ବର୍ଷା ଯୋଗୁ ମ୍ୟାଚ୍ ବିଳମ୍ବ
ନୂଆଦିଲ୍ଲୀ,୧୪।୪: ଦିଲ୍ଲୀ ଅରୁଣ ଜେଟଲୀ ଷ୍ଟାଡିୟମରେ ଗୁରୁବାର ଖେଳା ହେବାକୁ ଥିବା କୋଲକାତା ନାଇଟ୍ ରାଇଡର୍ସ ଏବଂ ଦିଲ୍ଲୀ କ୍ୟାପିଟାଲ ମ୍ୟାଚ୍ ବର୍ଷା ଯୋଗୁ ବାଧାପ୍ରାପ୍ତ ହୋଇଛି। ଟସ୍ ପୂର୍ବରୁ ବର୍ଷା ହେବାରୁ ମ୍ୟାଚ୍ ଆରମ୍ଭରେ ବିଳମ୍ବ ହୋଇଛି।
ବାଙ୍ଗାଲୋରର ତୃତୀୟ ବିଜୟ
ମୋହାଲି,୨୦।୪: ମୋହାଲି ସ୍ଥିତ ପଞ୍ଜାବ କ୍ରିକେଟ ଆସୋସିଏଶନ ଆଇଏସ୍ ବିନ୍ଦ୍ରା ଷ୍ଟାଡିୟମରେ ଗୁରୁବାର ଖେଳାଯାଉଥିବା ଆଇପିଏଲ୍ର ୨୭ତମ ମ୍ୟାଚ୍ରେ ବିରାଟ କୋହଲିଙ୍କ ନେତୃତ୍ୱଧୀନ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ୨୪ ରନ୍ରେ ବିଜୟୀ ହୋଇଛି। ଏହି ବିଜୟ ସହ ବାଙ୍ଗାଲୋର ୬ଟି ମ୍ୟାଚ୍…
ବିଦେଶରେ ବି ମୁମ୍ବାଇ ଇଣ୍ଡିଆନ୍ସର ପ୍ରଶଂସକ, ପର୍ବତ ଶିଖରରେ ଉଡ଼ାଇଲେ ପତାକା
ପ୍ରଶଂସକଙ୍କ ବିନା ଆଇପିଏଲ ଅସମ୍ପୂର୍ଣ୍ଣ ଅଟେ। ପ୍ରତ୍ୟେକ ଫ୍ରାଞ୍ଚାଇଜ ଫଲୋ କରୁଥିବା ପ୍ରଶଂସକ ଏତେ ଅଧିକ ଯେ, ଲୋକମାନେ ସୋସିଆଲ ମିଡିଆରେ ଚର୍ଚ୍ଚାରେ ରହିବାକୁ କିଛି ବି ପୋଷ୍ଟ କରନ୍ତି। ଭାରତୀୟ ଅଧିନାୟକ ରୋହିତ ଶର୍ମାଙ୍କ ନେତୃତ୍ୱରେ ମୁମ୍ବାଇ ଇଣ୍ଡିଆନ୍ସ ଆଇପିଏଲର…
ଧୋନୀ ନୁହନ୍ତି କି ରୋହିତ, ଏହି ଖେଳାଳିଙ୍କୁ ଶ୍ରେଷ୍ଠ କହିଲେ କୋହଲି
ଆରସିବି ଦଳର ପୂର୍ବତନ ଅଧିନାୟକ ବିରାଟ କୋହଲି ତାଙ୍କର ଗୋଟିଏ ବିବୃତ୍ତିରେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛନ୍ତି। ଅନେକ ଭେଟେରାନ ଖେଳାଳି ମହେନ୍ଦ୍ର ସିଂ ଧୋନୀଙ୍କୁ ଆଇପିଏଲର ‘GOAT’ (greatest of all time) ଅର୍ଥାତ୍ ଶ୍ରେଷ୍ଠ ଖେଳାଳି ବୋଲି କହୁଥିବା ବେଳେ…
ପଞ୍ଚାବ ଆଗରେ ୧୭୫ ରନ୍ର ଟାର୍ଗେଟ୍
ମୋହାଲି,୨୦।୪: ମୋହାଲି ସ୍ଥିତ ପଞ୍ଜାବ କ୍ରିକେଟ ଆସୋସିଏଶନ ଆଇଏସ୍ ବିନ୍ଦ୍ରା ଷ୍ଟାଡିୟମରେ ଗୁରୁବାର ଖେଳାଯାଉଥିବା ଆଇପିଏଲ୍ର ୨୭ତମ ମ୍ୟାଚ୍ରେ ପଞ୍ଜାବ କିଙ୍ଗ୍ସ ଅଧିନାୟକ ସାମ କୁରାନ ଟସ୍ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଫଳରେ ବିରାଟ କୋହଲିଙ୍କ ନେତୃତ୍ୱଧୀନ ରୟାଲ…
ଟସ୍ ଜିତି ପଞ୍ଜାବର ବୋଲିଂ ନିଷ୍ପତ୍ତି
ମୋହାଲି,୨୦।୪: ମୋହାଲି ସ୍ଥିତ ପଞ୍ଜାବ କ୍ରିକେଟ ଆସୋସିଏଶନ ଆଇଏସ୍ ବିନ୍ଦ୍ରା ଷ୍ଟାଡିୟମରେ ଗୁରୁବାର ଖେଳାଯାଉଥିବା ଆଇପିଏଲ୍ର ୨୭ତମ ମ୍ୟାଚ୍ରେ ପଞ୍ଜାବ କିଙ୍ଗ୍ସ ଅଧିନାୟକ ସାମ କୁରାନ ଟସ୍ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଆଜିର ମ୍ୟାଚ୍ରେ ବିରାଟ କୋହଲିଙ୍କ…
ଧାୱନଙ୍କ ପାଇଁ ଚିନ୍ତାରେ ପଞ୍ଜାବ କିଙ୍ଗ୍ସ, ଆହତ ପାଇଁ ପୂର୍ବ ମ୍ୟାଚରୁ ପଡିଥିଲେ ବାଦ୍
