ଖେଳ

ମାତ୍ର ୪ ରନ୍‌ରେ ହାରିଗଲା କୋଲକାତା, ଜିତିଲା ଲକ୍ଷ୍ନୌ

ନୂଆଦିଲୀ,୮।୪: IPL ୨୦୨୫ର ଆଉ ଏକ ରୋମାଞ୍ଚକର ମ୍ୟାଚ୍‌ରେ ଲକ୍ଷ୍ନୌ ସୁପରଜାଏଣ୍ଟ୍ସ ଶେଷ ଓଭରରେ କୋଲକାତା ନାଇଟ ରାଇଡର୍ସକୁ ୪ ରନ୍‌ରେ ପରାସ୍ତ କରିଛି। ଇଡେନ ଗାର୍ଡେନ୍ସରେ…

1 year ago

ନିକୋଲାସ ପୁରନଙ୍କୁ ବୋଲିଂ କରିବାକୁ ଡରିଲେଣି ବୋଲର୍‌, ଏକାକି ଚେନ୍ନାଇଠାରୁ ଅଧିକ ଛକା ମାରି ଚର୍ଚ୍ଚାରେ

ନୂଆଦିଲ୍ଲୀ,୮।୪: ଆଇପିଏଲ୍‌ ୨୦୨୫ରେ ଚମତ୍କାର ଫର୍ମରେ ଅଛନ୍ତି ନିକୋଲାସ ପୁରନ। ସେ ଯେବେ ବି ବ୍ୟାଟିଂ କରିବାକୁ ଓହ୍ଲାଉଛନ୍ତି, ଚୌକା, ଛକା ବର୍ଷା ହେଉଛି। ମଙ୍ଗଳବାର ଖେଳାଯାଉଥିବା…

1 year ago

ରାଜନୈତିକ ମଇଦାନରେ ପୂର୍ବତନ କ୍ରିକେଟରଙ୍କ ଏଣ୍ଟ୍ରି, ଭାଜପାରେ ହେଲେ ସାମିଲ 

ନୂଆଦିଲ୍ଲୀ,୮।୪: ଭାରତୀୟ କ୍ରିକେଟ ଟିମ୍‌ର ପୂର୍ବତନ ଖେଳାଳି କେଦାର ଜାଦବ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ସାମିଲ ହୋଇଛନ୍ତି। ସେ ମୁମ୍ବାଇରେ ମହାରାଷ୍ଟ୍ରର ମନ୍ତ୍ରୀ ଏବଂ…

1 year ago

ଚାମ୍ପିଅନ୍ସ ଟ୍ରଫି ୨୦୨୫ ଅଭ୍ୟାସ ସେସନ୍ ପରେ “କାନ୍ଦିଥିଲେ” ଶ୍ରେୟସ ଆୟର, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୮।୪: ପଞ୍ଜାବ କିଙ୍ଗସର ଅଧିନାୟକ ଶ୍ରେୟସ ଆୟର ୨୦୨୫ ଚାମ୍ପିଅନ୍ସ ଟ୍ରଫି ପୂର୍ବରୁ ଟିମ୍ ଇଣ୍ଡିଆର ପ୍ରଥମ ଅଭ୍ୟାସ ସେସନ୍ ପରେ କାନ୍ଦିଥିଲେ। ନିକଟରେ ଏକ ସାକ୍ଷାତକାରରେ…

1 year ago

IPL 2025: ଆପିଏଲ୍‌ରେ ସବୁଠୁ ବିପଜ୍ଜନକ ବୋଲର୍‌ କିଏ? ଗେଲ୍‌ ଦେଲେ ଚମକାଇବା ଭଳି ଜବାବ

ନୂଆଦିଲ୍ଲୀ,୮।୪: IPL 2025 ଚାଳିଥିବା ବେେଳେ ବିଶ୍ୱର ବିସ୍ଫୋରକ ବ୍ୟାଟସମ୍ୟାନ କ୍ରିସ ଗେଲ ଏକ ବିସ୍ଫୋରକ ବୟାନ ଦେଇଛନ୍ତି। ‘ୟୁନିଭର୍ସ ବସ’ ଭାବରେ ଜଣାଶୁଣା ଗେଲ ଭାରତୀୟ…

