ଖେଳ

ହାତରେ କଳା ପଟି ବାନ୍ଧି ଫାଇନାଲ ଖେଳୁଛନ୍ତି ଇଂଲଣ୍ଡ ଖେଳାଳି

ମେଲବୋର୍ନ,୧୩।୧୧: ପାକିସ୍ତାନ ବିପକ୍ଷରେ ଟି୨୦ ବିଶ୍ୱକପ୍‌ ୨୦୨୨ର ଫାଇନାଲ ମୁକାବିଲା ଖେଳୁଛି ଇଂଲଣ୍ଡ। ଏହି ମ୍ୟାଚ୍‌ରେ ଇଂଲଣ୍ଡ ଖେଳାଳି ହାତରେ କଳା ପଟି ବାନ୍ଧି ଖେଳୁଥିବା ଦେଖାଯାଇଛି। ଏହାକୁ ନେଇ ଅନେକଙ୍କ ମନରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ତେବେ ଇଂଲଣ୍ଡ...

ନୂଆ ଇଂନିସ ଆରମ୍ଭ କରିବେ ସାନିଆ-ଶୋଏବ

ଦୁବାଇ,୧୩।୧୧: ଭାରତର ଟେନିସ ତାରକା ସାନିଆ ମିର୍ଜା ଏବଂ ପାକିସ୍ତାନୀ କ୍ରିକେଟର ଶୋଏବ ମଲିକ ଛାଡପତ୍ରକୁ ନେଇ ବେଶ୍‌ ଆଲୋଚନା ହେଉଛି। ଏହି ଚର୍ଚ୍ଚା ମଧ୍ୟରେ ଦୁହେଁ ଏକ ନୂଆ ଇଂନିସ ଆରମ୍ଭ କରିବାକୁ ଘୋଷଣା କରିଛନ୍ତି। ଦୁହେଁ ମିଶି...

ଇଂଲଣ୍ଡ ପାଇଁ ୧୩୮ ରନ୍‌ର ବିଜୟ ଲକ୍ଷ୍ୟ…

ମେଲବୋର୍ନ,୧୩।୧୧ : ଟି-୨୦ ବିଶ୍ୱକପର ଫାଇନାଲରେ ପାକିସ୍ତାନ ଏବଂ ଇଂଲଣ୍ଡ ମଧ୍ୟରେ ମେଲବୋର୍ନ ଗ୍ରାଉଣ୍ଡରେ ହେଉଥିବା ମ୍ୟାଚ୍‌ରେ ଇଂଲଣ୍ଡ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ପାକିସ୍ତାନ ଅଧିନାୟକ ବାବର ଆଜମଙ୍କ ନେତୃତ୍ୱରେ ଟିମ୍‌ ପାକିସ୍ତାନ ବ୍ୟାଟିଂ କରିବାକୁ...

ଟସ ଜିତିଲା ଇଂଲଣ୍ଡ, ପ୍ରଥମେ ବୋଲିଂ…

ମେଲବୋର୍ନ,୧୩।୧୧ : ଟି-୨୦ ବିଶ୍ୱକପର ଫାଇନାଲରେ ପାକିସ୍ତାନ ଏବଂ ଇଂଲଣ୍ଡ ମଧ୍ୟରେ ମୁକାବିଲା ମେଲବୋର୍ନ ଗ୍ରାଉଣ୍ଡରେ ହେଉଛି। ଏହି ମ୍ୟାଚ୍‌ରେ ଇଂଲଣ୍ଡ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ପାକିସ୍ତାନ ଅଧିନାୟକ ବାବର ଆଜମଙ୍କ ନେତୃତ୍ୱରେ ଟିମ୍‌ ପାକିସ୍ତାନ...

