ଖେଳ

WWEରୁ ଅବସର ନେଲେ ଜନ୍ ସିନା, ଜାରି ରହିବ ଫିଲ୍ମ କ୍ୟାରିୟର

ନୂଆଦିଲ୍ଲୀ,୧୪।୧୨: ଦୁଇ ଦଶନ୍ଧିରୁ ଅଧିକ ସମୟ ଧରି WWE ରିଙ୍ଗରେ ରାଜ କରିଥିବା ଜନ୍ ସିନା ଶେଷରେ ତାଙ୍କ କ୍ୟାରିଅରକୁ ବିଦାୟ ଦେଇଛନ୍ତି । ୪୮ବର୍ଷ ବୟସରେ ଜନ ସିନା ତାଙ୍କର ଶେଷ ମ୍ୟାଚ୍‌ରେ ଗୁନ୍ଥରଙ୍କଠାରୁ ହାରିବା ପରେ ବୃତ୍ତିଗତ କୁସ୍ତିରୁ…

ମେସିଙ୍କ ସହ ସେଲ୍‌ଫି ନେବାକୁ ଚାହୁଁଥିଲେ ବିକ୍ରି କରିବାକୁ ପଡ଼ିପାରେ ଆପଣଙ୍କ ଘର! ଟିକେଟର ଦାମ ଶୁଣିଲେ…

ନୂଆଦିଲ୍ଲୀ,୧୪।୧୨: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ ମେସି ବର୍ତ୍ତମାନ ତିନି ଦିନିଆ ଭାରତ ଗସ୍ତରେ ଅଛନ୍ତି। ସେ ପ୍ରଥମେ କୋଲକାତାରେ ପହଞ୍ଚିଥିଲେ, ତା’ପରେ ହାଇଦ୍ରାବାଦରେ ପହଞ୍ଚିଥିଲେ ଏବଂ ଏବେ ଡିସେମ୍ବର ୧୪ରେ ସେ ମୁମ୍ବାଇରେ ରହିବେ। ମେସି ମୁମ୍ବାଇରେ ଅନେକ କାର୍ଯ୍ୟକ୍ରମରେ…

ମେସିଙ୍କ ୭୦ଫୁଟ୍‌ର ପ୍ରତିମୂର୍ତ୍ତି ଉନ୍ମୋଚିତ

କୋଲକାତା, ୧୩ା୧୨: ଶନିବାର କୋଲକାତାର ଲେକ୍‌ ସହର ଅନ୍ତର୍ଗତ ଶ୍ରୀଭୂମି ସ୍ପୋର୍ଟିଂ କ୍ଲବ ପରିସରରେ ଷ୍ଟାର ଫୁଟ୍‌ବଲର ଲାୟୋନେଲ ମେସି ତାଙ୍କର ଏକ ୭୦ଫୁଟ୍‌ ଉଚ୍ଚତା ବିଶିଷ୍ଟ ପ୍ରତିମୂର୍ତ୍ତିକୁ ଭର୍ଚୁଆଲ ଉନ୍ମୋଚନ କରିଛନ୍ତି। ଏହି ଅବସରରେ ବଲିଉଡ ସୁପରଷ୍ଟାର ଶାହରୁଖ ଖାନ୍‌…

ମେସିଙ୍କ କୋଲକାତା ଇଭେଣ୍ଟ, ଅଡୁଆରେ ପଡ଼ିଲେ ଅର୍ଗାନାଇଜର, ଗଠନ ହେଲା ତଦନ୍ତ କମିଟି

କୋଲକାତା,୧୩।୧୨: କୋଲକାତାରେ ଆର୍ଜେଣ୍ଟିନା ଫୁଟବଲ ତାରକା ଲିଓନେଲ ମେସିଙ୍କ କନସର୍ଟରେ ଘଟିଥିବା ବିଶାଳ ବିଶୃଙ୍ଖଳା ସମ୍ପର୍କରେ ପଶ୍ଚିମବଙ୍ଗ ଡିଜିପି ରାଜୀବ କୁମାର କହିଛନ୍ତି ଯେ କାର୍ଯ୍ୟକ୍ରମର ମୁଖ୍ୟ ଆୟୋଜକ ସତଦ୍ରୁ ଦତ୍ତଙ୍କୁ ପୋଲିସ ଅଟକ ରଖିଛି। ସଲ୍ଟ ଲେକ ଷ୍ଟାଡିୟମର ପରିସ୍ଥିତି…

