ଏହି ଦିନ ଅବସର ନେବେ ରୋହିତ-କୋହଲି! ବଡ଼ ଖୁଲାସା କରିଦେଲେ ଯୁବରାଜ, ଚାରିଆଡେ ଚର୍ଚ୍ଚା
ନୂଆଦିଲ୍ଲୀ,୩୧।୧୦: ନିକଟରେ ଯୁବରାଜ ସିଂ ବଡ଼ ବୟାନ ଦେଇଛନ୍ତି। ଅଭିଷେକ ଶର୍ମା ଏବଂ ବୈଭବ ସୂର୍ଯ୍ୟବଂଶୀଙ୍କ ଭଳି ଯୁବ ଖେଳାଳିଙ୍କୁ ଦିନିକିଆ ଦଳରେ ନିଶ୍ଚିତ ସୁଯୋଗ ମିଳିବା ଉଚିତ ବୋଲି ଯୁବରାଜ କହିଛନ୍ତି। ଆଗାମୀ ପିଢ଼ିର କ୍ରିକେଟରଙ୍କୁ ଗଢ଼ି ତୋଳିବାରେ ଲାଗିଛନ୍ତି…
ଶେଷରେ ରୋହିତ ଶର୍ମାଙ୍କୁ ନେଇ ମୁମ୍ବାଇ ଇଣ୍ଡିଆନ୍ସ ଦେଲା ବଡ଼ ଅପଡେଟ୍! IPL ପୂର୍ବରୁ ହଇଚଇ
ନୂଆଦିଲ୍ଲୀ,୩୧।୧୦: IPL ୨୦୨୭ ପୂର୍ବରୁ ମୁମ୍ବାଇ ଇଣ୍ଡିଆନ୍ସ ଦଳରେ କିଛି ବଡ଼ ପରିବର୍ତ୍ତନ କରାଯାଇଛି। କିରନ ପୋଲାର୍ଡଙ୍କୁ ଦଳର ନୂଆ ହେଡ କୋଚ ନିଯୁକ୍ତ କରାଯାଇଥିବା ବେଳେ କୋଚିଂ ଷ୍ଟାଫରେ ମଧ୍ୟ କିଛି ନୂଆ ଚେହେରା ସାମିଲ ହୋଇଛନ୍ତି। ଦୀର୍ଘ ଦିନ…
ମାତ୍ର ୧୫୭୭ ଦିନରେ ଏମିତି କାରନାମା କଲେ ଅର୍ଶଦୀପ ସିଂହ: ଭାଙ୍ଗିଲେ ୩ ବିଶ୍ୱରେକର୍ଡ
ନୂଆଦିଲ୍ଲୀ,୩୧।୧୦: ନ୍ୟୁଜିଲାଣ୍ଡ ବିପକ୍ଷ ଚତୁର୍ଥ ଟି-୨୦ ମ୍ୟାଚ୍ରେ ଭାରତୀୟ ଦ୍ରୁତ ବୋଲର ଅର୍ଶଦୀପ ସିଂହ ନିଜ ନାମରେ ଏକାଧିକ ବଡ଼ ରେକର୍ଡ କରିଛନ୍ତି। ନ୍ୟୁଜିଲାଣ୍ଡ ଅଧିନାୟକ ମିଚେଲ ସାଣ୍ଟନରଙ୍କ ଉଇିକେଟ ନେବା ସହ ଅର୍ଶଦୀପ ଟି-୨୦ ଅନ୍ତର୍ଜାତୀୟ କ୍ରିକେଟ୍ରେ ୧୫୦ ଉଇକେଟ…
ନ୍ୟୁଜିଲାଣ୍ଡ ବିପକ୍ଷ ଟେଷ୍ଟ ସିରିଜ ପୂର୍ବରୁ ବଢ଼ିଲା ଟିମଇଣ୍ଡିଆର ଟେନ୍ସନ୍: ପୁଣି ଫେଲ ମାରିଲେ..
