ନଟିଂହାମ,୧୩।୬(ପି.ଟି.)- ଚଳିତ ଆନ୍ତର୍ଜାତିକ କ୍ରିକେଟ କାଉନସିଲ (ଆଇସିସି) ବିଶ୍ୱକପ୍ର ଦ୍ୱାଦଶ ସଂସ୍କରଣରେ ଭାରତ ତା’ର ତୃତୀୟ ମ୍ୟାଚ୍ରେ ନ୍ୟୁଜିଲାଣ୍ଡକୁ ଭେଟିବ। ସ୍ଥାନୀୟ ଟ୍ରେଣ୍ଟ ବ୍ରିଜ୍ ଗ୍ରାଉଣ୍ଡରେ ଖେଳାଯିବାକୁ…
ଟଣ୍ଟନ,୧୩।୬(ଏଏଫ୍ପି)- ଚଳିତ ବିଶ୍ୱକପ୍ର ୧୭ତମ ମ୍ୟାଚ୍ରେ ଗତଥରର ଚାମ୍ପିୟନ ଅଷ୍ଟ୍ରେଲିଆ ୪୧ ରନରେ ପାକିସ୍ତାନକୁ ପରାସ୍ତ କରିଛି। ସ୍ଥାନୀୟ କୁପର ଆସୋସିଏଟ କାଉଣ୍ଟି ଗ୍ରାଉଣ୍ଡରେ ବୁଧବାର ଖେଳାଯାଇଥିବା…
ଭୁବନେଶ୍ୱର, ୧୨।୬(କ୍ରୀଡ଼ା ପ୍ରତିନିଧି): କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଏଫ୍ଆଇଏଚ୍୍ ସିରିଜ ଫାଇନାଲ୍ସ ହକି ଟୁର୍ନାମେଣ୍ଟରେ ବିଜୟ ସହ ଅଭିଯାନ ଶେଷ କରିଛି ମେକ୍ସିକୋ। ଯୁବ ମେକ୍ସିକୋ ଦଳ…
ନୂଆଦିଲ୍ଲୀ, ୧୨।୬(ପି.ଟି.): ମଙ୍ଗୋଲିଆର ଉଲ୍ଲାନବାତରଠାରେ ଆସନ୍ତା ୧୯ରୁ ୨୨ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ସିନିୟର ଏସିଆନ ଆର୍ଟିଷ୍ଟିକ ଜିମ୍ନାଷ୍ଟିକ ଚାମ୍ପିୟନଶିପ୍ ପାଇଁ ବୁଧବାର ଭାରତୀୟ ଦଳ…
ନୂଆଦିଲ୍ଲୀ, ୧୨।୬: ଦିଲ୍ଲୀ ଉଇକେଟକିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ବୁଧବାର ଇଂଲଣ୍ଡରେ ପହଞ୍ଚତ୍ଛନ୍ତି। ତାଙ୍କୁ ବ୍ୟାକ୍ଅପ ଖେଳାଳି ଭାବେ ଭାରତୀୟ ଦଳରେ ଯୋଗଦେବା ପାଇଁ ଡାକରା ଦିଆଯାଇଛି…
ନୂଆଦିଲ୍ଲୀ,୧୨।୬: ନେଟ୍ସ ବୋଲର ଦାୟିତ୍ୱ ଶେଷ କରିଥିବା ପେସର ଦୀପକ ଚହର ଇଂଲଣ୍ଡରୁ ଫେରିବା ପୂର୍ବରୁ ସେ କୋଚ୍ ରବି ଶାସ୍ତ୍ରୀଙ୍କ ସମେତ ସମସ୍ତ ଖେଳାଳିଙ୍କୁ ଭେଟିଥିଲେ।…
କରାଚୀ,୧୨।୬(ପିଟି): ପାକିସ୍ତାନ ଦଳର ପୂର୍ବତନ ଦିନିକିଆ ଅଧିନାୟକ ଶାହିଦ ଆଫ୍ରିଦୀ ମାଡ଼ ମାରିବା ପରେ ମହମ୍ମଦ ଅମିର ସ୍ପଟ୍ ଫିକ୍ସିଂ ମାମଲାରେ ଜଡ଼ିତ ଥିବା ଦୋଷ ସ୍ବୀକାର…
ନୂଆଦିଲ୍ଲୀ,୧୨।୬(ପିଟି): ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ବିଶ୍ୱକପ୍ର ବହୁ ପ୍ରତୀକ୍ଷିତ ମ୍ୟାଚ୍ ଲାଗି ପ୍ରସାରଣକାରୀ ଚ୍ୟାନେଲରେ ଦେଉଥିବା କିଛି ସ୍ବତନ୍ତ୍ର ବିଜ୍ଞାପନ ଉଭୟ ଦେଶର…
ନଟ୍ଟିଂହାମ,୧୨।୬ (ପିଟି): ଚଳିତ ବିଶ୍ୱକପ୍ରେ ବର୍ଷା ଯୋଗୁ ୩ ମ୍ୟାଚ୍ ବାତିଲ ହୋଇସାରିଛି। ଆଉ କିଛି ମ୍ୟାଚ୍ ମଧ୍ୟ ବର୍ଷା ଦ୍ୱାରା ପ୍ରଭାବିତ ହେବାର ସମ୍ଭାବନା ରହିଛି।…
ଭୁବନେଶ୍ୱର,୧୨।୬(ପିଟି): ଅତ୍ୟନ୍ତ ଗ୍ରୀଷ୍ମପ୍ରବାହ ଯୋଗୁ କଳିଙ୍ଗ ଷ୍ଟାଡିୟମ୍ରେ ଚାଲିଥିବା ଏଫ୍ଆଇଏଚ୍ ସିରିଜ୍ ଫାଇନାଲ୍ସରେ ଖେଳାଳିଙ୍କୁ ଅତିରିକ୍ତ ବିରତି ମିଳିଛି। ପ୍ରବଳ ଖରା ପାଇଁ ଆୟୋଜକ କମିଟି ବାଧ୍ୟ…