ଖେଳ

ବ୍ୟାଟିଂ କୋଚ୍‌ ପାଇଁ ରାଠୋରଙ୍କ ଆବେଦନ

ନୂଆଦିଲ୍ଲୀ, ୩।୮ (ପି.ଟି.)- ପୂର୍ବତନ ଜାତୀୟ ଚୟନକର୍ତ୍ତା ବିକ୍ରମ ରାଠୋର ଭାରତୀୟ ସିନିୟର କ୍ରିକେଟ୍‌ ଦଳର ବ୍ୟାଟିଂ କୋଚ୍‌ ପାଇଁ ଆଶାବାଦୀ ରହିଛନ୍ତି। ଏହି ସମ୍ମାନଜନକ ପଦ…

7 years ago

ଟପ୍‌ ୫ରେ ତିସିତ୍‌ସିପାସ୍‌

ଓ୍ବାଶିଂଟନ, ୩ା୮ (ଏଏଫ୍‌ପି)- ଏଠାରେ ଚାଲିଥିବା ଓ୍ବାଶିଂଟନ ଏଟିପି ଓପନ୍‌ ଟୁର୍ନାମେଣ୍ଟରେ ଭଲ ପ୍ରଦର୍ଶନ ଯୋଗୁ ତିନିଥର ଗ୍ରାଣ୍ଡସ୍ଲାମ ଚାମ୍ପିୟନ ଆଣ୍ଡି ମୁରେ ସିଙ୍ଗଲ୍ସକୁ ପ୍ରତ୍ୟାବର୍ତ୍ତନ କରିବେ…

7 years ago

ପାକିସ୍ତାନ ହକିର ସହାୟତା ଲାଗି ଆଗେଇ ଆସିଲେ ଅଭିନେତ୍ରୀ ମଓ୍ବେିଶ

କରାଚୀ,୩।୮(ପିଟି)- ଲୋକପ୍ରିୟ ପାକିସ୍ତାନୀ ଅଭିନେତ୍ରୀ ମଓ୍ବେିଶ ହୟାତ ଦେଶରେ ଫିଲ୍ଡ ହକିକୁ ଉଜ୍ଜୀବିତ ରଖିବା ପାଇଁ ପ୍ରୟାସ ଆରମ୍ଭ କରିଛନ୍ତି। ହୟାତ ସ୍ଥାନୀୟ ଅବଦୁଲ ସତ୍ତାର ଇଧି…

7 years ago

‘ଆରମ୍ଭ ହେଲା ଟି୨୦ ବିଶ୍ୱକପ୍‌ ପ୍ରସ୍ତୁତି’

ଲଡରହିଲ,୩।୮(ପି.ଟି.)- ଆସନ୍ତା ବର୍ଷ ଅଷ୍ଟ୍ରେଲିଆରେ ହେବାକୁ ଥିବା ଟି୨୦ ବିଶ୍ୱକପ୍‌ ଲାଗି ଭାରତୀୟ ଦଳ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ୩ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ରୁ ପ୍ରସ୍ତୁତି ଆରମ୍ଭ କଲା…

7 years ago

ଶରନ-ଏର୍ଲିଚଙ୍କ ବିଦାୟ

ଲସ୍‌ କାବୋସ(ମେକ୍ସିକୋ),୩।୮(ପି.ଟି.)- ଭାରତର ଡିଭିଜ ଶରନ ଓ ତାଙ୍କ ସାଥୀ ଜୋନାଥନ ଏର୍ଲିଚ ଏଠାରେ ଚାଲିଥିବା ଏଟିପି ୨୫୦ ଲସ୍‌ କାବୋସ ଟେନିସ ଟୁର୍ନାମେଣ୍ଟର ପୁରୁଷ ଡବଲ୍ସ…

7 years ago

ଫାଇନାଲରେ ରାଙ୍କୀରେଡ୍ଡୀ-ଶେଟ୍ଟି

ବ୍ୟାଙ୍କକ୍‌,୩।୮(ପି.ଟି.)- ସାତ୍ୱିକସାଇରାଜ ରାଙ୍କୀରେଡ୍ଡୀ ଓ ଚିରାଗ ଶେଟ୍ଟି ଶନିବାର ଥାଇଲାଣ୍ଡ ଓପନ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ପୁରୁଷ ଡବଲ୍ସ ବର୍ଗର ଫାଇନାଲରେ ପ୍ରବେଶ କରିଛନ୍ତି। ଫଳରେ ପ୍ରଥମ ଭାରତୀୟ…

7 years ago

ନିରପେକ୍ଷ ଅମ୍ପାୟରଙ୍କୁ ପଣ୍ଟିଂଙ୍କ ସମାଲୋଚନା

ସିଡ୍‌ନୀ,୩।୮(ଏଏଫ୍‌ପି)- ଇଂଲଣ୍ଡର ବର୍ମିଂହାମଠାରେ ଚାଲିଥିବା ପ୍ରଥମ ଆଶେସ ଟେଷ୍ଟରେ ଅମ୍ପାୟରଙ୍କ ବହୁ ତ୍ରୁଟି ପରିଲକ୍ଷିତ ହୋଇଛି। ଏଥିଯୋଗୁ ପୂର୍ବତନ ଅଷ୍ଟ୍ରେଲିଆନ ଅଧିନାୟକ ରିକି ପଣ୍ଟିଂ ଶନିବାର ନିରପେକ୍ଷ…

7 years ago

ପାକିସ୍ତାନରେ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିବେ ଶ୍ରୀଲଙ୍କା ପ୍ରତିନିଧି

କରାଚୀ,୩।୮(ପିଟି)- ଶ୍ରୀଲଙ୍କା କ୍ରିକେଟର ଦୁଇଜଣିଆ ପ୍ରତିନିଧି ଦଳ ବୁଧବାର ପାକିସ୍ତାନ ଗସ୍ତ କରିବେ। ସେମାନେ ସେଠାକାର ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିବେ। ସେମାନଙ୍କ ନିଷ୍ପତ୍ତି ଉପରେ ଆସନ୍ତା…

7 years ago

ଭବିଷ୍ୟତରେ ଟିମ୍‌ ଇଣ୍ଡିଆର କୋଚ୍‌ ପଦ ପାଇଁ ଆବେଦନ କରିବି- ଗାଙ୍ଗୁଲି

କୋଲକାତା,୩।୮- ଆଗାମୀ ଭବିଷ୍ୟତରେ ମୁଁ ଭାରତୀୟ ଦଳର କୋଚ୍‌ ହେବାକୁ ଚାହିଁବି। ହେଲେ ବର୍ତ୍ତମାନ ଏହି ଗୁରୁତ୍ୱପୂର୍ଣ୍ଣ ପଦବୀ ଲାଗି ଇଚ୍ଛା ନାହିଁ ବୋଲି ପୂର୍ବତନ ଅଧିନାୟକ…

7 years ago

ଓସିଏ: ଖେଳାଳି ଚୟନରେ ଅନିୟମିତତା ଅଭିଯୋଗ

କଟକ ଅଫିସ, ୩ା୮- ଖେଳାଳି ଚୟନରେ ପୁଣି ହୋଇଛି ଅନିୟମିତତା। ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ) ଲୋଧା କମିଟିର ସୁପାରିସକୁ ଉଲ୍ଲଙ୍ଘନ କରିଛି। ବିନା ଟ୍ରାଏଲ ମ୍ୟାଚ୍‌ କିମ୍ବା…

7 years ago