ନୂଆଦିଲ୍ଲୀ,୩୧।୧୦: ନ୍ୟୁଜିଲାଣ୍ଡ ଗସ୍ତରେ ଭାରତୀୟ ଦଳର ଷ୍ଟାର୍ ଓପନର ଯଶସ୍ବୀ ଜୟସ୍ବାଲଙ୍କ ଖରାପ ଫର୍ମ ଏବେ ଟିମ ଇଣ୍ଡିଆର ଚିନ୍ତା ବଢ଼ାଇଛି। ନ୍ୟୁଜିଲାଣ୍ଡ ଏ’ ବିପକ୍ଷ ଦ୍ୱିତୀୟ ଅନଅଫିସିଆଲ ଟେଷ୍ଟ ମ୍ୟାଚ୍ରେ ମଧ୍ୟ ଜୟସ୍ବାଲ ବିନା ଖାତା ଖୋଲି ପ୍ୟାଭିଲିୟନ ଫେରିଛନ୍ତି।…
ବଡ଼ ରେକର୍ଡ କରିଦେଲେ ଶ୍ରେୟସ ଆୟର: ରୋହିତ ଶର୍ମାଙ୍କୁ ପକାଇଲେ ପଛରେ
ନୂଆଦିଲ୍ଲୀ,୩୧।୧୦: ନ୍ୟୁଜିଲାଣ୍ଡ ବିପକ୍ଷ ୫ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ୍ରେ ଭାରତୀୟ ଦଳକୁ ଚତୁର୍ଥ ମ୍ୟାଚ୍ରେ ବଡ଼ ପରାଜୟର ସାମ୍ନା କରିବାକୁ ପଡ଼ିଛି। ପ୍ରଥମ ୩ଟି ମ୍ୟାଚ ଜିତି ସିରିଜ ହାତେଇଥିବା ଟିମ ଇଣ୍ଡିଆ ଚତୁର୍ଥ ମ୍ୟାଚ୍ରେ ୮୭ ରନ୍ରେ ପରାସ୍ତ…
ଭାରତକୁ ହରାଇବା ପରେ ଖୁସି ପ୍ରକଟ କଲେ କିୱି ଅଧିନାୟକ: କହୁ କହୁ କହିଦେଲେ ଏମିତି, ଭାରତୀୟ ଖେଳାଳି ଶୁଣିଲେ…
ନୂଆଦିଲ୍ଲୀ,୩୧।୧୦: ନ୍ୟୁଜିଲାଣ୍ଡ ମାଟିରେ ଲଗାତାର ୩ଟି ମ୍ୟାଚ ଜିତିବା ପରେ ଚତୁର୍ଥ ଟି-୨୦ ମ୍ୟାଚରେ ପରାଜୟର ସାମ୍ନା କରିଛି ଟିମ ଇଣ୍ଡିଆ। ଅକଲାଣ୍ଡରେ ଖେଳାଯାଇଥିବା ଚତୁର୍ଥ ଟି-୨୦ ମ୍ୟାଚରେ ଭାରତକୁ ୮୭ ରନରେ ହରାଇଛି ନ୍ୟୁଜିଲାଣ୍ଡ। ଦୀର୍ଘ ସାଢ଼େ ୬ ବର୍ଷ…
ଅଭିଷେକ-ବୈଭବଙ୍କୁ ନେଇ ଯୁବରାଜଙ୍କ ବଡ଼ ବୟାନ, କହିଦେଲେ ଏମିତି କଥା! ଚାରିଆଡେ ପଡିଗଲା ଚହଳ
ନୂଆଦିଲ୍ଲୀ,୩୧।୧୦: ବିଶ୍ୱର ସବୁଠାରୁ ବିସ୍ଫୋରକ ଓପନିଂ ବ୍ୟାଟରଙ୍କ ମଧ୍ୟରେ ନିଜର ପରିଚୟ ସୃଷ୍ଟି କରିସାରିଛନ୍ତି ଅଭିଷେକ ଶର୍ମା। ତାଙ୍କର ବର୍ତ୍ତମାନର ଦମ୍ଦାର ଫର୍ମ ଦର୍ଶାଉଛି ଯେ, ରାଙ୍କିଂରେ ବିଶ୍ୱର ନମ୍ବର-୧ ସ୍ଥାନ ହାସଲ କରିବାକୁ ସେ ପ୍ରକୃତରେ ହକଦାର। ଏବେ ତାଙ୍କ…
BCCIର ବଡ଼ ନିଷ୍ପତ୍ତି: ଟିମ ଇଣ୍ଡିଆରୁ ବିଦାୟ ନେବେ ନୀତୀଶ ରେଡ୍ଡୀ! କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ
ନୂଆଦିଲ୍ଲୀ,୩୧।୧୦: ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଦିନିକିଆ ପରେ ଯୁବ ଅଲରାଉଣ୍ଡର ନୀତୀଶ କୁମାର ରେଡ୍ଡୀଙ୍କୁ ଭାରତୀୟ ଦିନିକିଆ ଦଳରୁ ରିଲିଜ କରିବାକୁ ବଡ଼ ନିଷ୍ପତ୍ତି ନେଇଛି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI)। ଏହାପରେ ସେ ତୃତୀୟ ଅନୌପଚାରିକ ଟେଷ୍ଟ ମ୍ୟାଚ…
