ଖେଳ

ଭାରତୀୟ ମହିଳା କମ୍ପାଉଣ୍ଡ ତୀରନ୍ଦାଜ ଦଳକୁ ବ୍ରୋଞ୍ଜ ପଦକ

ଡେନ ବୋସ୍କ(ଦ ନେଦରଲାଣ୍ଡ୍ସ),୧୫।୬(ପିଟି): ଏଠାରେ ଚାଲିଥିବା ତୀରନ୍ଦାଜ ବିଶ୍ୱ ଚାମ୍ପିୟନଶିପ୍‌ରେ ଭାରତୀୟ ମହିଳା କମ୍ପାଉଣ୍ଡ ଦଳ ବ୍ରୋଞ୍ଜ ପଦକ ଜିତିଛି। ଜ୍ୟୋତି ସୁରେଖା ଭେନ୍ନାମ, ମୁସ୍କାନ କିରାର…

7 years ago

ବ୍ରାଥଓ୍ବେଟଙ୍କୁ ଭର୍ତ୍ସନା

ସାଉଥାମ୍ପଟନ,୧୫।୬(ପିଟି): ଓ୍ବେଷ୍ଟଇଣ୍ଡିଜ ଅଲରାଉଣ୍ଡର କାର୍ଲୋସ ବ୍ରାଥଓ୍ବେଟଙ୍କୁ ଭର୍ତ୍ସନା କରାଯାଇଛି। ଏଠାରେ ଶୁକ୍ରବାର ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ବିଶ୍ୱକପ୍‌ ମ୍ୟାଚ୍‌ରେ ସେ ଅମ୍ପାୟରଙ୍କୁ ଖରାପ ବ୍ୟବହାର କରିଥିଲେ। ଫଳରେ…

7 years ago

ଭାରତ-ପାକିସ୍ତାନ ମ୍ୟାଚ୍‌ରେ ବର୍ଷା ହେଲେ କ୍ଷତି ହେବ ୧୩୭ କୋଟି ଟଙ୍କା

ନୂଆଦିଲ୍ଲୀ,୧୫।୬: ହଠାତ୍‌ ମାଡ଼ିଆସିଥିବା କଳା ବାଦଲ ଯୋଗୁ ଇଂଲଣ୍ଡରେ ଅନୁଷ୍ଠିତ ଆଇସିସି ବିଶ୍ୱକପ୍‌ର ୪ ମ୍ୟାଚ୍‌ ସମ୍ପୂର୍ଣ୍ଣ ବାତିଲ ହୋଇସାରିଛି। ଏଥିଯୋଗୁ ବିମା କମ୍ପାନୀକୁ କ୍ଷତି ସହିବାକୁ…

7 years ago

ମହିଳା ଫିଫା ବିଶ୍ୱକପ୍‌:ପ୍ରିକ୍ୱାର୍ଟରରେ ଇଂଲଣ୍ଡ, ଇଟାଲି

ଲେ ହାରେର(ଫ୍ରାନ୍ସ),୧୫।୬(ଏଏଫ୍‌ପି): ଇଂଲଣ୍ଡ ଓ ଇଟାଲି ଏଠାରେ ଚାଲିଥିବା ମହିଳା ଫିଫା ବିଶ୍ୱକପ୍‌ର ପ୍ରିକ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଇଂଲଣ୍ଡ ୧-୦ ଗୋଲରେ ଆର୍ଜେଣ୍ଟିନାକୁ ହରାଇଥିବାବେଳେ ଇଟାଲି…

7 years ago

ଭାରତ-ପାକିସ୍ତାନ ମ୍ୟାଚ୍‌ ଭାରତ ଆର୍ମି ପାଇଁ ସ୍ବତନ୍ତ୍ର

ମାଞ୍ଚେଷ୍ଟର,୧୫।୬: ଭାରତୀୟ କ୍ରିକେଟ ଦଳକୁ ଦେଶ ଓ ବିଦେଶରେ ସମର୍ଥନ କରୁଥିବା ପ୍ରଶଂସକଙ୍କ ଗ୍ରୁପ ଭାରତ ଆର୍ମି ଟିମ୍‌ ଇଣ୍ଡିଆ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା…

