ବର୍ଲିନ, ୧୭ା୫ (ଏଏଫ୍ପି)- ସ୍ବାସ୍ଥ୍ୟଗତ କାରଣରୁ ଜର୍ମାନୀର ଡବଲ ଅଲିମ୍ପିକ ବାଏଥଲନ ଚାମ୍ପିୟନ ଲାଉରା ଡାହଲମେର ମାତ୍ର ୨୫ ବର୍ଷ ବୟସରେ ଶୁକ୍ରବାର ତାଙ୍କ ଅବସର ଘୋଷଣା…
ଲଣ୍ଡନ, ୧୭ା୫ (ପି.ଟି.)-ଆସନ୍ତା ଆଇସିସି ପୁରୁଷ ବିଶ୍ୱକପ୍ ପାଇଁ ମୋଟ ପୁରସ୍କାର ରାଶି ୧୦ ନିୟୁତ ଆମେରିକୀୟ ଡଲାର ରଖାଯାଇଛି। ବିଜେତା ଦଳକୁ ୪ ନିୟୁତ ଆମେରିକୀୟ…
ଲଣ୍ଡନ,୧୭ା୫- ଗତ ବିଶ୍ୱକପ୍ ପରଠାରୁ ଦୁଇ ଥର ଦିନିକିଆ ଦଳଗତ ସ୍କୋର ରେକର୍ଡ ଭାଙ୍ଗି ସାରଛି। ଏବେ ଇଂଲଣ୍ଡ ଦଳ ନାମରେ ସର୍ବାଧିକ ଦଳଗତ ସ୍କୋର କରିବାର…
ଲଣ୍ଡନ,୧୭ା୫- ଇଂଲଣ୍ଡ ଓ ଓ୍ବେଲ୍ସରେ ହେବାକୁ ଥିବା ବିଶ୍ୱକପ୍ ଲାଗି ଶୁକ୍ରବାର ଆଇସିସି ପକ୍ଷରୁ ଭାଷ୍ୟକାରଙ୍କ ତାଲିକା ପ୍ରକାଶ ପାଇଛି। ଏଥିରେ ପୂର୍ବତନ ଭାରତୀୟ ଅଧିନାୟକ ସୌରଭ…
ନୂଆଦିଲ୍ଲୀ,୧୭ା୫(ପିଟି)- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର କ୍ରିକେଟ ଅପରେଶନ୍ସର ସାଧାରଣ ସମ୍ପାଦକ ସବା କରିମ ଓ ଭାରତ ଏ’ ଦଳର ଫିଲ୍ଡିଂ କୋଚ୍ ଅଭୟ ଶର୍ମା…
ରୋମ,୧୭ା୫(ଏଏଫ୍ପି)- ଜାପାନର ନାଓମି ଓସାକା ଗୁରୁବାର ଦୁଇଟି ମ୍ୟାଚ୍ ଜିତି ଇଟାଲିଆନ ଓପନ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଏଥିସହ ବିଶ୍ୱ ର଼୍ୟାଙ୍କିଙ୍ଗ୍ରେ ଶୀର୍ଷ ସ୍ଥାନ ବଜାୟ…
ଅକ୍ଲାଣ୍ଡ,୧୭ା୫- ଶ୍ରୀଲଙ୍କା ବିପକ୍ଷରେ ଜୁନ ୧ ତାରିଖରେ ଖେଳାଯିବାକୁ ଥିବା ନ୍ୟୁଜିଲାଣ୍ଡର ପ୍ରଥମ ବିଶ୍ୱକପ୍ ମ୍ୟାଚ୍ରେ ଉଇକେଟକିପର ବ୍ୟାଟ୍ସମ୍ୟାନ ଟମ ଲଥାମଙ୍କ ଖେଳିବା ନେଇ ଅନିଶ୍ଚିତତା ସୃଷ୍ଟି…
ନୂଆଦିଲ୍ଲୀ,୧୭ା୫- ଭାରତୀୟ ମହିଳା ଏ’ ଦଳ ଲାଗି ସିରିଜ୍ ଆୟୋଜନ କରିବ ବୋଲି କ୍ରିକେଟ ଅଷ୍ଟ୍ରେଲିଆ (ସିଏ) ଶୁକ୍ରବାର ସ୍ପଷ୍ଟ କରିଛି। ଚଳିତ ଡିସେମ୍ବରରେ ଭାରତୀୟ ମହିଳା…
ଦୀର୍ଘ ୪୫ ଦିନରୁ ଅଧିକ ସମୟ ଏବଂ ୬୦ଟି ମ୍ୟାଚ୍ର ପରିସମାପ୍ତି ପରେ ଏକ ରୋମାଞ୍ଚକର ଫାଇନାଲରେ ୨ ରନ୍ରେ େନ୍ନାଇ ସୁପର କିଙ୍ଗ୍ସ୍କୁ ଚକ୍ମା ଦେଇ…
ଜଣେ କ୍ରିକେଟର ଓ କୋଚ୍ ଭାବେ ସଫଳତା ହାସଲ କରିଥିବା ୫୧ ବର୍ଷୀୟ ଜି.ଏସ୍. ଲକ୍ଷ୍ମୀ ଏବେ ବିଶ୍ୱର ପ୍ରଥମ ମହିଳା ଭାବେ ଆଇସିସି ଅନ୍ତର୍ଜାତୀୟ ପ୍ୟାନେଲ…