ମ୍ୟାଚ୍ ହାରିଲା ଟିମ୍ ଇଣ୍ଡିଆ, କିନ୍ତୁ ଇତିହାସ ରଚିଲେ ଅଲରାଉଣ୍ଡର ଅକ୍ଷର ପଟେଲ
ନୂଆଦିଲ୍ଲୀ,୩୦।୧୦: ଭାରତୀୟ ଅଲରାଉଣ୍ଡର ଅକ୍ଷର ପଟେଲ ଟି-୨୦ କ୍ରିକେଟରେ ଏକ ନୂଆ ଇତିହାସ ରଚିଛନ୍ତି। ଟି-୨୦ କ୍ରିକେଟ ଫର୍ମାଟରେ ୩,୦୦୦ ରନ୍ ଏବଂ ୩୦୦ ଉଇକେଟର ‘ଡବଲ୍’ (Double) ମାଇଲଖୁଣ୍ଟ ଛୁଇଁବାରେ ସେ ପ୍ରଥମ ଭାରତୀୟ କ୍ରିକେଟର ହୋଇଛନ୍ତି। ନ୍ୟୁଜିଲ୍ୟାଣ୍ଡ ବିପକ୍ଷ…
୧୯ ବର୍ଷରୁ କମ୍ ଭାରତୀୟ ଏସିଆ କପ୍ ଦଳରେ ସ୍ଥାନ ପାଇଲେ ଡ୍ରାଭିଡ୍, ସେହ୍ବାଗଙ୍କ ପୁଅ
ନୂଆଦିଲ୍ଲୀ,୩୦ା୧୦: ଆସନ୍ତା ୫ରୁ ୧୪ ତାରିଖ ପର୍ଯ୍ୟନ୍ତ ଓମାନର ମସ୍କଟଠାରେ ଏସିସି ପୁରୁଷ ୧୯ ବର୍ଷରୁ କମ୍ ଏସିଆନ କପ୍ ଖେଳାଯିବ। ଏଥିଲାଗି ଘୋଷିତ ଭାରତୀୟ ଦଳରେ କର୍ନାଟକର ଅନଭୟ ଡ୍ରାଭିଡ୍ ଓ ଦିଲ୍ଲୀର ଆର୍ଯ୍ୟବୀର ସେହ୍ବାଗ ସ୍ଥାନ ପାଇଛନ୍ତି। ସେମାନେ…
IND vs NZ 4th T20: ଏହାକୁ ଲଜ୍ଜାଜନକ ପରାଜୟ କୁହାଯାଇପାରେ! ୭ ବର୍ଷ ପରେ ନ୍ୟୁଜିଲ୍ୟାଣ୍ଡରେ ହାରିଲା ଭାରତ
ନୂଆଦିଲ୍ଲୀ,୩୦।୧୦: ଏହା ଏକ ଅତ୍ୟନ୍ତ ଲଜ୍ଜାଜନକ ପ୍ରଦର୍ଶନ ଥିଲା, ଯେଉଁଥିରେ ବିଶେଷକରି ବ୍ୟାଟରମାନେ ଦଳକୁ ନିରାଶ କରିଥିଲେ। ସାତ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ନ୍ୟୁଜିଲ୍ୟାଣ୍ଡ ନିଜ ମାଟିରେ ଭାରତ ବିପକ୍ଷରେ ଏକ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ ଜିତିଛି। ଅକ୍ଲାଣ୍ଡରେ…
୬, ୬, ୬, ୬, ୬, ୱିକେଟ… ନୀତୀଶ ରେଡ୍ଡୀଙ୍କ ବୋଲିଂରେ କ୍ରମାଗତ ପାଞ୍ଚଟି ଛକା, ଆଉ ଷଷ୍ଠ ବଲରେ ହେଲା ଏମିତି; ପ୍ରତିଶୋଧ ପୂରଣ ହେଲା
ନୂଆଦିଲ୍ଲୀ,୩୦।୧୦: ନ୍ୟୁଜିଲ୍ୟାଣ୍ଡର ଷ୍ଟାର୍ ଅଲରାଉଣ୍ଡର ଗ୍ଲେନ ଫିଲିପ୍ସ ଶୁକ୍ରବାର (ଅକ୍ଟୋବର ୩୦) ଅକ୍ଲାଣ୍ଡରେ ଭାରତ ବିପକ୍ଷ ଚତୁର୍ଥ ଟି-୨୦ ମ୍ୟାଚରେ ଏକ ଚମତ୍କାର ଇନିଂସ ଖେଳି ଶତକ ହାସଲ କରିଛନ୍ତି। ଏହି ନ୍ୟୁଜିଲ୍ୟାଣ୍ଡ ଖେଳାଳି ମାତ୍ର ୪୯ଟି ବଲରୁ ୧୦୭ ରନ…

