ଖେଳ

ବାଂଲାଦେଶକୁ ୩୧୬ ରନରେ ହରାଇଲେ ସେମିରେ ପହଞ୍ଚିବ ପାକିସ୍ତାନ

ଚେଷ୍ଟର-ଲି-ଷ୍ଟ୍ରିଟ୍‌, ୪।୭- ବିଶ୍ୱକପ୍‌ରେ ବୁଧବାର ଅନୁଷ୍ଠିତ ମ୍ୟାଚ୍‌ରେ ଆୟୋଜକ ଇଂଲଣ୍ଡ ୧୧୯ ରନରେ ନ୍ୟୁଜିଲାଣ୍ଡକୁ ପରାସ୍ତ କରି ୩ୟ ଦଳ ଭାବେ ସେମିଫାଇନାଲରେ ସ୍ଥାନ ସୁରକ୍ଷିତ କରିନେଇଛି।…

7 years ago

ଓ୍ବିମ୍ବେଲଡନ ଓପନ ଟେନିସ: ଓ୍ବାରିଙ୍କାଙ୍କୁ ହରାଇ ବିପର୍ଯ୍ୟୟ ସୃଷ୍ଟିକଲେ ଓପେଲ୍‌କା

ଲଣ୍ଡନ, ୪।୭(ଏଏଫପି)- ଓ୍ବିମ୍ବେଲଡନ ଗ୍ରାଣ୍ଡସ୍ଲାମ ଟେନିସ ପୁରୁଷ ସିଙ୍ଗଲ୍ସ ଦ୍ୱିତୀୟ ରାଉଣ୍ଡରେ ଷ୍ଟାନ୍‌ ଓ୍ବାରିଙ୍କାଙ୍କୁ ହରାଇ ବିପର୍ଯ୍ୟୟ ସୃଷ୍ଟି କରିଛନ୍ତି ରିଲି ଓପେଲ୍‌କା। ୩ ଥର କ୍ୱାର୍ଟର…

7 years ago

ସେହ୍ବାଗଙ୍କ ଦରଦ

ନୂଆଦିଲ୍ଲୀ,୩।୭: ଭାରତୀୟ ମିଡଲଅର୍ଡର ବ୍ୟାଟ୍ସମ୍ୟାନ ଅମ୍ବାତି ରାୟୁଡୁ ଅବସର ନେବା ପରେ ପୂର୍ବତନ ବିସ୍ଫୋରକ ଓପନର ବୀରେନ୍ଦ୍ର ସେହ୍ବାଗ ରାୟୁଡୁଙ୍କୁ ସହାନୁଭୂତି ଜଣାଇଛନ୍ତି। ବିଶ୍ୱକପ୍‌ରୁ ବାଦ୍‌ ପଡିବା…

7 years ago

ଧୋନୀଙ୍କ ସପକ୍ଷରେ ସଚିନ

ବର୍ମିଂହାମ, ୩।୭ (ପି.ଟି.): ବାଂଲାଦେଶ ବିପକ୍ଷ ମ୍ୟାଚ୍‌ରେ ଭେଟେରାନ ବ୍ୟାଟ୍ସମ୍ୟାନ ମହେନ୍ଦ୍ର ସିଂ ଧୋନୀଙ୍କ ବ୍ୟାଟିଂରେ କୌଣସି ତ୍ରୁଟି ଦେଖିବାକୁ ମିଳି ନ ଥିଲା ବୋଲି କ୍ରିକେଟ୍‌…

7 years ago

ବିଶ୍ୱକପ୍‌ରେ ଟିମ୍‌ ଇଣ୍ଡିଆର ଅନ୍ତିମ ମ୍ୟାଚ୍‌ରେ ହୋଇପାରେ ଧୋନୀଙ୍କ କ୍ୟାରିୟରର ଶେଷ

ବର୍ମିଂହାମ,୩।୭(ପିଟି)- ଚଳିତ ବିଶ୍ୱକପ୍‌ରେ ଭାରତୀୟ ଦଳର ଅନ୍ତିମ ମ୍ୟାଚ୍‌ ଭେଟେରାନ ଉଇକେଟକିପର ବ୍ୟାଟ୍ସମ୍ୟାନ ମହେନ୍ଦ୍ର ସିଂ ଧୋନୀଙ୍କ ଅନ୍ତର୍ଜାତୀୟ କ୍ୟାରିୟର ଶେଷ ହୋଇପାରେ। ଯଦି ଭାରତୀୟ ଦଳ…