ମେଲବୋର୍ନ ଆକାଶରେ କଳା ବାଦଲ, ଫାଇନାଲ ଲଢ଼େଇ ରିଜର୍ଭ ଦିବସରେ ହେବା ଆଶଙ୍କା…

ମେଲବୋର୍ନ,୧୩।୧୧ : ଟି-୨୦ ବିଶ୍ୱକପରେ ବର୍ଷା ଯୋଗୁଁ ପାକିସ୍ତାନ ଏବଂ ଇଂଲଣ୍ଡ ମଧ୍ୟରେ ହେବାକୁ ଫାଇନାଲ ମ୍ୟାଚ ନେଇ ଆଶଙ୍କା ଦେଖାସେଇଛି। ମେଲବୋର୍ନରେ ହାଲୁକା ବର୍ଷା ହେଉଛି, କିନ୍ତୁ କଳା ବାଦଲ ସମଗ୍ର ସହରକୁ ଘୋଡାଇ ରଖିଛି। ଅନ୍ତିମ ମ୍ୟାଚ...

ନର୍ଭସ ନୁହେଁ ଉତ୍ସାହିତ ଅଛି: ବାବର

ମେଲବୋର୍ନ,୧୨।୧୧: ପାକିସ୍ତାନୀ ଅଧିନାୟକ ବାବର ଆଜମ ଆଉ ଗୋଟିଏ ମ୍ୟାଚ୍‌ ପରେ ମହାନ କ୍ରିକେଟର ଇମରାନ ଖାଁଙ୍କ ଉପଲବ୍ଧିର ସମକକ୍ଷ ହେବେ। ହେଲେ ସେ ଏଥିପାଇଁ ନର୍ଭସ ହେବା ପରିବର୍ତ୍ତେ ଉତ୍ସାହିତ ଅଛନ୍ତି। କାରଣ ସେ ବିଶ୍ୱକପ୍‌ରେ ଗତ ୩...

ପୁଣି ଥରେ ଆଇସିସି ଅଧ୍ୟକ୍ଷ ଭାବେ ନିର୍ବାଚିତ ହେଲେ ଗ୍ରେଗ୍‌ ବାର୍କଲେ, ଜୟ ଶାହାଙ୍କୁ ମିଳିଲା ବଡ ଦାୟିତ୍ୱ

ମେଲବୋର୍ନ,୧୨।୧୧: ନ୍ୟୁଜିଲ୍ୟାଣ୍ଡର ଗ୍ରେଗ୍‌ ବାର୍କଲେ ଶନିବାର ସର୍ବସମ୍ମତି କ୍ରମେ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ(ଆଇସିସି)ର ଅଧ୍ୟକ୍ଷ ଭାବେ ଦ୍ୱିତୀୟ ଥର ଲାଗି ନିର୍ବାଚିତ ହୋଇଛନ୍ତି। ବାର୍କଲେଙ୍କ କାର୍ଯ୍ୟକାଳ ଦୁଇ ବର୍ଷ ରହିବ। ଜିମ୍ବାୱେର ତାୱେଙ୍ଗୱା ମୁକୁହଲାନି ନିଜ ନାମ ପ୍ରତ୍ୟାହାର କରିନେବାପରେ...

‘ମୁଁ ଭାବୁଛି ପାକିସ୍ତାନ ଜିତିବ’

ନୂଆଦିଲ୍ଲୀ,୧୨।୧୧: ଆଇସିସି ଟି-୨୦ ବିଶ୍ୱକପ୍‌ ଫାଇନାଲରେ ମୁହାଁମୁହିଁ ହେବେ ପାକିସ୍ତାନ-ଇଂଲଣ୍ଡ। ଏହି ମୁକାବିଲାରେ ବାବର ଆଜମ ନେତୃତ୍ୱାଧୀନ ପାକିସ୍ତାନ ଟିମ୍‌କୁ ସମର୍ଥନ କରିବାକୁ ନିଷ୍ପତ୍ତି ନେଇଛନ୍ତି ଭାରତର ପୂର୍ବତନ ମୁଖ୍ୟ ଚୟନକର୍ତ୍ତା କିରଣ ମୋରେ। ପାକିସ୍ତାନ ଟାଇଟଲ ଜିତିଲେ କ୍ରିକେଟ...

