ଖେଳ

କୋହଲିଙ୍କ ମ୍ୟାଚ୍‌ ଫି’ର ୧୦ ପ୍ରତିଶତ କଟିଲା

ବେଙ୍ଗାଲୁରୁ,୧୯।୪(ପି.ଟି.): ଆଇପିଏଲ୍‌ ଫ୍ରାଞ୍ଚାଇଜି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆରସିବି) ଖେଳାଳି ବିରାଟ କୋହଲିଙ୍କ ୧୦ ପ୍ରତିଶତ ମ୍ୟାଚ୍‌ ଫି’ କଟାଯାଇଛି। ଆଚରଣବିଧି ଉଲ୍ଲଂଘନ କାରଣରୁ ଏଭଳି ନିଷ୍ପତ୍ତି ନିଆଯାଇଛି। ଚିନ୍ନାସ୍ବାମୀ ଷ୍ଟାଡିୟମରେ ସୋମବାର ଚେନ୍ନାଇ ସୁପରକିଙ୍ଗ୍ସ ବିପକ୍ଷ ମ୍ୟାଚରେ ଏକ ଉଇକେଟ ପତନ…

ଭେଙ୍କଟରାମ ବୈଷୟିକ ନିର୍ଦ୍ଦେଶକ

ଭୁବନେଶ୍ୱର, ୧୯।୪(କ୍ରୀଡ଼ା ପ୍ରତିନିଧି): ଓଡ଼ିଶା କ୍ରିକେଟ ଏକାଡେମୀର ନୂଆ ବୈଷୟିକ ନିର୍ଦ୍ଦେଶକ ଭାବେ ନିଯୁକ୍ତ ହୋଇଛନ୍ତି ଭି. ଭେଙ୍କଟରାମ। ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ)ର କ୍ରିକେଟ ଆଡ୍‌ଭାଇଜରି କମିଟି (ସିଏସି) ଭେଙ୍କଟରାମଙ୍କୁ ଏହି ନିଯୁକ୍ତି ଦେଇଛି। ସେ ନିଜ କ୍ରିକେଟ କ୍ୟାରିୟରରେ…

ପ୍ରତି ମ୍ୟାଚ ପୂର୍ବରୁ ପାପାଙ୍କ ସହିତ କଥା ହେଉଛି, ଆଇପିଏଲରେ ପ୍ରଥମ ଓ୍ବିକେଟ ନେବା ପରେ କହିଲେ ଅଜୁର୍ନ ତେନ୍ଦୁଲକର…

କୋଲକାତା,୧୯।୪ : ଆଇପିଏଲ ୨୦୨୩ ରେ ତାଙ୍କ ଦଳ ମୁମ୍ବାଇ ଇଣ୍ଡିଆନ୍ସକୁ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ଜିତାଇବା ପରେ ଅର୍ଜୁନ ତେନ୍ଦୁଲକର ତାଙ୍କ ପିତାଙ୍କ ସହ ହୋଇଥିବା ବାର୍ତ୍ତାଳାପକୁ ପ୍ରକାଶ କରିଛନ୍ତି। ଏହି ମ୍ୟାଚ ଅର୍ଜୁନଙ୍କ ପାଇଁ ସ୍ମରଣୀୟ ହେବ, କାରଣ…

୧୪ ରନରେ ଜିତିଲା ଏମଆଇ…

ହାଇଦ୍ରାବାଦ,୧୮।୪ : ଆଇପିଏଲ ସିରିଜ ୧୬ର ୨୫ତମ ମ୍ୟାଚରେ ମଙ୍ଗଳବାର ସନ ରାଇଜର୍ସ ହାଇଦ୍ରାବାଦ (ଏସଆରଏଚ) ବିପକ୍ଷରେ ମୁମ୍ବାଇ ଇଣ୍ଡିଆନ୍ସ(ଏମଆଇ) ୧୪ ରନରେ ଜିତିଛି। ଧାର୍ଯ୍ୟ ୧୯୩ ରନର ପିଛା କରି ଏସଆରଏଚ ୧୯.୫ ଓଭରରେ ୧୦ ଓ୍ବିକେଟ ହରାଇ ୧୭୮…

