୧୦ ଉଇକେଟରେ ଜିତିଲା ହିମାଚଳ
ସମ୍ବଲପୁର,୧୯।୧(ବ୍ୟୁରୋ): ସମ୍ବଲପୁର ବୀର ସୁରେନ୍ଦ୍ର ସାଏ ଷ୍ଡାଡିୟମରେ ଅନୁଷ୍ଠିତ ୨୫ ବର୍ଷରୁ କର୍ନେଲ ସିକେ ନାଉଡୁ ଟ୍ରଫିରେ ଓଡିଶାକୁ ୧୦ ଉଇକେଟରେ ହରାଇଛି ହିମାଚଳ ପ୍ରଦେଶ। ଫଲୋଅନ୍ ପରେ ଓଡ଼ିଶା ମାତ୍ର ୧୯୩ ରନରେ ଅଲଆଉଟ ହୋଇଥିଲା। ହିମାଚଳ ସମ୍ମୁଖରେ ୧…
ଝାଡ଼ଖଣ୍ଡ ଏକାଦଶକୁ ହରାଇଲା ଓଡ଼ିଶା
କାଳିଆପାଣି, ୧୯ା୧ (ଡି.ଏନ.ଏ.) : ଯାଜପୁର ଜିଲା କାଳିଆପାଣି ଖଣି ଅଞ୍ଚଳର ଟାଟା ଷ୍ଟିଲ୍ ମାଇନିଂ କଲୋନି ପରିସର ଖେଳ ପଡ଼ିଆରେ ବୁଧବାର ଦୃଷ୍ଟିବାଧିତ ଆନ୍ତଃରାଜ୍ୟ ବନ୍ଧୁତ୍ୱପୂର୍ଣ୍ଣ କ୍ରିକେଟ୍ ମ୍ୟାଚ୍ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଓଡ଼ିଶା ଏକାଦଶ ବିଜୟୀ ହୋଇଛି। ଟାଟା…
ସିରାଜଙ୍କ ଚମତ୍କାର ବୋଲିଂ: ନ୍ୟୁଜିଲାଣ୍ଡକୁ ୧୨ ରନ୍ରେ ପରାସ୍ତ କଲା ଭାରତ
ହାଇଦ୍ରାବାଦ୍,୧୮।୧: ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ର ପ୍ରଥମ ମ୍ୟାଚ୍ରେ ଭାରତ ନ୍ୟୁଜିଲାଣ୍ଡକୁ ୧୨ ରନ୍ରେ ପରାସ୍ତ କରିଛି। ୩୫୦ ରନ୍ର ବିଶାଳ ଲକ୍ଷ୍ୟକୁ ପିଛା କରି ନ୍ୟୁଜିଲାଣ୍ଡ ୪୯.୨ ଓଭରରେ ୩୩୭ ରନ୍ରେ ଅଲଆଉଟ୍ ହୋଇଯାଇଥିଲା। ଏହି ବିଜୟ ସହ…
ରେସଲରଙ୍କ ଅଭିଯୋଗ ପ୍ରମାଣିତ ହେଲେ ଫାଶିରେ ଝୁଲି ପଡ଼ିବି: ବ୍ରିଜ ଭୂଷଣ
ନୂଆଦିଲ୍ଲୀ,୧୮।୧: ଭାରତୀୟ କୁସ୍ତି ମହାସଂଘର ସଭାପତି ତଥା ଭାଜପା ଏମ୍ପି ବ୍ରିଜ ଭୂଷଣ ଶାରନ ସିଂଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ ଆଣି ଜନ୍ତରମନ୍ତରରେ ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି ରେସଲର୍। ସେମାନେ ସଭାପତି ପରିବର୍ତ୍ତନ କରିବାକୁ ଅଡି ବସିବା ସହ ଦାବି…
ଭାରତୀୟ କୁସ୍ତି ମହାସଂଘର ସଭାପତିଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ ଆଣିଲେ ଭିନେଶ
ନୂଆଦିଲ୍ଲୀ,୧୮।୧: ରେସଲିଂ ଫେଡେରେଶନ ଅଫ୍ ଇଣ୍ଡିଆ(ଭାରତୀୟ କୁସ୍ତି ମହାସଂଘ) ଏବଂ ଏହାର ସଭାପତି ବ୍ରିଜ ଭୂଷଣ ଶାରନ ସିଂହଙ୍କ ବିରୋଧରେ ବିକ୍ଷୋଭ କରିଛନ୍ତି ଭାରତୀୟ ରେସଲର। ଟୋକିଓ ଅଲିମ୍ପିକ ୨୦୨୨ ପଦକ ବିଜେତା ବଜରଙ୍ଗ ପୁନିଆ, ରିଓ ଅଲିମ୍ପିକ ୨୦୧୬ ବ୍ରୋଞ୍ଜ…
‘ଗିଲ ହେ କି ମାନତା ନେହିଁ’
ହାଇଦ୍ରାବାଦ,୧୮।୧: ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଚମକିଛନ୍ତି ଭାରତୀୟ ବ୍ୟାଟ୍ସମ୍ୟାନ ଶୁଭମନ ଗିଲ। ବିସ୍ଫୋରକ ବ୍ୟାଟିଂ କରି ସେ ନିଜର ଦ୍ୱିଶତକ ପୂରଣ କରିଛନ୍ତି। ଏହି ସଫଳତାକୁ ନେଇ ପୂର୍ବତନ କ୍ରିକେଟର ବିରେନ୍ଦ୍ର ସେହ୍ବାଗ ଫିଲ୍ମର ପୋଷ୍ଟର ଶେୟାର କରି…
