ଖେଳ

ସୁନେଲିତାଙ୍କ ସ୍ବପ୍ନ

ବେଙ୍ଗାଲୁରୁସ୍ଥିତ ଭାରତୀୟ କ୍ରୀଡ଼ା ପ୍ରାଧିକରଣ(ସାଇ)ରେ ହେବାକୁଥିବା ଜାତୀୟ ସିନିୟର ମହିଳା ହକି କୋଚିଂ କ୍ୟାମ୍ପ୍‌ ପାଇଁ ମନୋନୀତ ହୋଇଛନ୍ତି ଓଡ଼ିଶାର ପ୍ରତିଭାସମ୍ପନ୍ନ ଖେଳାଳି ସୁନେଲିତା ଟପ୍ପୋ। ସୁନ୍ଦରଗଡ଼ର ଏହି ୧୬ ବର୍ଷୀୟା ଯୁବ ଖେଳାଳି ଜୁନିୟରସ୍ତରରେ ପ୍ରଭାବୀ ପ୍ରଦର୍ଶନ ପରେ ସିନିୟର…

ଚର୍ଚ୍ଚାରେ ଆଇପିଏଲ୍‌ର ନୂଆ ନିୟମ

ଆଇପିଏଲ୍‌ରେ ଏଥର କେତେକ ନୂଆ ନିୟମକୁ ପରୀକ୍ଷାମୂଳକ ଭାବେ ପ୍ରଚଳନ କରାଯାଇଛି। ଫିଲ୍ଡ ଅମ୍ପାୟର୍‌ଙ୍କ ଦାୟିତ୍ୱ କିଛିମାତ୍ରାରେ କମାଇ ଦିଆଯାଇଥିବା ବେଳେ ଟେକ୍ନୋଲୋଜିର ବ୍ୟାପକ ବ୍ୟବହାର ଦେଖିବାକୁ ମିଳୁଛି। ଏଥର ଗୋଟିଏ ଦଳରେ ୧୧ ବଦଳରେ ୧୨ ଜଣ ଖେଳାଳି ପରିସ୍ଥିତି…

ସାହସୀ ରିଙ୍କୁ

କ୍ରିକେଟ୍‌ କ୍ୟାରିୟର ଆରମ୍ଭରେ କୋଚିଂ ସେଣ୍ଟରରେ ଝାଡୁଦାର ଚାକିରି କରିଥିଲେ ରିଙ୍କୁ ସିଂ। ମାତ୍ର ଏହି କାର୍ଯ୍ୟ ତାଙ୍କୁ ପସନ୍ଦ ଲାଗି ନ ଥିଲା। ଶିକ୍ଷାଗତ ଯୋଗ୍ୟତା କମ୍‌ ଥିବାରୁ କେବଳ କ୍ରିକେଟ ହିଁ ଭାଗ୍ୟ ବଦଳାଇପାରିବ ବୋଲି ତାଙ୍କର ଦୃଢ଼…

ଶେଷ ଓଭରରେ ଜିତିଲା ଗୁଜରାଟ

ମୋହାଲି,୧୩।୪: ମୋହାଲି ପଞ୍ଜାବ କ୍ରିକେଟ ଆସୋସିଏଶନ ଆଇ.ଏସ୍‌. ବିନ୍ଦ୍ରା ଷ୍ଟାଡିୟମରେ ଗୁରୁବାର ଖେଳାଯାଇଥିବା ଆଇପିଏଲ୍‌ର ୧୮ତମ ମ୍ୟାଚ୍‌ରେ ଗୁଜରାଟ ଟାଇଟନ୍ସ ୬ ଉଇକେଟରେ ବିଜୟୀ ହୋଇଛି। ପଞ୍ଜାବ କିଙ୍ଗ୍ସ ୨୦ ଓଭରରେ ୮ ଉଇକେଟ ହରାଇ ୧୫୩ ରନ୍‌ କରିଥିବା ବେଳେ…

ଗୁଜରାଟ ଆଗରେ ୧୫୪ ରନ୍‌ର ଟାର୍ଗେଟ୍‌

ମୋହାଲି,୧୩।୪: ମୋହାଲି ପଞ୍ଜାବ କ୍ରିକେଟ ଆସୋସିଏଶନ ଆଇ.ଏସ୍‌. ବିନ୍ଦ୍ରା ଷ୍ଟାଡିୟମରେ ଗୁରୁବାର ଖେଳାଯାଉଥିବା ଆଇପିଏଲ୍‌ର ୧୮ତମ ମ୍ୟାଚ୍‌ରେ ଗୁଜରାଟ ଟାଇଟନ୍ସ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲେ। ଆମନ୍ତ୍ରଣ ପାଇ ଶିଖର ଧାୱନଙ୍କ ନେତୃତ୍ୱାଧୀନ ପଞ୍ଜାବ କିଙ୍ଗ୍ସ…

ଟସ୍‌ ଜିତି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବୋଲିଂ ନିଷ୍ପତ୍ତି

ମୋହାଲି,୧୩।୪: ମୋହାଲି ପଞ୍ଜାବ କ୍ରିକେଟ ଆସୋସିଏଶନ ଆଇ.ଏସ୍‌ ବିନ୍ଦ୍ରା ଷ୍ଟାଡିୟମରେ ଗୁରୁବାର ଖେଳାଯାଉଥିବା ଆଇପିଏଲ୍‌ର ୧୮ତମ ମ୍ୟାଚ୍‌ରେ ଗୁଜରାଟ ଟାଇଟନ୍ସ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଟସ୍‌ ଜିତି ବୋଲି ନିଷ୍ପତ୍ତି ନେଇଛନ୍ତି। ଫଳରେ ଆମନ୍ତ୍ରଣ ପାଇ ଶିଖର ଧାୱନଙ୍କ ନେତୃତ୍ୱଧୀନ ପଞ୍ଜାବ…

