ଖେଳ

ଆଇପିଏଲ୍‌ ୨୦୨୪ ପୂର୍ବରୁ ଚେନ୍ନାଇ ସୁପର୍‌ କିଙ୍ଗ୍ସର ୩ ଖେଳାଳି ଆହତ: ଜଣେ ଷ୍ଟ୍ରେଚରରେ ଗଲେ

ନୂଆଦିଲ୍ଲୀ,୧୯।୩: ଆଇପିଏଲ୨୦୨୪ରେ ଚେନ୍ନାଇ ସୁପର କିଙ୍ଗ୍ସର ପ୍ରଥମ ମ୍ୟାଚ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ବିପକ୍ଷରେ ଖେଳିବ। ଏହି ମ୍ୟାଚ ୨୨ ମାର୍ଚ୍ଚରେ ଚେନ୍ନାଇରେ ଖେଳାଯିବ। ଏଥିପାଇଁ ଉଭୟ…

1 month ago

ସର୍ଫରାଜ, ଜୁରେଲଙ୍କୁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ

ନୂଆଦିଲ୍ଲୀ,୧୯ା୩: ବିସିସିଆଇର ଆପେକ୍ସ କାଉନସିଲ୍‌ ବୈଠକ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଧ୍ରୁବ ଜୁରେଲ ଓ ସର୍ଫରାଜ ଖାନଙ୍କୁ କେନ୍ଦ୍ରୀୟ ଚୁକ୍ତିରେ ସାମିଲ କରାଯାଇଛି। ଉଭୟ…

1 month ago

ଅଭିଷେକ, ବିଶ୍ୱଭୂଷଣ, ଦିବ୍ୟଶକ୍ତିଙ୍କ ଶତକ

ଭୁବନେଶ୍ୱର,୧୯ା୩(ସରୋଜ ଜେନା): ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ପକ୍ଷରୁ ଆରମ୍ଭ ହୋଇଥିବା ସିନିୟର ଆନ୍ତଃଜିଲା କଳାହାଣ୍ଡି କପ୍‌ କ୍ରିକେଟର ଦ୍ୱିତୀୟ ଦିନରେ ଭୁବନେଶ୍ୱର ଏ, ଇକୋର୍ସା, ଖୋର୍ଦ୍ଧା,…

1 month ago

ବାଂଲାଦେଶ ସିରିଜ ବିଜୟୀ

ଚିଟ୍ଟାଗଙ୍ଗ, ୧୯ା୩ (ଏପି): ଶ୍ରୀଲଙ୍କା ବିପକ୍ଷ ତୃତୀୟ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ମ୍ୟାଚ୍‌ରେ ବାଂଲାଦେଶ ୪ ଉଇକେଟରେ ବିଜୟ ହାସଲ କରିଛି। ଦଳ ଏଥିସହିତ ୩ ମ୍ୟାଚ…

1 month ago

ଟାଇଟଲ ବଜାୟ ରଖିଲେ ଅଲ୍‌କାରାଜ

ଇଣ୍ଡିଆନ ଓ୍ବେଲ୍ସ, ୧୯ା୩ (ଏପି): କାର୍ଲୋସ ଅଲ୍‌କାରାଜ ବିଏନ୍‌ପି ପାରିବାସ ଓପନ୍‌ ଟେନିସ ଟାଇଟଲ ବଜାୟ ରଖିଛନ୍ତି। ଫାଇନାଲରେ ସେ ଡାନିଲ ମେଡଭେଡେଭଙ୍କୁ ୭-୬ (୫), ୬-୧ରେ…

1 month ago

ଆର୍‌ସିବି ଟ୍ରେନିଂ କ୍ୟାମ୍ପ୍‌ରେ କୋହଲି

ବେଙ୍ଗାଲୁରୁ,୧୮ା୩(ପି.ଟି.): ରବିବାର ଭାରତ ପ୍ରତ୍ୟାବର୍ତ୍ତନ କରିଥିବା ସୁପରଷ୍ଟାର ବିରାଟ କୋହଲି ସୋମବାର ଆଇପିଏଲ ଫ୍ରାଞ୍ଚାଇଜ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆରସିବି)ର ଟ୍ରେନିଂ କ୍ୟାମ୍ପ୍‌ରେ ଯୋଗଦେଇଛନ୍ତି। ସୋମବାର କୋହଲି ବେଙ୍ଗାଲୁରୁର…

