ଖେଳ

ଅଲିମ୍ପିକ ହକିରେ ଖେଳି ନ ପାରେ ପାକିସ୍ତାନ

କରାଚୀ, ୧୭|୫ (ପି.ଟି.)- ଆସନ୍ତା ବର୍ଷ ଅଲିମ୍ପିକ ଗେମ୍ସରେ ପାକିସ୍ତାନ ହକି ଦଳର ଅଂଶଗ୍ରହଣ ନେଇ ଅନିଶ୍ଚିତ ଦେଖାଦେଇଛି। କାରଣ, ଅନ୍ତର୍ଜାତୀୟ ହକି ମହାସଂଘ (ଏଫ୍‌ଆଇଏଚ୍‌) ଆସନ୍ତା…

7 years ago

ଇଟାଲିଆନ ଓପନ:କୋର୍ଟ ଉପରେ କିର୍ଗିଅସଙ୍କ କାଣ୍ଡ

ରୋମ, ୧୭|୫- ଅଷ୍ଟ୍ରେଲିଆନ୍‌ ଟେନିସ ଖେଳାଳି ନିକି କିର୍ଗିଅସଙ୍କୁ ଏଠାରେ ଚାଲିଥିବା ଇଟାଲିଆନ ଓପନ ଟୁର୍ନାମେଣ୍ଟର ଦ୍ୱିତୀୟ ରାଉଣ୍ଡ ମ୍ୟାଚ୍‌ ମଝିରୁ ବିଦା କରାଯାଇଛି। ଗୁରୁବାର ନରଓ୍ବେର…

7 years ago

ଓ୍ବାସିମ ଜାଫରଙ୍କୁ ନୂଆ ଦାୟିତ୍ୱ

କୋଲକାତା/ମୁମ୍ବାଇ, ୧୭|୫ (ପି.ଟି.)- ବାଂଲାଦେଶ କ୍ରିକେଟ ବୋର୍ଡ(ବିସିବିି) ପୂର୍ବତନ ଭାରତୀୟ ଓପନର ଓ୍ବାସିମ୍‌ ଜାଫରଙ୍କୁ ମୀରପୁରସ୍ଥିତ ଏହାର ଏକାଡେମୀରେ ବ୍ୟାଟିଂ ପରାମର୍ଶଦାତା ଭାବେ ନିଯୁକ୍ତି ଦେଇଛି। ବିସିବିର…

7 years ago

ସମ୍ଭାବ୍ୟ ଖେଳାଳିଙ୍କ ତାଲିକାରେ ନ ଥିଲେ ହେଲେ ବିଶ୍ୱକପ୍‌ ଦଳରେ ଆମିର

କରାଚି,୧୭।୫(ପି.ଟି.)- ପାକିସ୍ତାନ ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ଆମିରଙ୍କୁ ପ୍ରଥମେ ଅଣଦେଖା କରାଯାଇଥିଲେ ମଧ୍ୟ ପରେ ତାଙ୍କୁ ବିଶ୍ୱକପ୍‌ ଦଳରେ ସାମିଲ କାରାଯାଇଛି। ଚଳିତ ଇଂଲଣ୍ଡ ବିପକ୍ଷ…

7 years ago

ଡ୍ରିମ୍ସକୁ ଘରୋଇ ଗ୍ରାଉଣ୍ଡ କରିବ ସିକିମ

କଟକ ଅଫିସ,୧୭|୫- ଆସନ୍ତା କ୍ରିକେଟ ସିଜନରେ ଡ୍ରମ୍ସକୁ ଘରୋଇ ଗ୍ରାଉଣ୍ଡ ଭାବେ ବ୍ୟବହାର କରିବ ସିକିମ। ଏଠାରେ କୋଚିଂ କ୍ୟାମ୍ପ କରିବା ସହ ମ୍ୟାଚ ଖେଳିବ। ଏହି…

