କେତେ ହ୍ରାସ ପାଇବ ବିରାଟ-ରୋହିତଙ୍କ ଦରମା, ଆସିଲା ବଡ଼ ଅପଡେଟ୍, BCCIର ବୈଠକରେ…
ନୂଆଦିଲ୍ଲୀ,୧୧।୧୨: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI)ର ୩୧ତମ ବାର୍ଷିକ ସାଧାରଣ ବୈଠକ (AGM) ଡିସେମ୍ବର ୨୨ ତାରିଖରେ ଅନୁଷ୍ଠିତ ହେବାକୁ ଯାଉଛି। ଏଥର ସବୁଠାରୁ ଚର୍ଚ୍ଚିତ ବିଷୟ ହେଉଛି ଦୁଇ ବରିଷ୍ଠ ଭାରତୀୟ ଖେଳାଳି ବିରାଟ କୋହଲି ଏବଂ ରୋହିତ…
ଗମ୍ଭୀରଙ୍କ ଯୋଗୁ ମିଳିଲାନି ଅଧିନାୟକ ପଦ! ଶୁବମନଙ୍କ ଉପରେ କରାଯାଉଥିଲା ପ୍ଲାନିଂ, ସାମ୍ନାକୁ ଆସିଲା ବଡ଼ ସତ
ନୂଆଦିଲ୍ଲୀ,୧୧।୧୨: ଭାରତୀୟ କ୍ରିକେଟରେ ନିକଟରେ ପରିବର୍ତ୍ତନ ପ୍ରଶଂସକମାନଙ୍କୁ ଆଶ୍ଚର୍ଯ୍ୟ କରିଛି। ରୋହିତ ଶର୍ମାଙ୍କ ଟେଷ୍ଟ କ୍ରିକେଟରୁ ହଠାତ୍ ଅବସର ଏବଂ ପରବର୍ତ୍ତୀ ସମୟରେ ଶୁବମନ ଗିଲଙ୍କୁ ଅଧିନାୟକ ଭାବରେ ନିଯୁକ୍ତି ଅନେକ ପ୍ରଶ୍ନ ଉଠାଇଛି। ସୋସିଆଲ ମିଡିଆରେ ଆଲୋଚନା ଯୋଗୁ ଅନେକ…
ବାହାଘର ଭାଙ୍ଗିବା ପରେ ପ୍ରଥମଥର କ୍ୟାମେରା ଆଗରେ ମୁହଁ ଖୋଲିଲେ ସ୍ମୃତି ମନ୍ଧନା
ନୂଆଦିଲ୍ଲୀ,୧୦।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟର୍ ସ୍ମୃତି ମନ୍ଧନା ବ୍ୟକ୍ତିଗତ ଜୀବନର ଝଡ଼ ପରେ ପୁଣି ଥରେ ନିଜ ପ୍ରିୟ ଖେଳ କ୍ରିକେଟକୁ ଫେରିଛନ୍ତି। ନିକଟରେ ସଂଗୀତ ନିର୍ଦ୍ଦେଶକ ପଲାଶ ମୁଚ୍ଛଲଙ୍କ ସହ ତାଙ୍କର ବିବାହ ଭାଙ୍ଗିଯିବା ନେଇ…
ICC ଦିନିକିଆ ମାନ୍ୟତା: ଶୀର୍ଷରେ ରୋହିତ, ଦ୍ୱିତୀୟ ସ୍ଥାନକୁ ଉଠିଲେ କୋହଲି
ମୁମ୍ବାଇ,୧୦।୧୨: ଆଇସିସି ଦ୍ୱାରା ବୁଧବାର ପ୍ରକାଶିତ ସଦ୍ୟତମ ଦିନିକିଆ ମାନ୍ୟତାରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ଶୀର୍ଷ ସ୍ଥାନ ବଜାୟ ରଖିଥିବାବେଳେ ବିରାଟ କୋହଲି ଦୁଇଟି ସ୍ଥାନ ଉପରକୁ ଉଠି ଦ୍ୱିତୀୟ ସ୍ଥାନରେ ପହଞ୍ଚିଛନ୍ତି। ରୋହିତ ଶର୍ମା ୭୮୧ ରେଟିଂ ପଏଣ୍ଟ…
ହାର୍ଦ୍ଦିକଙ୍କ ବଡ଼ ବୟାନ, ପ୍ରେମିକା ମାହିକାଙ୍କୁ ନେଇ କହିଦେଲେ ଏତେ ବଡ଼ କଥା
ନୂଆଦିଲ୍ଲୀ,୧୦।୧୨: କଟକରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ହାର୍ଦ୍ଦିକଙ୍କ ଅଲରାଉଣ୍ଡ ପ୍ରଦର୍ଶନ ଯୋଗୁଁ ଟିମ ଇଣ୍ଡିଆ ୧୦୧ ରନର ବିଶାଳ ବିଜୟ ହାସଲ କରିଛି। ଦଳକୁ ଏକ କଷ୍ଟକର ପରିସ୍ଥିତିକୁ ନେଇ ହାର୍ଦ୍ଦିକ ୨୮ ବଲରେ ଅପରାଜିତ…
କଟକରେ ଐତିହାସିକ ରେକର୍ଡ କଲେ ବୁମ୍ରା: ପ୍ରଥମ ଭାରତୀୟ ବୋଲର୍ ଭାବେ…
କଟକ,୧୦।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ କଟକର ବାରବାଟୀ ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚ୍ରେ ଦକ୍ଷିଣ ଆଫ୍ରିକାକୁ ୧୦୧ ରନ୍ରେ ପରାସ୍ତ କରି ସିରଜ୍ରେ ୧-୦ରେ ଅଗ୍ରଣୀ…
ଦର୍ଶକଙ୍କୁ ମୁହଁରେ ବାଜିଲା ପାଣ୍ଡ୍ୟାଙ୍କ ବଲ୍: ଆଉ ତା’ପରେ ଘଟିଗଲା…