ମୋହଲି,୨୦।୪: ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ)ର ୨୭ତମ ମ୍ୟାଚ ଗୁରୁବାର ଅପରାହ୍ନ ସାଢ଼େ ୩ଟାରେ ରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ମଧ୍ୟରେ ଖେଳାଯିବ। ପଞ୍ଜାବ କିଙ୍ଗ୍ସ ଗତ ମ୍ୟାଚ୍ରେ ୨ ଉଇକେଟ୍ରେ ଜିତିଥିଲା। ହେଲେ…
ଦିଲ୍ଲୀରେ ଡିସି-କେକେଆର ମୁହାଁମୁହିଁ, ଡିସି ପାଇଁ କର ବା ମର ସ୍ଥିତି…
ନୂଆଦିଲ୍ଲୀ ,୨୦।୪ : ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ)ର ୨୮ତମ ମ୍ୟାଚ ଗୁରୁବାର ସନ୍ଧ୍ୟା ସାଢ଼େ ୭ଟାରେ ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯିବ। ଦିଲ୍ଲୀ କ୍ୟାପିଟାଲ୍ସ(ଡିସି) ଏବଂ କୋଲକାତା ନାଇଟ ରାଇଡର୍ସ(କେକେଆର) ମୁହାଁମୁହିଁ ହେବେ। ମ୍ୟାଚରେ ରହିବା ପାଇଁ ଡିସି…
ମୋହାଲିରେ ଆଇପିଏଲର ୨୭ତମ ମ୍ୟାଚ: ପିବିକେଏସ-ଆରସିବି ଲଢ଼େଇ…
ମୋହାଲି,୨୦।୪ : ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ)ର ୨୭ତମ ମ୍ୟାଚ ଗୁରୁବାର ଅପରାହ୍ନ ସାଢ଼େ ୩ଟାରେ ରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ଏବଯ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ମଧ୍ୟରେ ଖେଳାଯିବ। ମୋହାଲିର ପଞ୍ଜାବ କ୍ରିକେଟ ଆସୋସିଏଶନ ଆଇଏସ ବିନ୍ଦ୍ରା ଷ୍ଟାଡିୟମରେ…
ପାରା ବ୍ୟାଡମିଣ୍ଟନ: ବିଶ୍ୱର ପ୍ରଥମ ସ୍ଥାନରେ ପ୍ରମୋଦ-ସୁକାନ୍ତ
ଭୁବନେଶ୍ବର,୨୦।୪: ପାରା ବ୍ୟାଡମିଣ୍ଟନ ଖେଳାଳୀ ପ୍ରମୋଦ ଭଗତ ଏବଂ ସୁକାନ୍ତ କଦମ ଏବେ ଆଉ ଏକ ମାନ୍ୟତା ହାସଲ କରିଛନ୍ତି। ନିକଟରେ ବ୍ରାଜିଲ ପାରା ବ୍ୟାଡମିଣ୍ଟନ ପ୍ରତିଯୋଗିତାରେ ସ୍ବର୍ଣ୍ଣ ଜିତିଥିବା ବେଳେ ଏହି ଭାରତୀୟ ଯୋଡି ବୁଧବାର ଘୋଷିତ ମାନ୍ୟତାର ଶୀର୍ଷ…
ଭୁବନେଶ୍ୱରରେ ଇଣ୍ଟରକଣ୍ଟିନେଣ୍ଟାଲ କପ୍
ଭୁବନେଶ୍ୱର, ୨୦।୪ (କ୍ରୀଡ଼ା ପ୍ରତିନିଧି): ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ହେବାକୁ ଯାଉଛି ଆଉ ଏକ ଅନ୍ତର୍ଜାତୀୟ ଫୁଟବଲ ଟୁର୍ନାମେଣ୍ଟ। ମଣିପୁରରେ ତ୍ରିରାଷ୍ଟ୍ରୀୟ ଅନ୍ତର୍ଜାତୀୟ ଫୁଟବଲ ଟୁର୍ନାମେଣ୍ଟର ଗ୍ରାଣ୍ଡ ସଫଳତା ପରେ ସର୍ବଭାରତୀୟ ଫୁଟବଲ ଫେଡେରେଶନ (ଏଆଇଏଫ୍ଏଫ୍) ଓଡ଼ିଶା ସରକାରଙ୍କ ସହଯୋଗକ୍ରମେ ଭୁବନେଶ୍ୱରରେ…
ଓଡ଼ିଶାରୁ ଭାଗନେବେ ୧୧ ଖେଳାଳି
ଭୁବନେଶ୍ୱର, ୨୦।୪ (କ୍ରୀଡ଼ା ପ୍ରତିନିଧି): ରୋଲ ବଲ୍ ବିଶ୍ୱକପ୍ର ୬ଷ୍ଠ ସଂସ୍କରଣ ପୁଣେର ବାଲଓ୍ବୋଡ଼ି ଷ୍ଟାଡିୟମରେ ଚଳିତମାସ ୨୧ରୁ ୨୬ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏଥିରେ ଭାଗ ନେବାପାଇଁ ଓଡ଼ିଶାର ୧୧ ପ୍ରତିଭା ସମ୍ପନ୍ନ ରୋଲ ବଲ୍ ଖେଳାଳି ମନୋନୀତ ହୋଇଛନ୍ତି।…