7 years ago

ରୟ, ମୋର୍ଗାନ ଆହତ

ସାଉଥାମ୍ପଟନ,୧୫।୬(ପି.ଟି.): ଇଂଲଣ୍ଡ ଦଳର ଅଧିନାୟକ ଇଅନ ମୋର୍ଗାନ ଓ ଓପନର ଜାସନ ରୟ ଆହତ ହୋଇଛନ୍ତି। ଏଠାରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌ରେ ରୟଙ୍କ ମାଂସପେଶୀ ଟାଣି…

7 years ago

ଅସାଧାରଣ ପାଣିପାଗ: ସନ୍ଦେହରେ ଭାରତ- ପାକିସ୍ତାନ ମ୍ୟାଚ୍‌

ମାଞ୍ଚେଷ୍ଟର,୧୫।୬: ଏଠାରେ ରବିବାର ଦୁଇ ଚିରପ୍ରତିଦ୍ୱନ୍ଦ୍ୱୀ ଭାରତ ଓ ପାକିସ୍ତାନ ମଧ୍ୟରେ ବିଶ୍ୱକପ୍‌ ମ୍ୟାଚ୍‌ ଖେଳାଯିବ। ଏହି ହାଇଭୋଲଟେଜ ମ୍ୟାଚ୍‌ ଉପରେ ଅସାଧାରଣ ପାଣିପାଗ ଯୋଗୁ ସଙ୍କଟ…

7 years ago

ମହାମୁକାବିଲା ପୂର୍ବରୁ ଭାରତ-ପାକିସ୍ତାନ ଭିତରେ ବିଜ୍ଞାପନ ଯୁଦ୍ଧ: ଭାରତ ନେଲା ଅଭିନନ୍ଦନଙ୍କ ପ୍ରତିଶୋଧ

ନୂଆଦିଲ୍ଲୀ,୧୫।୬: ଭାରତ-ପାକିସ୍ତାନ ମଧ୍ୟରେ ବହୁ ପ୍ରତିକ୍ଷୀତ ଆଇସିସି ଓ୍ବାଲ୍ଡ କପ୍‌ ମ୍ୟାଚ ରବିବାର ମେଞ୍ଚଷ୍ଟାରରେ ଅନୁଷ୍ଠିତ ହେବାକୁ ଯାଉଛି। ହେଲେ ଗ୍ରାଉଣ୍ଡ ଫ୍ଲୋରରେ ମୁହାଁମୁହିଁ ହେବା ପୂର୍ବରୁ…

7 years ago

ଅରୁଣାଚଳ ପ୍ରଦେଶର ଏକତରଫା ବିଜୟ

କଟକ ଅଫିସ,୧୫ା୬- ଅଲ ଇଣ୍ଡିଆ ଫୁଟବଲ ଫେଡେରେଶେନ (ଏଆଇଏଫ୍‌ଏଫ) ଆନୁକୂଲ୍ୟରେ କଟକରେ ଚାଲିଥିବା ସବ୍‌ଜୁନିୟର ବାଳିକା ଜାତୀୟ ଫୁଟବଲ ଚାମ୍ପିୟନଶିପରେ ଶୁକ୍ରବାର ଅନୁଷ୍ଠିତ ମ୍ୟାଚ୍‌ରେ ଅରୁଣାଚଳପ୍ରଦେଶ ୧୧-୧…

7 years ago

ଏଫ୍‌ଆଇଏଚ୍‌ ସିରିଜ ଫାଇନାଲ୍ସ: ଦମ୍‌ ଦେଖାଇଲା ଦକ୍ଷିଣ ଆଫ୍ରିକା

ଭୁବନେଶ୍ୱର, ୧୫।୬(କ୍ରୀଡ଼ା ପ୍ରତିନିଧି)- କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଏଫ୍‌ଆଇଏଚ୍‌୍‌ ସିରିଜ ଫାଇନାଲ୍ସ ହକି ଟୁର୍ନାମେଣ୍ଟରେ ଦମ୍‌ ଦେଖାଇଛି ଦକ୍ଷିଣ ଆଫ୍ରିକା। ପ୍ରଥମ ୨ଟି ମ୍ୟାଚରେ ପରାଜୟ ସତ୍ତ୍ବେ…

7 years ago