କଟକ,୧୦।୧୨: କଟକରେ ଖେଳାଯାଇଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍ରେ ଭାରତ ୧୦୧ ରନ୍ରେ ଦମ୍ଦାର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଭାରତ ୨୦ ଓଭରରେ ୬ ଉଇକେଟ ହରାଇ ୧୭୫ ରନ୍ କରିଥିଲା।…
ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପାଇଁ ଏମିତି କହିଦେଲେ ସୂର୍ଯ୍ୟକୁମାର: ବଢୁଛି ଚର୍ଚ୍ଚା
କଟକ,୧୦।୧୨: ଐତିହାସିକ ବାରବାଟୀ ଷ୍ଟାଡିୟମରେ ମଙ୍ଗଳବାର ଅନୁଷ୍ଠିତ ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍ରେ ଭାରତ ୧୦୧ ରନ୍ରେ ଦମ୍ଦାର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଭାରତ ୨୦ ଓଭରରେ ୬ ଉଇକେଟ ହରାଇ…
ବାରବାଟୀରେ ଭାରତର ବଡ଼ ବିଜୟ! ଦକ୍ଷିଣ ଆଫ୍ରିକାକୁ ୧୦୧ ରନରେ ହରାଇଲା ‘ସୂର୍ଯ୍ୟ’ ଟିମ୍
କଟକ,୯।୧୨: ମଙ୍ଗଳବାର ବାରବାଟୀ ଷ୍ଟାଡିୟମରେ ଖେଳାଯାଇଥିବା ୫ ମ୍ୟାଚ୍ ବିଶିଷ୍ଟ ଟି-୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚରେ ଭାରତୀୟ କ୍ରିକେଟ୍ ଟିମ୍ ଦକ୍ଷିଣ ଆଫ୍ରିକାକୁ ୧୦୧ ରନର ବୃହତ ବ୍ୟବଧାନରେ ପରାସ୍ତ କରି କଟକ ଠାରେ ଥିବା ପୂର୍ବ ରେକର୍ଡକୁ ଭାଙ୍ଗି ଦେଇଛି।…
IND vs SA: ବାରବାଟୀରେ ହାର୍ଦ୍ଦିକଙ୍କ ଛକା ବର୍ଷା, ଦକ୍ଷିଣ ଆଫ୍ରିକାକୁ ଟାର୍ଗେଟ…
କଟକ,୯।୧୨: ପ୍ରଥମ ଟି-୨୦ରେ ପ୍ରଥମେ ବ୍ୟାଟିଂ କରି ଭାରତ ୧୭୫ ରନ କରିଛି। ହାର୍ଦ୍ଦିକ ପାଣ୍ଡ୍ୟା ଦଳକୁ ୫୯ ରନର ଚମତ୍କାର ସ୍କୋରରେ ପହଞ୍ଚାଇଛନ୍ତି। ସଙ୍କଟରେ ପଡିଥିବା ବେଳେ ଶେଷରେ ଧମାକାଦାର ବ୍ୟାଟିଂ କରିଥିଲେ ପାଣ୍ଡ୍ୟା । ନିୟମିତ ବ୍ୟବଧାନରେ ଓ୍ବିକେଟ…
ବାରବାଟୀରେ ଘଣ୍ଟି ବଜାଇ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍ ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ
କଟକ,୯ା୧୨: କଟକର ବାରବାଟୀ ଷ୍ଟାଡିୟମ୍ରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍ ଖେଳାଯାଉଛି। ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଷ୍ଟାଡିୟମ୍ରେ ଉପସ୍ଥିତ ରହି ଘଣ୍ଟି ବଜାଇ ମ୍ୟାଚ୍କୁ ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରିଛନ୍ତି। ସୂଚନା…
ପ୍ରେମିକାଙ୍କ ‘ବ୍ୟକ୍ତିଗତ ମୁହୂର୍ତ୍ତ’ ଭାଇରାଲ୍, ଓଡ଼ିଶାରେ ଥାଇ ମିଡିଆ ଉପରେ ବର୍ଷିଲେ ହାର୍ଦ୍ଦିକ ପାଣ୍ଡ୍ୟା
ଭୁବନେଶ୍ୱର,୯ା୧୨: ଭାରତୀୟ କ୍ରିକେଟ୍ ଦଳର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ନିଜ ପ୍ରେମିକା ମହିକା ଶର୍ମାଙ୍କ ଭିଡିଓ ଏବଂ ଫଟୋ ଅନୁଚିତ ଆଙ୍ଗେଲ୍ରେ ଉଠାଇଥିବା ପାପାରାଜିଙ୍କ ଉପରେ ସୋସିଆଲ ମିଡିଆରେ କ୍ଷୋଭ ପ୍ରକାଶ କରିଛନ୍ତି। ସେ ଏହାକୁ ‘ଅପମାନଜନକ’ ଏବଂ ‘ବ୍ୟକ୍ତିଗତ ଜୀବନରେ…
Archives