ଇତିହାସ ରଚିଲେ ଶୁବମନ ଗିଲ
ହାଇଦ୍ରାବାଦ୍,୧୮।୧: ହାଇଦ୍ରାବାଦ୍ରେ ଖେଳାଯାଉଥିବା ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଶୁବମନ ଗିଲ ଦ୍ୱିଶତକ ହାସଲ କରିଛନ୍ତି। ଏହି ମ୍ୟାଚରେ ଗିଲ ୧୪୬ ବଲରେ ଦ୍ରୁତ ଦ୍ୱିଶତକ ହାସଲ କରିଥିଲେ। ସେ ୨୦୮ ରନର ପାଳି ଖେଳିଥିଲେ। ସେ ତାଙ୍କ ଇନିଂସରେ ୧୯…
ନ୍ୟୁଜିଲାଣ୍ଡକୁ ୩୫୦ ରନ୍ ଟାର୍ଗେଟ୍ ଦେଲା ଭାରତ
ହାଇଦ୍ରାବାଦ୍,୧୮।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ଦିନିକିଆ ସିରିଜର ପ୍ରଥମ ମ୍ୟାଚ ହାଇଦ୍ରାବାଦରେ ଖେଳାଯାଉଛି। ଟସ ଜିତିବା ପରେ ପ୍ରଥମେ ବ୍ୟାଟିଂ କରି ଭାରତ ୫୦ ଓଭରରେ ଆଠ ଉଇକେଟ ହରାଇ ୩୪୯ ରନ ସଂଗ୍ରହ କରିଥିଲା। ଦଳ ପାଇଁ…
ଉପରକୁ ଉଠିଲେ କୋହଲି
ନୂଆଦିଲ୍ଲୀ,୧୮।୧: ଶ୍ରୀଲଙ୍କା ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ଦୁଇ ଶତକ ସହ ୨୮୩ ରନ ସ୍କୋର କରିଥିବା ବିରାଟ କୋହଲି ସର୍ବଶେଷ ଆଇସିସି ଦିନିକିଆ ବ୍ୟାଟିଂ ର଼୍ୟାଙ୍କିଙ୍ଗରେ ଉପରକୁ ଉଠିଛନ୍ତି। ସେ ଅଷ୍ଟମରୁ ଚତୁର୍ଥ ସ୍ଥାନରେ ପହଞ୍ଚିଛନ୍ତି। ସେହିପରି…
ଧୋନୀଙ୍କ ରେକର୍ଡ ଭାଙ୍ଗିଲେ ରୋହିତ
ହାଇଦ୍ରାବାଦ୍,୧୮।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ଦିନିକିଆ ସିରିଜର ପ୍ରଥମ ମ୍ୟାଚ ହାଇଦ୍ରାବାଦରେ ଖେଳାଯାଉଛି। ଏହି ମ୍ୟାଚରେ ଟିମ ଇଣ୍ଡିଆ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ରୋହିତ ଶର୍ମା ଏବଂ ଶୁଭମାନ ଗିଲ ଦଳ ପାଇଁ…
ଦୂତି ଚାନ୍ଦଙ୍କୁ ବଡ଼ ଝଟ୍କା: ଡୋପ ଟେଷ୍ଟରେ ଧରାପଡିବା ପରେ ହେଲେ ନିଲମ୍ବିତ
ନୂଆଦିଲ୍ଲୀ/ଭୁବନେଶ୍ୱର,୧୮।୧: ଏସିଆନ୍ ଗେମ୍ସ ପୂର୍ବରୁ ଭାରତୀୟ ଧାବିକା ଦୂତି ଚାନ୍ଦଙ୍କୁ ବଡ଼ ଝଟ୍କା ଲାଗିଛି। ଡୋପ ଟେଷ୍ଟରେ ବିଫଳ ହେବା ପରେ ତାଙ୍କୁ ସାମୟିକ ଭାବେ ନିଲମ୍ବିତ କରାଯାଇଛି। ଦୂତି ସିଲେକ୍ଟିଭ ଆଣ୍ଡ୍ରୋଜେନ ରିସେପ୍ଟର ମଡ୍ୟୁଲେଟର ସେବନ କରୁଥିବା ଜଣାପଡିଛି। ତାଙ୍କ…
ଭାରତ ଏକାଦଶରେ ବଡ଼ ପରିବର୍ତ୍ତନ: ଫେରିଲେ ହାର୍ଦ୍ଦିକ-ଶାର୍ଦ୍ଦୁଳ; ସୂର୍ଯ୍ୟକୁମାର-ଇଶାନଙ୍କୁ ମଧ୍ୟ ସୁଯୋଗ
ହାଇଦ୍ରାବାଦ,୧୮।୧: ନ୍ୟୁଜିଲାଣ୍ଡ ବିପକ୍ଷରେ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ ଖେଳିବ ଭାରତ। ଏହାର ପ୍ରଥର ମୁକାବିଲା ହାଇଦ୍ରାବାଦରେ ବୁଧବାର ଖେଳାଯାଉଛି। ମ୍ୟାଚ୍ରେ ଅଧିନାୟକ ରୋହିତ ଶର୍ମା ପ୍ରଥମେ ଟସ୍ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଛନ୍ତି। ପ୍ରଥମ ଦିନିକିଆରେ ଭାରତ ଏକାଦଶରେ…
Archives


