ଖେଳ

ଓ୍ବେଷ୍ଟଇଣ୍ଡିଜ୍‌ର ବିପଜ୍ଜନକ ଖେଳ ନେଇ ଫିଞ୍ଚ୍‌ ଚିନ୍ତିତ

ନଟିଂହାମ, ୬।୬ (ଏଏଫ୍‌ପି)- ଚଳିତ ବିଶ୍ୱକପ୍‌ରେ ଗୁରୁବାର ଅଷ୍ଟ୍ରେଲିଆ ଓ ଓ୍ବେଷ୍ଟଇଣ୍ଡିଜ ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ସ୍ଥାନୀୟ ଟ୍ରେଣ୍ଟ ବ୍ରିଜ୍‌ରେ ଖେଳାଯିବାକୁ ଥିବା ଏହି ମ୍ୟାଚ୍‌ ଉଭୟ…

7 years ago

ଆଇସିସି ବିଶ୍ୱକପ୍‌: ଅଷ୍ଟ୍ରେଲିଆକୁ ଭେଟିବ ଓ୍ବେଷ୍ଟଇଣ୍ଡିଜ

ନଟ୍ଟିଂହାମ, ୬।୬- ଚଳିତ ଆଇସିସି ବିଶ୍ୱକପ୍‌ର ୧୦ମ ମ୍ୟାଚ୍‌ରେ ଗୁରୁବାର ଦୁଇ ଶକ୍ତିଶାଳୀ ଦଳ ଅଷ୍ଟ୍ରେଲିଆ ଓ ଓ୍ବେଷ୍ଟଇଣ୍ଡିଜ ପରସ୍ପରକୁ ଭେଟିବେ। ଉଭୟ ଦଳ ବିଶ୍ୱକପ୍‌ରେ ବିଜୟରୁ…

7 years ago

ରୋନାଲ୍ଡୋଙ୍କୁ ଆଶ୍ୱସ୍ତି

ବୁରିରାମ(ଥାଇଲାଣ୍ଡ), ୬।୬(ପି.ଟି.)- ପର୍ତ୍ତୁଗାଲ ତଥା ଜୁଭେଣ୍ଟସ୍‌ ଫୁଟ୍‌ବଲ ଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ବୁଧବାର ଆଶ୍ୱସ୍ତି ମିଳିଛି। ତାଙ୍କ ନାମରେ ବଳାତ୍କାର ଅଭିଯୋଗ ଆଣିଥିବା ମହିଳା କେସ୍‌ ପ୍ରତ୍ୟାହାର…

7 years ago

ଜାତୀୟ ସଫ୍ଟଟେନିସ ପାଇଁ ଓଡ଼ିଶା ଦଳ

ଭୁବନେଶ୍ୱର, ୬।୬(ସ୍ପୋଟର୍‌ସ ବ୍ୟୁରୋ)- ମଧ୍ୟପ୍ରଦେଶର ଭୋପାଳଠାରେ ଆସନ୍ତା ୭ରୁ ୧୧ ତାରିଖ ପର୍ଯ୍ୟନ୍ତ ୧୪ତମ ଜାତୀୟ ଜୁନିୟର ସଫ୍ଟଟେନିସ ଚାମ୍ପିୟନଶିପ୍‌ ଅନୁଷ୍ଠିତ ହେବ। ଏହି ଚାମ୍ପିୟନଶିପ୍‌ରେ ଅଂଶଗ୍ରହଣ…

7 years ago

ୟୁଜବେନ୍ଦ୍ରଙ୍କୁ ୪, ରୋହିତଙ୍କ ଶତକ: ଭାରତ ବିଜୟୀ

ସାଉଥାମ୍ପଟନ, ୬।୬- ବୋଲରଙ୍କ ଚମତ୍କାର ପ୍ରଦର୍ଶନ ପରେ ରୋହିତ ଶର୍ମାଙ୍କ ଶତକ ବଳରେ ଭାରତ ବୁଧବାର ଅନୁଷ୍ଠିତ ଆଇସିସି ବିଶ୍ୱକପ ମ୍ୟାଚରେ ଦକ୍ଷିଣ ଆଫ୍ରିକାକୁ ୬ ଉଇକେଟରେ…

