ନୂଆଦିଲ୍ଲୀ,୨୧।୪(ପି.ଟି.)- ଆଇପିଏଲ୍ର ୩୭ତମ ମ୍ୟାଚ୍ରେ ଦିଲ୍ଲୀ କ୍ୟାପିଟାଲ୍ସ ୨ଟି ବଲ ବାକିଥାଇ ୫ ଉଇକେଟରେ କିଙ୍ଗ୍ସ ଇଲେଭେନକୁ ପରାସ୍ତ କରିଛି। ସ୍ଥାନୀୟ ଫିରୋଜ ଶାହା କୋଟଲା ଗ୍ରାଉଣ୍ଡରେ…
ନୂଆଦିଲ୍ଲୀ, ୨୧ା୪ (ପି.ଟି.)-ସୌରଭ ଗାଙ୍ଗୁଲିଙ୍କ ବିରୋଧରେ ଆଗତ ସ୍ବାର୍ଥଜନିତ ମାମଲାର ଶୁଣାଣି ଶନିବାର ହୋଇଛି। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଅମ୍ବୁଡ୍ସମ୍ୟାନ ଜଷ୍ଟିସ ଡି.କେ.ଜୈନ ପୂର୍ବତନ…
ଭୁବନେଶ୍ୱର, ୨୧।୪(ସ୍ପୋଟର୍ସ ବ୍ୟୁରୋ)- ରାଜ୍ୟର କିମ୍ବଦନ୍ତୀ ଚେସ୍ ଖେଳାଳି ତଥା ଓଡ଼ିଶା ରାଜ୍ୟ ଚେସ୍ ଆସୋସିଏଶନ (ଓଏସ୍ସିଏ)ର ଉପସଭାପତି ଓ ଭୁବନେଶ୍ୱର ଚେସ୍ ଆସୋସିଏଶନ (ସିବିଏ)ର ସମ୍ପାଦକ…
କଟକ ଅଫିସ,୨୧ା୪- ଅଲ ଇଣ୍ଡିଆ ଫୁଟବଲ ଫେଡେରେଶନ(ଏଆଇଏଫ୍ଏଫ) ଆନୁକୂଲ୍ୟରେ ଜାମସେଦପୁରଠାରେ ଆସନ୍ତା ୨୨ରୁ ହିରୋ ୟୁଥ୍ ଲିଗ୍ ଆରମ୍ଭ ହେବ। ଏଥିନିମନ୍ତେ ଶନିବାର ଫାଓ ଏକାଡେମୀ ୧୫ବର୍ଷରୁ…
କୋଲକାତା,୨୧ା୪ (ପି.ଟି.)- ବିମାନ ବିଳମ୍ବ ଯୋଗୁ ଭାରତୀୟ ତୀରନ୍ଦାଜମାନେ ବିଶ୍ୱକପ୍ରୁ ଓହରିଯିବା ଲାଗି ବାଧ୍ୟ ହୋଇଛନ୍ତି। କଲମ୍ବିଆର ମେଡଲିନଠାରେ ସିଜନ ଆରମ୍ଭ ବିଶ୍ୱକପ୍ ଷ୍ଟେଜ୍ ଓ୍ବାନ ସୋମବାରଠାରୁ…
ଭୁବନେଶ୍ୱର, ୨୧।୪(ସ୍ପୋଟର୍ସ ବ୍ୟୁରୋ)- ଚଳିତ ମାସ ୧୩ରୁ ୧୮ ତାରିଖ ପର୍ଯ୍ୟନ୍ତ ସ୍ପେନରେ ଅନୁଷ୍ଠିତ ‘ଲୋରେଟ୍ କପ୍’ ଇଣ୍ଟରନ୍ୟାଶନାଲ ହ୍ୟାଣ୍ଡବଲ୍ ଟୁର୍ନାମେଣ୍ଟରେ ଓଡ଼ିଶାର ଆର୍ଯ୍ୟନ ବ୍ରାହ୍ମିନ ଭାରତୀୟ…
ନୂଆଦିଲ୍ଲୀ, ୧୯।୪(ପି.ଟି.)- ଭାରତୀୟ ଅଲିମ୍ପିକ ଆସୋସିଏଶନ (ଆଇଓଏ) ଗୋଆକୁ ୧୦ କୋଟି ଟଙ୍କା ଜରିମାନା ଦେବାକୁ କହିଛି। ୩୬ତମ ଜାତୀୟ ଗେମ୍ସ ଆୟୋଜନକୁ ବାରମ୍ବାର ଘୁଞ୍ଚାଇବା ଫଳରେ…
ନ୍ୟୁୟର୍କ, ୨୦ା୪ (ପି.ଟି.)-ଭାରତୀୟ ବକ୍ସର ବିକାଶ କ୍ରିଷନ ତାଙ୍କ ଦ୍ୱିତୀୟ ପ୍ରଫେଶନାଲ ବାଉଟ୍ରେ ଆମେରିକାର ନୋଆ କିଡ୍ଙ୍କୁ ଭେଟିବେ। ଏହି ମୁକାବିଲା ଶନିବାର ସ୍ଥାନୀୟ ଆଇକନିକ ମାଡିସନ…
ଲୁଧିଆନା, ୨୦।୪(ପି.ଟି.)-ଭାରତୀୟ ଘରୋଇ ଫୁଟ୍ବଲର ଅନ୍ୟତମ ସମ୍ମାନଜନକ ପ୍ରତିଯୋଗିତା ସନ୍ତୋଷ ଟ୍ରଫିର ଫାଇନାଲ ରବିବାର ପଞ୍ଜାବ ଓ ସର୍ଭିସେସ୍ ମଧ୍ୟରେ ହେବ। ଶୁକ୍ରବାର ସ୍ଥାନୀୟ ଗୁରୁ ନାନକ…
ହାଇଦ୍ରାବାଦ, ୨୦।୪- ଇଂଲଣ୍ଡରେ ଆସନ୍ତା ମାସରୁ ଆରମ୍ଭ ହେବାକୁ ଥିବା ଆଇସିସି ବିଶ୍ୱକପ୍ ଲାଗି ନିକଟରେ ବିରାଟ କୋହଲିଙ୍କ ନେତୃତ୍ୱରେ ୧୫ଜଣିଆ ଭାରତୀୟ ଦଳ ଘୋଷଣା ହୋଇଥିଲା।…