ମୋହାଲିରେ ଜିଟି-ପିବିକେଏସ ମୁହାଁମୁହିଁ…

ମୋହାଲି,୧୩।୪ : ଆଇପିଏଲ ସିରିଜ ୧୬ର ୧୮ତମ ମ୍ୟାଚରେ ମୋହାଲିର ପଞ୍ଜାବ କ୍ରିକେଟ ଆସୋସିଏଶନ ଆଇଏସ ବିନ୍ଦ୍ରା ଷ୍ଟାଡିୟମରେ ଗୁଜରାଟ ଟାଇଟାନ୍ସ (ଜିଟି) ଏବଂ ପଞ୍ଜାବ କିଙ୍ଗ୍ସ(ପିବିକେଏସ) ଗୁରୁବାର ସନ୍ଧ୍ୟା ସାଢ଼େ ୭ଟାରେ ମୁହାଁମୁହିଁ ହେବେ। ଏହି ମ୍ୟାଚରେପିବିକେଏସ ଅଧିନାୟକ ଶିଖର…

ଫାଇନାଲରେ ଅନ୍ତିମ ପଙ୍ଘାଲ୍‌

ଅସ୍ତାନା,୧୩ା୪(ପି.ଟି.): ଅସ୍ତାନା ରେସ୍‌ଲିଂ ଚାମ୍ପିୟନଶିପ୍‌ ଫାଇନାଲରେ ପ୍ରବେଶ କରିଛନ୍ତି ଭାରତର ଅନ୍ତିମ ପଙ୍ଘାଲ୍‌। ୫୩ କିଗ୍ରା ବର୍ଗରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ୧୮ ବର୍ଷୀୟା ଅନ୍ତିମ ଚମତ୍କାର କାଉଣ୍ଟର ଆଟାକ୍‌ ପ୍ରଦର୍ଶନ ସହ ଫାଇନାଲରେ ପ୍ରବେଶ କରିଥିଲେ। ୫୭ କିଗ୍ରା ବର୍ଗରେ ପ୍ରତିଦ୍ୱନ୍ଦ୍ୱିତା…

ଓଏଫ୍‌ସିର ଜୁନିୟର ଜଗରନଟ୍ସ ଲିଗ୍‌

ଭୁବନେଶ୍ୱର,୧୩ା୪(ସ୍ପୋଟର୍‌ସ ବ୍ୟୁରୋ): ତୃଣମୂଳ ସ୍ତରରେ ଫୁଟବଲର ପ୍ରଚାର ପ୍ରସାର ପାଇଁ ଓଡ଼ିଶା ଏଫ୍‌ସି(ଓଏଫ୍‌ସି) ଓ ପ୍ରୋ ସ୍ପୋର୍ଟ ଡେଭେଲପମେଣ୍ଟ (ପିଏସ୍‌ଡି) ପକ୍ଷରୁ ଜୁନିୟର ଜଗରନଟ୍ସ ଲିଗ୍‌ ଆରମ୍ଭ କରାଯାଇଛି। ୯, ୧୦ ଓ ୧୨ ବର୍ଷରୁ କମ୍‌ ବୟସ ବର୍ଗରେ ଶିଶୁ…

ସିଙ୍ଗଲ୍ସ ସେମିରେ ମାୟା, ଶିବତେଜ

ଭୁବନେଶ୍ୱର, ୧୩।୪ (କ୍ରୀଡ଼ା ପ୍ରତିନିଧି): କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଆଇଟିଏଫ୍‌ ଏସିଆନ ୧୪ ବର୍ଷରୁ କମ୍‌ ଡେଭଲପମେଣ୍ଟ ଚାମ୍ପିୟନଶିପ୍‌ ଫାଇନାଲ୍ସ ଦ୍ୱିତୀୟ ପର୍ଯ୍ୟାୟ ପ୍ରତିଯୋଗିତାର ବାଳିକା ସିଙ୍ଗଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି ଭାରତର ମାୟା ରାଜେଶ୍ୱରନ ରେବତୀ ଓ ଶିବ୍‌ତେଜ ଶିର୍‌ଫୁଲେ।…

ସିଏସକେକୁ ହରାଇ ଆରଆର ବିଜୟ…

ଚେନ୍ନାଇ,୧୨।୪: ଆଇପିଏଲ ସିରିଜ ୧୬ର ୧୭ ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ବିପକ୍ଷରେ ରାଜସ୍ଥାନ ରୟାଲର୍ସ (ଆରଆର) ବିଜୟ ହୋଇଛି।   ୨୦ ଓଭରରେ ଆରଆର ୮ ଉଇକେଟ୍ ହରାଇ ୧୭୫ ରନ କରିଥିଲା। ଫଳରେ ସିଏସକେ ପାଇଁ…

ଜିତିବାକୁ ହେଲେ ସିଏସକେକୁ କରିବାକୁ ପଡ଼ିବ ୧୭୬ ରନ୍‌, ଟାର୍ଗେଟ୍‌ ଦେଲା ଆରଆର

ଚେନ୍ନାଇ,୧୨।୪: ଆଇପିଏଲ ସିରିଜ ୧୬ର ୧୭ ତମ ମ୍ୟାଚ ବୁଧବାର ଚେନ୍ନାଇର ଏମଏ ଚିଦାମ୍ବରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ଏବଂ ରାଜସ୍ଥାନ ରୟାଲର୍ସ (ଆରଆର) ମଧ୍ୟରେ ଖେଳାଯାଉଛି। ଧୋନିଙ୍କ ନେତୃତ୍ୱରେ ସିଏସକେ ଟସ ଜିତି ପ୍ରଥମେ ବୋଲିଂ କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?