ଭୁବନେଶ୍ୱର, ୬।୭(ତପନ ସ୍ବାଇଁ): ଓଡ଼ିଶା ଏଫ୍ସି ଆଗାମୀ ସିଜନ ପାଇଁ ଆନ୍ଥୋନୀ ଫର୍ନାଣ୍ଡିଜ୍ଙ୍କୁ ସହକାରୀ କୋଚ୍ ନିଯୁକ୍ତ କରିଛି। ଫଳରେ ଫ୍ଲୟଡ ପିଣ୍ଟୋଙ୍କ ସ୍ଥାନରେ ସେ ନୂଆ…
ଢାକା,୬।୭: ବାଂଲାଦେଶର ଟପ ଚେସ ଗ୍ରାଣ୍ଡମାଷ୍ଟର ଖେଳ ସମୟରେ ମୃତ୍ୟୁବରଣ କରିଛନ୍ତି। ବାଂଲାଦେଶର ସବୁଠାରୁ ପ୍ରସିଦ୍ଧ ଚେସ ଗ୍ରାଣ୍ଡମାଷ୍ଟର ଜିଆଉର ରେହମାନଙ୍କ ୫୦ ବର୍ଷ ବୟସରେ ଦେହାନ୍ତ…
ମୁମ୍ବାଇ,୬।୭: ମୁମ୍ବାଇରେ ଭାରତୀୟ କ୍ରିକେଟ ଦଳର ଉତ୍ସବରେ ଯୋଗଦେବା ଅନେକଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ବର୍ତ୍ତମାନ ଆପଣ ଭାବୁଛନ୍ତି ଏହା କାହିଁକି କୁହାଯାଉଛି । ଏହାର…
ନୂଆଦିଲ୍ଲୀ,୬।୭: ଭାରତୀୟ କ୍ରିକେଟ ଦଳ ସହ କୋଚ ଭାବରେ ରାହୁଲ ଦ୍ରାବିଡଙ୍କ କାର୍ଯ୍ୟକାଳ ଶେଷ ହୋଇଛି। ରାହୁଲ ଦ୍ରାବିଡଙ୍କ କାର୍ଯ୍ୟକାଳ ମଧ୍ୟରେ ଟିମ ଇଣ୍ଡିଆ ଟି -୨୦…
ନୂଆଦିଲ୍ଲୀ,୬।୭: ଟି -୨୦ ବିଶ୍ୱକପ ଟ୍ରଫି ଜିତିବା ପରେ ଟିମ ଇଣ୍ଡିଆର ଖେଳାଳିମାନେ ଭାରତରେ ପହଞ୍ଚିଥିଲେ। ଭାରତୀୟ ଖେଳାଳିଙ୍କୁ ସ୍ବାଗତ କରାଯାଇଥିଲା। ଏଥିସହ ଭାରତୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…
ହରାରେ,୬।୭: ଭାରତୀୟ କ୍ରିକେଟ ଦଳ ୨୦୧୬ ପରଠାରୁ ପ୍ରଥମ ଥର ପାଇଁ ଆଫ୍ରିକୀୟ ଦେଶରେ ଦ୍ୱିପାକ୍ଷିକ ସିରିଜ ଖେଳିବ। ଟି-୨୦ ବିଶ୍ୱକପ ଜିତିଥିବା ଭାରତୀୟ ଦଳ ଜିମ୍ବାୱେ…
ମୁମ଼୍ବାଇ, ୫।୭: ଟି-୨୦ ବିଶ଼୍ବକପ୍ ଜିତି ସ଼୍ବଦେଶ ଫେରିଥିବା ଭାରତୀୟ କ୍ରିକେଟ୍ ଟିମ୍ ଉପରେ ଟଙ୍କା ବର୍ଷା ହେଉଥିବା ଦେଖିବାକୁ ମିଳୁଛି । ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ…
ନୂଆଦିଲ୍ଲୀ,୫।୭: ଟି୨୦ ବିଶ୍ୱକପ୍ ଜିତିବା ପରେ ଭାରତରେ ଉତ୍ସବର ମାହୋଲ ଦେଖିବାକୁ ମିଳୁଛି। ଏହି କ୍ରମରେ ଖେଳାଳିମାନେ ସ୍ବଦେଶକୁ ଫେରି ରୋଡ ଶୋ’ କରି ପ୍ରଶଂସକଙ୍କ ସହ…
ମୁମ଼୍ବାଇ, ୫।୭: ସ଼୍ବଦେଶ ଫେରିବା ପରେ ବିଶ଼୍ବବିଜୟୀ ଭାରତୀୟ ଟିମ୍କୁ ଶୁଭେଚ୍ଛା ଏବଂ ସମ୍ମାନ ସମାରୋହ ଜାରି ରହିଛି । ଗତ ଗୁରୁବାର ମୁମ଼୍ବାଇରେ ସମ଼୍ବର୍ଦ୍ଧନା ପରେ…
ନୂଆଦିଲ୍ଲୀ,୫।୭: ଟିମ୍ ଇଣ୍ଡିଆ ଅଧିନାୟକ ଭାବେ ବିଶ୍ୱକପ୍ ଜିତି ଘରକୁ ଫେରିବା ପରେ ରୋହିତ ଶର୍ମାଙ୍କୁ ଭବ୍ୟ ସ୍ବାଗତ ମିଳିଛି। ଏଥିଲାଗି ପ୍ରାୟ ୧ ମାସରୁ ଅଧିକ…