ଏସଆରଏଚକୁ ୧୯୩ ରନର ବିଜୟ ଲକ୍ଷ୍ୟ ଦେଲା ଏମଆଇ…

ହାଇଦ୍ରାବାଦ,୧୮।୪ : ଆଇପିଏଲ ସିରିଜ ୧୬ର ୨୫ତମ ମ୍ୟାଚ ମଙ୍ଗଳବାର ସନ ରାଇଜର୍ସ ହାଇଦ୍ରାବାଦ (ଏସଆରଏଚ) ଏବଂ ମୁମ୍ବାଇ ଇଣ୍ଡିଆନ୍ସ(ଏମଆଇ) ମଧ୍ୟରେ ହାଇଦ୍ରାବାଦର ରାଜୀବ ଗାନ୍ଧୀ ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ ଖେଳାଯାଉଛି। ଏସଆରଏଚ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା।…

ଏସଆରଏଚ ଜିତିଲା ଟସ, ପ୍ରଥମେ ବୋଲିଂ…

ହାଇଦ୍ରାବାଦ,୧୮।୪ : ଆଇପିଏଲ ସିରିଜ ୧୬ର ୨୫ତମ ମ୍ୟାଚ ମଙ୍ଗଳବାର ସନ ରାଇଜର୍ସ ହାଇଦ୍ରାବାଦ (ଏସଆରଏଚ) ଏବଂ ମୁମ୍ବାଇ ଇଣ୍ଡିଆନ୍ସ(ଏମଆଇ) ମଧ୍ୟରେ ହାଇଦ୍ରାବାଦର ରାଜୀବ ଗାନ୍ଧୀ ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ ଖେଳାଯାଉଛି। ଏସଆରଏଚ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି।…

ଆଇପିଏଲ୍‌ ୨୦୨୩: ଆଜି ମୁମ୍ବାଇ ଇଣ୍ଡିଆନ୍ସକୁ ଭେଟିବ ସନ୍‌ରାଇଜର୍ସ ହାଇଦ୍ରାବାଦ

ହାଇଦ୍ରାବାଦ,୧୮।୪: ସୋମବାର ଆଇପିଏଲ୍‌ ୨୦୨୩ର ସିଜିନ ୧୬ର ୨୫ ତମ ମ୍ୟାଚ ମୁମ୍ବାଇ ଇଣ୍ଡିଆନ୍ସ(ଏମ୍‌ଆଇ) ଏବଂ ସନ୍‌ରାଇଜର୍ସ ହାଇଦ୍ରାବାଦ(ଏସ୍‌ଆର୍‌ଏଚ୍‌) ମଧ୍ୟରେ ହାଇଦ୍ରାବାଦର ରାଜୀବ ଗାନ୍ଧୀ ଷ୍ଟାଡିୟମରେ ସନ୍ଧ୍ୟା ସାଢ଼େ ୭ଟାରେ ଖେଳାଯିବ। ମୁମ୍ବାଇ ଓ ହାଇଦ୍ରାବାଦ ପ୍ରତିଯୋଗିତା ଆରମ୍ଭରୁ ୨ ଲେଖାଏ…

କେରଳରୁ ଆଉ ଏକ ସେଲ୍‌ କମ୍ପାନୀର ନିର୍ଦ୍ଦେଶକ ଗିରଫ

ଭୁବନେଶ୍ୱର,୧୮।୪(ବ୍ୟୁରୋ): ଫୁଟ୍‌ବଲ ବେଟିଂ/ଗେମିଙ୍ଗ୍‌ ଆପ୍‌(18football.com)ରେ ଦେଶବ୍ୟାପୀ ୧ହଜାର କୋଟିରୁ ଊର୍ଦ୍ଧ୍ୱ ଠକେଇ ମାମଲାରେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା(ଇଓଡବ୍ଲ୍ୟୁ) ଆଉ ଜଣେ ଅଭିଯୁକ୍ତଙ୍କୁ କେରଳରୁ ଗିରଫ କରିଛି। ସେ ହେଲେ କେରଳ ଥ୍ରିସୁର ଅଞ୍ଚଳର ଦିଲୀପ କୁମାର। ଅଭିଯୁକ୍ତ ଦିଲୀପ କେରଳରେ…

ଆରସିବିକୁ ହରାଇ ସିଏସକେର ଦମଦାର ବିଜୟ…..

ବେଙ୍ଗାଲୁରୁ,୧୭।୪ : ସୋମବାର ଆଇପିଏଲ ୨୦୨୩ର ସିଜନ ୧୬ର ୨୪ ତମ ମ୍ୟାଚରେ ରୟାଲ୍ ଚ୍ୟାଲେଞ୍ଜରର୍ସ ବାଙ୍ଗାଲୋର(ଆରସିବି)କୁ ହରାଇ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସକେ)ବିଜୟୀ ହୋଇଛି। ସିଏସକେ ୨୦ ଓଭରରେ ୬ ଓ୍ବିକେଟ ହରାଇ ୨୨୬ ରନ୍‌ କରିଥିଲା। ଫଳରେ ଆରସିବି ପାଇଁ…

ଆରସିବିକୁ ଜିତିବାକୁ ହେଲେ କରିବାକୁ ପଡ଼ିବ ୨୨୭ ରନ୍‌…

ବେଙ୍ଗାଲୁରୁ,୧୭।୪ : ସୋମବାର ଆଇପିଏଲ ୨୦୨୩ର ସିଜନ ୧୬ର ୨୪ ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସକେ) ଏବଂ ରୟାଲ ଚ୍ୟାଲେଞ୍ଜରର୍ସ ବାଙ୍ଗାଲୋର(ଆରସିବି) ମଧ୍ୟରେ ବେଙ୍ଗାଲୁରୁର ଏମ. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଉଛି। ତେବେ ମ୍ୟାଚରେ ପ୍ରଥମେ ଆରସିବି ଟସ ଜିତି ବୋଲିଂ…

ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଲା ଆରସିବି…

ବେଙ୍ଗାଲୁରୁ,୧୭।୪: ସୋମବାର ଆଇପିଏଲ ୨୦୨୩ର ସିଜନ ୧୬ର ୨୪ ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସକେ) ଏବଂ ରୟାଲ ଚ୍ୟାଲେଞ୍ଜରର୍ସ ବାଙ୍ଗାଲୋର(ଆରସିବି) ମଧ୍ୟରେ ବେଙ୍ଗାଲୁରୁର ଏମ. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଉଛି। ତେବେ ମ୍ୟାଚରେ ପ୍ରଥମେ ଆରସିବି ଟସ୍‌ ଜିତି ବୋଲିଂ କରିବାକୁ…

ମେ’ ୭ ତାରିଖରେ ଡବ୍ଲ୍ୟୁଏଫ୍‌ଆଇ ନିର୍ବାଚନ

ଗୋଣ୍ଡା,୧୭।୪: ଭାରତୀୟ ଭାରୋତ୍ତୋଳନ ମହାସଂଘ (ଡବ୍ଲ୍ୟୁଏଫ୍‌ଆଇ) ନିର୍ବାଚନ ମେ’ ୭ ତାରିଖରେ ହେବ। ସେକ୍ରେଟାରି ଜେନେରାଲ ଭିଏନ୍‌ ପ୍ରସୁଦ ଡବ୍ଲ୍ୟୁଏଫ୍‌ଆଇର ସାଧାରଣ ପରିଷଦ ଓ କାର୍ଯ୍ୟନିର୍ବାହୀ କମିଟି ବୈଠକ ପରେ ଏହି ନିର୍ବାଚନ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଅନ୍ୟପକ୍ଷେ ଏଥର ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?