ଖେଳ

ସେମିରେ ଫେଡ୍‌ରର

ହାଲେ (ଜର୍ମାନୀ),୨୨।୬(ଏଏଫ୍‌ପି): ରୋଜର ଫେଡ୍‌ରର ଏକ ତିନି ସେଟ୍‌ ବିଶିଷ୍ଟ ମ୍ୟାଚ୍‌କୁ ଜିତି ଏଠାରେ ଚାଲିଥିବା ହାଲେ ଓପନ ଏଟିପି ଟୁର୍ନାମେଣ୍ଟର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ସେ…

7 years ago

କୋପା ଆମେରିକା: କ୍ୱାର୍ଟରରେ ଚିଲି

ସାଲ୍‌ଭାଡର (ବ୍ରାଜିଲ),୨୨।୬(ଏଏଫ୍‌ପି): ଆଲେକ୍ସିସ ସାଞ୍ଚେଜଙ୍କ ଗୋଲ ବଳରେ ଚିଲି ୨-୧ ଗୋଲରେ ଇକ୍ୱେଡରକୁ ହରାଇ ଦେଇଛି। ବିଜୟ ସହ ଚଳିତ କୋପା ଆମେରିକା ଫୁଟ୍‌ବଲ ଟୁର୍ନାମେଣ୍ଟର କ୍ୱାର୍ଟର…

7 years ago

ଭାରତୀୟ ମହିଳା ହକି ଦଳକୁ ଅଲିମ୍ପିକ୍ସ କ୍ୱାଲିଫାୟର୍ସ ଯୋଗ୍ୟତା

ହିରୋଶିମା,୨୨।୬(ପିଟି): ଭାରତୀୟ ମହିଳା ହକି ଦଳ ଶନିବାର ଟୋକିଓ ଅଲିମ୍ପିକ୍‌ କ୍ୱାଲିଫାୟର୍ସ ଫାଇନାଲ ରାଉଣ୍ଡରେ ସ୍ଥାନ ପକ୍କା କରିଛି। ଶନିବାର ଏଠାରେ ଖେଳାଯାଇଥିବା ଏଫ୍‌ଆଇଏଚ୍‌ ସିରିଜ୍‌ ଫାଇନାଲ୍ସର…

7 years ago

ଜିମ୍ବାଓ୍ବେ କ୍ରିକେଟ ବୋର୍ଡ ବାସନ୍ଦ

ହାରରେ,୨୨।୬(ଏପି): ଦୁର୍ନୀତି ଅଭିଯୋଗ ଆସିବା ପରେ ଦେଶରେ କ୍ରୀଡ଼ା ପରିଚାଳନା କରୁଥିବା ସରକାରୀ ସଂସ୍ଥା ପକ୍ଷରୁ ଜିମ୍ବାଓ୍ବେ କ୍ରିକେଟ୍‌ (ଜେଡ୍‌ସି) ବୋର୍ଡକୁ ବାସନ୍ଦ କରାଯାଇଛି। ସ୍ପୋଟର୍‌ସ ଓ…

7 years ago

ସ୍ବତନ୍ତ୍ର କ୍ଲବରେ ମାଲିଙ୍ଗା

ଲିଡ୍ସ,୨୧।୬: ଶ୍ରୀଲଙ୍କାର ଅଭିଜ୍ଞ ପେସର ଲସିଥ ମାଲିଙ୍ଗା ଏକ ସ୍ବତନ୍ତ୍ର କ୍ଲବରେ ସ୍ଥାନ ପାଇଛନ୍ତି। ଏଠାରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌ରେ ସେ ୪ ଉଇକେଟ ନେଇ…

7 years ago

ପ୍ରଥମେ ବ୍ୟାଟିଂ କରିବ ଭାରତ

ସାଉଥାମ୍ପଟନ,୨୨।୬: ଏଠାରେ ଖେଳାଯାଉଥିବା ଆଫଗାନିସ୍ତାନ ବିପକ୍ଷ ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତୀୟ ଦଳ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ବଡ଼ ସ୍କୋର ଛିଡ଼ କରିବା…

7 years ago

ଓ୍ବାର୍ନରଙ୍କ ରେକର୍ଡ

ନଟିଂହାମ, ୨୨।୬- ଆଇସିସି ବିଶ୍ୱକପ୍‌ରେ ଗୁରୁବାର ଅନୁଷ୍ଠିତ ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ୪୮ ରନରେ ବାଂଲାଦେଶକୁ ପରାସ୍ତ କରିଛି। ଏହି ମ୍ୟାଚ୍‌ରେ ଓପନର ବ୍ୟାଟ୍ସମ୍ୟାନ ଡେଭିଡ୍‌ ଓ୍ବାର୍ନର ୧୪୭…

7 years ago

ଅମିତ୍‌, ବ୍ରଜ ଭୂଷଣ ଓସ୍‌ଜା ପୁରସ୍କାର ପାଇଁ ମନୋନୀତ

ଭୁବନେଶ୍ୱର, ୨୨।୬ (ସ୍ପୋଟର୍‌ସ ବ୍ୟୁରୋ)- ପ୍ରତିବର୍ଷ ଭଳି ୨୦୧୮ ବର୍ଷ ଲାଗି କ୍ରୀଡ଼ାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିଥିବା ରାଜ୍ୟର ଦୁଇ କ୍ରୀଡ଼ାବ୍ୟକ୍ତିତ୍ୱଙ୍କୁ ସମ୍ବର୍ଦ୍ଧିତ କରିବା ଲାଗି…

7 years ago

ରାହୁଲଙ୍କୁ ସମସ୍ୟା କରିବନି ନୂଆ ବଲ୍‌

ମୁମ୍ବାଇ, ୨୨ା୬ (ପି.ଟି.)-ଚଳିତ ବିଶ୍ୱକପ୍‌ରେ ନୂଆ ବଲ୍‌କୁ ସାମ୍ନା କରିବା କେ.ଏଲ୍‌. ରାହୁଲଙ୍କ ପାଇଁ କୌଣସି ସମସ୍ୟା ସୃଷ୍ଟି କରିବ ନାହିଁ। ଓ୍ବେଷ୍ଟଇଣ୍ଡିଜ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ବ୍ରାଏନ…

7 years ago

କ୍ୟୁ ସ୍ପୋଟର୍‌ସରେ ଆଡଭାନୀଙ୍କୁ ସମ୍ପୂର୍ଣ୍ଣ କ୍ୟାରିୟର ଗ୍ରାଣ୍ଡସ୍ଲାମ୍‌

ନୂଆଦିଲ୍ଲୀ, ୨୨ା୬ (ପି.ଟି.)-ଭାରତର ଅଗ୍ରଣୀ କ୍ୟୁଇଷ୍ଟ ପଙ୍କଜ ଆଡଭାନୀ ଶୁକ୍ରବାର ୩୫ତମ ପୁରୁଷ ଏସିଆନ ସ୍ନୁକର ଚାମ୍ପିୟନଶିପ୍‌ ଜିତିଛନ୍ତି। ଏଥିସହିତ ସେ ଏକ କ୍ୟାରିୟର ଗ୍ରାଣ୍ଡସ୍ଲାମ ଶେଷ…

7 years ago