ବିନା ଦର୍ଶକରେ ଖେଳାଯିବ PSL ମ୍ୟାଚ୍, ଏହି କାରଣରୁ ନିଆଗଲା ବଡ଼ ନିଷ୍ପତ୍ତି
ନୂଆଦିଲ୍ଲୀ,୨୨।୩: ପାକିସ୍ତାନ ସୁପର ଲିଗ୍ (PSL)ର ନୂତନ ସିଜିନ୍ ମାର୍ଚ୍ଚ ୨୬ ରେ ଆରମ୍ଭ ହେବାକୁ ଯାଉଛି । ସିଜିନ୍ ଆରମ୍ଭ ହେବା ପୂର୍ବରୁ, PCB ଟୁର୍ଣ୍ଣାମେଣ୍ଟ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛି । ଏହି ସିଜିନ୍ରେ ପାକିସ୍ତାନ ସୁପର…
ବାବର ଆଜମଙ୍କ ଭବିଷ୍ୟତକୁ ନେଇ ଉଠିଲା ପ୍ରଶ୍ନ, ଭିଡ଼ିଓ ଭାଇରାଲ, ୟୁଜର୍ସ କହିଲେ ଢାବା…
ଇସଲାମାବାଦ,୨୨।୩: ବାବର ଆଜମ ବର୍ତ୍ତମାନ କ୍ରିକେଟରୁ ବିରତି ନେଇଛନ୍ତି। ଆଘାତ ଯୋଗୁ ସେ ବାଂଲାଦେଶ ବିପକ୍ଷରେ ଏକଦିବସୀୟ ସିରିଜ ହରାଇଥିଲେ ଏବଂ ଜାତୀୟ ଟି-୨୦ କପ ମଧ୍ୟ ଖେଳି ନଥିଲେ। ପାକିସ୍ତାନୀ ବ୍ୟାଟସମ୍ୟାନ ତାଙ୍କ ଖରାପ ପ୍ରଦର୍ଶନ ପାଇଁ କିଛି ସମୟ…
‘ ଆପଣମାନଙ୍କ ପାଇଁ ଟ୍ରଫି ୬…’, IPL ପୂର୍ବରୁ ପ୍ରଶଂସକମାନଙ୍କୁ ଏମିତି ପ୍ରତିଶ୍ରୁତି ଦେଲେ ରୋହିତ ଶର୍ମା
ନୂଆଦିଲ୍ଲୀ,୨୨।୩: ମୁମ୍ବାଇ ଇଣ୍ଡିଆନ୍ସ ୨୯ ମାର୍ଚ୍ଚରେ IPL ୨୦୨୬ ଅଭିଯାନ ଆରମ୍ଭ କରିବ। ଦଳର ପ୍ରଥମ ମ୍ୟାଚ ୱାଙ୍ଖଡେରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ। ସବୁଦିନ ପରି, MI ଲିଗ ଆରମ୍ଭ ହେବା ପୂର୍ବରୁ ଏକ ବଣ୍ଡିଙ୍ଗ କାର୍ଯ୍ୟକ୍ରମ ଆୟୋଜନ ହୋଇଥିଲା।…
କମେଣ୍ଟ୍ରିରୁ ଅବସର ନେଲେ ଶିବରାମ, ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଏବେ…
ନୂଆଦିଲ୍ଲୀ,୨୧ା୩: ଭାରତର ପୂର୍ବତନ କ୍ରିକେଟର ଲକ୍ଷ୍ମଣ ଶିବରାମ କ୍ରିଷ୍ଣନ କମେଣ୍ଟ୍ରିରୁ ଅବସର ଘୋଷଣା କରିଛନ୍ତି। ହେଲେ ସେ ଅବସର ଘୋଷଣା ଲାଗି କରିଥିବା ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଏବେ ବିବାଦ ଦେଖାଦେଇଛି। ”ଦୀର୍ଘ ୨୩ ବର୍ଷ ହେଲା ମୋତେ ଟସ୍…