7 years ago

ଫିଟ୍‌ ହେବେ ନୀରଜ

ନୂଆଦିଲ୍ଲୀ,୧୭।୫(ପିଟି)- ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରା କହୁଣି ଅସ୍ତ୍ରୋପଚାରରୁ ବିନା ଅସୁବିଧାରେ ସମ୍ପୂର୍ଣ୍ଣ ଫିଟ୍‌ନେସ ହାସଲ କରିବେ। କିନ୍ତୁ ବିଶ୍ୱ ଚାମ୍ପିୟନଶିପ୍‌ ସମେତ ଚଳିତ ବର୍ଷ…

7 years ago

ଅଜବ ମ୍ୟାଚ୍‌: ୧୦ଜଣ ବ୍ୟାଟ୍ସମ୍ୟାନ୍‌ ଶୂନରେ ଆଉଟ୍‌, ଦଳ ୪ ରନ୍‌ରେ ଅଲଆଉଟ୍‌

ଥିରୁଭାନନ୍ତପୁରମ୍‌, ୧୬।୫: କେରଳର କସାରାଗୋଡରେ ଏକ ଅଜବ କ୍ରିକେଟ ମ୍ୟାଚ୍‌ ଦେଖିବାକୁ ମିଳିଛି। ଏଠାରେ ଆନ୍ତଃଜିଲା ଅଣ୍ଡର-୧୯ ମହିଳା କ୍ରିକେଟ ଦଳ ମଧ୍ୟରେ ଚାଲିଥିବା ଏକ ମ୍ୟାଚ୍‌ରେ…

7 years ago

ତ୍ରିରାଷ୍ଟ୍ରୀୟ ଦିନିକିଆ ସିରିଜ: ବାଂଲାଦେଶର ସହଜ ବିଜୟ

ଡବ୍ଲିନ୍‌,୧୬।୫- ଏଠାରେ ଚାଲିଥିବା ତ୍ରିରାଷ୍ଟ୍ରୀୟ ଦିନିକିଆ ସିରିଜରେ ବୁଧବାର ଖେଳାଯାଇଥିବା ଆୟର୍ଲାଣ୍ଡ ବିପକ୍ଷ ମ୍ୟାଚ୍‌ରେ ବାଂଲାଦେଶ ୪୨ଟି ବଲ ବାକି ରଖି ୬ ଉଇକେଟରେ ଅତି ସହଜରେ…

7 years ago

ଫିଟ୍‌ ରହିବାକୁ ଯୋଗ କରୁଛନ୍ତି ଗେଲ୍‌

ନୂଆଦିଲ୍ଲୀ,୧୬।୫(ପି.ଟି.)- ଓ୍ବେଷ୍ଟଇଣ୍ଡିଜ୍‌ ବିସ୍ଫୋରକ ଓପନର କ୍ରିସ୍‌ ଗେଲ୍‌ ଏଥର କ୍ୟାରିୟର ପଞ୍ଚମ ତଥା ଅନ୍ତିମ ବିଶ୍ୱକପ୍‌ ଖେଳିବାକୁ ଯାଉଛନ୍ତି। ୩୯ ବର୍ଷରେ ମଧ୍ୟ ସେ ନିଜକୁ ଆବଶ୍ୟକ…

7 years ago

ନିର୍ବାଚିତ ସଂସ୍ଥା କ୍ରିକେଟ ପରିଚାଳନା କରିବା ଉଚିତ: ନରସିହ୍ମା

ନୂଆଦିଲ୍ଲୀ,୧୬।୫(ପି.ଟି.)- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ନିର୍ବାଚିତ ସଂସ୍ଥା ବା ବ୍ୟକ୍ତିମାନଙ୍କ ଦ୍ୱାରା ପରିଚାଳିତ ହେବା ଉଚିତ୍‌ ବୋଲି ସୁପ୍ରିମ୍‌କୋର୍ଟଙ୍କ ଦ୍ୱାରା ନିଯୁକ୍ତ ଆମିକସ କ୍ୟୁରି…

7 years ago