1 month ago

ଖୁସିରେ ଝୁମିଲେ ପଳାତକ ବ୍ୟବସାୟୀ ବିଜୟ ମାଲ୍ୟା

ନୂଆଦିଲ୍ଲୀ,୧୮।୩: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ମହିଳା ପ୍ରିମିୟର ଲିଗ (ଡବ୍ଲ୍ୟୁପିଏଲ) ୨୦୨୪ ଟାଇଟଲ ଜିତି ଫ୍ରାଞ୍ଚାଇଜ ଟ୍ରଫି ମରୁଡ଼ିକୁ ସମାପ୍ତ କରିଛି। ପୁରୁଷ ଦଳ ଏପର୍ଯ୍ୟନ୍ତ ଇଣ୍ଡିଆନ…

1 month ago

ମୁମ୍ବାଇର ଅଧିନାୟକ ଉପରେ ମୁହଁ ଖୋଲିଲେ ପାଣ୍ଡ୍ୟା, କହିଲେ ରୋହିତ ହେଉଛନ୍ତି…

ନୂଆଦିଲ୍ଲୀ,୧୮।୩: ଆଇପିଏଲ ୨୦୨୪ ପୂର୍ବରୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ମୁମ୍ବାଇ ଇଣ୍ଡିଆନ୍ସର ଅଧିନାୟକ କରାଯାଇଥିଲା। ହାର୍ଦ୍ଦିକ ମୁମ୍ବାଇର ନିୟମିତ ଅଧିନାୟକ ରୋହିତ ଶର୍ମାଙ୍କ ସ୍ଥାନ ନେଇଥିଲେ। ବର୍ତ୍ତମାନ ହାର୍ଦ୍ଦିକ…

1 month ago

ସିଏସ୍‌କେ-ଆରସିବି ମ୍ୟାଚ ପାଇଁ ଟିକେଟ୍‌ ବୁକିଂ ଆରମ୍ଭ: ଜାଣନ୍ତୁ କେଉଁଠି ଆଉ କେତେ ଟଙ୍କାରେ କରିପାରିବେ ବୁକିଂ

ନୂଆଦିଲ୍ଲୀ,୧୮।୩: ଆଇପିଏଲ ୨୦୨୪ର ପ୍ରଥମ ମ୍ୟାଚ ପାଇଁ ଟିକେଟ୍‌ ବୁକିଂ ଆରମ୍ଭ ହୋଇଛି। ଏହି ସିଜିନର ପ୍ରଥମ ମ୍ୟାଚ ୨୨ମାର୍ଚ୍ଚରେ ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ରୟାଲ…

1 month ago

ଚେନ୍ନାଇ ସୁପର କିଙ୍ଗ୍ସ ମଧ୍ୟ ଇଲେକ୍ଟୋରାଲ ବଣ୍ଡ୍‌ ମାଧ୍ୟମରେ ଦେଇଛି ଚାନ୍ଦା, ଜାଣନ୍ତୁ କେଉଁ ଦଳକୁ ଦେଇଛି କେତେ ଟଙ୍କା

ନୂଆଦିଲ୍ଲୀ,୧୮।୩: ଇଲେକ୍ଟୋରାଲ ବଣ୍ଡ୍‌ର ସବିଶେଷ ତଥ୍ୟ ସାର୍ବଜନୀନ ହେବା ପରେ ପ୍ରତିଦିନ ଏହା ବିଷୟରେ ନୂଆ ତଥ୍ୟ ସାମ୍ନାକୁ ଆସୁଛି । ବଣ୍ଡ୍‌ଗୁଡିକର ସବିଶେଷ ତଥ୍ୟରୁ ଏହା…

1 month ago