ଖେଳ

ଫାଇନାଲରେ ମାୟା

ଭୁବନେଶ୍ୱର, ୮ା୪(କ୍ରୀଡ଼ା ପ୍ରତିନିଧି): ସର୍ବଭାରତୀୟ ଟେନିସ ଆସୋସିଏଶନ (ଏଆଇଟିଏ), ଓଡ଼ିଶା ଟେନିସ ଆସୋସିଏଶନ (ଓଟିଏ) ଓ ରାଜ୍ୟ ସରକାରଙ୍କ କ୍ରୀଡ଼ା ବିଭାଗର ମିଳିତ ଆନୁକୂଲ୍ୟରେ କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଆଇଟିଏଫ୍‌ ଏସିଆନ ୧୪ ବର୍ଷରୁ କମ୍‌ ଡେଭ୍‌ଲପ୍‌ମେଣ୍ଟ ଚାମ୍ପିୟନଶିପ୍‌ ଫାଇନାଲ୍ସର ସେମିଫାଇନାଲ…

ପ୍ରଥମ ମ୍ୟାଚ ପରାଜୟ ପରେ ବିଜୟ ଲକ୍ଷ୍ୟରେ ରୋହିତ

ମୁମ୍ବାଇ,୮।୪: ଆଇପିଏଲ ସିରିଜ ୧୬ରେ ଶନିବାର ୨ଟି ରୋମାଞ୍ଚକ ମ୍ୟାଚ ରହିଛି। ପ୍ରଥମ ମ୍ୟାଚ ଗୁଆହାଟୀରେ ଦିଲ୍ଲୀ କ୍ୟାପିଟାଲ୍ସ ସହ ରାଜସ୍ଥାନ ରୟାଲ୍ସ ଖେଳାଯିବା ବେଳେ ମୁମ୍ବାଇର ଓ୍ବାଖେଣ୍ଡେ ଷ୍ଟାଡିୟମରେ ୫ଥର ଚାମ୍ପିଅନ ହୋଇଥିବା ମୁମ୍ବାଇ ଇଣ୍ଡିଆନ୍ସ ଏବଂ ୪ଥର ଚାମ୍ପିୟନ…

ଇକୋର୍ସା, ଖୋର୍ଦ୍ଧା, ସୁନ୍ଦରଗଡ଼, ଗଞ୍ଜାମ, ପାରାଦୀପ, ଗଜପତି ବିଜୟୀ

ଭୁବନେଶ୍ୱର, ୮ା୪(କ୍ରୀଡ଼ା ପ୍ରତିନିଧି): ଓଡ଼ିଶା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ କଟକର ବିଭିନ୍ନ ଗ୍ରାଉଣ୍ଡରେ ଚାଲିଥିବା କଳାହାଣ୍ଡି କପ୍‌ କ୍ରିକେଟ ଟୁର୍ନାମେଣ୍ଟର ଡାଇମଣ୍ଡ-ଏ ଓ ସିଲ୍‌ଭର-ଏ ଗ୍ରୁପ୍‌ର ୬ଟି ମ୍ୟାଚ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଇକୋର୍ସା, ଖୋର୍ଦ୍ଧା, ସୁନ୍ଦରଗଡ଼, ଗଞ୍ଜାମ, ପାରାଦୀପ,…

ଆଜି ଧୋନୀ, ରୋହିତ ଲଢ଼େଇ

ମୁମ୍ବାଇ,୮ା୪(ପି.ଟି.): ଆଇପିଏଲ ଇତିହାସର ଦୁଇ ସଫଳତମ ଅଧିନାୟକ ରୋହିତ ଶର୍ମା ଓ ମହେନ୍ଦ୍ର ସିଂ ଧୋନୀଙ୍କ ମଧ୍ୟରେ ଶନିବାର ହେବ ମ୍ୟାଚ୍‌। ରୋହିତଙ୍କ ଶାନ୍ତ ସ୍ବଭାବ ଓ ଧୋନୀଙ୍କ ବୁଦ୍ଧି ମଧ୍ୟରେ ଏକ ସନ୍ତୁଳିତ ଲଢେଇ ଫ୍ୟାନମାନଙ୍କୁ ଦେଖିବାକୁ ମିଳିବ। ଆର୍‌ସିବି…