1 year ago

ରକ୍ତଦାନ କରି ଅନ୍ୟର ଜୀବନ ବଞ୍ଚାଇବା ଲକ୍ଷ୍ୟ:ଓଡିଆ ପକ୍ଷରେ ରକ୍ତଦାନ ଶିବିର

ଭଞ୍ଜନଗର,୮।୪(ବାବୁଲା ପ୍ରଧାନ): ରାଜ୍ୟରେ ଭାଜପା ସରକାର ଆସିବା ପରେ କେତେକ କ୍ଷେତ୍ରରେ ପରିବର୍ତ୍ତନ ହେଉଛି। ଚଳିତବର୍ଷ ଉତ୍କଳ ଦିବସକୁ ଓଡିଶା ଦିବସ ଭାବେ ପାଳନ କରାଯାଇଥିଲା। ଏଥିସହ…

1 year ago

ସ୍ବାମୀଙ୍କଠାରୁ ଅଲଗା ହେଲେ ଏହି ବକ୍ସିଂ ଆଇକନ, ଜାଣନ୍ତୁ ବିଚ୍ଛେଦ ହେବାର କାରଣ…

ନୂଆଦିଲ୍ଲୀ,୮ା୪: ଅଲିମ୍ପିକ୍‌ ବ୍ରୋଞ୍ଜ ମେଡାଲିଷ୍ଟ ତଥା ବକ୍ସିଂ ଆଇକନ ମେରୀ କମ ତାଙ୍କ ସ୍ବାମୀ କେ ଅନଲରଙ୍କଠାରୁ ଅଲଗା ହୋଇଯାଇଛନ୍ତି। ଏକ ଜାତୀୟ ଇଂଲିଶ ଖବରକାଗଜରେ ପ୍ରକାଶିତ…

1 year ago

ଇତିହାସ ରଚିଲା RCB: ଆଇପିଏଲ୍‌ରେ ଏମିତି କାରନାମା କରିବାରେ ହେଲା ଦ୍ୱିତୀୟ ଦଳ

ମୁମ୍ବାଇ,୮।୪: ଓ୍ବାଙ୍ଖେଡେ ଷ୍ଟାଡିୟମରେ ସୋମବାର ଅନୁଷ୍ଠିତ ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ମ୍ୟାଚରେ ରୋମାଞ୍ଚକ ବିଜୟ ହାସଲ କରିଛି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)। ତୀବ୍ର ସଂଘର୍ଷପୂର୍ଣ୍ଣ…

1 year ago

ମୁଣ୍ଡରେ ଆଘାତ ଲାଗିବା ପରେ ଅବସର ନେଲେ ଅଷ୍ଟ୍ରେଲିଆ ବ୍ୟାଟ୍ସମ୍ୟାନ୍, ୨୭ ବର୍ଷ ବୟସରେ ନିଯୁକ୍ତ ହେଲେ ମୁଖ୍ୟ ପ୍ରଶିକ୍ଷକ

ନୂଆଦିଲ୍ଲୀ, ୮ା୪: ଆଘାତଜନିତ ସଂଘର୍ଷ ଦ୍ୱାରା ଭାଙ୍ଗିଯାଇଥିବା କ୍ୟାରିଅର ପରେ ଅଷ୍ଟ୍ରେଲିୟ ବ୍ୟାଟ୍ସମ୍ୟାନ୍ ୱିଲ୍ ପୁକୋଭସ୍କି ମଙ୍ଗଳବାର କ୍ରିକେଟରୁ ତାଙ୍କର ଅବସର ନିଶ୍ଚିତ କରିଛନ୍ତି। ସେ ସ୍ୱୀକାର…

1 year ago

ରୋମାଞ୍ଚକ ମୁକାବିଲାରେ ମୁମ୍ବାଇକୁ ହରାଇଲା ଆରସିବି: ଶେଷ ଓଭରରେ ଯାଦୁ ଦେଖାଇଲେ କ୍ରୁନାଲ

ମୁମ୍ବାଇ, ୭।୪-ଓ୍ବାଙ୍ଖେଡେ ଷ୍ଟାଡିୟମରେ ସୋମବାର ଅନୁଷ୍ଠିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ମ୍ୟାଚରେ ରୋମାଞ୍ଚକ ବିଜୟ ହାସଲ କରିଛି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି)। ତୀବ୍ର ସଂଘର୍ଷପୂର୍ଣ୍ଣ…

1 year ago