ଖେଳ

ଆସେସ୍‌ ସିରିଜ ପାଇଁ ଅଷ୍ଟ୍ରେଲିଆ ଦଳ ଘୋଷିତ: ସ୍ମିଥ, ଓ୍ବାର୍ନର, ବ୍ୟାଙ୍କ୍ରଫ୍ଟ ସାମିଲ

ଲଣ୍ଡନ,୨୭ା୭(ଏ.ଏଫ୍‌.ପି.) ଅଗଷ୍ଟ ୧ରୁ ଆରମ୍ଭ ହେବାକୁ ଥିବା ଆସେସ୍‌ ସିରିଜ ପାଇଁ ଶୁକ୍ରବାର ଅଷ୍ଟ୍ରେଲିଆର ୧୭ଜଣିଆ ଦଳ ଘୋଷଣା କରାଯାଇଛି। ୫ ମ୍ୟାଚ ବିଶିଷ୍ଟ ଏହି ସିରିଜ୍‌…

7 years ago

ଭାରତ ବିପକ୍ଷ ଦିନିକିଆ ସିରିଜ: ଓ୍ବେଷ୍ଟଇଣ୍ଡିଜ ଦଳରେ ଗେଲ୍‌

ସେଣ୍ଟ ଜନ୍ସ(ଆଣ୍ଟିଗୁଆ), ୨୭।୭(ପି.ଟି.)- ଭାରତ ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ପାଇଁ ଶୁକ୍ରବାର ଓ୍ବେଷ୍ଟଇଣ୍ଡିଜ ଦଳ ଘୋଷଣା କରାଯାଇଛି। ଅଗଷ୍ଟ ୮ରୁ ଆରମ୍ଭ ହେବାକୁ…

7 years ago

ଟୋକିଓ ଅଲିମ୍ପିକ୍ସ ଟେଷ୍ଟ ଇଭେଣ୍ଟ ହକିଭାରତୀୟ ମହିଳା ଦଳରେ ଲିଲିମା, ଦୀପଗ୍ରେସ୍‌

ନୂଆଦିଲ୍ଲୀ, ୨୭।୭- ୨୦୨୦ ଟୋକିଓ ଅଲିମ୍ପିକ୍ସ ଟେଷ୍ଟ ଇଭେଣ୍ଟ ହକି ଟୁର୍ନାମେଣ୍ଟ ଅଗଷ୍ଟ ୧୭ରୁ ୨୧ ପର୍ଯ୍ୟନ୍ତ ଜାପାନରେ ଅନୁଷ୍ଠିତ ହେବ। ଏହି ପ୍ରତିଯୋଗିତା ପାଇଁ ଶୁକ୍ରବାର…

7 years ago

ଥାଇଲାଣ୍ଡ ଅନ୍ତର୍ଜାତୀୟ ବକ୍ସିଂ : ଫାଇନାଲରେ ୫ ଭାରତୀୟ

ନୂଆଦିଲ୍ଲୀ,୨୭।୭(ପି.ଟି.)- ରାଜଧାନୀ ବ୍ୟାଙ୍କକ୍‌ରେ ଚାଲିଥିବା ଥାଇଲାଣ୍ଡ ଅନ୍ତର୍ଜାତୀୟ ବକ୍ସିଂ ଟୁର୍ନାମେଣ୍ଟର ଫାଇନାଲରେ ୫ ଜଣ ଭାରତୀୟ ପ୍ରବେଶ କରିଛନ୍ତି। ଶୁକ୍ରବାର ପୂର୍ବତନ ଜୁନିୟର ବିଶ୍ୱ ଚାମ୍ପିୟନ ନିଖାତ…

7 years ago

ଅକ୍ଟୋବର ୨୦ରୁ ଇଣ୍ଡିଆନ ବକ୍ସିଂ ଲିଗ୍‌

ନୂଆଦିଲ୍ଲୀ,୨୭।୭(ପି.ଟି.)- ପ୍ରଥମଥର ପାଇଁ ଇଣ୍ଡିଆନ ବକ୍ସିଂ ଲିଗ୍‌ ଆୟୋଜନ ହେବାକୁ ଯାଉଛି। ଅକ୍ଟୋବର ୨୦ରୁ ଆରମ୍ଭ ହୋଇ ଏହି ଲିଗ୍‌ ନଭେମ୍ବର ୯ ତାରିଖରେ ଶେଷ ହେବ।…

