ଖେଳ

ପାକିସ୍ତାନକୁ ହରାଇବାର ପ୍ରତିଶୋଧ ନେବି: ଅମିର ଖାନ୍‌

ଲଣ୍ଡନ, ୧୮।୬: ଇଂଲଣ୍ଡରେ ଚାଲିଥିବା ଆଇସିସି ବିଶ୍ୱକପରେ ଭାରତ ନିକଟରୁ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନର ବୃହତ୍‌ ପରାଜୟକୁ ସହଜରେ ହଜମ କରିପାରି ନାହାନ୍ତି ପୂର୍ବତନ ଖେଳାଳି ଏବଂ…

7 years ago

ବିଶ୍ୱକପ୍‌ ପାଇଁ ସ୍ବତନ୍ତ୍ର ଲକେଟ୍‌ ପିନ୍ଧିଲେ ପାଣ୍ଡ୍ୟା

ଭାରତୀୟ କ୍ରିକେଟ ଦଳର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ନିଜର ନିଆରା ଲୁକ୍‌ ପାଇଁ ପ୍ରସିଦ୍ଧ। କିମ୍ବଦନ୍ତୀ ଫୁଟବଲର ନିଏମାରଙ୍କୁ ଅନୁକରଣ କରୁଥିବା ପାଣ୍ଡ୍ୟା ତାଙ୍କ ଭଳି ହେୟାର୍‌ଷ୍ଟାଇଲ୍‌…

7 years ago

ମୁଁ ପାକିସ୍ତାନ ଦଳର ମା’ ନୁହେଁ: ସାନିଆ

ଲଣ୍ଡନ, ୧୮।୬:ଭାରତୀୟ ଦଳ ବିଶ୍ୱକପ୍‌ ଇତିହାସରେ ପାକିସ୍ତାନ ଦଳ ବିପକ୍ଷରେ ତା’ର ଅପରାଜେୟ ଧାରା ଜାରି ରଖିବାରେ ସକ୍ଷମ ହୋଇଛି। ଏଭଳି ହାଇଭୋଲ୍ଟେଜ ମ୍ୟାଚ୍‌ ପୂର୍ବରୁ ପାକିସ୍ତାନ…

7 years ago

ବାଙ୍ଗାଲୋର ଏଫ୍‌ସିକୁ ଫେରିଲେ ଲିଙ୍ଗ୍‌ଦୋ

ବେଙ୍ଗାଲୁରୁ, ୧୮ା୬ (ପି.ଟି.)-ଏଟିକେ ସହିତ ଦୁଇ ସିଜନ ଅତିବାହିତ କରିବା ପରେ ୟୁଜେନସନ ଲିଙ୍ଗ୍‌ଦୋ ତାଙ୍କ ପୂର୍ବ ଦଳ ବେଙ୍ଗାଲୁରୁ ଏଫ୍‌ସିକୁ ପ୍ରତ୍ୟାବର୍ତ୍ତନ କରିଥିବା ସୋମବାର କ୍ଲବ…

7 years ago

ରବି ଡୋପ୍‌ ଟେଷ୍ଟରେ ବିଫଳ

ନୂଆଦିଲ୍ଲୀ, ୧୮ା୬ (ପି.ଟି.)-୨୦୧୦ ଦିଲ୍ଲୀ ରାଜ୍ୟଗୋଷ୍ଠୀ କ୍ରୀଡ଼ା ସ୍ବର୍ଣ୍ଣ ପଦକ ବିଜେତା ଓଡ଼ିଶା ଭାରୋତ୍ତୋଳକ କେ. ରବି କୁମାର ଡୋପ୍‌ ଟେଷ୍ଟରେ ଧରାପଡ଼ିଥିବାରୁ ତାଙ୍କୁ ସାମୟିକ ସସ୍‌ପେଣ୍ଡ…

7 years ago

ଜାତୀୟ ଶିବିରରେ ଜବାମଣୀ

କଟକ ଅଫିସ,୧୮ା୬- ଜୁଲାଇ ୧ରୁ ୧୭ ତାରିଖ ପର୍ଯ୍ୟନ୍ତ ନୂଆଦିଲ୍ଲୀର ଜବାହରଲାଲ ନେହେରୁ ଷ୍ଟାଡିୟମରେ ଏଏଫ୍‌ସି ମହିଳା ଏସିଆ କପ୍‌ ଯୋଗ୍ୟତା ପର୍ଯ୍ୟାୟ ମ୍ୟାଚ୍‌ ନିମନ୍ତେ ଜାତୀୟ…

7 years ago

ବିପର୍ଯ୍ୟୟ ଘଟାଇଲା ବାଂଲାଦେଶ

ଟଣ୍ଟନ, ୧୮।୬-ଚଳିତ ଆଇସିସି ବିଶ୍ୱକପରେ ଦ୍ୱିତୀୟ ବିପର୍ଯ୍ୟୟ ଘଟାଇଛି ବାଂଲାଦେଶ। ସୋମବାର ଅନୁଷ୍ଠିତ ହାଇ ସ୍କୋରିଂ ମ୍ୟାଚରେ ଦଳ ୭ ଉଇକେଟରେ ଓ୍ବେଷ୍ଟଇଣ୍ଡିଜକୁ ପରାସ୍ତ କରିଛି। ଶାକିବ-ଅଲ-ହାସନଙ୍କ…

7 years ago

ଜାସନ ରଏ ୨ ମ୍ୟାଚ୍‌ରୁ ବାଦ୍‌

ମାଞ୍ଚେଷ୍ଟର, ୧୭।୬(ଏଏଫ୍‌ପି)- ଆଫଗାନିସ୍ତାନ ବିପକ୍ଷ ମ୍ୟାଚ୍‌ ପର୍ବରୁ ଘରୋଇ ଇଂଲଣ୍ଡ ଦଳକୁ ସୋମବାର ଶକ୍ତ ଧକ୍କା ଲାଗିଛି। ଇନ୍‌ଫର୍ମ ଓପନର୍‌ ଜାସନ ରଏ ଆଘାତଜନିତ ସମସ୍ୟା ଲାଗି…

7 years ago

ଗୋଲ୍‌ ରୁପାନ୍ତର ହାର ବୃଦ୍ଧିକୁ ମାରିଜନେଙ୍କ ଗୁରୁତ୍ୱ

ହୀରୋଶିମା (ଜାପାନ), ୧୭ା୬ (ପି.ଟି.)- ଭାରତୀୟ ମହିଳା ହକି ଦଳକୁ ଏହାର ଗୋଲ ରୁପାନ୍ତର ହାରରେ ବୃଦ୍ଧି ଆବଶ୍ୟକତା ରହିଛି ବୋଲି ଦଳର ମୁଖ୍ୟ କୋଚ୍‌ ଜୋର୍ଡ…

7 years ago

ଦଳରେ ଫାଟ ଯୋଗୁ ହାରିଲା ପାକିସ୍ତାନ

କରାଚୀ,୧୭।୬(ପି.ଟି.)- ଭାରତୀୟ ଦଳଠାରୁ ଚଳିତ ବିଶ୍ୱକପ୍‌ରେ ବଡ଼ ବ୍ୟବଧାନରେ ପରାଜୟ ବରଣ କରିବା ପରେ ପାକିସ୍ତାନ ଦଳରେ ଫାଟ ଥିବା ସ୍ଥାନୀୟ ଗଣମାଧ୍ୟମରେ ଚର୍ଚ୍ଚା ଆରମ୍ଭ ହୋଇଛି।…

7 years ago