ଖେଳ

ଗୁଣେଶ୍ୱରନ ବିଜୟୀ

ନୂଆଦିଲ୍ଲୀ, ୨୪ା୬ (ପି.ଟି.)- ଭାରତ ଅଗ୍ରଣୀ ପୁରୁଷ ସିଙ୍ଗଲ୍ସ ଖେଳାଳି ପ୍ରଜନେଶ ଗୁଣେଶ୍ୱରନ ତୁର୍କୀରେ ଆଣ୍ଟାଲ୍ୟା ଓପନ୍‌ ଏଟିପି ୨୫୦ ଟୁର୍ନାମେଣ୍ଟର ଦ୍ୱିତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି।…

7 years ago

ସର୍ଫରାଜଙ୍କୁ କ୍ଷମା ପ୍ରାର୍ଥନା କଲେ ପ୍ରଶଂସକ

ଲଣ୍ଡନ,୨୪।୬: ପାକିସ୍ତାନ ଅଧିନାୟକ ସର୍ଫରାଜ ଅହମ୍ମଦଙ୍କ ଜୀବନ ଗତ ୨୪ ଘଣ୍ଟା ମଧ୍ୟରେ ସମ୍ପୂର୍ଣ୍ଣ ବଦଳି ଯାଇଛି। ଗତ ସପ୍ତାହରେ ଭାରତଠାରୁ ପରାସ୍ତ ହେବା ପରେ ସର୍ଫରାଜଙ୍କୁ…

7 years ago

ଦେବାଳିଆ କିମ୍ବଦନ୍ତୀ ଟେନିସ୍‌ ଖେଳାଳି ନିଲାମ କରିବେ ଟ୍ରଫି, ମେଡାଲ

ଲଣ୍ଡନ,୨୪।୬(ଏଏଫ୍‌ପି): ଜର୍ମାନୀର କିମ୍ବଦନ୍ତୀ ଟେନିସ୍‌ ଷ୍ଟାର ବୋରିସ୍‌ ବେକର ବ୍ୟାଙ୍କ ଲୋନ୍‌ ପରିଶୋଧ କରିବା ଲାଗି ଅନ୍‌ଲାଇନରେ ସୋମବାରଠାରୁ ନିଜ ଟ୍ରଫି ଓ ମେଡାଲ ନିଲାମ ଆରମ୍ଭ…

7 years ago

ଟାଇଟଲ ସହ କୋର୍ଟକୁ ଫେରିଲେ ମୁରେ

ଲଣ୍ଡନ,୨୪।୬: ପୁରୁଷ ସିଙ୍ଗଲ୍ସ ବର୍ଗର ପୂର୍ବତନ ଶୀର୍ଷ ର଼୍ୟାଙ୍କ୍‌ଧାରୀ ଖେଳାଳି ଆଣ୍ଡି ମୁରେ ସଫଳତାର ସହ କୋର୍ଟକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ସେ କୁଇନ୍ସ କ୍ଲବ ଟୁର୍ନାମେଣ୍ଟରେ ଡବଲ୍ସ…

7 years ago

ଅଷ୍ଟ୍ରେଲିଆ ବିପକ୍ଷ ମ୍ୟାଚ୍‌ରୁ ରୟ ବାଦ୍‌

ଲଣ୍ଡନ,୨୪।୬(ଏଏଫ୍‌ପି): ଜାସନ ରୟ ମଙ୍ଗଳବାର ଖେଳାଯିବାକୁ ଥିବା ଅଷ୍ଟ୍ରେଲିଆ ବିପକ୍ଷ ମ୍ୟାଚ୍‌ରେ ଖେଳିପାରିବେ ନାହିଁ। ସେ ଏପର୍ଯ୍ୟନ୍ତ ମାଂସପେଶୀଜନିତ ସମସ୍ୟାରୁ ସମ୍ପୂର୍ଣ୍ଣ ରୂପେ ମୁକୁଳି ପାରିନାହାନ୍ତି। କିନ୍ତୁ…

