ଖେଳ

ଫାଇନାଲରେ ଭାରତ

ବେନୋନି, ୭ା୨ (ପି.ଟି.): ସ୍ଥାନୀୟ ଓ୍ବିିଲୋମୁର୍‌ ଷ୍ଟାଡିୟମରେ ମଙ୍ଗଳବାର ୫ଥର ଚାମ୍ପିୟନ ଭାରତ ୨ ଉଇକେଟରେ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରି ୧୯ ବର୍ଷରୁ କମ୍‌ ଆଇସିସି…

3 years ago

ଦକ୍ଷିଣ ଆଫ୍ରିକାକୁ ହରାଇ ଫାଇନାଲରେ ଭାରତ

ବେନୋନ, ୬ା୨: ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରି ୧୯ ବର୍ଷରୁ କମ୍‌ ଆଇସିସି କ୍ରିକେଟ ବିଶ୍ୱକପ୍‌ର ଫାଇନାଲରେ ପ୍ରବେଶ କରିଛି ଭାରତ। ସ୍ଥାନୀୟ ଓ୍ବିିଲୋମୁର୍‌ ଷ୍ଟାଡିୟମରେ ମଙ୍ଗଳବାର…

3 years ago

ବିରେନ୍ଦ୍ର ସେହ୍ବାଗ ହେଲେ ମୁମ୍ବାଇ ଅଧିନାୟକ

ନୂଆଦିଲ୍ଲୀ,୬।୨: ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ବିରେନ୍ଦ୍ର ସେହ୍ବାଗଙ୍କ ପ୍ରଶଂସକଙ୍କ ଲାଗି ଖୁସି ଖବର। ସେମାନେ କ୍ରିକେଟରଙ୍କୁ ପୁଣିଥରେ ମଇଦାନରେ ଖେଳୁଥିବାର ଦେଖିପାରିବେ, ସେ ବି ଅଧିନାୟକ ଭାବେ। ଇଣ୍ଡିଆନ…

3 years ago

ବନ୍ଧୁକ ମୂନରେ ମୁମ୍ବାଇ ଇଣ୍ଡିଆନ୍ସ କ୍ରିକେଟରଙ୍କଠାରୁ ଛଡ଼ାଇ ନେଲେ ମୋବାଇଲ-ବ୍ୟାଗ…

ଜୋହାନ୍ସବର୍ଗ,୬।୨ : ଦକ୍ଷିଣ ଆଫ୍ରିକାରେ ଖେଳାଯାଉଥିବା ଟି-୨୦ ଲିଗରେ ଖେଳାଳିଙ୍କ ସୁରକ୍ଷା ନେଇ ପ୍ରଶ୍ନ ଉଠିଛି। ବାସ୍ତବରେ ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଖେଳୁଥିବା ଫାବିଆନ ଆଲେନଙ୍କ ମୋବାଇଲ…

3 years ago

ମିଳିଲାନି ଅଧିନାୟକତ୍ୱ: ମୁମ୍ବାଇ ଇଣ୍ଡିଆନ୍ସ କୋଚଙ୍କ ଉପରେ ରାଗିଲେ ରୋହିତଙ୍କ ସ୍ତ୍ରୀ…

କୋଲକାତା,୬।୨ : ଆଇପିଏଲ ୨୦୨୪ ପୂର୍ବରୁ ମୁମ୍ବାଇ ଇଣ୍ଡିଆନ୍ସ ରୋହିତ ଶର୍ମାଙ୍କୁ ଅଧିନାୟକତ୍ୱରୁ ହଟାଇ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଦଳର ନୂତନ ଅଧିନାୟକ କରିଛି। ଯାହା ପରେ ବର୍ତ୍ତମାନ…

3 years ago

ନାବାଳିକା ବଳାତ୍କାର ମାମଲାରେ ଫସିଲେ ଭାରତୀୟ ହକି ଟିମ୍‌ର ଏହି ଖେଳାଳି, ବିବାହର ପ୍ରତିଶ୍ରୁତି ଦେଇ…

ନୂଆଦିଲ୍ଲୀ,୬।୨: ଭାରତୀୟ ହକି ଦଳର ଡିଫେଣ୍ଡର ବରୁଣ କୁମାରଙ୍କ ବିରୋଧରେ ସଙ୍ଗୀନ ଅଭିଯୋଗ ଆସିଛି। ଜଣେ ନାବାଳିକାଙ୍କୁ ବଳାତ୍କାର କରିଥିବା ନେଇ ବାଙ୍ଗାଲୋରର ଜ୍ଞାନଭାରତୀ ପୋଲିସ ତାଙ୍କ…

3 years ago

ICC Champions Trophy 2025 : ପାକିସ୍ତାନକୁ ଝଟକା, ହୋଷ୍ଟିଂ ଛଡ଼ାଇ ନିଆଯିବା ଆଶଙ୍କା…

ଇସଲାମାବାଦ,୬।୨ : ମିନି ବିଶ୍ୱକପ କୁହାଯାଉଥିବା ଆଇସିସି ଚାମ୍ପିଅନ୍ସ ଟ୍ରଫି ୨୦୨୫ରେ ୮ ଟି ଦଳ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ଦେଖିବାକୁ ମିଳିବ। ଏଥର ପାକିସ୍ତାନ ଚାମ୍ପିଅନ୍ସ ଟ୍ରଫି…

3 years ago

ଏତେ ଛୋଟ ବୟସରୁ ଅତି ଚମତ୍କାର ଢଙ୍ଗରେ ଖେଳୁଛନ୍ତି ଟେବୁଲ ଟେନିସ, ଭିଡିଓ ଦେଖିଲେ ହୋଇଯିବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୬।୨: ଛୋଟ ପିଲାଙ୍କ ହରକତ୍‌କୁ ଦେଖିଲେ ବହୁତ ଭଲ ଲାଗେ। ସୋସିଆଲ ମିଡିଆରେ ଏଭଳି ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ଏକ ଛୋଟ ଝିଅକୁ…

3 years ago

ପ୍ଲେୟର ଅଫ ଦ ମନ୍ଥ ପାଇଁ ଏହି ୩ ଖେଳାଳିଙ୍କୁ ମନୋନୀତ କଲା ଆଇସିସି

ନୂଆଦିଲ୍ଲୀ,୬।୨: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ(ଆଇସିସି) ଫେବୃଆରୀ ୬ ମଙ୍ଗଳବାର ପୁରୁଷ େଖେଳାଳିଙ୍କ ପ୍ଲେୟର ଅଫ ଦ ମନ୍ଥ ଆଓ୍ବାର୍ଡ ପାଇଁ ମନୋନୀତ ଖେଳାଳିଙ୍କ ନାମ ପ୍ରକାଶ କରିଛି।…

3 years ago

ଇତିହାସ ରଚିଲେ ବୁମ୍‌ରା: ପ୍ରଥମ ଭାରତୀୟ ଭାବେ…

ବିଶାଖାପାଟନମ୍‌,୬।୨: ଇଂଲଣ୍ଡ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜରେ ଭାରତ ଦୃଢ ପ୍ରତ୍ୟାବର୍ତ୍ତନ କରି ଦ୍ୱିତୀୟ ମ୍ୟାଚକୁ ୧୦୬ ରନ୍‌ରେ ଜିତିଥିଲା। ବିଶାଖାପାଟନମରେ ଖେଳାଯାଇଥିବା ଦ୍ୱିତୀୟ…

3 years ago