7 years ago

କପିଳଦେବଙ୍କ ଅଧ୍ୟକ୍ଷତାରେ ସିଏସି କୋଚ୍‌ ଚୟନ କରିବ

ନୂଆଦିଲ୍ଲୀ,୨୭।୭(ପି.ଟି.)- ପୂର୍ବତନ ଅଧିନାୟକ କପିଳ ଦେବଙ୍କ ଅଧ୍ୟକ୍ଷତାରେ କ୍ରିକେଟ ଉପଦେଷ୍ଟା କମିଟି (ସିଏସି) ଭାରତୀୟ କ୍ରିକେଟ ଦଳର ପରବର୍ତ୍ତୀ କୋଚ୍‌ ଚୟନ କରିବ। କୋଚ୍‌ ଚୟନ ନେଇ…

7 years ago

ବିଦାୟୀ ମ୍ୟାଚ୍‌ରେ ମାଲିଙ୍ଗାଙ୍କୁ ବିଜୟ ଭେଟି

କଲମ୍ବୋ,୨୭।୭(ଏଏଫ୍‌ପି)- କ୍ୟାରିୟର ଅନ୍ତିମ ମ୍ୟାଚ୍‌ରେ ଅଭିଜ୍ଞ ଦ୍ରୁତ ବୋଲର ଲସିଥ ମାଲିଙ୍ଗା ବିଜୟ ସହ ଦିନିକିଆରୁ ବିଦାୟ ନେଇଛନ୍ତି। ସ୍ଥାନୀୟ ଆର. ପ୍ରେମାଦାସା ଷ୍ଟାଡିୟମରେ ଶୁକ୍ରବାର ଅନୁଷ୍ଠିତ…

7 years ago

ଲଡର୍‌ସ ଟେଷ୍ଟ: ଇଂଲଣ୍ଡର ବୃହତ୍‌ ବିଜୟ

ଲଣ୍ଡନ,୨୭।୭(ଏଏଫ୍‌ପି)- ପ୍ରଥମ ଇନିଂସରେ ବିପର୍ଯ୍ୟୟର ସମ୍ମୁଖୀନ ହୋଇ ୧୨୨ ରନ ପଛରେ ପଡିଥିଲେ ମଧ୍ୟ ଦିନିକିଆ ବିଶ୍ୱ ଚାମ୍ପିୟନ ଇଂଲଣ୍ଡ ଜବରଦସ୍ତ ପ୍ରତ୍ୟାବର୍ତ୍ତନ କରି ଏକମାତ୍ର ଟେଷ୍ଟ…

7 years ago

୧୦୦ ମିଟର ଫ୍ରି-ଷ୍ଟାଇଲ ରେକର୍ଡ ବଜାୟ ରଖିଲେ ମାନୁଏଲ୍‌

ଗ୍ବାଙ୍ଗଜୁ (ଦକ୍ଷିଣ କୋରିଆ), ୨୬ା୭ (ଏଏଫ୍‌ପି)-ଆମେରିକାର ସିମୋନ୍‌ ମାନୁଏଲ୍‌ ତାଙ୍କ ୧୦୦ ମିଟର ଫ୍ରିଷ୍ଟାଇଲ ବିଶ୍ୱ ଟାଇଟଲ ବଜାୟ ରଖିଛନ୍ତି। ଗ୍ବାଙ୍ଗଜୁରେ ଏହି ଅଲିମ୍ପିକ ଚାମ୍ପିୟନ ୫୨.୦୪…

7 years ago

ବେଲ୍‌ଫାଷ୍ଟ ଟାଇଟାନ୍ସରୁ ଖେଳିବେ ଡୁ’ପ୍ଲେସି

ମୁମ୍ବାଇ, ୨୬ା୭ (ପି.ଟି.)- ୟୁରୋ ଟି୨୦ ସ୍ଲାମ୍‌ ଟୁର୍ନାମେଣ୍ଟରେ ଖେଳିବା ଲାଗି ଦକ୍ଷିଣ ଆଫ୍ରିକା କ୍ରିକେଟ ଅଧିନାୟକ ଫାଫ୍‌ ଡୁ’ପ୍ଲେସି ବେଲ୍‌ଫାଷ୍ଟ ଟାଇଟାନ୍ସ ଫ୍ରାଞ୍ଚାଇଜ୍‌ ଦଳରେ ଯୋଗ…

7 years ago