7 years ago

‘ରାବାଡାଙ୍କୁ ଆଇପିଏଲରେ ଖେଳିବାରୁ ରୋକିବାକୁ ଉଦ୍ୟମ କରିଥିଲୁ’

ସାଉଥାମ୍ପ୍‌ଟନ,୨୪।୬: ପାକିସ୍ତାନଠାରୁ ୪୯ ରନ୍‌ରେ ପରାସ୍ତ ହେବା ପରେ ଦକ୍ଷିଣ ଆଫ୍ରିକା ଚଳିତ ବିଶ୍ୱକପ୍‌ର ସେମିଫାଇନାଲ ଦୌଡ଼ରୁ ବାଦ୍‌ ପଡ଼ିଛି। ଏହାପରେ ଅଧିନାୟକ ଫାଫ୍‌ ଡୁପ୍ଲେସି ସ୍ପଷ୍ଟ…

7 years ago

କ୍ରିକେଟ ବେଟିଂ: ୨ ଗିରଫ

ମୁମ୍ବାଇ,୨୪।୬: ଗତ ସପ୍ତାହରେ ଓ୍ବେଷ୍ଟଇଣ୍ଡିଜ-ବାଂଲାଦେଶ ଏବଂ ନ୍ୟୁଜିଲାଣ୍ଡ-ସାଉଥ୍‌ ଆଫ୍ରିକା ମ୍ୟାଚ୍‌ ଚଳିତ ଆଇସିସି ବିଶ୍ୱକପ୍‌ର କ୍ରିକେଟ ବେଟିଂ ପାଇଁ ସବୁଠୁ ବଡ଼ ଦିନ ଥିଲା। ମୁମ୍ବାଇ ପୋଲିସର…

7 years ago

ପାକିସ୍ତାନ ଦଳକୁ ସମର୍ଥନ କରିବାକୁ ଷ୍ଟାଡିୟମରେ ପହଞ୍ଚିଲେ ଜଣେ ଭାରତୀୟ ଦର୍ଶକ

ଲଣ୍ଡନ,୨୪।୬: ଐତିହାସିକ ଲଡର୍ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଆଇସିସି ବିଶ୍ୱକପର ଏକ ଗୁରୁତ୍ୱପୂର୍ଣ୍ଣ ମୁକାବିଲାରେ ପାକିସ୍ତାନ ଦକ୍ଷିଣ ଆଫ୍ରିକାକୁ ୪୯ ରନରେ ପରାସ୍ତ କରିଛି। ଗତ ମ୍ୟାଚରେ…

7 years ago

ନିଜକୁ ଫିଟ୍‌ ରଖିବାକୁ ବିରିୟାନୀ ଖାଇବା ଛାଡ଼ିିଦେଇଛନ୍ତି ଖେଳାଳି

ସାଉଥାମ୍ପଟନ୍‌, ୨୪।୬: ବିଶ୍ୱକପରେ ପ୍ରଥମ ମ୍ୟାଚ ଖେଳି ସଫଳତା ପାଇଛନ୍ତି ଭାରତୀୟ ଦ୍ରୁତ ବୋଲର ମହମ୍ମଦ ସାମି। ଆଫଗାନିସ୍ତାନ ବିପକ୍ଷ ମ୍ୟାଚରେ ଆହତ ଭୁବନେଶ୍ୱର କୁମାରଙ୍କ ସ୍ଥାନରେ…

7 years ago

ମହିଳା ଜାତୀୟ ବକ୍ସିଂ ଖେଳାଳିଙ୍କ ପାଇଁ ବର ଖୋଜୁଥିଲେ ମା’: ଲିଙ୍ଗ ପରିବର୍ତ୍ତନ କରି ଘରକୁ ଫେରିଲେ ଝିଅ

ଲକ୍ଷ୍ନୌ, ୨୪।୬: ଉତ୍ତର ପ୍ରଦେଶର କାନପୁରରେ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ମହିଳା ଜାତୀୟ ବକ୍ସିଂ ଖେଳାଳି ପ୍ରିୟଙ୍କା ପାଲ୍‌ ଲିଙ୍ଗ ପରିବର୍ତ୍ତନ କରି ପୁଅ…

7 years ago