ଖେଳ

୩ ବର୍ଷର ବ୍ୟବଧାନ ପରେ ଦୁରାଣ୍ଡ କପ୍‌

କୋଲକାତା, ୧୮।୭- ବିଶ୍ୱର ୩ୟ ତଥା ଏସିଆର ସର୍ବପୁରାତନ ଫୁଟ୍‌ବଲ ଟୁର୍ନାମେଣ୍ଟ ଦୁରାଣ୍ଡ କପ୍‌ର ୧୨୯ତମ ସଂସ୍କରଣ ଅଗଷ୍ଟ ୨ରୁ ସ୍ଥାନୀୟ ସଲ୍ଟଲେକ୍‌ ଷ୍ଟାଡିୟମଠାରେ ଆରମ୍ଭ ହେବ।…

7 years ago

ହିର୍‌ଓ୍ବାନୀ ମହିଳା ଦଳର ସ୍ପିନ ବୋଲିଂ ପରାମର୍ଶଦାତା

ନୂଆଦିଲ୍ଲୀ, ୧୮।୭ (ପି.ଟି.)- ପୂର୍ବତନ ଭାରତୀୟ କ୍ରିକେଟର ତଥା ଜାତୀୟ କ୍ରିକେଟ୍‌ ଏକାଡେମୀ (ଏନ୍‌ସିଏ) ସ୍ପିନ କୋଚ୍‌ ନରେନ୍ଦ୍ର ହିରଓ୍ବାନୀଙ୍କୁ ଗୁରୁବାର ନୂଆ ଦାୟିତ୍ୱ ମିଳିଛି। ସେ…

7 years ago

ଧୋନୀ ଆଉ କ୍ରିକେଟ ଖେଳନ୍ତୁ, ଚାହୁଁନାହାନ୍ତି ମାତାପିତା

ରାଞ୍ଚି, ୧୮।୭: ଆଇସିସି ବିଶ୍ୱକପରେ ଭାରତ ସେମିଫାଇନାଲରୁ ବିଦା ହେବା ପରେ ଭାରତୀୟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ କ୍ରିକେଟ ଭବିଷ୍ୟତକୁ ନେଇ ପ୍ରଶ୍ନ…

7 years ago

ନିଶାମଙ୍କ ଛକା ସମୟରେ ଚାଲିଗଲା କୋଚ୍‌ଙ୍କ ଜୀବନ

ଅକ୍‌ଲାଣ୍ଡ, ୧୮।୭ (ପି.ଟି.)- ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ଆଇସିସି ବିଶ୍ୱକପ୍‌ର ରୋମାଞ୍ଚକଭରା ଫାଇନାଲରେ ଉଭୟ ମ୍ୟାଚ୍‌ ଓ ସୁପର ଓଭର ଟାଇ ରହିବା ପରେ ଅଧିକ ବାଉଣ୍ଡାରୀ…

7 years ago

ଟେଷ୍ଟ ପଦାର୍ପଣ କରିବେ ରୟ

ଲଣ୍ଡନ, ୧୮।୭ (ଏଏଫ୍‌ପି)- ଇଂଲଣ୍ଡକୁ ବିଶ୍ୱକପ୍‌ ବିଜୟୀ କରାଇବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବା ଷ୍ଟାର୍‌ ଖେଳାଳି ଜାସନ ରୟ ଟେଷ୍ଟ ପଦାର୍ପଣ କରିବାକୁ ଯାଉଛନ୍ତି। ଆୟର୍ଲାଣ୍ଡ…

7 years ago

ନୂଆ କୋଚ୍‌ ଚୟନ ଦୌଡ଼ରେ ଆଡହକ କମିଟି ସବୁଠାରୁ ଆଗରେ; ପରବର୍ତ୍ତୀ ଶୁଣାଣି ପରେ ଅନ୍ତିମ ନିଷ୍ପତ୍ତି ନିଆଯିବ