କାହିଁକି ଷ୍ଟାଡ଼ିୟମରେ ହେଲା ହଙ୍ଗାମା, କାହିଁକି ରାଗିଲେ ମେସିଙ୍କୁ ଦେଖିବାକୁ ଆସିଥିବା ଦର୍ଶକେ, ସରକାର ନେଲେ କି…

କୋଲକାତା,୧୩।୧୨: ଶନିବାର ସକାଳେ ଆର୍ଜେଣ୍ଟିନା ଫୁଟବଲ କିମ୍ବଦନ୍ତୀ ଲିଓନେଲ ମେସିଙ୍କୁ ଦେଖିବା ପାଇଁ କୋଲକାତାର ସଲ୍ଟ ଲେକ ଷ୍ଟାଡିୟମରେ ପ୍ରଶଂସକମାନେ ଏକାଠି ହୋଇଥିଲେ। GOAT ଇଣ୍ଡିଆ ଟୁରର ପ୍ରଥମ ପର୍ଯ୍ୟାୟରେ, ଭିଡ଼ ଏଷତ ପରିମାଣରେ ବଢି ଯାଇଥିଲା ଯେ ଲୋକେ ଖୁବ…

ଭିନ୍ନ ଷ୍ଟାଇଲରେ ପୁଅ ସହ ମେସିଙ୍କୁ ଭେଟିଲେ ଶାହାରୁଖ, ଭିଡିଓ ଭାଇରାଲ

କୋଲକାତା,୧୩।୧୨: ଭାରତୀୟ ପ୍ରଶଂସକମାନେ ଏକ ସ୍ମରଣୀୟ ମୁହୂର୍ତ୍ତର ସାକ୍ଷୀ ହୋଇଥିଲେ ଯେତେବେଳେ ବଲିଉଡର ‘ବାଦଶାହା’ ଶାହରୁଖ ଖାନ ଏବଂ ଫୁଟବଲର ‘ବାଦଶାହା’ ଲିଓନେଲ ମେସିଙ୍କ ସାକ୍ଷାତ ହୋଇଥିଲା। କୋଲକାତାର ଏକ କାର୍ଯ୍ୟକ୍ରମରେ ଦୁଇ କିମ୍ବଦନ୍ତୀ ଏକାଠି ଦେଖାଯାଇଥିଲେ। ସେମାନେ ପରସ୍ପରକୁ ସ୍ବିତ…

ମେସିଙ୍କୁ ଦେଖିବା ପାଇଁ ହଙ୍ଗାମା: କ୍ଷମା ମାଗିଲେ ମମତା

କୋଲକାତା,୧୩।୧୨: ଆର୍ଜେଣ୍ଟିନା ଫୁଟବଲ କିମ୍ବଦନ୍ତୀ ଲିଓନେଲ ମେସିଙ୍କୁ ନେଇ କୋଲକାତାରେ ବିଶୃଙ୍ଖଳା ସୃଷ୍ଟି ହୋଇଛି। ମେସି ସଲ୍ଟ ଲେକ ଷ୍ଟାଡିୟମରେ ପହଞ୍ଚିବା ପରେ ଅଧିକ ମୂଲ୍ୟର ଟିକେଟ ଦେବା ସତ୍ତ୍ୱେ, ଦର୍ଶକମାନେ ସେମାନଙ୍କର ପ୍ରିୟ ତାରକାଙ୍କୁ ଦେଖିପାରି ନାହାନ୍ତି। ଫଳରେ ସେଠାରେ…

ମେସିଙ୍କୁ ଦେଖିବାକୁ ହଙ୍ଗାମା, ଚେୟାର ଭାଙ୍ଗିଲେ.. ବୋତଲ ଫିଙ୍ଗିଲେ

ନୂଆଦିଲ୍ଲୀ,୧୩।୧୨: ଆର୍ଜେଣ୍ଟିନା ଫୁଟବଲ୍ କିମ୍ବଦନ୍ତୀ ଲିଓନେଲ୍ ମେସି ତିନି ଦିନିଆ ଭାରତ ଗସ୍ତରେ ଅଛନ୍ତି। ତାଙ୍କର ଗସ୍ତ କୋଲକାତାରୁ ଆରମ୍ଭ ହୋଇଛି। ମେସି ହେଉଛନ୍ତି ମିଳିତ ଜାତିସଂଘ ଶିଶୁ ପାଣ୍ଠି (ୟୁନିସେଫ୍)ର ବ୍ରାଣ୍ଡ ଆମ୍ବାସାଡର, ଏବଂ “GOAT India” ଗସ୍ତରେ ଅଂଶଗ୍ରହଣ…

