ଆଜି ଲକ୍ଷ୍ନୌକୁ ଭେଟିବ ହାଇଦ୍ରାବାଦ
ଲକ୍ଷ୍ନୌ,୭।୪: ଆଇପିଏଲ ସିରିଜ ୧୬ର ଦଶମ ମ୍ୟାଚ୍ ବୁଧବାର ଲକ୍ଷ୍ନୌ ସୁପର ଜାଏଣ୍ଟସ୍(ଏଲ୍ଏସ୍ଜି) ଏବଂ ସନ୍ରାଇଜର୍ସ ହାଇଦ୍ରାବାଦ(ଏସ୍ଆର୍ଏଚ୍)ମଧ୍ୟରେ ଲକ୍ଷ୍ନୌର ଅଟଳ ବିହାରୀ ବାଜପେୟୀ ଏକାନା ଷ୍ଟାଡିୟମରେ ଖେଳାଯିବ। ଚଳିତ ଆଇପିଏଲ୍ରେ ପରାଜୟରୁ ଅଭିଯାନ ଆରମ୍ଭ କରିଥିବା ସନ୍ରାଇଜର୍ସ ହାଇଦ୍ରାବାଦ ଜିତିବା ପାଇଁ…
କେକେଆର୍ର ବିଜୟ ପରେ ବିରାଟ କୋହଲିଙ୍କୁ ଧରି ନାଚିଲେ କିଙ୍ଗ୍ ଖାନ
କୋଲକାତା,୭।୪: କୋଲକାତାର ଇଡେନ ଗାର୍ଡେନ୍ସରେ ଗୁରୁବାର କୋଲକାତା ନାଇଟ ରାଇଡର୍ସ(କେକେଆର୍) ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆରସିିବି) ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚ୍ ଦେଖିବା ପାଇଁ ବଲିଉଡର କିଙ୍ଗ୍ ଖାନ ତଥା କେକେଆର୍ର ମାଲିକ ମଧ୍ୟ ପହଞ୍ଚିଥିଲେ। ତେବେ ମ୍ୟାଚ୍ରେ କେକେଆର୍ ଆରସିବିକୁ…
ଶାର୍ଦ୍ଦୂଳ,ଗୁରବାଜଙ୍କ ଅର୍ଦ୍ଧଶତକ
କୋଲକାତା,୭ା୪: କୋଲକାତାର ଇଡେନ୍ ଗାର୍ଡେନ୍ସରେ ଅନୁଷ୍ଠିତ ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ)ର ନବମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆରସିବି) ବିପକ୍ଷରେ ଚମତ୍କାର ଅର୍ଦ୍ଧଶତକ ହାସଲ କରିଛନ୍ତି ଶାର୍ଦ୍ଦୂଳ ଠାକୁର ଓ ରହମାନଉଲ୍ଲା ଗୁରବାଜ। ଉଭୟ ଖେଳାଳିଙ୍କ ଅର୍ଦ୍ଧଶତକ ବଳରେ କୋଲକାତା ନାଇଟ…
ଜାଭେଲିନ୍ ଛାଡ଼ି କ୍ରିକେଟକୁ ପସନ୍ଦ କରିଥିଲେ ହାଜେଲଉଡ୍
ଜୋଶ୍ ହାଜେଲଉଡ୍ କ୍ରିକେଟ ଜଗତରେ ଏକ ପରିଚିତ ନାମ। ଅଷ୍ଟ୍ରେଲିଆର ଏହି ଦ୍ରୁତ ବୋଲର ଇତିମଧ୍ୟରେ ୫୯ ଟେଷ୍ଟ, ୬୯ ଦିନିକିଆ ଓ ୪୧ଟି ଟି୨୦ ଅନ୍ତର୍ଜାତୀୟ ମ୍ୟାଚ ଖେଳିସାରିଛନ୍ତି। ଟେଷ୍ଟରେ ୨୦୦, ଦିନିକିଆରେ ୧୦୦ ଓ ଟି୨୦ରେ ୫୦ ଉଇକେଟ…
ମୁମ୍ବାଇ ଡବ୍ଲ୍ୟୁପିଏଲ୍ ଚାମ୍ପିୟନ
ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍)ର ୧୬ତମ ସଂସ୍କରଣ ଇତିମଧ୍ୟରେ ଆରମ୍ଭ ହୋଇଯାଇଛି। ଗତ ସଂସ୍କରଣରେ ପଏଣ୍ଟ ଟେବୁଲର ନିମ୍ନରେ ରହିଥିବା ଲିଗ୍ର ସବୁଠାରୁ ସଫଳ ଦଳ ମୁମ୍ବାଇ ଇଣ୍ଡିଆନ୍ସ ଏଥର ମଧ୍ୟ ପରାଜୟ ସହ ଅଭିଯାନ ଆରମ୍ଭ କରିଛି। ତେବେ ଏହାର…
କୋଲକାତାର ବୃହତ ବିଜୟ
କୋଲକାତା,୬।୪: କୋଲକାତାର ଇଡେନ୍ ଗାର୍ଡେନ୍ସରେ ଅନୁଷ୍ଠିତ ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ)ର ନବମ ମ୍ୟାଚରେ ଉଭୟ ବ୍ୟାଟିଂ ଏବଂ ବୋଲିଂରେ କୋଲକାତା ନାଇଟ ରାଇଡର୍ସ(କେକେଆର) ଚମତ୍କାର ପ୍ରଦର୍ଶନ କରି ୮୧ ରନ୍ରେ ବିଜୟୀ ହୋଇଛି। ଶାର୍ଦ୍ଦୂଳ ଠାକୁର ଓ ରହମାନଉଲ୍ଲା ଗୁରବାଜଙ୍କ…
ଆର୍ସିବି ଆଗରେ ୨୦୫ ରନ୍ର ଟାର୍ଗେଟ୍