ଫାରୀ, ହକେଟ ଆନାଲିଟିକାଲ କୋଚ୍‌

ନୂଆଦିଲ୍ଲୀ, ୮ା୪(ପି.ଟି.): ଭାରତୀୟ ମହିଳା ଓ ପୁରୁଷ ହକି ଦଳ ପାଇଁ ନୂଆ ସପୋର୍ଟ ଷ୍ଟାଫ୍‌ ନିଯୁକ୍ତ କରାଯାଇଛି। ଜଣାଶୁଣା ଅଷ୍ଟ୍ରେଲୀୟ କୋଚ୍‌ ଆନ୍ଥୋନୀ ଫାରୀ ଓ ଦକ୍ଷିଣ ଆଫ୍ରିକାର ରେହେଟ ହକେଟ ଯଥାକ୍ରମେ ମହିଳା ଓ ପୁରୁଷ ଦଳର ଆନାଲିଟିକାଲ…

ଓଡ଼ିଶା ସ୍ପୋଟର୍‌ସ ହଷ୍ଟେଲ ବିଜୟୀ

ଭୁବନେଶ୍ୱର,୮ା୪(କ୍ରୀଡ଼ା ପ୍ରତିନିଧି): ଲକ୍ଷ୍ନୌଠାରେ ଚାଲିଥିବା ୨୧ ବର୍ଷରୁ କମ୍‌ ଖେଲୋ ଇଣ୍ଡିଆ ମହିଳା ହକି ଲିଗ୍‌ (ଅନ୍ତିମ ପର୍ଯ୍ୟାୟ)ର ଶୁକ୍ରବାର ଅନୁଷ୍ଠିତ ମ୍ୟାଚରେ ଓଡ଼ିଶା ସ୍ପୋଟର୍‌ସ ହଷ୍ଟେଲ ୬-୦ ଗୋଲରେ ଏଚ୍‌ଆଇଏମ୍‌ ହକି ଏକାଡେମୀକୁ ପରାସ୍ତ କରିଛି। ସ୍ପୋଟର୍‌ସ ହଷ୍ଟେଲ ପକ୍ଷରୁ…

ହାଇଦ୍ରାବାଦକୁ ୫ ଉଇକେଟରେ ହରାଇଲା ଲକ୍ଷ୍ନୌ

ଲକ୍ଷ୍ନୌ, ୭।୪: ଲକ୍ଷ୍ନୌସ୍ଥିତ ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀ ଏକାନା କ୍ରିକେଟ ଷ୍ଟାଡିୟମରେ ଶୁକ୍ରବାର ଖେଳାଯାଇଥିବା ଆଇପିଏଲ୍‌ର ୧୦ମ ମ୍ୟାଚରେ ଉଭୟ ବ୍ୟାଟିଂ ଏବଂ ବୋଲିଂରେ ଲକ୍ଷ୍ନୌ ସୁପର ଜାଏଣ୍ଟସ୍‌ ଲଢୁଆ ପ୍ରଦର୍ଶନ କରି ହାଇଦ୍ରାବାଦକୁ ୫ ଉଇକେଟରେ ପରାସ୍ତ…

୧୨୧ ରନ୍‌ରେ ଅଟକିଲା ହାଇଦ୍ରାବାଦ

ଲକ୍ଷ୍ନୌ, ୭।୪: ଲକ୍ଷ୍ନୌସ୍ଥିତ ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀ ଏକାନା କ୍ରିକେଟ ଷ୍ଟାଡିୟମରେ ଶୁକ୍ରବାର ଖେଳାଯାଉଥିବା ଆଇପିଏଲ୍‌ର ୧୦ତମ ମ୍ୟାଚରେ ସନ୍‌ରାଇଜର୍ସ ହାଇଦ୍ରାବାଦ ଅଧିନାୟକ ଅଦେନ ମାର୍‌କ୍ରମ ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିଲେ। ହେଲେ ହାଇଦ୍ରାବାଦ ପ୍ରାରମ୍ଭରୁ ବ୍ୟାଟିଂ…