ନୂଆଦିଲ୍ଲୀ,୧୮।୭(ପି.ଟି.)- ପୂର୍ବତନ ଅଧିନାୟକ କପିଳଦେବଙ୍କ ଅଧ୍ୟକ୍ଷତାରେ ଗଠିତ ଆଡ୍‌ହକ୍‌ କମିଟି ଟିମ୍‌ ଇଣ୍ଡିଆର ନୂଆ କୋଚ୍‌ ନିଯୁକ୍ତ କରିବା ପ୍ରକ୍ରିୟା ଦୌଡ଼ରେ ସବୁଠାରୁ ଆଗରେ ରହିଛି। କପିଳଙ୍କ…

7 years ago

ମୁଖ୍ୟ ଚୟନକର୍ତ୍ତା ପଦରୁ ଇଞ୍ଜାମାମଙ୍କ ଇସ୍ତଫା

କରାଚୀ,୧୮।୭(ପି.ଟି.)- ପାକିସ୍ତାନ ମୁଖ୍ୟ ଚୟନକର୍ତ୍ତା ପଦରୁ ପୂର୍ବତନ ଅଧିନାୟକ ଇଞ୍ଜାମାମ୍‌ ଉଲ୍‌ ହକ୍‌ ବୁଧବାର ଇସ୍ତଫା ଦେଇଛନ୍ତି। ତେବେ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ଯେଉଁ ଦାୟିତ୍ୱ…

7 years ago

ଓ୍ବେଷ୍ଟଇଣ୍ଡିଜ ଗସ୍ତରେ ଧୋନୀ ଯିବେନି

ମୁମ୍ବାଇ,୧୮।୭- ଅଭିଜ୍ଞ ଉଇକେଟକିପର ବ୍ୟାଟ୍ସମ୍ୟାନ ମହେନ୍ଦ୍ର ସିଂ ଆଗାମୀ ଓ୍ବେଷ୍ଟଇଣ୍ଡିଜ ଗସ୍ତରେ ଭାରତୀୟ ଦଳ ସହ ଯିବେନାହିଁ। ଏହି ଗସ୍ତରେ ଭାରତ ଓ ଓ୍ବେଷ୍ଟଇଣ୍ଡିଜ ୩ଟି ଦିନିକିଆ…

7 years ago

ରାଜ୍ୟଗୋଷ୍ଠୀ ଟେବୁଲ ଟେନିସ ଆରମ୍ଭ: ଭାରତର ବିଜୟ ଅଭିଯାନ

କଟକ ଅଫିସ,୧୮ା୭-  ଜବାହରଲାଲ ନେହେରୁ ଇନ୍‌ଡୋର ଷ୍ଟାଡିୟମରେ ୨୧ତମ ରାଜ୍ୟଗୋଷ୍ଠୀ ଟେବୁଲ ଟେନିସ ପ୍ରତିଯୋଗିତା ବୁଧବାର ଉଦ୍‌ଘାଟିତ ହୋଇଛି । ପ୍ରଥମ ଦିବସରେ ଅନୁଷ୍ଠିତ ଦଳଗତ ଇଭେଣ୍ଟର…

7 years ago

ହିମାଙ୍କୁ ୧୫ ଦିନରେ ୪ର୍ଥ ସ୍ବର୍ଣ୍ଣ

ନୂଆଦିଲ୍ଲୀ, ୧୮।୭ (ପି.ଟି.)- ଷ୍ଟାର୍‌ ଭାରତୀୟ ସ୍ପ୍ରିଣ୍ଟର ହିମା ଦାସ ଚେକ୍‌ ରିପବ୍ଲିକରେ ଅନୁଷ୍ଠିତ ଟାବୋର ଆଥ୍‌ଲେଟିକ ମିଟ୍‌ର ମହିଳା ୨୦୦ ମିଟର୍‌ ରେସ୍‌ରେ ସ୍ବର୍ଣ୍ଣ ପଦକ…

7 years ago