ପୂର୍ବତନ ଓପନର ସୁଧୀର ନାୟକଙ୍କ ପରଲୋକ
ନୂଆଦିଲ୍ଲୀ, ୬ା୪ (ପି.ଟି.): ଭାରତୀୟ କ୍ରିକେଟ ଦଳର ଜଣେ ପୂର୍ବତନ ଓପନର ସୁଧୀର ନାୟକଙ୍କ ପରଲୋକ ହୋଇଯାଇଛି। ତାଙ୍କୁ ୭୮ବର୍ଷ ବୟସ ହୋଇଥିଲା। ୧୯୭୪ରେ ସେ ୩ଟି ଟେଷ୍ଟ ମ୍ୟାଚ ଖେଳିଥିଲେ। କିଛିଦିନ ଅସୁସ୍ଥ ରହିବା ପରେ ମୁମ୍ବାଇର ଏକ ହସ୍ପିଟାଲରେ…
ଜାତୀୟ ଶକ୍ତି ଉତ୍ତୋଳନରେ ଓଡ଼ିଶାକୁ ୫ ପଦକ
ଭୁବନେଶ୍ୱର, ୬।୪ (କ୍ରୀଡ଼ା ପ୍ରତିନିଧି): କେରଳର କୋଝିକୋଡ଼ଠାରେ ବୁଧବାର ଶେଷ ହୋଇଥିବା ଜାତୀୟ ଶକ୍ତି ଉତ୍ତୋଳନ ପ୍ରତିଯୋଗିତାରେ ଓଡ଼ିଶାକୁ ମୋଟ ୫ଟି ପଦକ ମିଳିଛି। ଓଡ଼ିଶା ମହିଳା ଦଳ ଓଭରଅଲ୍ ରନରଅପ୍ ହୋଇଛି। ତନୟା ପଣ୍ଡା ୮୪, ସ୍ବାଗତିକା ଖଟେଇ ୬୯…
ମାୟା, ହରିଥା, ପ୍ରକାଶ କ୍ୱାର୍ଟରରେ
ଭୁବନେଶ୍ୱର, ୬।୪ (କ୍ରୀଡ଼ା ପ୍ରତିନିଧି): ସର୍ବଭାରତୀୟ ଟେନିସ ଆସୋସିଏଶନ (ଏଆଇଟିଏ), ଓଡ଼ିଶା ଟେନିସ ଆସୋସିଏଶନ (ଓଟିଏ) ଓ ରାଜ୍ୟ ସରକାରଙ୍କ କ୍ରୀଡ଼ା ବିଭାଗର ମିଳିତ ଆନୁକୂଲ୍ୟରେ ଆଇଟିଏଫ୍ ଏସିଆନ ୧୪ ବର୍ଷରୁ କମ୍ ଡେଭଲପମେଣ୍ଟ ଚାମ୍ପିୟନଶିପ୍ ଫାଇନାଲ୍ସରେ ବୁଧବାର ପ୍ରି-କ୍ୱାର୍ଟର ଫାଇନାଲ…
ଟାଇଟନ୍ସର ଦ୍ୱିତୀୟ ବିଜୟ
ନୂଆଦିଲ୍ଲୀ, ୬।୪: ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍)ରେ ଗତଥରର ଚାମ୍ପିୟନ ଗୁଜରାଟ ଟାଇଟନ୍ସ କ୍ରମାଗତ ଦ୍ୱିତୀୟ ବିଜୟ ହାସଲ କରିଛି। ମଙ୍ଗଳବାର ଅନୁଷ୍ଠିତ ମ୍ୟାଚରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଦଳ ୬ ଉଇକେଟରେ ଦିଲ୍ଲୀ କ୍ୟାପିଟାଲ୍ସକୁ ପରାସ୍ତ କରିଛି। ଦିଲ୍ଲୀ କ୍ୟାପିଟାଲ୍ସ…
ଟସ୍ ଜିତି ବୋଲିଂ ନିଷ୍ପତ୍ତି ନେଲା ଆରଆର
ଗୁଆହାଟୀ,୫।୪: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୩ର ସପ୍ତମ ମ୍ୟାଚ ରାଜସ୍ଥାନ ରୟାଲ୍ସ(ଆରଆର) ଏବଂ ପଞ୍ଜାବ କିଙ୍ଗ୍ସ (ପିବିକେଏସ)ମଧ୍ୟରେ ଗୁଆହାଟୀର ବରସାପାରା କ୍ରିକେଟ ଷ୍ଟାଡିୟମରେ ଖେଳାଯାଉଛି। ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଟସ୍ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ତେବେ ପିବିକେଏସ ବ୍ୟାଟିଂ…
ଆଜି ନିଜ ପଡ଼ିଆରେ ଖେଳିବେ ରିଆନ
ଗୁଆହାଟୀ,୫ା୪: ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ୍)ରେ ବୁଧବାର ଆର୍ଆର୍ ଏବଂ ପିବିକେଏସ୍ ମଧ୍ୟରେ ମ୍ୟାଚ୍ ଅନୁଷ୍ଠିତ ହେବ। ୨୦୨୩ର ଅଷ୍ଟମ ମ୍ୟାଚ୍ରେ ରାଜସ୍ଥାନ ରୟାଲ୍ସ ପଞ୍ଜାବ କିଙ୍ଗ୍ସ ସହ ପ୍ରତିଦ୍ୱନ୍ଦ୍ୱିତା କରିଥିଲା। ତେବେ ଉଭୟ ଦଳ ନିଜ ନିଜ ପ୍ରଥମ ମ୍ୟାଚ୍…