ଟସ୍‌ ଜିତି ହାଇଦ୍ରାବାଦର ବ୍ୟାଟିଂ ନିଷ୍ପତ୍ତି

ଲକ୍ଷ୍ନୌ,୭।୪: ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀ ଏକାନା କ୍ରିକେଟ ଷ୍ଟାଡିୟମରେ ଶୁକ୍ରବାର ଆଇପିଏଲ୍‌ର ୧୦ମ ମ୍ୟାଚ୍‌ରେ ସନ୍‌ରାଇଜର୍ସ ହାଇଦ୍ରାବାଦ ଅଧିନାୟକ ଅଦେନ ମାର୍‌କ୍ରମ ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଛନ୍ତି। ଫଳରେ ଆମନ୍ତ୍ରଣ ପାଇ କେଏଲ୍‌ ରାହୁଲଙ୍କ ନେତୃତ୍ୱାଧୀନ ଲକ୍ଷ୍ନୌ…

ଅଦେନ ମାର୍‌କ୍ରମଙ୍କ ନେତୃତ୍ୱରେ ପଡ଼ିଆକୁ ଓହ୍ଲାଇବ ହାଇଦ୍ରାବାଦ

ଲକ୍ଷ୍ନୌ,୭।୪: ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀ ଏକାନା କ୍ରିକେଟ ଷ୍ଟାଡିୟମରେ ଆଇପିଏଲ୍‌ର ୧୦ମ ମ୍ୟାଚ୍‌ ସନ୍‌ରାଇଜର୍ସ ହାଇଦ୍ରାବାଦ୍‌ ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟସ୍‌ ମଧ୍ୟରେ ଖେଳାଯିବ। ଅନ୍ୟପକ୍ଷେ ପରାଜୟରୁ ଅଭିଯାନ ଆରମ୍ଭ କରିଥିବା ହାଇଦ୍ରାବାଦ ଶୁକ୍ରବାର ନୂଆ ଅଧିନାୟକ ଅଦେନ…

ପୃଥ୍ବୀଙ୍କ ପାଇଁ ବଢୁଛି ଅଡୁଆ

ନୂଆଦିଲ୍ଲୀ,୭ା୪: ଦିଲ୍ଲୀ କ୍ୟାପିଟାଲ ଷ୍ଟାରର ଯୁବ ଓପନର୍‌ ପୃଥ୍ବୀ ଶ’ଙ୍କ ପାଇଁ ଅଡୁଆ ବଢୁଛି। ଦୁଇ ମାସ ପୂର୍ବେ ସୋସିଆଲ ମିଡିଆ ଇନ୍‌ଫ୍ଲୁଏନ୍ସର ସପ୍‌ନା ଗିଲ୍‌ଙ୍କ ସହ ଝଗଡ଼ା ଲାଗି ସପ୍‌ନା ବର୍ତ୍ତମାନ ମୁମ୍ବାଇ କୋର୍ଟରେ ପହଞ୍ଚିଛନ୍ତି। ସପ୍‌ନା ଆନ୍ଧ୍ର ମାଜିଷ୍ଟ୍ରେଟଙ୍କ…

୧୭ ବର୍ଷ ବୟସରେ ନିରାଶ ହୋଇ କ୍ରିକେଟ ଛାଡ଼ିଥିଲେ ଏହି କ୍ରିକେଟର, ୭ ବର୍ଷ ପରେ ପୁଣି ଫେରିଛନ୍ତି

କୋଲକାତା,୭ା୪: କ୍ରିକେଟର ହେବା ପାଇଁ କୋଲକାତା ନାଇଟ୍‌ ରାଇଡର୍ସ ସ୍ପିନର ବରୁଣ ଚକ୍ରବର୍ତ୍ତୀଙ୍କ ଯାତ୍ରା ଅତ୍ୟନ୍ତ ଆକର୍ଷଣୀୟ। ଏକଦା ସେ କ୍ରିକେଟରେ କ୍ୟାରିୟର କରିବାର ସ୍ବପ୍ନକୁ ସମ୍ପୂର୍ଣ୍ଣ ଛାଡ଼ି ଦେଇଥିଲେ। ବରୁଣ ବର୍ତ୍ତମାନ କେକେଆରର ଆଗୁଆ ସ୍ପିନର ଅଟନ୍ତି। ଆଇପିଏଲ ୨୦୨୨ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?