7 years ago

ଭାରତୀୟ ଦଳର ବୃଦ୍ଧା ଫ୍ୟାନଙ୍କୁ ଟିକେଟ୍‌ ଦେବେ କୋହଲି

ବର୍ମିଂହାମ,୩।୭(ପିଟି)- ବାଂଲାଦେଶ ବିପକ୍ଷରେ ଏଠାରେ ଖେଳାଯାଇଥିବା ମ୍ୟାଚ୍‌ ଦେଖିବା ଲାଗି ଚାରୁଲତା ପଟେଲ ନାମ୍ନୀ ଜଣେ ବୃଦ୍ଧା (୮୭) ଷ୍ଟାଡିୟମରେ ଉପସ୍ଥିତ ରହି ଭାରତୀୟ ଦଳକୁ ଉତ୍ସାହିତ…

7 years ago

କୋପା ଆମେରିକା ସେମିରେ ବ୍ରାଜିଲ;ଫେଲ୍‌ ମାରିଲେ ମେସି

ବେଲୋ ହରିଜୋଣ୍ଟେ,୩।୭(ଏଏଫ୍‌ପି)- ଚଳିତ କୋପା ଆମେରିକା ଫୁଟ୍‌ବଲ ଟୁର୍ନାମେଣ୍ଟର ଟାଇଟଲ ମୁକାବିଲାରେ ବ୍ରାଜିଲ ପ୍ରବେଶ କରିଛି। ଗାବ୍ରିଏଲ ଜିସସ ଓ ରବର୍ଟ ଫିର୍ମିନୋଙ୍କ ଗୋଟିଏ ଲେଖାଏ ଗୋଲ…

7 years ago

ରାୟୁଡୁଙ୍କ ଅବସର: ଚୟନକର୍ତ୍ତାଙ୍କୁ ଗମ୍ଭୀରଙ୍କ ସମାଲୋଚନା

ବର୍ମିଂହାମ,୩।୭(ପିଟି)- ଅମ୍ବାତି ରାୟୁଡୁଙ୍କ ଅବସର ପରେ ପୂର୍ବତନ ଭାରତୀୟ ଓପନର ଗୌତମ ଗମ୍ଭୀର ବୁଧବାର ଏମ୍‌ଏସ୍‌କେ ପ୍ରସାଦଙ୍କ ନେତୃତ୍ୱାଧୀନ ଚୟନ କମିଟିକୁ ସମାଲୋଚନା କରିଛନ୍ତି। କମିଟିର ୫…

7 years ago

ଫୁଟ୍‌ବଲ ଖେଳୁଥିବା ଗାଈ ଭିଡିଓ ଭାଇରାଲ

ପଣଜୀ,୩।୭(ଏଏଫ୍‌ପି)- ଗୋଆରେ କ୍ରିକେଟ ଅପେକ୍ଷା ଫୁଟ୍‌ବଲର ଲୋକପ୍ରିୟତା ଅଧିକ। ଏହା କାହାକୁ ଅଜଣା ନାହିଁ। ନିକଟରେ ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହୋଇଛି, ଯେଉଁଥିରେ ଏକ…

7 years ago

ମହିଳା ଫିଫା ବିଶ୍ୱକପ୍‌:ଫାଇନାଲରେ ଡିଫେଣ୍ଡିଂ ଚାମ୍ପିୟନ ଆମେରିକା

ଲିଓନ,୩।୭(ଏଏଫ୍‌ପି)- ଆଲେକ୍ସ ମୋର୍ଗାନଙ୍କ ଗୋଲ ବଳରେ ଡିଫେଣ୍ଡିଂ ଚାମ୍ପିୟନ ଆମେରିକା ଚଳିତ ମହିଳା ଫିଫା ବିଶ୍ୱକପ୍‌ ଫାଇନାଲରେ ସ୍ଥାନ ପକ୍କା କରିଛି। ସେମିଫାଇନାଲରେ ଆମେରିକା ୨-୧ ଗୋଲରେ…

7 years ago