ମାତ୍ର ୧ ବର୍ଷ ବୟସରେ ଇତିହାସ ରଚିଲେ ବେଦ ପରେଶ: ୮ ସେକେଣ୍ଡରେ କଲେ…

ନୂଆଦିଲ୍ଲୀ,୧୩।୧୨: ଏକ ବର୍ଷର ବେଦ ପରେଶ କ୍ରୀଡା ଜଗତରେ ଏକ ନୂତନ ରେକର୍ଡ ସ୍ଥାପନ କରିଛନ୍ତି। ମହାରାଷ୍ଟ୍ରର ରତ୍ନଗିରିର ବାସିନ୍ଦା, ବେଦ ଇଣ୍ଡିଆ ବୁକ ଅଫ ରେକର୍ଡସରେ ପ୍ରବେଶ କରିଛନ୍ତି, ୧୦୦ ମିଟର ପହଁରିବାରେ ସବୁଠାରୁ କମ ବୟସ୍କ ସନ୍ତରଣକାରୀ ହୋଇଛନ୍ତି।…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଘୋଷଣା, ପାକିସ୍ତାନ ବିପକ୍ଷ ମ୍ୟାଚ୍ ପୂର୍ବରୁ କହିଲେ…

ନୂଆଦିଲ୍ଲୀ,୧୩।୧୨: ଯୁବ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀ ଅଣ୍ଡର୧୯ ଏସିଆ କପର ପ୍ରଥମ ମ୍ୟାଚରେ ୟୁଏଇ ବିପକ୍ଷରେ ୧୭୧ ରନର ଏକ ଚମତ୍କାର ଇନିଂସ ଖେଳି ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କରିଦେଇଥିଲେ । ସୂର୍ଯ୍ୟବଂଶୀ ତାଙ୍କ ବିସ୍ଫୋରକ ଇନିଂସରେ ୯୫ ବଲର ସାମ୍ନା କରି…

ଗୋଟିଏ ଦିନ ତିଷ୍ଠିଲା ନାହିଁ ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ: ଭାଙ୍ଗିଦେଲେ ପାକିସ୍ତାନୀ କ୍ରିକେଟର୍‌

ନୂଆଦିଲ୍ଲୀ,୧୩।୧୨: ଏସିଆ କପରେ ଗୋଟିଏ ଦିନ ମଧ୍ୟ ତିଷ୍ଠି ପାରି ନାହିଁ ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ। ଜଣେ ପାକିସ୍ତାନୀ ଖେଳାଳି ତାଙ୍କୁ ଅତିକ୍ରମ କରିଛନ୍ତି। ବୈଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଇନିଂସ ୧୯ ବର୍ଷରୁ କମ କ୍ରିକେଟ ଏସିଆ କପର ପ୍ରଥମ ମ୍ୟାଚରେ…

ମେସିଙ୍କ ସହ ଗୋଟିଏ ଫଟୋ ଉଠାଇଲେ ଦେବାକୁ ପଡ଼ିବ ଏତିକି ଟଙ୍କା

କୋଲକାତା,୧୩ା୧୨: ଆର୍ଜେଣ୍ଟିନାର ଫୁଟବଲ ସୁପରଷ୍ଟାର ଲିଓନେଲ ମେସି ଶନିବାର ଭାରତ ଆସିଛନ୍ତି। କୋଲକାତା ବିମାନ ବନ୍ଦରରେ ତାଙ୍କୁ ଜୋରଦାର ସ୍ବାଗତ କରାଯାଇଛି। ହେୟାତ ରେଜେନ୍ସିଠାରେ ସକାଳ ୯ଟା ୩୦ରେ ଏକ ମିଟ୍‌ ଆଣ୍ଡ ଗ୍ରୀଟ୍‌ ଇଭେଣ୍ଟରେ ପ୍ରଥମେ ପ୍ରଶଂସକଙ୍କୁ ଭେଟିବେ। ମାତ୍ର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri