ଗାଲେ,୧୮।୮: ଗାଲେରେ ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ୍ର ଚତୁର୍ଥ ଦିନରେ ଦେବଦତ୍ତ ପଡିକ୍କଲ ତାଙ୍କ ସାଥୀ କେଏଲ ରାହୁଲଙ୍କୁ ଆଉଟ ହେବାରୁ ରକ୍ଷା…
ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…
ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍ଡ ଚାମ୍ପିୟନଶିପ୍ ଅଫ୍ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…
ଆଡ଼ିଲେଡ,୧୭।୮: ପ୍ରଥମ ଟେଷ୍ଟ ମ୍ୟାଚ୍ରେ ଅଷ୍ଟ୍ରେଲିଆକୁ ୯ ଉଇକେଟେରେ ପରାସ୍ତ କରି ବାଂଲାଦେଶ ଇତିହାସ ରଚିଥିଲା। ଟେଷ୍ଟ କ୍ରିକେଟ ଇତିହାସରେ ଏହା ପ୍ରଥମ ଥର ପାଇଁ ଅଷ୍ଟ୍ରେଲିଆ…
ନୂଆଦିଲ୍ଲୀ,୧୭।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟରେ ଭାରତୀୟ ଅଧିନାୟକ ଶୁଭମନ ଗିଲ୍ ଏକ ଚମତ୍କାର କ୍ୟାଚ୍ ଧରି ସମସ୍ତଙ୍କୁ ଚକିତ କରିଛନ୍ତି। କୁଲଦୀପ ଯାଦବଙ୍କ ବଲ୍ରେ ଶ୍ରୀଲଙ୍କା ବ୍ୟାଟର କାମିନ୍ଦୁ…
ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍ରେ ଭାରତୀୟ ବ୍ୟାଟର ଦମ୍ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…
ଆମଷ୍ଟେଲଭିନ, ୧୫।୮: ଆରମ୍ଭ ହୋଇଯାଇଛି ପୁରୁଷ ହକି ବିଶ୍ୱକପ। ଶନିବାର ଅନୁଷ୍ଠିତ ପୁଲ ଡି’ର ଉଦ୍ଘାଟନୀ ମ୍ୟାଚ୍ରେ ଭାରତ ୱେଲ୍ସକୁ ୩-୧ ଗୋଲ୍ରେ ପରାସ୍ତ କରି ବିଜୟରୁ…
ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…
ଚେନ୍ନାଇ,୧୫।୮: ୨୦୨୬ ତାମିଲନାଡୁ ପ୍ରିମିୟର ଲିଗ (TNPL) ସମୟରେ ଜଣେ କ୍ରିକେଟର ଏକ ବଡ଼ ଭୁଲ କରିଥିଲେ। ପୂର୍ବରୁ ରଣଜୀ ଟ୍ରଫିରେ ତାମିଲନାଡୁର ପ୍ରତିନିଧିତ୍ୱ କରିଥିବା ଖେଳାଳି…
ଗାଲେ, ୧୫ା୮:ଭାରତ ଓ ଘରୋଇ ଶ୍ରୀଲଙ୍କା ମଧ୍ୟରେ ଦୁଇ ମ୍ୟାଚ୍ ବିଶିଷ୍ଟ କ୍ରିକେଟ ଟେଷ୍ଟ ସିରିଜ ଶନିବାରଠାରୁ ଆରମ୍ଭ ହେବ। ଗାଲେ ପ୍ରଥମ ମ୍ୟାଚ ଖେଳାଯିବ। ଉଭୟ…