ଜାସନ ରୟଙ୍କୁ ୨.୮ କୋଟି ଟଙ୍କାରେ କିଣିଲା କେକେଆର୍
କୋଲକାତା,୫ା୪: ଅଧିନାୟକ ଶ୍ରେୟସ ଆୟରଙ୍କ ଆଘାତ ଏବଂ ଶାକିଲ ଅଲ୍ ହାସନ ହଠାତ୍ ଟୁର୍ନାମେଣ୍ଟରୁ ଓହରିଯିବା ପରେ ଅସୁବିଧାଜନକ ସ୍ଥିତିରେ ଥିବା କୋଲକାତା ନାଇଟ୍ ରାଇଡର୍ସ ଏକ ଲାଇଫ ଲାଇନ୍ ପାଇଥିବା ଜଣାପଡ଼ିଛି। ଦୁଇଥର ଚାମ୍ପିୟନ ଫ୍ରାଞ୍ଚାଇଜ କୋଲକାତା ନାଇଟ୍ ରାଇଡର୍ସ…
ଆଜି ରାଜସ୍ଥାନ ରୟାଲ୍ସ ବନାମ ପଞ୍ଜାବ କିଙ୍ଗ୍ସ: ଉଭୟ ଟିମ୍ର ଦ୍ୱିତୀୟ ବିଜୟ ଲକ୍ଷ୍ୟ…
ଗୁଆହାଟୀ,୫।୪ : ଆଇପିଏଲ ସିରିଜ ୧୬ର ଅଷ୍ଟମ ମ୍ୟାଚ ବୁଧବାର ରାଜସ୍ଥାନ ରୟାଲ୍ସ(ଆରଆର) ଏବଂ ପଞ୍ଜାବ କିଙ୍ଗ୍ସ (ପିବିକେଏସ)ମଧ୍ୟରେ ଗୁଆହାଟୀର ବରସାପାରା କ୍ରିକେଟ ଷ୍ଟାଡିୟମରେ ଖେଳାଯିବ। ସନରାଇଜର୍ସ ହାଇଦ୍ରାବାଦ ବିରୋଧରେ ଏକ ବଡ଼ ବିଜୟ ପରେ ପଞ୍ଜାବ କିଙ୍ଗ୍ସର ଆତ୍ମବିଶ୍ୱାସୀ ଦଳ…
ପଟିଦାର ଆଇପିଏଲ୍ରୁ ବାହାର
ବେଙ୍ଗାଲୁରୁ, ୫ା୪ (ପି.ଟି.): ଗୋଇଠିରେ ଇଞ୍ଜୁରି ଯୋଗୁ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ଟପ୍ ଅର୍ଡର ବ୍ୟାଟର ରଜତ ପଟିଦାର ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍) ସିଜନରୁ ବାଦ୍ ପଡ଼ିଛନ୍ତି। ଫଳରେ ଦଳକୁ ଶକ୍ତ ଧକ୍କା ଲାଗିଛି। ଏହି ୨୯…
ବ୍ରାଜିଲ ଭଲିବଲର ସସ୍ପେଣ୍ଡ
ସାଓ ପାଉଲୋ, ୫ା୪ (ଏପି): ଅନ୍ଲାଇନ୍ରେ ରାଷ୍ଟ୍ରପତି ଲୁଇଜ୍ ଇନାସିଓ ଲୁଲା ଡା ସିଲ୍ଭାଙ୍କୁ ଦୁର୍ବ୍ୟବହାର ପାଇଁ ଅଲିମ୍ପିକ ଭଲିବଲ ସ୍ବର୍ଣ୍ଣ ବିଜେତା ଓ୍ବାଲେସ୍ ଡି’ସୋଜା ବ୍ରାଜିଲ ଅଲିମ୍ପିକ କମିଟି ଦ୍ୱାରା ଏକ ବର୍ଷ ସସ୍ପେଣ୍ଡ ହୋଇଛନ୍ତି। ସୋସିଆଲ ମିଡିଆରେ ହିଂସାକୁ…
ଶ୍ରେୟସ ଆୟରଙ୍କ ବିଦେଶରେ ହେବ ଅସ୍ତ୍ରୋପଚାର
ନୂଆଦିଲ୍ଲୀ, ୫ା୪ (ପି.ଟି.): ଭାରତୀୟ ବ୍ୟାଟର ଶ୍ରେୟସ ଆୟର ସମ୍ପୂର୍ଣ୍ଣ ଆଇପିଏଲ୍ ବ୍ୟତୀତ ଜୁନ୍ରେ ଅଷ୍ଟ୍ରେଲିଆ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ ଫାଇନାଲ ଖେଳିପାରିବେ ନାହିଁ। ବିଦେଶରେ ତାଙ୍କ ପିଠିରେ ଅସ୍ତ୍ରୋପଚାର ହେବ ବୋଲି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର…
ବକ୍ସର ଅମିର ଖାଁ ଦୁଇ ବର୍ଷ ବାସନ୍ଦ
ଲଣ୍ଡନ,୫ା୪(ଏପି): ଅବସରପ୍ରାପ୍ତ ବ୍ରିଟିଶ ବକ୍ସର ଅମିର ଖାଁଙ୍କୁ ସମସ୍ତ ପ୍ରକାର ଖେଳରୁ ଦୁଇବର୍ଷ ବାସନ୍ଦ କରାଯାଇଛି। ତାଙ୍କ କ୍ୟାରିୟରର ଶେଷ ଫାଇଟ୍ ସମୟରେ ତାଙ୍କର ହୋଇଥିବା ଡୋପ୍ ଟେଷ୍ଟରେ ସେ ବିଫଳ ହୋଇଛନ୍ତି। ୨୦୨୨ ଫେବୃୟାରୀରେ ମାଞ୍ଚେଷ୍ଟରଠାରେ କେଲ୍ ବ୍ରୁମ୍ଙ୍କଠାରୁ ପରାଜୟ…