କୋଲକାତା,୬।୪: କୋଲକାତାର ଇଡେନ୍ ଗାର୍ଡେନରେ ଗୁରୁବାର ଖେଳାଯାଇଥିବା ଆଇପିଏଲ୍ର ୯ତମ ମ୍ୟାଚ୍ରେ ଆର୍ସିବି ଅଧିନାୟକ ଫାଫ ଡୁପ୍ଲେସିସ ଟସ୍ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲେ। ଫଳରେ ଆମନ୍ତ୍ରଣ ପାଇ କୋଲକାତା ନାଇଟ ରାଇଡର୍ସ ନିର୍ଦ୍ଧାରିତ ୨୦ ଓଭରରେ ୭ ଉଇକେଟ ହରାଇ…
ଟସ୍ ଜିତି ଆରସିବିର ବୋଲିଂ ନିଷ୍ପତ୍ତି
କୋଲକାତା,୩।୪: କୋଲକାତାର ଇଡେନ ଗାର୍ଡେନରେ ଗୁରୁବାର ଖେଳାଯାଉଥିବା ଆଇପିଏଲ୍ର ୯ତମ ମ୍ୟାଚରେ କୋଲକାତା ନାଇଟ୍ ରାଇଡର୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୋ ମଧ୍ୟରେ ଖେଳାଯାଉଛି। ଆରସିବି ଅଧିନାୟକ ଫାଫ ଡୁ ଫ୍ଲେସିସ୍ ଟସ୍ ଜିତି ବୋଲିଂ ନିଷ୍ପତ୍ତି ନେଇଛନ୍ତି। ଫଳରେ ଆମନ୍ତ୍ରଣ…
ଆଜିର ମ୍ୟାଚ୍ରେ ରୟାଲ ଚ୍ୟାଲେଞ୍ଜର୍ସକୁ ସତର୍କ ରହିବାକୁ ପଡ଼ିବ
କୋଲକାତା,୬ା୪: ଗୁରୁବାର ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ)ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର -କୋଲକାତା ନାଇଟ ରାଇଡର୍ସ ମଧ୍ୟରେ ହେବ। ଏହି ମ୍ୟାଚ୍ ଆଜି ସନ୍ଧ୍ୟା ୭.୩୦ରେ ଇଡେନ ଗାର୍ଡେନ୍ସରେ ଖେଳାଯିବ। ତେବେ ଏହି ମ୍ୟାଚ୍ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଦଳକୁ କୋଲକାତା ନାଇଟ…
ଆଜିି କେକେଆର୍କୁ ଭେଟିବ ଆରସିବି, ଇଡେନ ଗାର୍ଡେନ୍ସରେ ହେବ ଲଢେଇ
କୋଲକାତା,୬।୪: ଆଜି କୋଲକାତା ନାଇଟ୍ ରାଇଡର୍ସ (କେକେଆର୍) ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ମଧ୍ୟରେ ମ୍ୟାଚ୍ ଇଡେନ ଗାର୍ଡେନ୍ସରେ ଖେଳାଯିବ। ତେବେ ପ୍ରଥମ ମ୍ୟାଚ୍ରେ ପରାସ୍ତ ହୋଇଥିବା ନାଇଟ୍ ରାଇଡର୍ସ ବିଜୟ ଖାତା ଖୋଲି ପାଇଁ ଚେଷ୍ଟା କରିବ। ନାଇଟ୍…
ସ୍ପେଶାଲ ଅଲିମ୍ପିକ୍ସ କୃତୀ ଆଥ୍ଲେଟ ସମ୍ବର୍ଦ୍ଧିତ
ଭୁବନେଶ୍ୱର, ୬।୪ (କ୍ରୀଡ଼ା ପ୍ରତିନିଧି): ନିକଟରେ ଆମିଟି ୟୁନିଭର୍ସିଟି ଆନୁକୂଲ୍ୟରେ ଆୟୋଜିତ ସାଇକ୍ଲିଂ ଜାତୀୟ ଚାମ୍ପିୟନଶିପ୍ ଏବଂ ରୋଲର ସ୍କେଟିଂରେ ପଦକ ହାସଲ କରିଥିବା ସ୍ପେଶାଲ ଅଲିମ୍ପିକ୍ସ ଭାରତର ଓଡ଼ିଶା ଆଥ୍ଲେଟଙ୍କୁ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ସମ୍ବର୍ଦ୍ଧିତ କରିଛନ୍ତି। ପ୍ରତିଯୋଗିତାର…
ଟିଟି ଖେଳାଳିଙ୍କୁ ନୂତନ ପଦ୍ଧତିରେ ପ୍ରଶିକ୍ଷଣ ଦିଆଯିବ
କଟକ ଅଫିସ, ୬ା୪: ଓଡ଼ିଶାରେ ଟେବୁଲ ଟେନିସ (ଟିଟି) କ୍ରୀଡ଼ାର ପ୍ରସାର ହେବ। ଖେଳାଳିମାନଙ୍କୁ ଉତ୍ତମ ପ୍ରଶିକ୍ଷଣ ପ୍ରଦାନ ସହ ପ୍ରୋତ୍ସାହିତ କରାଯିବ। ସ୍ଥାନୀୟ ବାଣିଜ୍ୟକର ଭବନଠାରେ ବୁଧବାର ଆୟୋଜିତ ଏକ ବୈଠକରେ ଅନ୍ତର୍ଜାତୀୟ ଟେବୁଲ ଟେନିସ ଫେଡେରେଶନ ସଭାପତି ମାଡାମ…