ଅଷ୍ଟ୍ରେଲିଆକୁ ପରାସ୍ତ କରି ଜାପାନ ଚାମ୍ପିୟନ
ସିଡ୍ନୀ,୨୧ା୩: ଚଳିତ ମହିଳା ଏସିଆନ କପ୍ ଫୁଟବଲ ଟୁର୍ନାମେଣ୍ଟରେ ଜାପାନ ଚାମ୍ପିୟନ ହୋଇଛି। ଶନିବାର ଷ୍ଟାଡିୟମ ଅଷ୍ଟ୍ରେଲିଆରେ ଅନୁଷ୍ଠିତ ଫାଇନାଲରେ ମାଇକା ହାମାନୋଙ୍କ ଗୋଲ ବଳରେ ଜାପାନ ୧-୦ ଗୋଲରେ ଅଷ୍ଟ୍ରେଲିଆକୁ ପରାସ୍ତ କରି ଏହି ସଫଳତା ପାଇଛି। ୨୧ ବର୍ଷୀୟା…
ଆଇପିଏଲ୍ ପୂର୍ବରୁ କେକେଆରକୁ ବଡ଼ ଝଟ୍କା
କୋଲକାତା, ୨୧ା୩: ଭାରତ ସିମର ଆକାଶ ଦୀପ୍ଙ୍କ ପିଠିର ନିମ୍ନ ଭାଗରେ ଆଘାତ ଲାଗିଛି। ଫଳରେ ସେ ଅତି କମ୍ରେ ୮ ସପ୍ତାହ ଖେଳିପାରିବେନି। ଫଳରେ ଆସନ୍ତା ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍)ରେ ସେ ଖେଳିବା ନେଇ ଏକ ପ୍ରକାର ଅନିଶ୍ଚିତତା…
IPL 2026ରେ ଖେଳିବେ ଏହି ୫ ବରିଷ୍ଠ ଖେଳାଳି, ଜାଣନ୍ତୁ କେଉଁ ଦଳରେ କିଏ ହେଲେ ସାମିଲ
ନୂଆଦିଲ୍ଲୀ,୨୧।୩: ଇଣ୍ଡିଆନ ପ୍ରିମିୟର ଲିଗ (IPL) କୁ ପ୍ରାୟତଃ ଯୁବ ଖେଳାଳିଙ୍କ ପାଇଁ ଏକ କ୍ୟାରିୟର ଲଞ୍ଚର ଭାବରେ ଗଣନା କରାଯାଏ, କାରଣ ଏହି ଟୁର୍ଣ୍ଣାମେଣ୍ଟ ସେମାନଙ୍କର ଭାଗ୍ୟକୁ ପରିବର୍ତ୍ତନ କରିବା ଏବଂ ଟିମ ଇଣ୍ଡିଆରେ ସିଧାସଳଖ ପ୍ରବେଶ କରିବାର ପଥ…
ଆଇପିଏଲ୍ ୨୦୨୬: ଚାମିରା, ନିସାଙ୍କା, କାମିନ୍ଦୁ ମେଣ୍ଡିସଙ୍କୁ ମିଳିଲା ଏନ୍ଓସି
କଲମ୍ବୋ, ୨୦ା୩: ଆଇପିଏଲ୍-୨୦୨୬ରେ ଅଂଶଗ୍ରହଣ କରିବା ପାଇଁ ଶ୍ରୀଲଙ୍କା କ୍ରିକେଟ(ଏସ୍ଏଲ୍ସି) ଶୁକ୍ରବାର ଦୁଷ୍ମନ୍ତ ଚାମିରା, ପାଥୁମ ନିସାଙ୍କା ଓ କାମିନ୍ଦୁ ମେଣ୍ଡିସଙ୍କୁ ନୋ ଅବ୍ଜେକ୍ସନ ସାର୍ଟିଫିକେଟ (ଏନ୍ଓସି) ପ୍ରଦାନ କରିଛି। ଏହି ୩ଜଣ ସଫଳତାର ସହିତ ଏସ୍ଏଲ୍ସିର ଫିଜିକାଲ ପର୍ଫର୍ମାନ୍ସ ଟେଷ୍ଟରେ…
ମହିଳା ବିଶ୍ୱକପ୍ ପାଇଁ ଫିଫାର ଆସିଲା ନୂଆ ନିୟମ, ଜାଣନ୍ତୁ…