7 years ago

ଚାମ୍ପିୟନ୍ସ ଲିଗ୍‌ ଫୁଟ୍‌ବଲ ଜନ୍ମଦାତା ଜନଶନଙ୍କ ମୃତ୍ୟୁ

ଷ୍ଟକ୍‌ହାମ, ୫।୬(ଏପି): ୟୁରୋପିଆନ ଫୁଟ୍‌ବଲର ପୂର୍ବତନ ସଭାପତି ଲିନ୍ନାର୍ଟ ଜନଶନଙ୍କ ୮୯ ବର୍ଷ ବୟସରେ ମୃତ୍ୟୁ ଘଟିଛି। ତାଙ୍କର ୧୭ ବର୍ଷର କାର୍ଯ୍ୟକାଳରେ ଚାମ୍ପିୟନ୍ସ ଲିଗ୍‌ ଟୁର୍ନାମେଣ୍ଟ…

7 years ago

କିଙ୍ଗ୍ସ କପ୍‌ ଫୁଟବଲ: କୁରାକାଓଠାରୁ ହାରିଲା ଭାରତ ଛେତ୍ରୀଙ୍କ ମାଇଲ୍‌ଖୁଣ୍ଟ

ବୁରିରାମ(ଥାଇଲାଣ୍ଡ),୫।୬(ପି.ଟି): ଏଠାରେ ଚାଲିଥିବା କିଙ୍ଗ୍ସ କପ୍‌ ଫୁଟବଲ ଟୁର୍ନାମେଣ୍ଟରେ ଭାରତ ବୁଧବାର ଖେଳାଯାଇଥିବା ତା’ର ପ୍ରଥମ ମ୍ୟାଚ୍‌ରେ କୁରାକାଓଠାରୁ ପରାସ୍ତ ହୋଇଛି। ଅଧିନାୟକ ସୁନୀଲ ଛେତ୍ରୀ ଗୋଲ…

7 years ago

ସାକିବଙ୍କ ମାଇଲଷ୍ଟୋନ

ଲଣ୍ଡନ,୫।୬(ଏଏଫ୍‌ପି)- ବାଂଲାଦେଶ ଦଳର ଅଭିଜ୍ଞ ଅଲରାଉଣ୍ଡର ସାକିବ ଅଲ ହାସନଙ୍କ ଲାଗି ବୁଧବାର ଏକ ସ୍ମରଣୀୟ ଦିବସ। ସେ ଏଠାରେ ନ୍ୟୁଜିଲାଣ୍ଡ ବିପକ୍ଷରେ ତାଙ୍କ କ୍ୟାରିୟରର ୨୦୦ତମ…

7 years ago

ବୁମ୍‌ରାଙ୍କ ୫୦ତମ ଅନ୍ତର୍ଜାତୀୟ ମ୍ୟାଚ୍‌

ସାଉଥାମ୍ପ୍‌ଟନ,୫।୬- ଭାରତୀୟ ପେସର ଯଶ୍‌ପ୍ରୀତ ବୁମ୍‌ରା ଏଠାରେ ଖେଳାଯାଇଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ମୁକାବିଲାରେ କ୍ୟାରିୟରର ୫୦ତମ ମ୍ୟାଚ୍‌ ଖେଳିଛନ୍ତି। ବୁଧବାର ଖେଳାଯାଇଥିବା ମ୍ୟାଚ୍‌ରେ ସେ ଦକ୍ଷିଣ…

7 years ago

ଅଷ୍ଟ୍ରେଲିଆନ ଓପନ୍‌:ସିନ୍ଧୁ, ସମୀରଙ୍କ ବିଜୟ ଅଭିଯାନ

ସିଡ୍‌ନୀ,୫।୬(ପିଟି)- ଭାରତୀୟ ଷ୍ଟାର ଶଟ୍‌ଲର ପି.ଭି. ସିନ୍ଧୁ ଓ ସମୀର ବର୍ମା ଏଠାରେ ଚାଲିଥିବା ଦେଢ଼ ଲକ୍ଷ ପୁରସ୍କାର ରାଶିବିଶିଷ୍ଟ ଅଷ୍ଟ୍ରେଲିଆ ଓପନ୍‌ ଓ୍ବାଲର୍‌ଡ ଟୁର୍‌ ୩୦୦…

7 years ago