିକେଟ ଉପଦେଷ୍ଟା କମିଟି (ସିଏସି) ଭାରତୀୟ କ୍ରିକେଟ ଦଳର ପରବର୍ତ୍ତୀ କୋଚ୍‌ ଚୟନ କରିବ। କୋଚ୍‌ ଚୟନ ନେଇ…

7 years ago

ବିଦାୟୀ ମ୍ୟାଚ୍‌ରେ ମାଲିଙ୍ଗାଙ୍କୁ ବିଜୟ ଭେଟି

କଲମ୍ବୋ,୨୭।୭(ଏଏଫ୍‌ପି)- କ୍ୟାରିୟର ଅନ୍ତିମ ମ୍ୟାଚ୍‌ରେ ଅଭିଜ୍ଞ ଦ୍ରୁତ ବୋଲର ଲସିଥ ମାଲିଙ୍ଗା ବିଜୟ ସହ ଦିନିକିଆରୁ ବିଦାୟ ନେଇଛନ୍ତି। ସ୍ଥାନୀୟ ଆର. ପ୍ରେମାଦାସା ଷ୍ଟାଡିୟମରେ ଶୁକ୍ରବାର ଅନୁଷ୍ଠିତ…

7 years ago

ଲଡର୍‌ସ ଟେଷ୍ଟ: ଇଂଲଣ୍ଡର ବୃହତ୍‌ ବିଜୟ

ଲଣ୍ଡନ,୨୭।୭(ଏଏଫ୍‌ପି)- ପ୍ରଥମ ଇନିଂସରେ ବିପର୍ଯ୍ୟୟର ସମ୍ମୁଖୀନ ହୋଇ ୧୨୨ ରନ ପଛରେ ପଡିଥିଲେ ମଧ୍ୟ ଦିନିକିଆ ବିଶ୍ୱ ଚାମ୍ପିୟନ ଇଂଲଣ୍ଡ ଜବରଦସ୍ତ ପ୍ରତ୍ୟାବର୍ତ୍ତନ କରି ଏକମାତ୍ର ଟେଷ୍ଟ…

7 years ago

୧୦୦ ମିଟର ଫ୍ରି-ଷ୍ଟାଇଲ ରେକର୍ଡ ବଜାୟ ରଖିଲେ ମାନୁଏଲ୍‌

ଗ୍ବାଙ୍ଗଜୁ (ଦକ୍ଷିଣ କୋରିଆ), ୨୬ା୭ (ଏଏଫ୍‌ପି)-ଆମେରିକାର ସିମୋନ୍‌ ମାନୁଏଲ୍‌ ତାଙ୍କ ୧୦୦ ମିଟର ଫ୍ରିଷ୍ଟାଇଲ ବିଶ୍ୱ ଟାଇଟଲ ବଜାୟ ରଖିଛନ୍ତି। ଗ୍ବାଙ୍ଗଜୁରେ ଏହି ଅଲିମ୍ପିକ ଚାମ୍ପିୟନ ୫୨.୦୪…

7 years ago

ବେଲ୍‌ଫାଷ୍ଟ ଟାଇଟାନ୍ସରୁ ଖେଳିବେ ଡୁ’ପ୍ଲେସି

ମୁମ୍ବାଇ, ୨୬ା୭ (ପି.ଟି.)- ୟୁରୋ ଟି୨୦ ସ୍ଲାମ୍‌ ଟୁର୍ନାମେଣ୍ଟରେ ଖେଳିବା ଲାଗି ଦକ୍ଷିଣ ଆଫ୍ରିକା କ୍ରିକେଟ ଅଧିନାୟକ ଫାଫ୍‌ ଡୁ’ପ୍ଲେସି ବେଲ୍‌ଫାଷ୍ଟ ଟାଇଟାନ୍ସ ଫ୍ରାଞ୍ଚାଇଜ୍‌ ଦଳରେ ଯୋଗ…

7 years ago

ଆଇଏଏଏଫ୍‌ ଉପସଭାପତି ପ୍ରାର୍ଥୀ ଏଏଫ୍‌ଆଇ ସଭାପତି ସୁମରିଓ୍ବାଲା

ନୂଆଦିଲ୍ଲୀ,୨୬।୭(ପିଟି)- ଭାରତୀୟ ଆଥ୍‌ଲେଟିକ୍ସ ଫେଡେରେଶନ (ଏଏଫ୍‌ଆଇ) ସଭାପତି ଆଦିଲେ ସୁମରିଓ୍ବାଲା ଏହି କ୍ରୀଡ଼ାର ବିଶ୍ୱ ପରିଚାଳନା ସଂସ୍ଥା ଆଇଏଏଏଫ୍‌ ଉପସଭାପତି ପଦ ପାଇଁ ନିର୍ବାଚନ ଲଢ଼ିବେ। ଆଇଏଏଏଫ୍‌ର…

7 years ago

ଟେଷ୍ଟ କ୍ରିକେଟରୁ ଅମିରଙ୍କ ସନ୍ନ୍ୟାସ

କରାଚୀ,୨୬।୭(ପିଟି)- ପାକିସ୍ତାନର ବାମହାତୀ ପେସର ମହମ୍ମଦ ଅମିର ଶୁକ୍ରବାର ଟେଷ୍ଟ କ୍ରିକେଟରୁ ସନ୍ନ୍ୟାସ ଘୋଷଣା କରିଛନ୍ତି। ସୀମିତ ଓଭର ଫର୍ମାଟକୁ ଅଧିକ ଗୁରୁତ୍ୱ ଦେବା ଲାଗି ସେ…

7 years ago

ରିଙ୍ଗରେ ଆଉ ଜଣେ ବକ୍ସରଙ୍କ ମୃତ୍ୟୁ

ବୁଏନ୍‌ସ ଆରିଜ,୨୬।୭(ଏ.ଏଫ୍‌.ପି.)- ବକ୍ସିଂ ରିଙ୍ଗରେ ଆଘାତ ଲାଗିବା କାରଣରୁ ଆର୍ଜେଣ୍ଟିନା ବକ୍ସର ହୁଗୋ ସାଣ୍ଟିଲାନଙ୍କ ମୃତ୍ୟୁ ଘଟିଛି। ଚଳିତ ସପ୍ତାହରେ ଏହା ଦ୍ୱିତୀୟ ଘଟଣା, ଯେଉଁଥିରେ ରିଙ୍ଗରେ…

7 years ago

ଛୁରା ମାଡ଼ରୁ ବର୍ତ୍ତିଲେ ଷ୍ଟାର ଫୁଟବଲ ଖେଳାଳି

ଲଣ୍ଡନ,୨୬।୭(ଏଏଫ୍‌ପି)- ଉତ୍ତର ଲଣ୍ଡନରେ ଆର୍ସେନାଲ ଫୁଟବଲର ମେସୁଟ ଓଜିଲ ଓ ସଇଦ କୋଲାସିନାକ ଛୁରା ମାଡ଼ରୁ ବର୍ତ୍ତି ଯାଇଛନ୍ତି। ସେଠାରେ ଗୁରୁବାର ସନ୍ଧ୍ୟାରେ ଦୁଇ ଜଣ ଦୁର୍ବୃତ୍ତ…

7 years ago