ଜୁରିଚ୍,୨୦ା୩: ବିଶ୍ୱ ଫୁଟ୍ବଲ ପରିଚାଳନା ସଂସ୍ଥା ‘ଫିଫା’ର ଏକ ନୂଆ ନିୟମ ଅନୁମୋଦନ ଲାଭ କରିଛି। ଏଣିକି ମହିଳା ବିଶ୍ୱକପ୍ ଓ ଅନ୍ୟ ଟୁର୍ନାମେଣ୍ଟଗୁଡ଼ିକରେ ମହିଳା ଫୁଟ୍ବଲ କୋଚ୍ମାନେ ଅଧିକ ସୁଯୋଗ ପାଇବେ। ଫିଫା କହିଛି, ମହିଳା ଟୁର୍ନାମେଣ୍ଟଗୁଡ଼ିକରେ ପ୍ରତ୍ୟେକ ଦଳରେ…
ତୃତୀୟ ଟି୨୦ ଜିତିଲା ନ୍ୟୁଜିଲାଣ୍ଡ
ଅକ୍ଲାଣ୍ଡ,୨୦ା୩: ଶୁକ୍ରବାର ଖେଳାଯାଇଥିବା ତୃତୀୟ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ମ୍ୟାଚରେ ଦକ୍ଷିଣ ଆଫ୍ରିକାକୁ ୮ ଉଇକେଟରେ ପରାସ୍ତ କରିଛି ନ୍ୟୁଜିଲାଣ୍ଡ। ଟମ୍ ଲଥାମ(୬୩)ଙ୍କ ଆକର୍ଷଣୀୟ ଅର୍ଦ୍ଧଶତକ ଏବଂ ପ୍ରଥମ ଉଇକେଟରେ ଡେଭନ କନଓ୍ବେ (୩୯)ଙ୍କ ସହ ୯୬ରନ୍ର ଯୋଗଦାନ ଦଳକୁ ଜିତାଇବାରେ…
IPL ପୂର୍ବରୁ ସରକାରଙ୍କ ‘ମାଷ୍ଟରଷ୍ଟ୍ରୋକ୍’: ୩୦୦ ଅଧିକ ବେଆଇନ ବେଟିଂ ସାଇଟ୍ ଉପରେ ଲାଗିଲା କଟକଣା
ନୂଆଦିଲ୍ଲୀ,୨୦।୩: ଭାରତରେ ବେଆଇନ ଜୁଆ ଏବଂ ସଟ୍ଟାବାଜି (Betting) ଚଳାଉଥିବା ସଂସ୍ଥାଗୁଡ଼ିକ ବିରୋଧରେ କେନ୍ଦ୍ର ସରକାର ଏକ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଆଗକୁ ଆଇପିଏଲ୍(IPL ୨୦୨୬) ଆରମ୍ଭ ହେବାକୁ ଯାଉଥିବା ବେଳେ, ଏହି ସମୟରେ ବେଆଇନ କାରବାରକୁ ରୋକିବା…
ଧୋନିଙ୍କ ସହ ଏମିତି କରିବାକୁ ଖୁବ ଆଗ୍ରହୀ ଅଛନ୍ତି ସଞ୍ଜୁ ସମାସନ, Video ଖୋଲିଲା ବଡ଼ ଗୁମର
ନୂଆଦିଲ୍ଲୀ,୨୦।୩: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ ପୂର୍ବରୁ, ଚେନ୍ନାଇ ସୁପର କିଙ୍ଗସ ରାଜସ୍ଥାନ ରୟାଲ୍ସ ସହିତ ଏକ ଟ୍ରେଡରେ ସଞ୍ଜୁ ସାମସନଙ୍କୁ କିଣିଥିଲା। ସେବେଠାରୁ, ପ୍ରଶଂସକମାନେ ସଞ୍ଜୁଙ୍କୁ ହଳଦିଆ ଜର୍ସି ପିନ୍ଧି ଦେଖିବାର ସୁଯୋଗ ପାଇଁ ଉତ୍ସାହର ସହିତ ଅପେକ୍ଷା…
Archives