ମୁଁ ଆଗାମୀ ବିଶ୍ୱକପ୍‌ରେ କିଛି ଖେଳାଳିଙ୍କ ମୁହଁ ଦେଖିବାକୁ ଚାହେଁନା: ସେହ୍ବାଗ

ନୂଆଦିଲ୍ଲୀ,୧୨।୧୧: ଭାରତର ଟି୨୦ ବିଶ୍ୱକପ୍‌ ୨୦୨୨ରେ ବାଜିମାତ୍‌ କରିବାର ସ୍ବପ୍ନ ଅଧାରେ ରହିଗଲା। ସେମିଫାଇନାଲରେ ଶୋଚନୀୟ ପରାଜୟ ପରେ ଭାରତୀୟ ଟିମ୍‌ରେ ପରିବର୍ତ୍ତନ ଆଶଙ୍କା ସୃଷ୍ଟି ହୋଇଛି। ଏସବୁ ମଧ୍ୟରେ ପୂର୍ବତନ ବିସ୍ଫୋରକ ବ୍ୟାଟ୍ସମ୍ୟାନ ବିରେନ୍ଦ୍ର ସେହ୍ବାଗ କହିଛନ୍ତି ଯେ,...

‘ଓ୍ବାର୍କଲୋଡ୍‌ ଖାଲି ଭାରତ ପାଇଁ ଖେଳିବା ବେଳେ, ଆଇପିଏଲ୍‌ରେ ତ କେହି ଥକ୍କା ହେଉନାହଁ’

ନୂଆଦିଲ୍ଲୀ,୧୨।୧୧: ସେମିଫାଇନାଲରେ ଇଂଲଣ୍ଡ ବିପକ୍ଷରେ ଲଜ୍ଜାଜନକ ପରାଜୟ ପରେ ଟିମ୍‌ ଇଣ୍ଡିଆକୁ ବିଭିନ୍ନ ମହଲରେ ସମାଲୋଚନା କରାଯାଉଛି। ବିଶେଷକରି ଖେଳାଳିମାନେ ଆଇପିଏଲ୍‌ ସମୟରେ ଜବରଦସ୍ତ ପ୍ରଦର୍ଶନ କରିବାକୁ ଚେଷ୍ଟା କରୁଥିବା ବେଳେ ଅନ୍ତର୍ଜାତୀୟ ମ୍ୟାଚ୍‌ରେ ନିରାଶ କରିବାକୁ ନେଇ ପ୍ରଶ୍ନ...

ଦମୟନ୍ତୀ ଖେସ୍‌ଙ୍କୁ ସ୍ବର୍ଣ୍ଣ ପଦକ

ଭୁବନେଶ୍ୱର, ୧୨ା୧୧(କ୍ରୀଡ଼ା ପ୍ରତିନିଧି): ଆସାମର ଗୁଆହାଟୀଠାରେ ଶୁକ୍ରବାର ଆରମ୍ଭ ହୋଇଥିବା ୩୭ତମ ଜାତୀୟ ଜୁନିୟର ଆଥ୍‌ଲେଟିକ୍ସ ମିଟ୍‌ର ପ୍ରଥମ ଦିବସରେ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି ଓଡ଼ିଶାର ଦମୟନ୍ତୀ ଖେସ। ୨୦ ବର୍ଷରୁ କମ୍‌ ବର୍ଗ ବାଳିକା ଜାଭେଲିନ୍‌ ଥ୍ରୋରେ...

ବର୍ଷାରେ ଧୋଇବ ଫାଇନାଲ, ଯୁଗ୍ମ ବିଜେତା ସମ୍ଭାବନା

ମେଲବୋର୍ନ,୧୨ା୧୧(ପି.ଟି.): ଆସନ୍ତା ରବିବାର ମେଲବୋର୍ନ କ୍ରିକେଟ ଗ୍ରାଉଣ୍ଡରେ ହେବାକୁଥିବା ପାକିସ୍ତାନ-ଇଂଲଣ୍ଡ ଟି୨୦ କ୍ରିକେଟ ବିଶ୍ୱକପ୍‌ ମ୍ୟାଚ ବର୍ଷାରେ ଧୋଇଯିବା ସମ୍ଭାବନା ରହିଛି। ଏପରି ହେଲେ ଦୁଇ ଦଳ ଯୁଗ୍ମ ବିଜେତା ଘୋଷିତ ହେବେ। ରବିବାର ମେଲବୋର୍ନରେ ବର୍ଷା ହେବାର ସମ୍ଭାବନା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri