ଖେଳ

ଡିସି ପାଇଁ ବିଜୟ ଲକ୍ଷ୍ୟ ୧୭୫ ରନ…

ବେଙ୍ଗାଲୁରୁ,୧୫।୪ : ଆଇପିଏଲ ସିରିଜ ୧୬ର ୨୦ତମ ମ୍ୟାଚ ଶନିବାର ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ମଧ୍ୟରେ ବେଙ୍ଗାଲୁରୁର ଏମ୍‌. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଉଛି। ଡିସି ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି।…

୨୧ ତମ ମ୍ୟାଚରେ ଏଲଏସଜି-ପିବିକେଏସ ମୁହାଁମୁହିଁ…

ଲକ୍ଷ୍ନୌ,୧୫।୪ : ଆଇପିଏଲ ସିରିଜ ୧୬ର ୨୧ତମ ମ୍ୟାଚ ଶନିବାର ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ(ଏଲଏସଜି) ଏବଂ ପଞ୍ଜାବ କିଙ୍ଗ୍ସ(ପିବିକେଏସ) ମଧ୍ୟରେ ଲକ୍ଷ୍ନୌର ଅଟଳ ବିହାରୀ ବାଜପେୟୀ ଷ୍ଟାଡିୟମରେ ଖେଳାଯାଉଛି। ପିବିକେଏସ ପ୍ଲେଇଙ୍ଗ ୧୧ରେ ପ୍ରଭାସୀମନ ସିଂ, ଶିଖର ଧାୱନ (କ୍ୟାପଟେନ), ମାଥ୍ୟୁ…

ଟସ ଜିତିଲା ଡିସି, ପ୍ରଥମେ ବୋଲିଂ…

ବେଙ୍ଗାଲୁରୁ,୧୫।୪ : ଆଇପିଏଲ ସିରିଜ ୧୬ର ୨୦ତମ ମ୍ୟାଚ ଶନିବାର ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ମଧ୍ୟରେ ବେଙ୍ଗାଲୁରୁର ଏମ୍‌. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଉଛି। ଡିସି ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି।…

ବେଙ୍ଗାଲୁରୁରେ ଆରସିବି-ଡିସି ଲଢ଼େଇ…

ବେଙ୍ଗାଲୁରୁ,୧୫।୪ : ଖରାପ ଫର୍ମ ସହ ସଂଘର୍ଷ କରୁଥିବା ଦିଲ୍ଲୀ କ୍ୟାପିଟାଲ୍ସ(ଡିସି) ଦଳ ଶନିବାର ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ବିପକ୍ଷରେ ଆଇପିଏଲ -୧୬ରେ ପ୍ରଥମ ବିଜୟ ପଞ୍ଜିକରଣ କରିବା ଉଦ୍ଦେଶ୍ୟରେ ପଡ଼ିଆକୁ ଅପରାହ୍ନ ସାଢ଼େ ୩ଟାରେ ଓହ୍ଲାଇବ। ଏହି ମ୍ୟାଚ…

ଆସନ୍ତାବର୍ଷ ବଡ଼ ଆକାରରେ ହେବ ଡବ୍ଲ୍ୟୁପିଏ୍‌ଲ

ମୁମ୍ବାଇ, ୧୫ା୪:ଆସନ୍ତାବର୍ଷ ହୋମ୍‌-ଆଓ୍ବେ ଫର୍ମାଟ ସହ ବଡ଼ ଆକାରରେ ହେବ ଓମେନ୍ସ ପ୍ରିମିୟର ଲିଗ୍‌ (ଡବ୍ଲ୍ୟୁପିଏଲ୍‌)। ସମ୍ଭବତଃ ଏହା ଫେବୃୟାରୀରେ ଖେଳାଯିବ ବୋଲି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ଏକ ସୂତ୍ରରୁ ଜଣାପଡ଼ିିଛି। ଟୁର୍ନାମେଣ୍ଟର ଉଦ୍‌ଘାଟନୀ ସଂସ୍କରଣ ମୁମ୍ବାଇର ଦୁଇଟି…

ଆଜିଠୁ ରସୁଲଗଡ଼ ପ୍ରିମିୟର ଲିଗ୍‌

ଭୁବନେଶ୍ୱର, ୧୫।୪ (କ୍ରୀଡ଼ା ପ୍ରତିନିଧି): ରସୁଲଗଡ଼ ୟୁଥ୍‌ କ୍ଲବ ଆନୁକୂଲ୍ୟରେ ରସୁଲଗଡ଼ ପ୍ରିମିୟର ଲିଗ୍‌ର ୮ମ ସଂସ୍କରଣ ଶନିବାରଠାରୁ ଆରମ୍ଭ ହେବ। ଜିଜିପି ପଡ଼ିଆରେ ପ୍ରତିଯୋଗିତା ୨୩ ତାରିଖ ପର୍ଯ୍ୟନ୍ତ ଚାଲିବ। ପ୍ରତିଯୋଗିତାରେ ମୋଟ ୫ଟି ଦଳ ଅଂଶଗ୍ରହଣ କରିବେ। ଶୁକ୍ରବାର…

ଅନ୍‌ଲାଇନ ବେଟିଂ ବିଜ୍ଞାପନରେ ମ୍ୟାକ୍‌କୁଲମ

ଲଣ୍ଡନ, ୧୫ା୪: ଇଂଲଣ୍ଡ ମୁଖ୍ୟ କୋଚ୍‌ ବ୍ରେଣ୍ଡନ ମ୍ୟାକ୍‌କୁଲମଙ୍କୁ ଅନ୍‌ଲାଇନ ବେଟିଂ ବିଜ୍ଞାପନରେ ଦେଖିବାକୁ ମିଳିବା ପରେ ସେ ଅଡୁଆରେ ପଡ଼ିଛନ୍ତି। ସେ ଦୁର୍ନୀତି ନିରୋଧୀ ନିୟମର ଉଲ୍ଲଂଘନ କରିଛନ୍ତି କି ନା ତାହା ଯାଞ୍ଚ କରି ଦେଖୁଛି ଦେଶର କ୍ରିକେଟ…

କୋଲକାତାକୁ ହରାଇ ସନ୍‌ରାଇଜର୍ସର ଦ୍ୱିତୀୟ ବିଜୟ

କୋଲକାତା, ୧୪।୪: ହ୍ୟାରି ବ୍ରୁକ୍‌ଙ୍କ ଅପରାଜିତ ଶତକ ବଳରେ ସନ୍‌ରାଇଜର୍ସ ହାଇଦ୍ରାବାଦ ଶୁକ୍ରବାର ଅନୁଷ୍ଠିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ର ୧୯ ତମ ମ୍ୟାଚରେ କୋଲକାତା ନାଇଟ ରାଇଡର୍ସକୁ ୨୩ ରନ୍‌ରେ ପରାସ୍ତ କରିଛି। ସନ୍‌ରାଇଜର୍ସ ୨୦ ଓଭରରେ ୪ ଉଇକେଟ ହରାଇ…

କୋଲ୍‌କାତା ଆଗରେ ୨୨୯ ରନ୍‌ର ବିଶାଳ ଟାର୍ଗେଟ

କୋଲ୍‌କାତା,୧୪।୪: କୋଲ୍‌କାତାର ଇଡେନ୍‌ ଗାର୍ଡେନ୍‌ରେ ଶୁକ୍ରବାର ଖେଳାଯାଇଥିବା ଆଇପିଏଲ୍‌ର ୧୯ତମ ମ୍ୟାଚ୍‌ରେ କୋଲ୍‌କାତା ନାଇଟ୍‌ ରାଇଡର୍ସ ଅଧିନାୟକ ନୀତିଶ ରାଣା ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲେ। ଫଳରେ ଏଡେନ ମାରକ୍ରମଙ୍କ ନେତୃତ୍ୱାଧୀନ ସନ୍‌ରାଇଜର୍ସ ହାଇଦ୍ରାବାଦ ପ୍ରଥମେ ବ୍ୟାଟିଂ କରିବାକୁ ପଡ଼ିଆକୁ…

ହାର୍ଦ୍ଦିକଙ୍କୁ ଜରିମାନା

ମୋହଲି,୧୪ା୪: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ପଞ୍ଜାବ ବିପକ୍ଷ ମ୍ୟାଚରେ ସ୍ଲୋ ଓଭର ରେଟ୍‌ ପାଇଁ ଗୁଜରାଟ ଟାଇଟନ୍ସ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ୧୨ ଲକ୍ଷ ଟଙ୍କା ଜରିମାନା ହୋଇଛି। ଆଇପିଏଲ୍‌ ମ୍ୟାଚଗୁଡ଼ିକୁ ୩ ଘଣ୍ଟା ଓ ୨୦ ମିନିଟରେ ଶେଷ କରିବା…

ଟସ୍‌ ଜିତିଲା କୋଲକାତା

କୋଲକାତା,୧୪।୪: କୋଲକାତା ଇଡେନ୍‌ ଗାଡେନ୍‌ରେ ଶୁକ୍ରବାର ଖେଳାଯାଉଥିବା ଆଇପିଲ୍‌ର ୧୯ତମ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ ଅଧିନାୟକ ନୀତିଶ ରାଣା ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଏଦେନ ମାରକ୍ରମଙ୍କ ନେତୃତ୍ୱଧୀନ ସନ୍‌ରାଇଜର୍ସ ହାଇଦ୍ରାବାଦ ପ୍ରଥମେ ବ୍ୟାଟିଂ କରିବ।…

ଆଜି ଇଡେନ ଗାର୍ଡେନ୍ସରେ ମୁହଁମୁହିଁ ହେବେ ନାଇଟ୍‌ ରାଇଡର୍ସ-ସନ୍‌ରାଇଜର୍ସ

କୋଲକାତା,୧୪।୪: ଆଇପିଏଲ ସିରିଜ ୧୬ର ୧୯ତମ ମ୍ୟାଚରେ ଶୁକ୍ରବାର କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌) କୋଲକାତାର ଇଡେନ ଗାର୍ଡେନ୍ସରେ ସନ୍‌ରାଇଜର୍ସ ହାଇଦ୍ରାବାଦକୁ ଭେଟିବ। କେକେଆର୍‌: ଜେସନ ରୟ, ଏନ ଜଗଦିସନ, ଭେଙ୍କଟେଶ ଆୟର, ନୀତୀଶ ରାଣା, ଆନ୍ଦ୍ରେ ରସେଲ, ରିଙ୍କୁ ସିଂ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?